ଜଣେ କଏଦୀଙ୍କ ପାଇଁ ଦିନକୁ ଖର୍ଚ୍ଚ ୧୧୮ ଟଙ୍କା: ଏନ୍ସିଆର୍ବି ରିପୋର୍ଟ
ନୂଆଦିଲ୍ଲୀ, ୬।୯: ଦେଶରେ ଥିବା ବିଭିନ୍ନ ଜେଲ୍ରେ ଥିବା କଏଦୀଙ୍କ ପାଇଁ ଦିନକୁ କେତେ ଟଙ୍କା ଖର୍ଚ୍ଚ ହେଉଛି ତାହାର ରିପୋଟ ପ୍ରକାଶ ପାଇଛି। ନ୍ୟାଶନାଲ କ୍ରାଇମ୍ ରେକର୍ଡ ବ୍ୟୁରୋ(ଏନ୍ସିଆର୍ବି) ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି ଯେ, ଜଣେ…
ଭାରତ କିଣୁଛି ସେକେଣ୍ଡ ହ୍ୟାଣ୍ଡ୍ ମେଡିକାଲ ଉପକରଣ: ବର୍ଷକୁ ଖର୍ଚ୍ଚ ହେଉଛି ୧୨ ହଜାର କୋଟି
ନୂଆଦିଲ୍ଲୀ, ୬।୯: ପ୍ରତିବର୍ଷ ଭାରତ ୪୫ ହଜାର କୋଟିରୁ ଅଧିକ ଟଙ୍କାର ବିଭିନ୍ନ ମେଡ଼ିକାଲ ଊପକରଣ ବିଦେଶରୁ ଆମଦାନୀ କରିଥାଏ। ସେଥିମଧ୍ୟରେ ସର୍ଜିକାଲ ଉପକରଣ, ଇମ୍ପ୍ଲାଣ୍ଟ୍ ସମେତ ଅନ୍ୟ ଉପକରଣ ରହିଥାଏ। ବିଦେଶରୁ ଆସୁଥିବା ଏସବୁ ଉପକରଣ ଉପରେ ୭.୫ ପ୍ରତିଶତର…
ରାଜ୍ୟରେ ବେକାବୁ କରୋନା: ଆଜି ଚିହ୍ନଟ ହେଲେ ୩୮୧୦ ଆକ୍ରାନ୍ତ, କେବଳ ଖୋର୍ଦ୍ଧାରୁ ୭୯୭
ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ ଆଉ ୩୮୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨୮୬ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୫୨୪ ଲୋକାଲ କଣ୍ଟାକ୍ଟ ରହିଛି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୨୪୦,୩୧କୁ ବୃଦ୍ଧି ପାଇଥିବା ରବିବାର ପୂର୍ବାହ୍ନରେ ରାଜ୍ୟ ସୂଚନା…
ବ୍ରାଜିଲ୍କୁ ପଛରେ ପକାଇଲା ଭାରତ
ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଦିନ ପିଛା ୯୦ ହଜାରରୁ ଅଧିକରେ ପହଞ୍ଚିଛି। କରୋନା ସଂକ୍ରମଣରେ ଭାରତ ବ୍ରାଜିଲ୍କୁ ପଛରେ ପକାଇ ପୃଥିବୀରେ ଦ୍ୱିତୀୟ ସ୍ଥାନରେ ରହିଛି। ପ୍ରଥମ…
ଦିନକରେ ୯୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣ ଏହାର ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟା ମଧ୍ୟରେ…
ଏମ୍ପି ଅନୁଭବଙ୍କ ନାଁରେ ସ୍ତ୍ରୀଙ୍କ ନିର୍ଯାତନା ଅଭିଯୋଗ: ୧୫ କୋଟିର କ୍ଷତିପୂରଣ ଦାବି
କଟକ ଅଫିସ,୬।୯: ଓଲିଉଡ୍ର ଚର୍ଚ୍ଚିତ ଯୋଡ଼ି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଅଭିନେତାରୁ ରାଜନେତା ପାଲଟିଥିବା ଏମ୍ପି ଅନୁଭବଙ୍କ ନାଁରେ ଅନେକ ଅଭିଯୋଗ ଆଣିଛନ୍ତି ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଏ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୪୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୫।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୫୧, ମୟୂରଭଞ୍ଜରୁ ୨୧୩, ଭଦ୍ରକରୁ ୧୬୪, ଢେଙ୍କାନାଳରୁ ୧୬୧, ରାୟଗଡାରୁ ୧୫୪, ଗଞ୍ଜାମରୁ ୧୪୮, ଯାଜପୁରରୁ ୧୪୪,…
ଭୁବନେଶ୍ୱରରୁ ପୁଣି ବାହାରିଲେ ୪୦୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୫।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୨୪୨ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୬୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ସେହିପରି ଆଜି ୩୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ବିଏମସି ପକ୍ଷରୁ…
ଚୋର ମୁହଁ ଟାଣ: ସୀମା ଉତ୍ତେଜନା ପାଇଁ ଭାରତକୁ ଦାୟୀ କଲା ଚାଇନା
ମସ୍କୋ/ନୂଆଦିଲ୍ଲୀ, ୫।୯: କଥାରେ ଅଛି ଚୋର ମୁହଁ ଟାଣ। ଏହା ଚାଇନା ପାଇଁ ଏବେ ପ୍ରଯୁଜ୍ୟ ହୋଇଛି। ରୁଷ୍ରେ ଭାରତୀୟ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ସହିତ ଚାଇନା ପ୍ରତିପକ୍ଷ ଓ୍ବେଇ ଫେଙ୍ଗହିଙ୍କର ଅଢ଼େଇ ଘଣ୍ଟା ଆଲୋଚନା ହୋଇଛି। ସୀମା ବିବାଦ ଆଲୋଚନାର…
କରୋନା ମହାମାରୀ ପରେ ୭ ସୂତ୍ରୀ ଯୋଜନା ଉପରେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱ
ନୂଆଦିଲ୍ଲୀ, ୫।୯: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଜାରି ହୋଇଥିବା ଲକ୍ଡାଉନ୍ ଯୋଗୁ ଦେଶର ଆର୍ଥିକ ସ୍ଥିତି ବିଗିଡ଼ି ଯାଇଛି। ଏପରିସ୍ଥଳେ ଅର୍ଥନୀତିକୁ ସ୍ବାଭାବିକ ଅବସ୍ଥାକୁ ଆଣିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ଶିକ୍ଷାଦାନରେ ଲିଙ୍ଗଗତ ତାରତମ୍ୟ: ପ୍ରାଇମେରୀରେ ମହିଳା ଆଗୁଆ-କଲେଜରେ ପଛୁଆ
ନୂଆଦିଲ୍ଲୀ, ୫।୯: ଦେଶରେ ଶିକ୍ଷାଦାନ କ୍ଷେତ୍ରରେ ଲିଙ୍ଗଗତ ତାରତମ୍ୟ ପରିଲକ୍ଷିତ ହେଉଛି। ପ୍ରାଇମେରୀ ଶିକ୍ଷାଦାନ କ୍ଷେତ୍ରରେ ୧୦୦ ଜଣ ପୁରୁଷଙ୍କ ତୁଳନାରେ ମହିଳାଙ୍କ ସଂଖ୍ୟା ୧୮୩ ରହିଛି। ପ୍ରାଇମେରୀରେ ମହିଳା ଆଗୁଆ ଥିବାବେଳେ ପରବର୍ତ୍ତୀ ଉଚ୍ଚଶିକ୍ଷା କ୍ଷେତ୍ରରେ ମହିଳାଙ୍କ ସଂଖ୍ୟା କମିବାରେ…
ବୁଲେଟ ଟ୍ରେନ୍ ପ୍ରକଳ୍ପ: ବିଳମ୍ବ ହେବ ୫ ବର୍ଷ
ଅହମଦାବାଦ , ୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବହୁ ଆକାଂକ୍ଷିତ ବୁଲେଟ ଟ୍ରେନ୍ ପ୍ରକଳ୍ପ ଏବେ ବିଳମ୍ବରେ ଶେଷ ହେବ। କରୋନା ମହାମାରୀ ସଙ୍କଟ ଯୋଗୁ ଜମି ଅଧିଗ୍ରହଣରେ ସମସ୍ୟା ଏବଂ ଟେଣ୍ଡର ରଦ୍ଦ ଯୋଗୁ ସୃଷ୍ଟି ହୋଇଥିବା ଅସୁବିଧା ଲାଗି…

