Home Middle

ପାର୍ଲାମେଣ୍ଟ ମୌସୁମୀ ଅଧିବେଶନ: ଜିଏସ୍‌ଟି କ୍ଷତି ଭରଣା, କେନ୍ଦ୍ରୀୟ ଅନୁଦାନ ଦାବି କରିବ ବିଜେଡି

ଭୁବନେଶ୍ୱର ୧୩।୯(ବ୍ୟୁରୋ): ସୋମବାରଠାରୁ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। କୋଭିଡ-୧୯ ମହାମାରୀ ସମୟରେ ରାଜ୍ୟରେ ରାଜସ୍ବ ଆଦାୟ ହ୍ରାସ ପାଇଛି। ଏଭଳି ପରିସ୍ଥିତିରେ ରାଜ୍ୟ ସରକାର ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) କ୍ଷତିପୂରଣକୁ ଭରସା କରିଛନ୍ତି। ଅଧିବେଶନ କାଳରେ…

ମୌସୁମୀ ଅଧିବେଶନ ଆରମ୍ଭ: ମାସ୍କ, ଫେସ୍‌ ସିଲ୍ଡ ପିନ୍ଧି ପହଞ୍ଚିଲେ ଏମ୍‌ପି

ନୂଆଦିଲ୍ଲୀ,୧୪।୯: ସଂସଦର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। କରୋନା କଟକଣା ମଧ୍ୟରେ ବସୁଥିବା ଏହି ଅଧିବେଶନକୁ ଏମ୍‌ପିମାନେ ମାସ୍କ ଏବଂ ଫେସ୍‌ ସିଲ୍ଡ ଲଗାଇ ପହଞ୍ଚୁଥିବା ଦେଖାଯାଇଛି। ଲୋକ ସଭା ଆରମ୍ଭ ହେବା କ୍ଷଣି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ…

ଆଜି ସୁସ୍ଥ ହେଲେ ଆଉ ୩୩୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୩୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୦୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୪୮, ପୁରୀରୁ ୨୮୦, ମୟୂରଭଞ୍ଜରୁ ୨୦୬, ରାୟଗଡ଼ାରୁ ୧୭୩, ଭଦ୍ରକରୁ ୧୪୪, ସୁନ୍ଦରଗଡ଼ରୁ ୧୨୦, ଝାରସୁଗୁଡ଼ାରୁ ୧୧୯, ବରଗଡ଼ରୁ…

ରାଜଧାନୀରୁ ଆଉ ୩୯୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୩।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୭୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଆଉ ନାହାନ୍ତି ବର୍ଷୀୟାନ ଅଭିନେତା ଅଜିତ ଦାସ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ୨୦୨୦ କେବଳ ବଲିଉଡ୍‌ ପାଇଁ ନୁହେଁ ବରଂ ଓଲିଉଡ୍‌ ପାଇଁ କଳାବର୍ଷ କହିଲେ ଅତ୍ୟୁକ୍ତି ହେବ ନାହିଁ। କିଛି ଦିନ ପୂର୍ବରୁ ବର୍ଷୀୟାନ୍‌ ଅଭିନେତା ବିଜୟ ମହାନ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ରବିବାର ଅଜିତ ଦାସ ପରପାରିକୁ ଚାଲିଯାଇଥିବା ସୂଚନା…

ଏକେ-୪୭ ଗୁଳିକୁ ଆଉ ନାହିଁ ଭୟ: ସେନା ପାଖରେ ‘ଭାବା କବଚ’

ନୂଆଦିଲ୍ଲୀ, ୧୩।୯: ଏଲ୍‌ଓସି ଏବଂ ଏଲ୍‌ଏସିରେ ଭାରତୀୟ ଯବାନ ଶତ୍ରୁର ମୁକାବିଲା କରୁଛନ୍ତି। ସେମାନଙ୍କ ସୁରକ୍ଷା ପାଇଁ ମିଶ୍ର ଧାତୁ ନିଗମ ଲିମିଟେଡ୍‌ ପକ୍ଷରୁ ଅନ୍ତର୍ଜାତୀୟ ମାନର ବୁଲେଟ୍‌ ପ୍ରୁଫ୍‌ ଜ୍ୟାକେଟ ତିଆରି କରାଯାଇଛି। ଏହି ଜ୍ୟାକେଟକୁ ଏକେ-୪୭ ଗୁଳିମଧ୍ୟ ଭେଦ…

ଡ୍ରାଗନର ମିଛ ପଡ଼ିଲା ଧରା: ଗଲଓ୍ବାନରେ ୬୦ ଚାଇନା ସୈନ୍ୟଙ୍କ ମୃତ୍ୟୁ ଘଟିଥିଲା

ଓ୍ବାଶିଂଟନ, ୧୩।୯: ଗଲଓ୍ବାନ ଘାଟିରେ ଜୁନ୍‌ ୧୫ରେ ଭାରତୀୟ ଯବାନ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଏଥିରେ ୨୦ ଜଣ ଭାରତୀୟ ଯବାନ ଶହୀଦ୍‌ ହୋଇଥିଲେ। ତେବେ ଚାଇନାର କମ୍‌ ସୈନ୍ୟଙ୍କର ମୃତ୍ୟୁ ଘଟିଥିବା ପିପୁଲସ୍‌ ଲିବରେଶନ ଆର୍ମି(ପିଏଲ୍‌ଏ)…

ଆଜି ଆଉ ୧୦ ଜୀବନ ନେଲା କରୋନା, ୬୨୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୦ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୨୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧରୁ ୩ କରୋନା ଆକ୍ରାନ୍ତଙ୍କ…

ଲଦାଖରେ ଭାରତ-ଚାଇନା ମୁହାଁ ମୁହିଁ: ସ୍ପୁଙ୍ଗୁର ଗ୍ୟାପ୍‌ରେ ଶୁଟିଂ ରେଞ୍ଜ୍‌ରେ ଉଭୟ ପକ୍ଷ

ଲେହ, ୧୩।୯: ପୂର୍ବ ଲଦାଖରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ପେଙ୍ଗୋଙ୍ଗ୍‌ ହ୍ରଦର ଦକ୍ଷିଣରେ ଥିବା ସ୍ପୁଙ୍ଗୁର ଗ୍ୟାପ୍‌ରେ ଉଭୟ ପକ୍ଷ ପରସ୍ପରର ରାଇଫଲ ଶୁଟିଂ ରେଞ୍ଜ୍‌ ମଧ୍ୟରେ ରହିଛନ୍ତି। ଫଳରେ ସୀମାରେ ପୁଣି ଯୁଦ୍ଧ ସ୍ଥିତି ଘନେଇବାରେ…

CORONAVIRUS UPDATE: ରାଜ୍ୟରୁ ଆଜି ୩,୯୧୩ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ବୃଦ୍ଧି

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩,୯୧୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୩୪୮…

ଘାରିଲାଣି ଅର୍ଥଚିନ୍ତା: ନଭେମ୍ବରରେ ଅତିରିକ୍ତ ବଜେଟ

ଭୁବନେଶ୍ୱର,୧୩ା୯(ବ୍ୟୁରୋ): କୋଭିଡ୍‌-୧୯ କେବଳ ସ୍ବାସ୍ଥ୍ୟ ନୁହେଁ ଅର୍ଥନୀତିକୁ ମଧ୍ୟ ଉଜାଡି ଦେଇଛି। ରାଜ୍ୟର ଆର୍ଥିକ ଅବସ୍ଥା ଗୁରୁତର ସଙ୍କଟ ଦେଇ ଗତିକରୁଛି। ରାଜସ୍ବ ଆଦାୟ କମିବା ଯୋଗୁ ପରିସ୍ଥିତି ଆହୁରି ବିଗିଡିବାରେ ଲାଗିଛି। ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ରୀୟ ଅନୁଦାନ କମିବା…

୧୧ଦିନରେ ୧୧ ହଜାରରୁ ଅଧିକ ମୁଣ୍ଡ ନେଲାଣି କରୋନା

ନୂଆଦିଲ୍ଲୀ, ୧୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୧୧ ଦିନରେ ଦେଶରେ ୧୧ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ପ୍ରତି ଦିନ ମୃତ୍ୟୁ ସଂଖ୍ୟା ହଜାରେରୁ ଅଧିକ ରହୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?