Home Middle

କଟକ ମାଟିରେ ଫେଣ୍ଟା କାରିଗରର ଭାବନା: ପରମ୍ପରାକୁ ଭୁଲି ମୂର୍ତ୍ତି ଭାଙ୍ଗିବ କିଏ…

କଟକ ଅଫିସ୍‌, ୨୦।୯ : କଟକ ମାଟିରେ ଫେଣ୍ଟି ହୋଇଥାଏ କାରିଗରର ଭାବନା। ଭାଗମାପ ନୁହେଁ, ଭାବରେ ମା’ଙ୍କ ମୂର୍ତ୍ତି ତିଆରି କରାଯାଏ। ଯେତିକି ପୁରୁଣା ଏ ସହର, ସେତିକି ପୁରୁଣା ଏଠାକାର ପରମ୍ପରା ଆଉ ଦୁଗର୍ର୍ାପୂଜା। ପ୍ରତିବର୍ଷ କାରିଗର ହାତରେ…

ଏଲ୍‌ଓସିରେ ଡ୍ରଗ୍ସ୍‌ ର଼୍ୟାକେଟର ପର୍ଦ୍ଦାଫାଶ୍‌

ଶ୍ରୀନଗର, ୨୦।୯: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍‌ଓସି)ରେ ଏକ ଡ୍ରଗ୍ସ୍‌ ର଼୍ୟାକେଟର ପର୍ଦ୍ଦାଫାଶ୍‌ ହୋଇଛି। ଅର୍ନିଆ ସେକ୍ଟରର ବୁଧଓ୍ବାରାଠାରୁ ବିଏସ୍‌ଏଫ୍‌ ଯବାନମାନେ ବିପୁଳ ପରିମାଣର ଡ୍ରଗ୍ସ୍‌ ଜବତ କରିଛନ୍ତି। ରବିବାର ଭୋର୍‌ ସମୟରେ ଜଣେ ବ୍ୟକ୍ତି ପାକିସ୍ତାନ ପଟୁ ଭାରତରେ…

ରାଜ୍ୟରେ ୭ଶହ ଟପିଲା କରୋନା ମୃତ୍ୟୁ: ଆଜି ଗଲା ୧୦ ମୁଣ୍ଡ; କଟକ-ପୁରୀରୁ ସର୍ବାଧିକ

ଭୁବନେଶ୍ୱର,୨୦।୯(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବଲାଙ୍ଗୀରର ୪୦ ବର୍ଷୀୟ ପୁରୁଷ,କଟକର ୬୯ବର୍ଷୀୟ ବୃଦ୍ଧ, ୮୪ ବର୍ଷୀୟ ବୃଦ୍ଧ, ଗଞ୍ଜାମର ୬୮ବର୍ଷୀୟ ବୃଦ୍ଧ, କଳାହାଣ୍ଡିର ୬୫ ବର୍ଷୀୟ ବୃଦ୍ଧ, ଖୋର୍ଦ୍ଧାର ୯୨ବର୍ଷୀୟ ବୃଦ୍ଧ, ମୟୂରଭଞ୍ଜର ୮୦ବର୍ଷୀୟ…

ବଢୁଛି କରୋନା କାୟା: ଆଜି ଚିହ୍ନଟ ହେଲେ ୪,୩୩୦ ଆକ୍ରାନ୍ତ; ମୋଟ ସଂଖ୍ୟା ୧,୭୯୮୮୦କୁ ବୃଦ୍ଧି

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ରାଜ୍ୟରେ ରବିବାର ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୨,୫୫୬ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧,୭୭୪ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୭୯,୮୮୦କୁ ବୃଦ୍ଧି…

କୃଷି ବିଧେୟକ ରାଜ୍ୟ ସଭାରେ ଉପସ୍ଥାପିତ: ମଞ୍ଜୁରୀ ପାଇଁ ଛୋଟ ଦଳଙ୍କ ଭରସାରେ ଭାଜପା

ନୂଆଦିଲ୍ଲୀ, ୨୦।୯: ମୌସୁମୀ ଅଧିବେଶନର ୭ମ ଦିନରେ ରବିବାର ରାଜ୍ୟ ସଭାରେ କୃଷି ବିଧେୟକ ଉପସ୍ଥାପିତ ହୋଇଛି। ଏହାକୁ ଉପସ୍ଥାପନ କରି କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି ଯେ, ଏହି ବିଲ୍‌ କୃଷକଙ୍କ ଜୀବନରେ ବହୁ ପରିବର୍ତ୍ତନ ଆଣିବାକୁ…

ଆରୋଗ୍ୟରେ ଆମେରିକାଠୁ ଭାରତ ଆଗରେ

ନୂଆଦିଲ୍ଲୀ,୨୦।୯(ପି.ଟି.): କୋଭିଡ୍‌-୧୯ ଆରୋଗ୍ୟ ହାର ଦୃଷ୍ଟିରୁ ଭାରତ ଆମେରିକାକୁ ପଛରେ ପକାଇ ଏକ ନମ୍ବର ସ୍ଥାନରେ ପହଞ୍ଚତ୍ଛି। ଗତ ୨୪ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ୯୫ହଜାର ୮୮୦ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଏହା ସହ କୋଭିଡ୍‌ ଆରୋଗ୍ୟ ହାର…

କରୋନାରୁ ସୁସ୍ଥ ହେବା ପରେ ବି ପୁଣି ହୋଇପାରେ ସଂକ୍ରମଣ: ଏସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଚିନ୍ତା ବଢ଼ାଇଛି ମହାମାରୀ କରୋନା। ଓଡ଼ିଶାରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ଲୋକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବାରୁ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ଡାକ୍ତର ପ୍ରଜ୍ଞାନ ରାଉତରାୟ ସୂଚନା…

ଦିଲ୍ଲୀରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା ସ୍ବୀକାର କରିଥିଲେ ଠିକ୍‌ ହୋଇଥାନ୍ତା: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୯।୯: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଦିଲ୍ଲୀରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା ସ୍ବୀକାର କରିଥିଲେ ଭଲ ହୋଇଥାନ୍ତା ବୋଲି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଶନିବାର ସୂଚନା ଦେଇଛନ୍ତି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ଶିକ୍ଷାଦାନ ପ୍ରଣାଳୀକୁ ପୁନର୍ଜୀବିତ କରିବା ଏନ୍‌ଇପିର ଲକ୍ଷ୍ୟ: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୧୯।୯: ଶିକ୍ଷା ବ୍ୟବସ୍ଥାର ସୁଧାର ପାଇଁ ସରକାରଙ୍କ ପକ୍ଷରୁ ରାଷ୍ଟ୍ରୀୟ ଶିକ୍ଷା ନୀତି(ଏନ୍‌ଇପି)-୨୦୦ର ପ୍ରଚଳନ କରାଯାଇଛି। ଏହାଦ୍ୱାରା ସମାଜରେ ଗୁଣବତ୍ତାଯୁକ୍ତ ଶିକ୍ଷାର ପ୍ରସାର ସମ୍ଭବ ହେବ। ଏନ୍‌ଇପି ଶିକ୍ଷା ପ୍ରଣାଳୀକୁ ପୁନର୍ଜୀବିତ କରିବାକୁ ସକ୍ଷମ ହେବ ବୋଲି ରାଷ୍ଟ୍ରପତି ରାମ…

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯…

କରୋନାର ଦୋହରା ମାଡ଼: ପୁଣି ଲକ୍‌ଡାଉନ୍‌ !

ନୂଆଦିଲ୍ଲୀ/ଓ୍ବାଶିଂଟନ, ୧୯।୯: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏବେ କେତେକ ଦେଶରେ କରୋନାର ଦୋହରା ମାଡ଼ ଆରମ୍ଭ ହୋଇଛି। ଫଳରେ ପୁଣି ଲକ୍‌ଡାଉନ୍‌ ହେବାର ଆଶଙ୍କା ବଢ଼ିବାରେ ଲାଗିଛି। ଇସ୍ରାଏଲ୍‌ କରୋନା ସଂକ୍ରମଣ ପୁଣି ଫେରିଛି। ଏଠାରେ…

CORONAVIRUS UPDATE: ରାଜ୍ୟରେ ପୁଣି ୪ ହଜାରରୁ ଅଧିକ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ୪୨୦୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୭୫୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୪୧ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?