ଆଜି ଆଉ ୧୧ ଜୀବନ ନେଲା କରୋନା, ୫୯୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୧୦ା୯(ବ୍ୟୁରୋ): ଗୁରୁବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୯୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା, କଟକ ଓ…
CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୯୯୧ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୯୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୧୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୬୭୬ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ…
ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବ ରାଫାଲ
ଅମ୍ବାଲା, ୧୦।୯: ଏଣିକି ଏଲ୍ଓସି ଏବଂ ଏଲ୍ଏସିରେ ଚାଇନା-ପାକିସ୍ତାନକୁ କଡ଼ା ଜବାବ ମିଳିବ। ଯୁଦ୍ଧ ବିମାନ ରାଫାଲ ବୁଧବାର ଭାରତୀୟ ବାୟୁସେନାରେ ସାମିଲ ହୋଇଛି। ଅମ୍ବାଲାସ୍ଥିତ ବାୟୁସେନା ଘାଟିରେ ବିଧିବଦ୍ଧ ଭାବେ ରାଫାଲକୁ ବାୟୁସେନାରେ ସାମିଲ କରାଯାଇଛି। ବାୟୁସେନାର ୧୭ ସ୍କ୍ବାଡ୍ରନ୍…
ଫିଙ୍ଗର-୪ରେ ଭାରତୀୟ ସେନା
ଲେହ, ୧୦।୯: ଏଲ୍ଏସିରେ ଭାରତ ଚାଇନା ମୁହାଁମୁହିଁ ହୋଇଛନ୍ତି। ପୂର୍ବ ଲଦାଖ ଅଞ୍ଚଳରେ ଚାଇନା ୫୦ ହଜାର ସୈନ୍ୟ ମୁତୟନ କରିଥିବାବେଳେ ଭାରତ ମଧ୍ୟ ସମାନ ସଂଖ୍ୟକ ଯବାନକୁ ସଜାଗ ରଖିଛି। ଏବେ ଭାରତୀୟ ସେନା ଫିଙ୍ଗର-୪ରେ ନିଜର ସ୍ଥିତି ସୁଦୃଢ଼…
କରୋନା କଲା ରେକର୍ଡ: ଗୋଟିଏ ଦିନରେ ୯୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ, ୧୦।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗୁରୁବାର କରୋନା ସଂକ୍ରମଣ ଏହାର…
ରାଜ୍ୟରେ ସୁସ୍ଥ ହେଲେ ୩୧୧୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୯।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୧୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୨୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ପୁରୀରୁ ୨୧୫, କଟକରୁ ୨୦୨, ମୟୂରଭଞ୍ଜରୁ ୧୫୪, କେନ୍ଦ୍ରାପଡ଼ାରୁ ୧୩୧, ଢେଙ୍କାନାଳରୁ ୧୨୩, ବାଲେଶ୍ୱରରୁ ୧୦୩, ସମ୍ବଲପୁରରୁ ୧୦୨, ଯାଜପୁରରୁ…
ଭୁବନେଶ୍ୱରରେ ମାଡି ଚାଲିଛି କରୋନା: ଆଜି ଲୋକାଲରୁ ଚିହ୍ନଟ ହେଲେ ୨୩୬ ଆକ୍ରାନ୍ତ
ଭୁବନେଶ୍ୱର,୯।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ହୁ ହୁ ମାଡି ଚାଲିଛି କରୋନା। ବୁଧବାର ଆଉ ୪୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୯୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୦୧ ଜଣ…
ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ, ୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଧାର୍ମିକ ସ୍ଥଳ ବନ୍ଦ ରହିଛି। ଧାର୍ମିକସ୍ଥଳ ଖୋଲିବା ନେଇ ଦାଖଲ କରାଯାଇଥିବା ଏକ ଆବେଦନ ଉପରେ ସୁପ୍ରମ୍କୋର୍ଟ କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଛନ୍ତି। କୋର୍ଟ ପକ୍ଷରୁ ଏନେଇ କେନ୍ଦ୍ର ତଥା ରାଜ୍ୟ…
୨୧ ଦିନରେ ଦେଶକୁ କରୋନା ମୁକ୍ତ କରାଇବା ବଦଳରେ ଅର୍ଥବ୍ୟବସ୍ଥାକୁ ଡୁବେଇଲେ ମୋଦି
ନୂଆଦିଲ୍ଲୀ, ୯।୯: ଦେଶର ଅର୍ଥବ୍ୟବସ୍ଥା ନେଇ ବିରୋଧୀ ଦଳଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। ଏନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମୋଦିଙ୍କୁ ଟାର୍ଗେଟ୍ କରିଛନ୍ତି। ମୋଦି ୨୧ ଦିନରେ ଦେଶକୁ କରୋନା ମୁକ୍ତ କରିବାକୁ…
ପିଏମ୍ କିଷାନ ଯୋଜନାରେ ୧୧୦ କୋଟି ହେରଫେର୍: ୮୦ କର୍ମଚାରୀ ଚାକିରିରୁ ବିଦା
ନୂଆଦିଲ୍ଲୀ, ୯।୯: ଦେଶରେ ଚାଷୀଙ୍କ ବିକାଶ ପାଇଁ ପ୍ରଣୟନ ହୋଇଥିବା ‘ପିଏମ୍ କିଷାନ ଯୋଜନା’ରେ ୧୧୦ କୋଟିରୁ ଅଧିକ ଟଙ୍କା ହେରଫେର୍ ସମ୍ପର୍କରେ ଜଣାପଡ଼ିଛି। ଅନ୍ଲାଇନ୍ରେ ଟଙ୍କା ହିତାଧିକାରୀଙ୍କ ବଦଳରେ ଅନ୍ୟମାନଙ୍କ ଖାତାକୁ ଯାଇଥିବା କୁହାଯାଉଛି। ତାମିଲନାଡୁରେ ଏହାର ପର୍ଦ୍ଦାଫାଶ୍ ହୋଇଛି।…
ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ: ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି
ଭୁବନେଶ୍ୱର, ୯।୯(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍କରି…
CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୭୪୮ ଆକ୍ରାନ୍ତ; ଆଗରେ ଖୋର୍ଦ୍ଧା
ଭୁବନେଶ୍ୱର, ୯।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ଆଉ ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୨୧୦ ଜଣ କ୍ୱାରାଣ୍ଟାଇନରୁ…

