Home Middle

ଆଜି ଭୁବନେଶ୍ୱରରୁ ୩୮୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୮(ବ୍ୟୁରୋ)-ରାଜଧାନୀରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱରରୁ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦୩ ଜଣ ଚିହ୍ନଟ ହୋଇଛନ୍ତି। ଏହାସହ ଆଜି…

ପୁଲଓ୍ବାମା ଆକ୍ରମଣ: ଆତଙ୍କବାଦୀଙ୍କୁ ସହାୟତା କରୁଥିଲେ ଏହି ମହିଳା

ଶ୍ରୀନଗର, ୨୭।୮: ପୁଲଓ୍ବାମା ଆକ୍ରମଣରେ ଆତଙ୍କବାଦୀଙ୍କୁ ସହାୟତା କରିଥିବା ମହିଳାଙ୍କୁ ଗିରଫ କରାଯାଇଛି। ଇଂଶା ଜାନ୍‌ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କୁ ଆବଶ୍ୟକ ସହାୟତା କରୁଥିବା ଅଭିଯୋଗ ହୋଇଛି। ୨୩ ବର୍ଷ ବୟସ୍କା ଇଂଶା ତାଙ୍କ ପିତା ତାରିକ୍‌ ପୀର୍‌ଙ୍କ ସହିତ ମିଶି ଏଭଳି…

CORONAVIRUS UPDATE: ରାଜ୍ୟରେ ୯୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧୀରେ ଧୀରେ ଉଦ୍‌ବେଗଜନକ ହେବାରେ ଲାଗିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗୁରୁବାର ରାଜ୍ୟରେ ପୁଣି ୩୩୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା…

ଚାଇନା ବାୟୁସୀମାରେ ଆମେରିକା ଗୁପ୍ତଚର ବିମାନ

ବେଜିଂ, ୨୭।୮: ସମରାଭ୍ୟାସ ବେଳେ ଆମେରିକା ସୈନ୍ୟବାହିନୀର ଏକ ବିମାନ ଚାଇନା ବାୟୁସୀମା ମଧ୍ୟରେ ପ୍ରବେଶ କରିବାରୁ ବେଜିଂ ପ୍ରତିବାଦ ଜଣାଇଛି। ଏଭଳି କାର୍ଯ୍ୟ ଉତ୍ତେଜନା ବଢ଼ାଇବ ଏବଂ ଭୁଲ୍‌ ଆକଳନ କିମ୍ବା ଦୁର୍ଘଟଣା ଘଟାଇପାରେ ବୋଲି ଚାଇନା ପକ୍ଷରୁ ସତର୍କ…

ଆରୋଗ୍ୟ ହାର ସକ୍ରିୟ ମାମଲାର ୩.୫ ଗୁଣ

ନୂଆଦିଲ୍ଲୀ, ୨୭।୮(ପି.ଟି.): ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ ୨୪,୬୭,୭୫୮ କରୋନା ରୋଗୀ ସୁସ୍ଥ ହେଲେଣି। ଏହା ସକ୍ରିୟ ମାମଲାର ୩.୫ ଗୁଣ। ଦେଶରେ ଆରୋଗ୍ୟ ହାର ୭୬ ପ୍ରତିଶତରୁ ଅଧିକ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଫଳରେ ସକ୍ରିୟ…

୨ ରହୁଛି ଖୋଲା, ୫ରେ ତାଲା

ବଇଣ୍ଡା,(ପରିକ୍ଷିତ ସାହୁ) ୨୭ା୮: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ହୋମିଓପ୍ୟାଥି ଓ ଆୟୁର୍ବେଦ ଚିକିତ୍ସାସେବା। ଉପଖଣ୍ଡର ଆଠମଲ୍ଲିକ ଓ କିଶୋରନଗର ବ୍ଲକର ଜଙ୍ଗଲ ଅଧ୍ୟୁଷିତ ୭ ପଞ୍ଚାୟତର ୪୦ ଗ୍ରାମବାସୀଙ୍କୁ ତ୍ୱରିତ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ…

ମୋରାଟୋରିୟମ ମାମଲାରେ କେନ୍ଦ୍ରକୁ ଭର୍ତ୍ସନା; ସପ୍ତାହେ ମଧ୍ୟରେ ପକ୍ଷ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭।୮: କରୋନା ମହାମାରୀ ଯୋଗୁ ଲୋକମାନେ ସାମ୍ନା କରୁଥିବା ବିଭିନ୍ନ ଆର୍ଥତ୍କ ସମସ୍ୟାରୁ ଆଶ୍ୱସ୍ତି ଦେବାକୁ ରିଜର୍ଭ ବ୍ୟାଙ୍କ ଋଣ କିସ୍ତି ପ୍ରଦାନ ଉପରେ ମୋରାଟୋରିୟମ ସୁବିଧା ବା ଆଶ୍ୱସ୍ତି ଦେଇଥିଲେ। ହେଲେ ଏହି ମୋରାଟୋରିୟମ ଏହାର ପ୍ରକୃତ ଉଦ୍ଦେଶ୍ୟ ପୂରଣ…

ସତ୍ତା ନୁହେଁ, ସତ୍ୟମେବ

ନୂଆଦିଲ୍ଲୀ,୨୭ା୮: କ୍ଷମତା ନୁହେଁ, ସତ୍ୟର ବିଜୟ ହେବ। ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ କେନ୍ଦ୍ରର ଭୁଲ୍‌ ନିଷ୍ପତ୍ତି ଓ ବିରୋଧୀ ଶାସିତ ରାଜ୍ୟଗୁଡ଼ିକୁ କ୍ରମାଗତ ଅବହେଳା ବିରୋଧରେ ଏକାଠି ହୋଇ ଲଢ଼ିବାକୁ ପଡ଼ିବ ବୋଲି ଆହ୍ବାନ ଦେଇଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ।…

ଆଇପିଏଲ୍‌ରେ ୨୦ ହଜାର କୋଭିଡ୍‌ ଟେଷ୍ଟ ହେବ

ଦୁବାଇ,୨୭।୮(ପି.ଟି.): ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ୩ ମାସ ମଧ୍ୟରେ ୨୦ ହଜାରରୁ ଅଧିକ କୋଭିଡ୍‌-୧୯ ଟେଷ୍ଟ କରାଯିବ। ଏଥିପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଭି.ପି.ଏସ୍‌. ହେଲ୍‌ଥ କେୟାରକୁ…

ନୀତି ଆୟୋଗ ରପ୍ତାନି ପ୍ରସ୍ତୁତି ସୂଚକାଙ୍କ-୨୦୨୦; ପଞ୍ଚମ ସ୍ଥାନରେ ଓଡ଼ିଶା

ନୂଆଦିଲ୍ଲୀ,୨୭।୮: ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗ ପକ୍ଷରୁ ପ୍ରକାଶିତ ରପ୍ତାନି ପ୍ରସ୍ତୁତି ସୂଚକାଙ୍କ-୨୦୨୦ରେ ଓଡିଶା ପଞ୍ଚମ ସ୍ଥାନରେ ରହିଛି। ତାଲିକାର ପ୍ରଥମ ସ୍ଥାନରେ ଗୁଜରାଟ ରହିଥିବା ବେଳେ ମହାରାଷ୍ଟ୍ର ଏବଂ ତାମିଲନାଡୁ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଥିବା ଜଣାପଡିଛି।…

ଆଖଣ୍ଡଳମଣି ମନ୍ଦିରରେ ବୁଡ଼ିଗଲା ବିଗ୍ରହ

ଆରଡି, ୨୭ା୮(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷାରେ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଗର୍ଭଗୃହରେ ବର୍ଷାଜଳ ଲହଡ଼ି ଭାଙ୍ଗୁଛି। ବୁଧବାର ସକାଳୁ ପହୁଡ଼ ଖୋଲାଯିବା ପରେ ପାଳିଆ ସେବକ ଓ ଅନ୍ୟ ସେବାୟତ ମାନେ ବାବା ଆଖଣ୍ଡଳମଣିଙ୍କ ବିଗ୍ରହ ବୁଡିଯିବା ଦେଖିବାକୁ…

ପୂଜା ଛୁଟି ପର୍ଯ୍ୟନ୍ତ ରାଜ୍ୟରେ ବନ୍ଦ ରହିବ ସ୍କୁଲ, କଲେଜ

ଭୁବନେଶ୍ୱର, ୨୬।୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବର୍ତ୍ତମାନ କରୋନା ମହାମାରୀ ପରିସ୍ଥିତିରେ ଛାତ୍ରୀଛାତ୍ର ଓ ଅଭିଭାବକମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?