Home Middle

ଭୁବନେଶ୍ୱରରେ ନମୂନା ସଂଗ୍ରହ ଆରମ୍ଭ: ଦୁଇଟି ପର୍ଯ୍ୟାୟରେ ହେବ ପରୀକ୍ଷା, ସକାଳ ୮ରୁ ୧୧ ଏବଂ ଅପରାହ୍ନ ୪ରୁ ୬ଟା ଯାଏ ହେବ ନମୂନା ସଂଗ୍ରହ

ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା ମୁକାବିଲା ନିମେନ୍ତ ହଟ୍‌ସ୍ପଟ୍‌ ସାଜିଥିବା ଭୁବନେଶ୍ୱରରୁ ନମୂନା ସଂଗ୍ରହ ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ୩ଟି ଜୋନ୍‌ରେ ୧୩ଟି ଟିମ୍‌ ଗଠନ ହୋଇଛି। ପ୍ରତ୍ୟେକ ଟିମ୍‌ରେ ଡାକ୍ତର, ଶିକ୍ଷକ…

କରୋନା ଲଢ଼େଇ: ରାଜସ୍ଥାନ-କେରଳ ସୃଷ୍ଟି କଲେ ନୂଆ ଉଦାହରଣ

ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଭାରତର ରାଜସ୍ଥାନର ଭୀଲଓ୍ବାଡା ଏବଂ କେରଳରେ ହୋଇଥିବା କରୋନା ମୁକାବିଲା ଲଢ଼େଇ ପୃଥିବୀ ପାଇଁ ଏକ…

ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୪(ବୁରୋ): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ୨ ଆକ୍ରାନ୍ତ ଭୁବନେଶ୍ୱରର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ କରି କୁହାଯାଇଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ…

କରୋନା ଯୁଦ୍ଧରେ ଭାରତ ଆଗରେ: ଲଭ ଅଗ୍ରଓ୍ବାଲ

ନୂଆଦିଲ୍ଲୀ,୧୭।୪: ଭାରତ କରୋନା ଯୁଦ୍ଧରେ ଆଗରେ ରହିଛି ବୋଲି ଶୁକ୍ରବାର ପ୍ରକାଶ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ। ସେ କହିଛନ୍ତି ଦେଶରେ ଯେଉଁ ପରିମାଣରେ କରୋନା ସଂକ୍ରମଣ ବଢି ଚାଲିଥିବା ବର୍ତ୍ତମାନ ଏହା ୪୦ ପ୍ରତିଶତ…

ରାଜଧାନୀରେ ୪ଟି ବର୍ଗରେ ହେବ ନମୁନା ପରୀକ୍ଷଣ, ସହଯୋଗ ନ କଲେ ହସ୍ତକ୍ଷେପ କରିବ ପୋଲିସ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ୬୦ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ରାଜଧାନୀରୁ ୪୬ଜଣ ରହିଛନ୍ତି। ଏହାକୁ ନେଇ ଭୁବନେଶ୍ୱରକୁ ହଟ୍‌ସ୍ପଟ୍‌ କୁହାଯାଉଛି। ଆଗାମୀ ଦିନରେ କରୋନାର ଚିତ୍ର ସ୍ପଷ୍ଟ କରିବା ଲାଗି ନମୂନା ପରୀକ୍ଷଣକୁ ଅଧିକ କରାଯିବ। ୭ଦିନ ମଧ୍ୟରେ ୫,୦୦୦…

ରାଜ୍ୟ ସରକାରଙ୍କ କରୋନା ମୁକାବିଲା ଚିନ୍ତା: ରାଜଧାନୀ ପାଇଁ ସ୍ବତନ୍ତ୍ର ପ୍ଲାନ୍‌, ୭ ଦିନରେ ୫୦୦୦ ନମୁନା ପରୀକ୍ଷଣ ଲକ୍ଷ୍ୟ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୬୦ଜଣ ପଜିଟିଭ୍‌ ବାହାରିଛନ୍ତି। ହେଲେ କେବଳ ଭୁବନେଶ୍ୱରରେ ୪୬ ପଜିଟିଭ୍‌ ମାମଲା ରହିଛି। ଏଥିରୁ ଭୁବନେଶ୍ୱର ହଟ୍‌ସ୍ପଟ୍‌ ବୋଲି ସ୍ପଷ୍ଟ ହୋଇଛି। ଖୋର୍ଦ୍ଧାକୁ ଛାଡ଼ି ବାକି ୮ଟି…

ଭୁବନେଶ୍ୱର କରୋନା ହଟ୍‌ସ୍ପଟ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀ ଏଥିପାଇଁ ୨୪/୭ କାମ କରୁଛନ୍ତି। ଇତିମଧ୍ୟରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ୭ଟି…

୨୦୨୨ ଯାଏ ଜାରି ରହିପାରେ ସାମାଜିକ ଦୂରତ୍ୱ

ଓ୍ବାଶିଂଟନ,୧୭ା୪: କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ଅଦ୍ୟାବଧି ବିଶ୍ୱର କୌଣସି ରାଷ୍ଟ୍ର ଭାକ୍‌ସିନ ପ୍ରସ୍ତୁତ କରିପାରି ନାହାନ୍ତି। ସାମାଜିକ ଦୂରତ୍ୱ ବା ସୋସିଆଲ ଡିଷ୍ଟାନ୍ସିଂ ହିଁ ଏହି ଘାତକ ମହାମାରୀରୁ ମୁକ୍ତି ପାଇଁ ଏକମାତ୍ର ଔଷଧ ବୋଲି ବିବେଚନା କରାଯାଉଛି।…

ଉପଭୋକ୍ତାଙ୍କୁ ସେସୁର ୪% ରିହାତି: ମାର୍ଚ୍ଚ, ଏପ୍ରିଲ୍‌ର ବିଲ୍‌ରେ ଅତିରିକ୍ତ ଭାବେ ମିଳିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ମାର୍ଚ୍ଚ ୨୫ ତାରିଖରୁ ସମଗ୍ର ଦେଶରେ ଲକ୍‌ଡାଉନ ଜାରି ରହିଛି। ବନ୍ଦ ଯୋଗୁ ଜନସାଧାରଣ ସେମାନଙ୍କର ବିଦ୍ୟୁତ୍‌ ବିଲ୍‌ ନିର୍ଦ୍ଧାରିତ ସମୟରେ ପଇଠ କରିନାହାନ୍ତି। ଲକ୍‌ଡାଉନକୁ ଦେଖି ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିିଲିଟି(ସେସୁ) ଉପଭୋକ୍ତାଙ୍କ ପାଇଁ ମାର୍ଚ୍ଚ ଏବଂ ଏପ୍ରିଲ…

କେବଳ ବାହାରେ ନୁହେଁ, ଘରେ ବି ରଖନ୍ତୁ ସାମାଜିକ ଦୂରତ୍ୱ: ଉନ୍ନୟନ କମିଶନର

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣରେ ରହିଛି। ଏବେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ଆବଶ୍ୟକ। ଇତିମଧ୍ୟରେ ୬୦ ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ବର୍ତ୍ତମାନ ପରୀକ୍ଷଣ ସୁବିଧା ବୃଦ୍ଧି…

ଦିଲ୍ଲୀରୁ ଆସିଲା ଖୁସି ଖବର: ଦେଶରେ କମୁଛି ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା !

ନୂଆଦିଲ୍ଲୀ,୧୬।୪: କରୋନା ସଂକ୍ରମଣ ନେଇ ଭାରତରେ କିଛି ଦିନ ଧରି ଆତଙ୍କ ଜାରି ରହିଛି। ତେବେ ଏବେ ଦିଲ୍ଲୀରୁ ଖୁସି ଖବର ଆସିଛି। ଜୋନ୍ସ୍‌ ହପ୍‌କିନ୍ସ୍‌ ବିଶ୍ୱ ବିଦ୍ୟାଳୟର କରୋନା ଡାଟାବେସ୍‌ ଅନୁସାରେ ୧୦,୦୦୦ରୁ ଅଧିକ ସଂକ୍ରମିତ ଥିବା ୨୩ ଟି…

କରୋନାକୁ ପରାସ୍ତ କରିବ ଭାରତ; ପୋଲିଓ ଅଭିଯାନରୁ ମିଳିଥିବା ଅଭିଜ୍ଞତା ହେବ ଉପଯୋଗୀ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୬।୪: ଭାରତରେ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ପ୍ରଶଂସା କରାଯାଇଛି। ଭାରତ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପ ଯୋଗୁ କରୋନା ପରାସ୍ତ ହେବାର ଆଶା ରହିଥିବା ଡବ୍ଲ୍ୟୁଏଚ୍‌ଓ କହିଛି। ବିଗତ ଦିନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri