ଆଜି ଆଉ ୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୫୩୧ରେ ପହଞ୍ଚିଲା
ଭୁବନେଶ୍ୱର,୪ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବଲାଙ୍ଗୀର, ଗଞ୍ଜାମ, କଟକ ଏବଂ…
CORONAVIRUS UPDATE: ରାଜ୍ୟରୁ ଆଜି ୩,୨୬୭ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୧୬,୬୭୮କୁ ବୃଦ୍ଧି
ଭୁବନେଶ୍ୱର,୪ା୯(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୩,୨୬୭ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୬,୬୭୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୯୬୧ ଜଣ ଚିହ୍ନଟ…
ରାଜ୍ୟରେ ଆଜି ୩୨୭୮ କରୋନା ଆକ୍ରାନ୍ତ ସୁସ୍ଥ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୩।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୨୭୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୧୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୩୬୮, କଟକରୁ ୨୩୦, ଯାଜପୁରରୁ ୧୯୫, ରାୟଗଡାରୁ ୧୮୭, ବରଗଡରୁ ୧୮୫, ବାଲେଶ୍ୱରରୁ ୧୨୪, ପୁରୀରୁ ୧୨୨,…
ରେଳ ଲାଇନ କଡ଼ରୁ ହଟିବ ୪୮ ହଜାର ଝୁମ୍ପୁଡ଼ି: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ, ୩।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟିବ। ଏନେଇ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ପର୍ଯ୍ୟାୟକ୍ରମେ ଝୁମ୍ପୁଡ଼ିଗୁଡ଼ିକୁ ହଟାଯିବ। ରେଲଓ୍ବେ ସୁରକ୍ଷା ଜୋନ୍ରେ ବେଆଇନ ଦଖଲ କରିଥିବା ଝୁମ୍ପୁଡ଼ିକୁ…
ରାଜଧାନୀକୁ ପୁଣି ଫେରିଲା କରୋନା
ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏନେଇ ସରକାର ଚିନ୍ତିତ ରହିଛନ୍ତିି। ରାଜଧାନୀ ଦିଲ୍ଲୀକୁ ପୁଣି କରୋନା ଫେରିଛି। ଏଠାରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୫୦୯ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି…
ପୁଣି ୮ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୩।୯(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ପୁଣି ୮ଜଣଙ୍କ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ଏବଂ କରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ମୃତ ୮ ବ୍ୟକ୍ତିଙ୍କ ମଧ୍ୟରେ କଟକରୁ ୩, ଗଞ୍ଜାମରୁ ୨, ବାଲଶ୍ୱର, କନ୍ଧମାଳ ଏବଂ ଖୋର୍ଦ୍ଧା…
ଜାତିସଂଘରେ ପାକିସ୍ତାନ ମୁହଁ ପଡ଼ିଲା କଳା
ଜେନେଭା, ୩।୯: ଜାତିସଂଘରେ ପାକିସ୍ତାନର ମୁହଁ କଳା ପଡ଼ିଯାଇଛି। ୨ ଜଣ ଭାରତୀୟଙ୍କୁ ଆତଙ୍କବାଦୀ ଘୋଷଣା ପାଇଁ ସୁରକ୍ଷା ପରିଷଦରେ ପାକିସ୍ତାନ କରିଥିବା ଦାବି ଖାରଜ ହୋଇଯାଇଛି। ଆମେରିକା, ବ୍ରିଟେନ୍ ସମେତ ଅନ୍ୟ ଦେଶ ପାକିସ୍ତାନର ଦାବିକୁ ଅଗ୍ରାହ୍ୟ କରିଦେଇଛନ୍ତି। ଏନେଇ…
CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୬୩୧ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୧୪ କ୍ୱରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୧୭ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।…
ଭାରତକୁ ଘେରିବା ଷଡ଼ଯନ୍ତ୍ର କରୁଛି ଚାଇନା
ନୂଆଦିଲ୍ଲୀ, ୩।୯: ଭାରତକୁ ସମୁଦ୍ର ସୀମାରେ ଘେରିବା ପାଇଁ ଚାଇନା ଷଡ଼ଯନ୍ତ୍ର କରିଛି। ଚାଇନା ପୃଥିବୀର ସମସ୍ତ ଦେଶକୁ ପଛରେ ପକାଇ ସର୍ବ ବୃହତ ନୌସେନା ପ୍ରସ୍ତୁତ କରିଛି। ଏନେଇ ପେଣ୍ଟାଗନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଚାଇନା…
ପୁଣି ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୮୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣ ଏହାର ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ୮୦…
ମୁଣ୍ଡ ନୋଇଲେ ସରକାର: ଲିଖିତ ପ୍ରଶ୍ନ ପଚାରି ପାରିବେ ବିରୋଧୀ
ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ତେଣୁ ସୁରକ୍ଷାକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ହେବାକୁ ଥିବା ସଂସଦର ମୌସୁମୀ ଅଧିବେଶନରେ ପ୍ରଶ୍ନକାଳ ନ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ତେବେ ଏହାକୁ ନେଇ…
ଆଦିବାସୀଙ୍କ ଜୀବନରେଖା ‘ଦଣ୍ଡାଧର’
କାମାକ୍ଷାନଗର, (ସୁଧୀର କୁମାର ପରିଡ଼ା) ୩।୯: ବର୍ଷା ହେଲେ ପାହାଡ଼ିଆ ପାଣି ସ୍ରୋତ ଭସାଇ ନେଉଥିଲା ଚାଷ। ବର୍ଷା ନ ହେଲେ ଉଜୁଡ଼ି ଯାଉଥିଲା ଫସଲ। ତଳି ରୋଇବାଠୁ ଫସଲ ଅମଳ ଯାଏ ଲାଗି ରହୁଥିଲା ଚିନ୍ତା। ହାଡ଼ଭଙ୍ଗା ପରିଶ୍ରମ ସତ୍ତ୍ୱେ…

