Home Middle

ଆଇଏସ୍‌ ଆତଙ୍କବାଦୀଙ୍କ ଘରେ ବାରୁଦ ଗଦା: ସ୍ତ୍ରୀ-ପିତା-ଭାଇ କହିଲେ ଏପରି…

ନୂଆଦିଲ୍ଲୀ, ୨୩।୮: ଦିଲ୍ଲୀର ଧୋଲା କୂଆଁ ଅଞ୍ଚଳରୁ ଗିରଫ ହୋଇଥିବା ଆତଙ୍କବାଦୀ ଅବୁ ୟୁସୁଫ୍‌ଙ୍କର ବଳରାମପୁର ଘରେ ଚଢ଼ାଉ ସମୟରେ ମୃତ୍ୟୁର ସରଞ୍ଜାମ ଜବତ ହୋଇଛି। ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଏସବୁ ୟୁସୁଫ୍‌ ଠୁଳ କରିଥିବା କୁହାଯାଉଛି। ଅଳ୍ପ…

ଦୁନିଆର ଆଲୋକ ଦେଖି ପାରିବେନି ୬୮ ଲକ୍ଷ କନ୍ୟା: ମାତୃଗର୍ଭରେ କରାଯିବ ହତ୍ୟା !

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୩।୮: ଦେଶରେ କନ୍ୟା ଭ୍ରୁଣ ହତ୍ୟା ଜାରି ରହିଛି। ସରକାରୀ ଆଇନ ଏକ୍ଷେତ୍ରରେ ବିଶେଷ ସଫଳ ହେଉ ନ ଥିବା କୁହାଯାଉଛି। ଏଭଳି ଧାରା ଜାରି ରହିଲେ ୨୦୩୦ ସୁଦ୍ଧା ୬୮ ଲକ୍ଷ କନ୍ୟା ଦୁନିଆର ଆଲୋକ ଦେଖିବାରୁ ବଞ୍ଚିତ…

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ଆଜି ହେଉଛି ନୂଆଁଖାଇ ପର୍ବ। ଏହା ପଶ୍ଚିମ ଓଡ଼ିଶାର ଗଣପର୍ବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ସମ୍ବଲପୁରୀ ଭାଷାରେ ଟୁଇଟ୍‌ କରି ନୂଆଁଖାଇର ଜୁହାର ଜଣାଇବା ସହ ସମସ୍ତଙ୍କ ସୁଖ, ସମୃଦ୍ଧି କାମନା…

କଶ୍ମୀର ଆଇଏସ୍‌ ସଂଗଠନର ପର୍ଦ୍ଦାଫାଶ୍‌: ୫ ଗିରଫ

ଶ୍ରୀନଗର, ୨୩।୮: କଶ୍ମୀରରେ ଗଠିତ ହୋଇଥିତ୍ବା ଏକ ଆଇଏସ୍‌ ଆତଙ୍କବାଦୀ ସଂଗଠନର ପର୍ଦ୍ଦାଫାଶ୍‌ ହୋଇଛି। ଏହି ଘଟଣାରେ ସଂଗଠନ ସହିତ ସମ୍ପୃକ୍ତି ଥିବା ୫ ଜଣଙ୍କୁ ଗିରଫ କରାଯାଇଛି। ଆଇଏସ୍‌ ସଂଗଠନ ଭଳି ଏଠାରେ ଇସଲାମିକ୍‌ ଷ୍ଟେଟ୍‌ ଅଫ୍‌ ଜମ୍ମୁ ଆଣ୍ଡ…

ରାଜ୍ୟରେ ବେଲଗାମ କରୋନା: ୩୦ ଜିଲାରୁ ଆଜି ଚିହ୍ନଟ ହେଲେ ଆଉ ୨,୯୯୩ ଆକ୍ରାନ୍ତ; ଜାଣନ୍ତୁ..

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଓଡ଼ିଶାରେ ବେଲଗାମ ହୋଇପଡ଼ିଛି କରୋନା। ରବିବାର ରାଜ୍ୟରେ ୨,୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧,୮୭୯ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୧,୧୧୪ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୮,୫୩୦କୁ ବୃଦ୍ଧି ପାଇଛି।…

କଂଗ୍ରେସରେ ନେତୃତ୍ୱ ସଙ୍କଟ: ପରିବର୍ତ୍ତନ ପାଇଁ ସୋନିଆଙ୍କୁ ଚିଠି ଲେଖିଲେ ୨୩ ନେତା

ନୂଆଦିଲ୍ଲୀ, ୨୩।୮: କଂଗ୍ରେସରେ ଏବେ ନେତୃତ୍ୱ ସଙ୍କଟ ଦେଖାଦେଇଛି। ଦଳର ସାଂଗଠନିକ କ୍ଷେତ୍ରରେ ଉପର ତଳ ପର୍ଯ୍ୟନ୍ତ ପରିବର୍ତ୍ତନର ଆବଶ୍ୟକତା ଥିବା ଦଳରେ ଚର୍ଚ୍ଚା ହେଉଛି। ଏନେଇ ୫ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ ଦଳର ୨୩ ଜଣ ନେତା ଅଧ୍ୟକ୍ଷା ସୋନିଆ…

ଆଜି ଗଣପର୍ବ ନୂଆଁଖାଇ: ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ

ସମ୍ବଲପୁର, ୨୩।୮ (ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ରବିବାର ପାଳିତ ହେବ। ମହାମାରୀ କରୋନା ସତ୍ତ୍ବେ ଗଣପର୍ବ ଲାଗି ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ ହୋଇ ଉଠିଛି । ପରମ୍ପରାନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ସମ୍ବଲପୁରର ଇଷ୍ଟଦେବୀ ମା’ ସମଲେଶ୍ୱରୀଙ୍କଠାରେ…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ୨୪ରୁ ବଡ଼ ବର୍ଷା, ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୪ରେ ଏହା ଲଘୁଚାପରେ ପରିଣତ ହେବା ଯୋଗୁ ୨୭ ତାରିଖ ଯାଏ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ…

ଦିଲ୍ଲୀରୁ ଆସିଲା ଖୁସି ଖବର: ୭୩ ଦିନ ମଧ୍ୟରେ ମାଗଣାରେ ମିଳିବ କରୋନା ଟୀକା

ନୂଆଦିଲ୍ଲୀ, ୨୩।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ତେବେ ଇତିମଧ୍ୟରେ ଦିଲ୍ଲୀରୁ ଖୁସି ଖବର ଆସିଛି। ଆସନ୍ତା ୭୮୩ ଦିନ…

ପୁଣି ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୭୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୩।୮: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ କରୋନା ସଂକ୍ରମଣ ପୁଣି ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ୭୦ ହଜାର…

ଆନ୍ତଃରାଜ୍ୟ ପରିବହନ ବନ୍ଦ କରନାହିଁ

ନୂଆଦିଲ୍ଲୀ, ୨୩।୮: ଅନ୍‌ଲକ୍‌ ୩ ବା କରୋନାଜନିତ ଲକ୍‌ଡାଉନ କଟକଣା କୋହଳ ହେବାର ତୃତୀୟ ପର୍ଯ୍ୟାୟରେ ଆନ୍ତଃରାଜ୍ୟ କିମ୍ବା ରାଜ୍ୟ ଭିତରେ ଜନସାଧାରଣଙ୍କ ଯାତାୟାତ ଓ ମାଲ୍‌ ପରିବହନ ଉପରେ କେନ୍ଦ୍ରୀୟ ଗାଇଡ୍‌ଲାଇନରେ କୌଣସି କଟକଣା ଲାଗୁ ହୋଇନାହିଁ। ତେଣୁ ଆନ୍ତଃରାଜ୍ୟ…

ରାଜ୍ୟରେ ସୁସ୍ଥ ହେଲେ ୧୭୭୩ କରୋନା ଆକ୍ରାନ୍ତ : ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୨।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୨୧୬, କଟକରୁ ୧୪୭, ସମ୍ବଲପୁରରୁ ୧୨୫, କନ୍ଧମାଳରୁ ୯୨, ଯାଜପୁରରୁ ୮୭, ମୟୂରଭଞ୍ଜରୁ ୮୦, ରାୟଗଡାରୁ ୭୭,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?