Home Middle

୭୨ ଏନ୍‌କାଉଣ୍ଟରରେ ୧୭୭ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି

ଶ୍ରୀନଗର, ୧୭।୯: ଚଳିତ ବର୍ଷ ଜାନୁୟାରୀରୁ ସେପ୍ଟେମ୍ବର ୧୭ ସୁଦ୍ଧା ଗତ ୯ ମାସ ମଧ୍ୟରେ ଆତଙ୍କବାଦ ବିରୋଧୀ ଅପରେଶନରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିିଳିଛି। ବର୍ତ୍ତମାନ ସୁଦ୍ଧା ହୋଇଥିବା ୭୨ ଏନ୍‌କାଉଣ୍ଟରରେ ୧୭୭ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ…

ଏଲ୍‌ଏସି ସ୍ଥିତିର ଉଲ୍ଲଂଘନ କରୁଛି ଚାଇନା: ଯେ କୌଣସି ସ୍ଥିତି ପାଇଁ ଭାରତୀୟ ସେନା ପ୍ରସ୍ତୁତ

ନୂଆଦିଲ୍ଲୀ, ୧୭।୯: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖରେ ସ୍ଥିତି ଧୀରେଧୀରେ ଉତ୍ତେଜନାପୂର୍ଣ୍ଣ ହେବାରେ ଲାଗିଛି। ଚାଇନା ଏଲ୍‌ଏସି ବାସ୍ତବିକ ସ୍ଥିତିର ଉଲ୍ଲଂଘନ କରୁଛି। ତେବେ ଭାରତୀୟ ଯବାନ ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ବୋଲି ଗୁରୁବାର ରାଜ୍ୟ…

ବାବ୍ରି ଅଭିଯୁକ୍ତଙ୍କୁ ଦୋଷ ମୁକ୍ତ କରାଯାଉ: ଇକବାଲ୍‌ ଅନସାରୀ

ନୂଆଦିଲ୍ଲୀ, ୧୭।୯: ବାବ୍ରି ମସଜିଦ୍‌ ଭଙ୍ଗା ମାମଲାରେ ସିବିଆଇର ସ୍ବତନ୍ତ୍ର କୋର୍ଟ ପକ୍ଷରୁ ଅଭିଯୁକ୍ତ ଲାଲ୍‌କୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ ମନୋହର ଯୋଶୀ, କଲ୍ୟାଣ ସିଂ, ବିନୟ କଟିଆର, ମହନ୍ତ ନୃତ୍ୟ ଗୋପାଳ ଦାସ, ସାଧ୍ୱୀ ରିତମ୍ଭରା, ଉମା ଭାରତୀଙ୍କ ସମେତ ୩୨…

ଆଜି ଆଉ ୧୩ ଜୀବନ ନେଲା କରୋନା, ୬୬୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଗୁରୁବାର ରାଜ୍ୟରୁ ଆଉ ୧୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୬୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପୁରୀ ଏବଂ ଖୋର୍ଦ୍ଧା…

CORONAVIRUS UPDATE: ରାଜ୍ୟରୁ ଆଜି ସର୍ବାଧିକ ୪୨୪୧ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୬୭ ହଜାର ଟପିଲା

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଗୁରୁବାର ମୋଟ୍‌ ୩୦ ଜିଲାରୁ ୪,୨୪୧ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୬୭, ୧୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ…

କରୋନା ସହିତ ଲଢ଼େଇ ରାଜନୈତିକ ନୁହେଁ, ଏହା ଜୀବନ ବଞ୍ଚାଇବା ଯୁଦ୍ଧ: ସଞ୍ଜୟ ରାଉତ

ନୂଆଦିଲ୍ଲୀ, ୧୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ତେବେ ଏହାକୁ ନେଇ ରାଜନୀତି କରାଯିବା ଅନୁଚିତ। କରୋନା ସହିତ ଲଢ଼େଇ ରାଜନୈତିକ ନୁହେଁ। ଏହା ଜୀବନ ବଞ୍ଚାଇବାର ଯୁଦ୍ଧ ବୋଲି ଗୁରୁବାର ଶିବସେନା ଏମ୍‌ପି ସଞ୍ଜୟ…

ଏଲ୍‌ଏସିରେ କରୋନା ସହିତ ବି ଲଢୁଛନ୍ତି ଭାରତୀୟ ଯବାନ

ଲେହ, ୧୭।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତୀୟ ଯବାନ ଏଠାରେ ଚାଇନା ସହିତ ମୁହାଁମୁହିଁ ହୋଇଛନ୍ତି। ସେହିପରି ଭାରତୀୟ ସେନା ଏବେ କରୋନା ସହିତ ମଧ୍ୟ ଲଢ଼େଇ ଜାରି ରଖିଛି। ସୀମାରେ ଦେଶ ସୁରକ୍ଷା ଦାୟିତ୍ୱ…

ଲୋକଙ୍କ ମଧ୍ୟରେ ଘୃଣା ସୃଷ୍ଟି କରୁଥିବା ୭୮୧୯ ଓ୍ବେବସାଇଟ୍‌ ବନ୍ଦ

ନୂଆଦିଲ୍ଲୀ, ୧୭।୯: ଦେଶରେ ଲୋକଙ୍କ ମଧ୍ୟରେ ଘୃଣା ସୃଷ୍ଟି କରୁଥିବା ଏବଂ ମିଥ୍ୟ ଖବର ପ୍ରସାରିତ କରୁଥିବା ୭୮୧୯ ଓ୍ବେବସାଇଟ୍‌ ପେଜ୍‌ ତଥା ଆକାଉଣ୍ଟକୁ ବନ୍ଦ କରି ଦିଆଯାଇଛି। ଏହାଦ୍ୱାରା ହିଂସାକାଣ୍ଡ ଘଟୁଥିବାରୁ ସରକାରଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୭।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଗୁରୁବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ସିଆର୍‌ପିଏଫ୍‌ର ଜଣେ ଅଫିସରଙ୍କ ସମେତ ୨ ଜଣ ଆହତ…

ଜାନୁୟାରୀ ପହିଲାରୁ ଖେଳନା ଲାଗି ବାଧ୍ୟତାମୂଳକ ହେବ ବିଆଇଏସ୍‌

ନୂଆଦିଲ୍ଲୀ,୧୭।୯: କେନ୍ଦ୍ର ସରକାର ଘରୋଇ ବଜାରର ଖେଳନା ମାନୁଫାକଚର୍ସଙ୍କୁ ବୁଧବାର ଆଶ୍ୱସ୍ତି ଦେବା ଭଳି ପଦକ୍ଷେପ ନେଇଛନ୍ତି। ଖେଳନା ଲାଗି ବାଧ୍ୟତାମୂଳକ ବିଆଇଏସ୍‌ ପ୍ରମାଣନ କାର୍ଯ୍ୟକାରୀ ହେବା ସମୟକୁ ବଢ଼ାଇଛନ୍ତି। ୨୦୨୧ରୁ ଏହି ନୂଆ ନିୟମ କାର୍ଯ୍ୟକାରୀ ହେବ। ଏହା ମଧ୍ୟରେ…

ଅର୍ଥ ବ୍ୟବସ୍ଥାର ସ୍ଥିତାବସ୍ଥା ଫେରୁଛି

ନୂଆଦିଲ୍ଲୀ,୧୭।୯: କରୋନା ମହାମାରୀ ଯୋଗୁ ଘରୋଇ ବଜାର କ୍ଷତିଗ୍ରସ୍ତ ହୋଇ ରହିଛି। ଏଭଳି ସ୍ଥିତିରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ବୁଧବାର ଦେଶର ଶିଳ୍ପଜଗତକୁ ଆଶ୍ୱାସନା ଦେଇଛନ୍ତି। ସେ କହିଛନ୍ତି ଯେ, ଅର୍ଥ ବ୍ୟବସ୍ଥାରେ ସ୍ଥିତାବସ୍ଥା ଫେରୁଛି। ଅଭିବୃଦ୍ଧି ଧୀରେ…

ଠିକାଦାରଙ୍କୁ ଅନୁକମ୍ପା ଚର୍ଚ୍ଚା

ଅନୁଗୋଳ ଅଫିସ୍‌, ୧୭।୯: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟ କରୁଥିବା ଠିକାସଂସ୍ଥାଗୁଡିକୁ ଅନୁକମ୍ପା ଦେଖାଯାଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଠିକାସଂସ୍ଥାଗୁଡିକର ଟେଣ୍ଡର ଡକା ନ ଯାଇ କେବଳ ରିନ୍ୟୁଆଲ କରିଦିଆଯାଉଥିବା ନେଇ ଅଭିଯୋଗ ଉଠିଛି। ସୂଚନା ଅନୁଯାୟୀ, ଚିକିତ୍ସାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?