Home Middle

ସୋମବାର ମୌସୁମୀ ଅଧିବେଶନ: କରୋନା ପାଇଁ ସର୍ବଦଳୀୟ ବୈଠକ ମନା

ନୂଆଦିଲ୍ଲୀ, ୧୩।୯: ସୋମବାର ଲୋକ ସଭା ଏବଂ ରାଜ୍ୟ ସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ପ୍ରତି ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକର ଆୟୋଜନ କରାଯାଇଥାଏ। ତେବେ ଚଳିତ ଥର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହାକୁ ବାତିଲ କରାଯାଇଛି।…

ଦିଲ୍ଲୀ ଦଙ୍ଗା: ଚାର୍ଜଶିଟ୍‌ରେ ୟେଚୁରୀ-ଯୋଗେନ୍ଦ୍ର-ଜୟତୀଙ୍କ ନାମ

ନୂଆଦିଲ୍ଲୀ, ୧୩।୯: ଫେବୃୟାରୀ ୨୩ରୁ ୨୬ ମଧ୍ୟରେ ଉତ୍ତରପୂର୍ବ ଦିଲ୍ଲୀରେ ଘଟିଥିବା ସାମ୍ପ୍ରଦାୟିକ ଦଙ୍ଗାର ଚାର୍ଜଶିଟ୍‌ରେ ସିପିଏମ୍‌ ମହାସଚିବ ସୀତାରାମ ୟେଚୁରୀ, ସ୍ବରାଜ ଅଭିଯାନ ନେତା ଯୋଗେନ୍ଦ୍ର ଯାଦବ, ଅର୍ଥନୀତିଜ୍ଞ ଜୟତୀ ଘୋଷ ଏବଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପ୍ରଫେସର ଅପୂର୍ବାନନ୍ଦଙ୍କ ନାମ…

‘ବାକ୍‌ ସ୍ବାଧୀନତା ସମ୍ପୂର୍ଣ୍ଣ ଅଧିକାର ନୁହେଁ’

ବମ୍ବେ,୧୩।୯(ପି.ଟି.): ଭାରତୀୟ ସମ୍ବିଧାନର ଧାରା-୧୯ରେ ଉଲ୍ଲେଖ ଥିବା ବାକ୍‌ ସ୍ବାଧୀନତା(ଫ୍ରିଡମ୍‌ ଅଫ୍‌ ସ୍ପିଚ୍‌ ଆଣ୍ଡ୍‌ ଏକ୍ସେପ୍ରେଶନ) ସମ୍ପୂର୍ଣ୍ଣ ଅଧିକାର ନୁହେଁ ବୋଲି ଶୁକ୍ରବାର ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ପ୍ରକାଶ କରିଛନ୍ତି। ଏଥିସହିତ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଏବଂ…

ଜଳଭଣ୍ଡାରରେ ଲୀନ ହେବ ଅଷ୍ଟାଦଶ ଶତାବ୍ଦୀର ମନ୍ଦିର

କେନ୍ଦୁଝର, ୧୩ା୯ (ସ୍ବ.ପ୍ର.)-କୁହାଯାଉଛି ଏହା ଅଷ୍ଟାଦଶ ଶତାବ୍ଦୀର ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ମନ୍ଦିର। ବିଚ୍ଛନ୍ନାଞ୍ଚଳ ଷଢେଇକଳା ଗଡଜାତ ଅଞ୍ଚଳର ସୁରମ୍ୟ ବଣପାହାଡ ପରିବେଷ୍ଟିତ ଅଞ୍ଚଳରେ ନିର୍ମିତ ହୋଇଛି ଏହି ଉତ୍କଳୀୟ କଳାଭାସ୍କର୍ଯ୍ୟର ସପ୍ତଚୂଡା ଅଦ୍ୱିତୀୟ ଶ୍ରୀ ରଘୁନାଥ ରାମମନ୍ଦିର। ଏହି ମନ୍ଦିର…

ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର

ରାଇସୁଆଁ, ୧୩।୯(ଡି.ଏନ.ଏ.)-କେନ୍ଦୁଝର ଜିଲାରୁ ସରକାର କୋଟି କୋଟି ଟଙ୍କା ରାଜସ୍ବ ପାଉଥିଲେ ମଧ୍ୟ ଅନେକ ଗଁା ଅଛି ଯେଉଁଠି ଗମନାଗମନ ସୁବିଧା ନାହିଁ। ଫଳରେ ଲୋକେ ବର୍ଷାଦିନେ ହୁଲି ଡଙ୍ଗାରେ ବିପଦସଙ୍କୁଳ ଅବସ୍ଥାରେ ଜୀବନକୁ ବାଜି ଲଗାଇ ଯାତାୟାତ କରୁଛନ୍ତି। ଏଭଳି…

ବିମାନରେ ଫଟୋଗ୍ରାଫି କଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୩।୯:ବିମାନ ଭିତରେ ଫଟୋଗ୍ରାଫି କଲେ ସେହି ବିମାନ କମ୍ପାନୀ ବିରୋଧରେ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) କଟକଣା ଲଗାଇବ। ଏଭଳି ମାମଲା କ୍ଷେତ୍ରରେ ଉକ୍ତ ବିମାନ କମ୍ପାନୀକୁ ନିର୍ଦ୍ଦିଷ୍ଟ ରୁଟ୍‌ରେ ୨ ସପ୍ତାହ ଲାଗି ଚଳାଚଳ ଉପରେ ବ୍ୟାନ୍‌ ଲଗାଯିବ। ବଲିଉଡ୍‌…

ଏଣିକି ବଜାରରେ ମିଳିବ କରୋନା ଔଷଧ

ଭୁବନେଶ୍ୱର, ୧୨।୯(ବ୍ୟୁରୋ)- ଏଣିକି ବଜାରରେ କରୋନା ଔଷଧ ମିଳିବ। କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ବ୍ୟବହାର ହେଉଥିବା ଫାଭିପିରାଭିର୍‌ ଟାବ୍‌ଲେଟ୍‌ ଓ ରେମ୍‌ଡେସିଭିର ଇଞ୍ଜେକ୍ସନ ବିକ୍ରି ପାଇଁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ) ପକ୍ଷରୁ ଅନୁମତି ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୨୧୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୨୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୨୮୧, କଟକରୁ ୨୭୫, ବରଗଡରୁ ୨୧୮, ରାୟଗଡାରୁ ୨୦୬, ଗଞ୍ଜାମରୁ ୧୨୬, କେନ୍ଦୁଝରରୁ ୧୧୬, ଯାଜପୁରରୁ ୧୧୨,…

ଭୁବନେଶ୍ୱରରୁ ଆଜି ୪୮୦ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ଲୋକାଲ କଣ୍ଟାକ୍ଟ ୨୯୮

ଭୁବନେଶ୍ୱର,୧୨।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୮୨ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୯୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ…

ରାଜଧାନୀରେ ଝୁମ୍ପୁଡ଼ି ରାଜନୀତି: ଭାଜପା-ଏପିପି ମୁହାଁମୁହିଁ

ନୂଆଦିଲ୍ଲୀ, ୧୨।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟାଇବା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ରେଲଓ୍ବେ ସୁରକ୍ଷା ଜୋନ୍‌ରେ ବେଆଇନ ଦଖଲ କରିଥିବା ଝୁମ୍ପୁଡ଼ିକୁ ହଟାଯିବ। ନିର୍ଦ୍ଦେଶ ଅନୁସାରେ…

ଟିକା ନ ଆସିବା ପର୍ଯ୍ୟନ୍ତ କୋହଳ ହେବନି କଟକଣା: ମୋଦି

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂକ୍ରମଣରୁ ଦୂରେଇ ରହିବା ପାଇଁ ଘୋଷଣା କରାଯାଇଥିବା ମାର୍ଗଦର୍ଶିକା ପାଳନ କରିବା ଲାଗି ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି। ଯେ ପର୍ଯ୍ୟନ୍ତ ଟିକା ଆସିନି ସେ ପର୍ଯ୍ୟନ୍ତ କଟକଣା କୋହଳ…

ପରଲୋକରେ ଲୋକପ୍ରିୟ ଯାତ୍ରା କଳାକାର ‘ଭିକୁ ସେଠ୍‌’

ଚୌଦ୍ୱାର,୧୨।୯(ଡି.ଏନ୍‌.ଏ.): ପରଲୋକରେ ଲୋକପ୍ରିୟ ଯାତ୍ରା କଳାକାର ଭିକୁ ସେଠ୍‌ ଓରଫ ମହେନ୍ଦ୍ର ଦାସ। ଶନିବାର ସକାଳେ ଛାତିରେ ଯନ୍ତ୍ରଣା ହେବା ପରେ ଚୌଦ୍ୱାରରୁ କଟକ ନେବା ବାଟରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ମୃତ୍ୟୁ ବେଳକୁ ତାଙ୍କୁ ୫୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?