ଦେଶରେ ୪,୦୬୭ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧,୪୪୫ ଜଣଙ୍କର ରହିଛି ତବଲିଘ୍ ଜମାତ୍ ସହ ସମ୍ପର୍କ
ନୂଆଦିଲ୍ଲୀ,୬ ।୪: ସୋମବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪,୦୬୭ରେ । ତେବେ ଏମାନଙ୍କ ମଧ୍ୟରୁ ୧,୪୪୫ ଜଣଙ୍କର ତବଲିଘ ଜମାତ୍ ସହ ସମ୍ପର୍କ ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ…
ଦିନକରେ ୫୬ ହଜାର ଆକ୍ରାନ୍ତ
ଓ୍ବାଶିଂଟନ/ରୋମ୍/ଲଣ୍ଡନ,୬ା୪ : ବିଶ୍ୱବ୍ୟାପୀ କରୋନା ଭାଇରସ୍ ଉଗ୍ରରୂପ ଦେଖାଇଛି। ବିଶ୍ୱର ୨୦୫ ଦେଶରେ ସେ ନିଜର ଅଧିକାର ଜାହିର କରିବା ସହ ୧୨ ଲକ୍ଷ ୫୦ ହଜାର ଲୋକଙ୍କୁ ନିଜ କବ୍ଜାକୁ ନେଇଛି। ଅଦ୍ୟାବଧି ମୃତ୍ୟୁସଂଖ୍ୟା ୬୮ ହଜାର ଛୁଇଁଥିବା ବେଳେ…
କରୋନା ମୁକାବିଲା ପ୍ରସ୍ତୁତି: ୨ ବର୍ଷ ପାଇଁ ମିଳିବନି ଏମ୍ପି ଫଣ୍ଡ୍
ନୂଆଦିଲ୍ଲୀ,୬।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଆସନ୍ତା ୨ ବର୍ଷ ପାଇଁ ଏମ୍ପି ଫଣ୍ଡ୍ ମିଳିବନି ବୋଲି କ୍ୟାବିନେଟ୍ ବୈଠକରେ ସ୍ଥିର ହୋଇଛି। ବୈଠକରେ ୧୯୫୪ ସଂସଦୀୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ…
ନିଜାମୁଦ୍ଦିନ୍ରେ ଧାର୍ମିକ ସମାବେଶ ପାଇଁ କିଏ ଦେଇଥିଲେ ଅନୁମତି: ଶରଦ ପାଓ୍ବାର
ନୂଆଦିଲ୍ଲୀ,୬।୪: ଦିଲ୍ଲୀର ନିଜାମୁଦ୍ଦିନ୍ଠାରେ ହୋଇଥିବା ତବଲିଘ୍ ଜମାତ୍ ଯୋଗୁ ଦେଶବ୍ୟାପୀ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୈତିକସ୍ତରରେ କାଦୁଅ ଫିଙ୍ଗା ଆରମ୍ଭ ହୋଇଛି। ଏଠାରେ ଧାର୍ମିକ ସମାବେଶ ଆୟୋଜନ କରିବା ଲାଗି ଆୟୋଜକଙ୍କୁ କିଏ ଅନୁମତି ଦେଇଥିଲେ…
ଔଷଧ-ଭେଣ୍ଟିଲେଟରର ଅଭାବ: କରୋନା ସଂକ୍ରମିତଙ୍କୁ ଉପଯୁକ୍ତ ଚିକିତ୍ସା ଦେବାରେ ଅସମର୍ଥ ଡାକ୍ତର !
ପ୍ୟାରିସ୍,୬।୪: କରୋନା ସଂକ୍ରମଣର ମୁକାବିଲା ପାଇଁ ଫ୍ରାନ୍ସ୍ରେ ଯନ୍ତ୍ରଣା ଉପଶମକାରୀ ଔଷଧ ଏବଂ ଭେଣ୍ଟିଲେଟରର ଅଭାବ ଦେଖାଦେଇଛି। ଫଳରେ ଡାକ୍ତରମାନେ ସଂକ୍ରମିତଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବାରେ ଅସମର୍ଥ ହେଉଥିବା କହିଛନ୍ତି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ହସ୍ପିଟାଲକୁ…
ଚଳିତ ବର୍ଷ ଶେଷସୁଦ୍ଧା ଭାରତକୁ ଆସିବ କରୋନା ପ୍ରତିଷେଧକ ଟୀକା ‘କୋରୋଫ୍ଲୁ’ !
ନୂଆଦିଲ୍ଲୀ,୬।୪: ଦିନକୁ ଦିନ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ପ୍ରତିଷେଧକ ଟୀକା ‘କୋରୋଫ୍ଲୁ’ ଚଳିତ ବର୍ଷ ଶେଷସୁଦ୍ଧା ଭାରତକୁ ଆସିବାର ସମ୍ଭାବନା ରହିଛି। ଏହା ଦ୍ୱାରା କରୋନା ସହିତ ଫ୍ଲୁ ମଧ୍ୟ ଭଲହେବ। ହାଇଦ୍ରାବାଦ୍ର ଭାରତ…
ଏପ୍ରିଲ୍ ୮ ସୁଦ୍ଧା ଭାରତରେ ପହଞ୍ଚିବ ର଼୍ୟାପିଡ୍ ଆଣ୍ଟିବଡ଼ି ଟେଷ୍ଟ୍ କିଟ୍: ବୁନ୍ଦାଏ ରକ୍ତରୁ ମାତ୍ର ୧୫ ମିନିଟ୍ରେ ଚିହ୍ନଟ ହେବେ କରୋନା ପଜିଟିଭ୍
ନୂଆଦିଲ୍ଲୀ,୬।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ୍(ଆଇସିଏମ୍ଆର୍)ଅଣ୍ଟା ଭିଡ଼ିଛି। କିଭଳି କମ୍ ସମୟ ମଧ୍ୟରେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବ ସେନେଇ ବିଦେଶରୁ ର଼୍ୟାପିଡ୍ ଆଣ୍ଟିବଡ଼ି ଟେଷ୍ଟ୍ କିଟ୍ ମଗାଯାଇଛି। ଏହା ଏପ୍ରିଲ୍ ୮…
ଦେଶରେ ୧୨ ଘଣ୍ଟାରେ ଚିହ୍ନଟ ହେଲେ ୪୯୦ ନୂଆ କରୋନା ସଂକ୍ରମିତ
ନୂଆଦିଲ୍ଲୀ,୬ ।୪: ଦେଶରେ ଗତ ୧୨ ଘଣ୍ଟା ମଧ୍ୟରେ ୪୯୦ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୬୭ ହୋଇଛି ବୋଲି କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ।…
୪୦ ବର୍ଷରେ ଭାଜପା: କରୋନା ଲଢ଼େଇରେ ସାମିଲ୍ ହେବାକୁ ଆହ୍ବାନ ଦେଲେ ମୋଦି
ନୂଆଦିଲ୍ଲୀ,୬।୪: ଭାଜପା ସୋମବାର ୪୦ ବର୍ଷରେ ପାଦଦେଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଳର ସମସ୍ତ ସଦସ୍ୟଙ୍କୁ କରୋନା ଲଢ଼େଇରେ ସାମିଲ୍ ହେବାକୁ ଆହ୍ବାନ ଜଣାଇଛନ୍ତି। ଦେଶରେ କରୋନା ଆତଙ୍କ ସୃଷ୍ଟି କରିଥିବା ଭାଜପାର ସମସ୍ତ ସଦସ୍ୟ ମିଳିତ ଭାବେ…
୧୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ବମିଖାଲ ଅଞ୍ଚଳର ୧୫ ଚିହ୍ନଟ
ଭୁବନେଶ୍ୱର,୫।୪(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ ରବିବାର ୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳେ ଜଣେ ଚିହ୍ନଟ ହୋଇଥିବା ବେଳେ ରାତିରେ ଆଉ ୧୫ଜଣଙ୍କ ରିପୋର୍ଟ ପଜିଟିଭ ଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍ କରିଛି। ରାତିରେ ୧୬ଜଣଙ୍କ…
ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ: ଗୋଟିଏ ଦିନରେ ୧୮ ପଜିଟିଭ
ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ଭୁବନେଶ୍ୱରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରି ଅଛି କି ନାହିଁ, ସେ ସମ୍ପର୍କରେ ଏ ପର୍ଯ୍ୟନ୍ତ…
ପ୍ରକୃତ ରୂପକୁ ଫେରୁଛି ପ୍ରକୃତି
ନୂଆଦିଲ୍ଲୀ: କୋଭିଡ୍-୧୯କୁ ନେଇ ସୃଷ୍ଟି ହୋଇଛି ହାହାକାର ପରିସ୍ଥିତି। ଏହାକୁ ନେଇ ଅବ୍ୟବସ୍ଥିତ ହୋଇପଡ଼ିଛି ସାରା ବିଶ୍ୱ। ସଂକ୍ରମଣ ରୋକିବାକୁ ଭାରତ ଏବେ ୨୧ଦିନିଆ ଲକ୍ଡାଉନ୍ରେ। ଇତିହାସରେ ପ୍ରଥମ ଥର ପାଇଁ ଏପରି କଟକଣା ଲାଗୁ କରାଯାଇଛି। ଫଳରେ ଏବେ ଅଟକି…
Archives


