କରୋନା ପ୍ରଭାବ: କ୍ୟାବିନେଟ୍ ବୈଠକରେ ବି ସାମାଜିକ ଦୂରତା
ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣର ମୁକାବିଲା ପାଇଁ ଭାରତ ସରକାରଙ୍କ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ମର୍ମରେ ୨୧ ଦିନର ଲକ୍ ଡାଉନ୍ ଘୋଷଣା ହୋଇଛି। ସାମାଜିକ ଦୂରତା ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ପରାମର୍ଶ…
୧୯୫ ଦେଶରୁ ୧୯୪ରେ କରୋନା: ମୃତ୍ୟୁ ସଂଖ୍ୟା ୧୮ ହଜାର ୯୦୫; ନ୍ୟୁଜିଲାଣ୍ଡରେ ଜରୁରୀକାଳୀନ ପରିସ୍ଥିତି
ଓ୍ବାଶିଂଟନ,୨୫।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରୁ ୧୯୪ରେ କରୋନା ସଂକ୍ରମିତ ହୋଇଛି। ସେହିଭଳି କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୧୮ ହଜାର ୯୦୫ରେ ପହଞ୍ଚିଛି। ୪ଲକ୍ଷ ୨୨ ହଜାର ୯୧୩…
କରୋନା ସଂକ୍ରମଣ: ବାଦୁଡ଼ିଠାରୁ ବଜ୍ରକାପ୍ତା; ଏବେ ମନୁଷ୍ୟ ସମାଜରେ ମହାମାରୀ !
ଲଣ୍ଡନ,୨୫।୩: କରୋନା ସଂକ୍ରମଣ କିଭଳି ମନୁଷ୍ୟଠାରେ ହେଲା ସେ ନେଇ ଏବେ ସାରା ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ବୈଜ୍ଞାନିକମାନେ ଅନୁମାନ କରୁଛନ୍ତି ଯେ, ଚାଇନାରେ କରୋନା ଭୂତାଣୁ ବାଦୁଡ଼ି ମଳରୁ ବ୍ୟାପିଥିଲା। ବାଦୁଡ଼ିର ମଳକୁ ଜଙ୍ଗଲରେ ବୁଲୁଥିବା ବଜ୍ରକାପ୍ତା ଶୁଙ୍ଘିଥିଲା।…
ଲକ୍ ଡାଉନ୍: ଅନିଶ୍ଚିତ ଭବିଷ୍ୟତ ମଧ୍ୟରେ ୨୪ କୋଟି ୯୮ ଲକ୍ଷରୁ ଅଧିକ ଶ୍ରମିକ
ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଭାରତ ସରକାର ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ୨୧ ଦିନିଆ ଲକ୍ ଡାଉନ୍ ଘୋଷଣା କରିଛନ୍ତି। ଲକ୍ ଡାଉନ୍ ଘୋଷଣା ପରେ ପନିପରିବା, ଖାଦ୍ୟ ସାମଗ୍ରୀର ଦାମ ବଢ଼ିବାରେ ଲାଗିଛି।…
ପୃଥିବୀର ୨୩୦ କୋଟିରୁ ଅଧିକ ଲୋକ ଘରେ ବନ୍ଦ: ୧୩୦ କୋଟି ଭାରତୀୟ ବି ସାମିଲ
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୫।୩: କରୋନା ସଂକ୍ରମଣ ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ସୃଷ୍ଟି ଉପରେ ଲୋକଙ୍କୁ ପରାମର୍ଶ ଦିଆଯାଉଛି। ଏହାକୁ ଦୃଷ୍ଟିରେ ରଖି ୧୦ଟି ଦେଶରେ କର୍ଫ୍ୟୁ ଜାରି ହୋଇଥିବାବେଳେ ୩୫ ଦେଶରେ ଲକ୍ ଡାଉନ୍…
କେରଳରେ ସର୍ବାଧିକ କରୋନା ସଂକ୍ରମିତ: ଦ୍ୱିତୀୟ ସ୍ଥାନରେ ମହାରାଷ୍ଟ୍ର
ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍ ଡାଉନ୍ ଘୋଷଣା କରାଯାଇଛି। ପୂର୍ବରୁ କରୋନା ସଂକ୍ରମଣ ଘଟଣାରେ ମହାରାଷ୍ଟ୍ର ଏକ ନମ୍ବର ସ୍ଥାନରେ ଥିବାବେଳେ ଏବେ ଏହା ଦ୍ୱିତୀୟ ସ୍ଥାନକୁ…
ଭାରତରେ ୫୬୮ କରୋନା ସଂକ୍ରମିତ: ମୃତ୍ୟୁ ସଂଖ୍ୟା ୧୧; ଲକ୍ ଡାଉନ୍ର ଉଲ୍ଲଂଘନ କଲେ ଗୁଳି କରିବାକୁ ଦିଆଯିବ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୬୮ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୧୧ ଛୁଇଁଛି। ବୁଧବାର ତାମିଲନାଡୁର ମଦୁରାଇରେ ଜଣେ କରୋନା…
‘ନକାରାତ୍ମକତାର ମୁକାବିଲା ଜରୁରୀ’
ନୂଆଦିଲ୍ଲୀ,୨୫ା୩(ପି.ଟି.): ଘାତକ କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶରେ ନୈରାଶ୍ୟବାଦ ଓ ନକାରାମତ୍କତାର ମୁକାବିଲା ଜରୁରୀ। ଗୁଜବ ପ୍ରସାର ନ ହେବା ଦିଗରେ ମଧ୍ୟ ଗଣମାଧ୍ୟମ ବିଶେଷ ଦୃଷ୍ଟି ଦେବା ଆବଶ୍ୟକ ବୋଲି ମଙ୍ଗଳବାର ବରିଷ୍ଠ ଖବରଦାତାମାନଙ୍କୁ ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ…
ବିଶ୍ୱରେ ୧୭,୨୫୦ କରୋନା ମୃତ୍ୟୁ
ନୂଆଦିଲ୍ଲୀ୨୫ା୩: ବିଶ୍ୱବ୍ୟାପୀ କରୋନା ମୃତ୍ୟୁସଂଖ୍ୟା ମଙ୍ଗଳବାର ୧୭, ୨୫୦ରେ ପହଞ୍ଚିଛି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୩୯୬,୨୩୬ ଛୁଇଁଛି। ଚାରିଆଡ଼େ ଲୋକଙ୍କ ମନରେ ଭୟର ବାତାବରଣ। ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସତ୍ତ୍ୱେ ଏହି ଭୂତାଣୁ ମୁଣ୍ଡ ଗଡ଼ାଇଚାଲିଛି। ଚାଇନା ପରେ ପ୍ରାଣଘାତୀ…
ପୁରା ଦେଶ ଲକ୍ଡାଉନ୍
ନୂଆଦିଲ୍ଲୀ,୨୪ା୩(ପି.ଟି.)- ଘାତକ କରୋନା ଭୂତାଣୁର ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏହାକୁ ରୋକିବା ପାଇଁ ଦେଶବ୍ୟାପୀ ୩ ସପ୍ତାହ ପାଇଁ ସମ୍ପୂର୍ଣ୍ଣ ଲକ୍ଡାଉନ୍ କରାଯିବ। ମଙ୍ଗଳବାର ମଧ୍ୟରାତ୍ରିରୁ ଏହି କଟକଣା ଲାଗୁ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା…
ଆଗକୁ ବିସ୍ଫୋରକ ସ୍ଥିତି ଆସୁଛି, ସଚେତନ ନ ହେଲେ ମେ’ ଶେଷ ସୁଦ୍ଧା ୧୦ ଲକ୍ଷ ଛୁଇଁପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ବାଗ୍ଚୀ
ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆଜିଠାରୁ ମାତ୍ର ୪ ମାସ ତଳେ ଚାଇନାର ଉହାନରେ ପ୍ରଥମେ କରୋନା ଭୂତାଣୁ ଚିହ୍ନଟ କରାଯାଇଥିଲା। ଏବେ ଏହା ସାରା ବିଶ୍ୱରେ ଏହି ମହାମାରୀ କାୟା ବିସ୍ତାର କରିବାରେ ଲାଗିଛି। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୩,୮୧,୭୬୧ ଛୁଇଁଛି। ଭାରତରେ…
ପରିବାରର ନାମରେ ଶପଥ କରନ୍ତୁ,ଜରୁରୀ କାମ ନ ଥିଲେ ଘରୁ ବାହାରିବେ ନାହିଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୪ ଜିଲାକୁ ସମ୍ପୂର୍ଣ୍ଣ ତାଲାବନ୍ଦ ବା ଲକ୍ଡାଉନ୍ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାସତ୍ତ୍ୱେ କିଛି ଲୋକେ ଏହାର ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳୁଛି। ଏପରିସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ…
Archives


