Home Middle

ସାରା ପୃଥିବୀରେ କରୋନା ଆତଙ୍କ: ଚାଇନାର ହୁବେଇରୁ ହଟିବ ଲକ୍‌ଡାଉନ୍‌

ବେଜିଂ,୨୪।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଥିବା ବେଳେ ଚାଇନାର ହୁବେଇରୁ ଦୀର୍ଘ ଦିନ ଧରି ଜାରି ରହିଥିବା ଲକ୍‌ଡାଉନ୍‌ ମଙ୍ଗଳବାର ରାତିରୁ ହଟାଇ ନିଆଯିବ। ଏନେଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ଏଠାରେ ସ୍ଥିତି ଉପରେ ନିୟନ୍ତ୍ରଣ ଅଣାଯିବା ପରେ…

କରୋନା ଚିକିତ୍ସାରେ ବ୍ୟବହୃତ ହେଉଥିବା ୮ ଔଷଧ

ଓ୍ବାଶିଂଟନ,୨୪।୩: କରୋନା ସଂକ୍ରମିତଙ୍କ ଚିକିତ୍ସା କୌଣସି ଏକ ନିର୍ଦ୍ଦିଷ୍ଟ ଔଷଧରେ ସମ୍ଭବ ହୋଇପାରୁ ନାହିଁ। ଜଣକ ପାଇଁ ସଫଳ ରହିଥିବା ଔଷଧ ଅନ୍ୟ ଜଣେ ସଂକ୍ରମିତଙ୍କଠାରେ ବିଫଳ ରହୁଛି। ସମ୍ପ୍ରତି କରୋନା ସଂକ୍ରମିତଙ୍କ ପାଇଁ ଆଣ୍ଟିଭାଇରାଲ, ଆଣ୍ଟିବଡ଼ିଜ୍‌ ଏବଂ ଆଣ୍ଟି-ଇନଫ୍ଲାମାଟୋରୀ ଆଦି…

କରୋନା ପ୍ରଭାବ: ଚଢ଼ା ଦର ନେଉଛନ୍ତି ବ୍ୟବସାୟୀ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ, ଦର ନିୟନ୍ତ୍ରଣ କରିବାକୁ ଦାବି

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ସମଗ୍ର ରାଜ୍ୟକୁ ମଙ୍ଗଳବାର ମଧ୍ୟରାତ୍ରରୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ମହାମାରୀର କୌଣସି ପ୍ରତିକାର ନ ଥିବାରୁ ଲୋକମାନେ ନିଜର ତଥା ପରିବାର ବର୍ଗଙ୍କ ଜୀବନ ବଞ୍ଚାଇବା ପାଇଁ ପଦାକୁ ନ…

କରୋନା ପାଇଁ ଔଷଧ: ଲାଗିପାରେ ବର୍ଷେରୁ ଦେଢ଼ ବର୍ଷ; ଲକ୍‌ଡାଉନ୍‌ରେ ରହି ହେବ କି ଏତେ ଦିନ !

ଓ୍ବାଶିଂଟନ,୨୪।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କରୋନା ଭୂତାଣୁ ଭିନ୍ନ ଭିନ୍ନ ପରିବେଶରେ ଅଲଗା ଅଲଗା କ୍ରିୟାଶୀଳତା ଦେଖାଉଥିବାରୁ ଏହାକୁ ରୋକିବା ପାଇଁ ଔଷଧ ପ୍ରସ୍ତୁତିରେ ବର୍ତ୍ତମାନ ସୁଦ୍ଧା ସାରା ପୃଥିବୀର ବୈଜ୍ଞାନିକ ଅସଫଳ ରହିଛନ୍ତି।…

ସମ୍ପୂର୍ଣ୍ଣ ଓଡ଼ିଶା ଲକ୍‌ଡାଉନ୍‌; ଅପରାହ୍ନ ସାଢ଼େ ୪ଟାରେ ଗଣମାଧ୍ୟମ ଜରିଆରେ ଦିଆଯିବ ସୂଚନା

ଭୁବନେଶ୍ୱରା,୨୪।୩(ବ୍ୟୁରୋ): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହି ରୋଗର ବ୍ୟାପକତାକୁ ଦେଖି ସମସ୍ତ ୩୦ ଜିଲା ଅର୍ଥାତ୍‌ ସମ୍ପୂର୍ଣ୍ଣ ଓଡ଼ିଶା ଲକ୍‌ଡାଉନ୍‌ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ମଧ୍ୟରାତ୍ରରୁ ମାର୍ଚ୍ଚ ୨୯ ଯାଏ ଅବଶିଷ୍ଟ ୧୬…

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୨ ଛୁଇଁଲା: ମୃତ୍ୟୁ ସଂଖ୍ୟା ୧୦; ୪୪ ହେଲେଣି ସୁସ୍ଥ

ନୂଆଦିଲ୍ଲୀ,୨୪।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଭାରତରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୨ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୧୦ ଛୁଇଁଛି। ଚିକିତ୍ସା ପରେ ୪୪ ଜଣ ଲୋକ…

ଏପ୍ରିଲ ସୁଦ୍ଧା ଭାରତରେ ହୋଇପାରେ ଇଟାଲି ସ୍ଥିତି

ମୁମ୍ବାଇ,୨୪ା୩(ଆଇଏନ୍‌ଏସ୍‌): କୋଭିଡ-୧୯ ଭୂତାଣୁ ଭାରତରେ ଯେଉଁଭଳି ବ୍ୟାପିବାରେ ଲାଗିଛି, ଏହା ମାସକ ମଧ୍ୟରେ ଦେଶରେ ବଡ଼ଧରଣର ମେଡିକାଲ ବିପର୍ଯ୍ୟୟ ସୃଷ୍ଟି ହୋଇପାରେ। ଏଥିପାଇଁ ଅନ୍ତତଃ ଦୁଇସପ୍ତାହ ଜନତା କର୍ଫ୍ୟୁ କାର୍ଯ୍ୟକାରୀ ହେବା ଜରୁରୀ ବୋଲି ଜଣେ ମାଇକ୍ରୋବାୟୋଲୋଜିଷ୍ଟ ସତର୍କ କରାଇଦେଇଛନ୍ତି। ସାମାଜିକ…

କରୋନା ବିରୋଧରେ ଦୀର୍ଘ ଲଢ଼େଇ କରିବାକୁ ହେବ: ମୋଦି

ନୂଆଦିଲ୍ଲୀ,୨୪ା୩(ପି.ଟି.): କୋଭିଡ୍‌-୧୯ ଏକ ଜୀବନକାଳ ସମସ୍ୟା। ଏହାର ମୁକାବିଲା ଲାଗି ଦୀର୍ଘ ଲଢ଼େଇ କରିବାକୁ ହେବ। ନୂତନ ତଥା ଇନୋଭେଟିଭ୍‌ ସମାଧାନ ମାଧ୍ୟମରେ ଏହାର ମୁକାବିଲା କରାଯାଇପାରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଗଣମାଧ୍ୟମକୁ…

କୋଲକାତାରେ ପ୍ରଥମ କରୋନା ମୃତ୍ୟୁ

ନୂଆଦିଲ୍ଲୀ, ୨୪ା୩: କରୋନା ବିଶ୍ୱବ୍ୟାପୀ ଆତଙ୍କ ଖେଳାଇ ଦେଇଛି। ବିଭିନ୍ନ ଦେଶରେ ଲୋକମାନେ ପୋକମାଛି ଭଳିି ମରୁଛନ୍ତି। ଭାରତ ବି ଏଥିରୁ ବାଦ୍‌ପଡ଼ିନି। ସୋମବାର ଆଉ ୨ ଜଣଙ୍କ ମୃତ୍ୟୁ ହେବା ପରେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚତ୍ଛ…

୧୧ ହଜାର ଲୋକଙ୍କ ପାଇଁ ଜଣେ ଡାକ୍ତର

ନୂଆଦିଲ୍ଲୀ,୨୪ା୩: ଭାରତରେ କରୋନା(କୋଭିଡ୍‌-୧୯) ସଂକ୍ରମଣ ସମ୍ପ୍ରତି ବଢ଼ିବାରେ ଲାଗିଛି। ଏଭଳି ସ୍ଥଳେ ଏକ ବିରାଟ ପ୍ରଶ୍ନ ଉଠିଛି ଯେ, ଭାରତର ସ୍ବାସ୍ଥ୍ୟସେବା କ୍ଷେତ୍ର କରୋନାକୁ ମୁକାବିଲା କରିବାକୁ ପ୍ରସ୍ତୁତ କି? ଭାରତରେ ଲୋକସଂଖ୍ୟା ଅନୁପାତରେ ଡାକ୍ତରଙ୍କ ସଂଖ୍ୟା ଏବଂ ହସ୍ପିଟାଲଗୁଡ଼ିକରେ ଉପଲବ୍ଧ…

କୋଭିଡ-୧୯ ପାଣ୍ଠିକୁ ୩ ମାସର ଦରମା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ନିର୍ଦ୍ଦିଷ୍ଟ ପରିସ୍ଥିତିରେ ଏକ ସ୍ବତନ୍ତ୍ର ସହାୟତାର ଆବଶ୍ୟକତା ରହିଛି। କରୋନା(କୋଭିଡ-୧୯) ବର୍ତ୍ତମାନ ସାରା ବିଶ୍ୱ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇ ଉଭା ହୋଇଛି। ଏହାର ମୁକାବିଲା କରିବା ପାଇଁ ଏଭଳି ପରିସ୍ଥିତିରେ ବ୍ୟାପକ ଜନସଚେତନତା ତିଆରି ଲାଗି ବ୍ୟାପକ ଅର୍ଥର…

କାଲିଠୁ ଚାଲିବନି ବସ୍‌:ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ କଟକଣା ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୨୩।୩(ବ୍ୟୁରୋ)- କରୋନା ଭୂତାଣୁ (କୋଭିଡ୍‌-୧୯)ର ସଂକ୍ରମଣ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଦିନରାତି ଲାଗିପଡ଼ିଛନ୍ତି। ପ୍ରତିଦିନ ଏ ଦିଗରେ କିଛି ନା କିଛି ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ସୋମବାର ଆଉ ଏକ ବଡ଼ କଟକଣା ଲଗାଇଛନ୍ତି ରାଜ୍ୟସରକାର। ମଙ୍ଗଳବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri