Home Middle

ରାଜଧାନୀରୁ ଆଜି ୩୫୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ହରିବଂଶ ରାଜ୍ୟସଭା ଉପାଧ୍ୟକ୍ଷ

ନୂଆଦିଲ୍ଲୀ,୧୪।୯-ପୁଣି ଥରେ ଜେଡିୟୁର ହରିବଂଶ ନାରାୟଣ ସିଂ ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ସୋମବାର ନିର୍ବାଚିତ ହୋଇଛନ୍ତି। ମୌଖିକ ଭୋଟରେ ହରିବଂଶ ନାରାୟଣଙ୍କୁ ନିର୍ବାଚିତ କରାଯାଇଛି। ହରିବଂଶ ସିଂହ ବିଧିବଦ୍ଧ ଭାବେ ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି ବୋଲି ରାଜ୍ୟସଭା ଅଧ୍ୟକ୍ଷ…

ଏବେ ହଟିବନି ଝୁମ୍ପୁଡ଼ି: ସୁପ୍ରିମ୍‌କୋର୍ଟରେ ଜବାବ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୧୪।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟାଇବା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଥିଲା। ରେଲଓ୍ବେ ସୁରକ୍ଷା ଜୋନ୍‌ରେ ବେଆଇନ ଦଖଲ କରିଥିବା ଝୁମ୍ପୁଡ଼ିକୁ ହଟାଯିବ ବୋଲି ନିର୍ଦ୍ଦେଶରେ…

ସଂସଦରେ ପ୍ରଥମ ଥର ପାଇଁ ଘଟିଲା ୫ ନୂଆ ଘଟଣା !

ନୂଆଦିଲ୍ଲୀ, ୧୪।୯: ସଂସଦର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ସଂସଦରେ ୫ଟି ନୂଆ ଘଟଣା ଘଟିଛି। ସଂସଦ ଆରମ୍ଭ ହେବା ସମୟରେ ସଦସ୍ୟମାନେ ମୋବାଇଲ୍‌ ଆପ୍‌ ଦ୍ୱାରା ଉପସ୍ଥାନ ଦେଇଥିଲେ। ସେହିପରି ଲୋକ ସଭାର କାର୍ଯ୍ୟ…

ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସ୍ତ୍ରୀ ସଙ୍ଗୀତା କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସ୍ତ୍ରୀ ସଙ୍ଗୀତା ମଧ୍ୟ ଆକ୍ରାନ୍ତ ହୋଇଥିବା ମନ୍ତ୍ରୀ ଟୁଇଟ୍‌ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ଏବଂ ତାଙ୍କ ସ୍ତ୍ରୀ ସୁସ୍ଥ ଥିବା…

ପ୍ରତି ମିନିଟରେ ଜଣଙ୍କ ମୁଣ୍ଡ ନେଉଛି କରୋନା

ନୂଆଦିଲ୍ଲୀ, ୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଲଗାତାର ୧୨ ଦିନ ଧରି ଦେଶରେ ପ୍ରତିଦିନ ଏକ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ପ୍ରତି ମିନିଟରେ ଦେଶରେ କରୋନା ଜଣଙ୍କର ମୁଣ୍ଡ ନେଉଛି। ସେପ୍ଟେମ୍ବର…

ଆଜି ଆଉ ୧୧ ଜୀବନ ନେଲା କରୋନା, ୬୩୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା; କଟକରୁ ସର୍ବାଧିକ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୧ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ କଟକରୁ ୪ କରୋନା…

CORONAVIRUS UPDATE: ରାଜ୍ୟରୁ ଆଜି ସର୍ବାଧିକ ୪୧୯୮ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୫ ହଜାର ଟପିଲା

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୪,୧୯୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୪୭୬ ଜଣ…

ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ: ଜେଡିୟୁ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ୱର,୧୪।୯(ବ୍ୟୁରୋ): ସୋମବାର ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂହଙ୍କ ପାଇଁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ସମର୍ଥନ ଲୋଡିଥିଲେ। ଯାହାକୁ ସ୍ବୀକାର କରିଛନ୍ତି ମୁଖ୍ୟମନ୍ତ୍ରୀ। ହରିବଂଶଙ୍କୁ ଦଳ…

ବୀର ଯବାନଙ୍କ ପଛରେ ରହିଛି ଦେଶ: ମୋଦି

ନୂଆଦିଲ୍ଲୀ, ୧୪।୯: ସୋମବାର ଲୋକ ସଭା ଏବଂ ରାଜ୍ୟ ସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ଭବନରେ ପହଞ୍ଚି ସୀମାରେ ଶତ୍ରୁ ସହିତ ଲଢୁଥିବା ଯବାନଙ୍କ ମନୋବଳ ବଢ଼ାଇଛନ୍ତି। ମୋଦି କହିଛନ୍ତି ଯେ,…

ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ ଅଫିସ,୧୪ା୯: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ସୋମବାରଠାରୁ ଆରମ୍ଭ ହୋଇଛି। ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇଛି। ଏହା ୧୨ଟାରେ ସରିବ। ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ଅବ୍‌ଜେକ୍ଟିଭ ପରୀକ୍ଷା(ଏହାର…

ଚାଇନାର ଗୁପ୍ତଚରୀ: ୧୩୫୦ ରାଜନେତାଙ୍କ ତଥ୍ୟ କରୁଛି ସଂଗ୍ରହ

ନୂଆଦିଲ୍ଲୀ, ୧୪।୯: ଚାଇନାର ଏଲ୍‌ଏସିରେ ଭାରତ ସହିତ ମୁହାଁମୁହିଁ ହେବା ସହିତ ଦେଶର ରାଜନେତାଙ୍କ ସମ୍ପର୍କରେ ଗୁପ୍ତରେ ତଥ୍ୟ ସଂଗ୍ରହ କରୁଛି। ଡିଜିଟାଲ ପ୍ଲାଟଫର୍ମ ସହାୟତାରେ ଚାଇନା ଏଭଳି କାର୍ଯ୍ୟ ଜାରି ରଖିଥିବା ନେଇ ପର୍ଦ୍ଦାଫାଶ୍‌ ହୋଇଛି। ଗଣମାଧ୍ୟମ ସଂସ୍ଥା ଇଣ୍ଡିଆନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?