Home Middle

ପୁନଃନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ବଜାର, ମଲ

ବ୍ରହ୍ମପୁର ଅଫିସ,୨୧ା୩ ମହାମାରୀ କରୋନା ମୁକାବିଲା ପାଇଁ ସଚେତନତା ହିଁ ଏକମାତ୍ର ପନ୍ଥା ା ଭିଡ଼ରେ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କା ଅଧିକ ରହିଛି। ତେଣୁ ଭିଡ଼କୁ ଏଡାଇବା ପାଇଁ ଜିଲାରୁ ୧୪୪ ଧାରା ପ୍ରତ୍ୟାହାର ପରେ ବି ସହରାଞ୍ଚଳର ସମସ୍ତ…

୨୪ ଘଣ୍ଟାରେ ୫୦ ନୂଆ ରୋଗୀ ଚିହ୍ନଟ ପରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୨୨୩

ନୂଆଦିଲ୍ଲୀ,୨୦।୩: ଭାରତରେ ବଢି ଚାଲିଛି କୋଭିଡ-୧୯ ରୋଗୀଙ୍କ ସଂଖ୍ୟା। ସମସ୍ତ ସତର୍କତା ପରେ ବି ଗତ ୨୪ ଘଣ୍ଟାରେ ୫୦ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୨୨୩ ହୋଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ…

ଜନତା କର୍ଫ୍ୟୁକୁ ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ: କହିଲେ ‘କୋଭିଡ-୧୯ ସମଗ୍ର ମାନବଜାତି ପାଇଁ ଆହ୍ବାନ, ରବିବାର ସମସ୍ତେ ଘରେ ରୁହନ୍ତୁ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ମହାମାରୀ କରୋନା ଭୂତାଣୁକୁ ନେଇ ସୃଷ୍ଟ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାତିରେ ବାର୍ତ୍ତା ଦେଇଛନ୍ତି। ମାର୍ଚ୍ଚ ୨୨(ରବିବାର)ରେ ‘ଜନତା କର୍ଫ୍ୟୁ’ ପାଳନ କରିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ତେବେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ…

କରୋନା ଭାଇରସ: ସରକାର ଜାରି କଲେ ହ୍ବାଟସ୍‌ ଆପ୍‌ ହେଲ୍ପଡେସ୍କ

ନୂଆଦିଲ୍ଲୀ,୨୦।୩: କରୋନା ଭାଇରସରେ ଏବେ ଭାରତରେ ପାଖାପାଖି ୨୦୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ହେଲାଣି। ଏହି କରୋନାକୁ ନେଇ ଲୋକେ କିପରି ଭୟଭୀତ ନ ହେବେ ସେଥିପ୍ରତି ସରକାର ସବୁ ପ୍ରକାର ପ୍ରସ୍ତୁତି କରୁଛନ୍ତି। ଏବେ…

ୟୁନିୟନ୍‌ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା

ପୁରୀ ଅଫିସ,୨୦।୩: ଘରୋଇ ୟେସ୍‌ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କା ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ)ରେ ରହିବ। ଏନେଇ କରାଯାଇଥିବା ଟେଣ୍ଡର ପ୍ରକ୍ରିୟାରେ ୟୁନିୟନ ବ୍ୟାଙ୍କକୁ ଚୟନ କରାଯାଇଛି। ୫.୭୫% ସୁଧହାରରେ ମହାପ୍ରଭୁଙ୍କ ଟଙ୍କା ଜମା କରାଯିବ ବୋଲି ଶୁକ୍ରବାର ଉନ୍ନୟନ…

କୋଭିଡ-୧୯ରୁ ରକ୍ଷା ପାଇବାକୁ ଚାଇନା ଦେବ ପରାମର୍ଶ: ଭାଗନେବ ଭାରତ

ନୂଆଦିଲ୍ଲୀ,୨୦।୩: କରେନା ଭାଇରସ ବା କୋଭିଡ-୧୯ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ଭୂତାଣୁର ସଠିକ୍‌ ଚିକିତ୍ସା ପଦ୍ଧତି ନ ଥିବାରୁ ଏବେ ଏହା ସାରା ବିଶ୍ୱକୁ ତା’ କବଳକୁ ନେଇ ସାରିଛି। ଚାଇନାରୁ ଆରମ୍ଭ ହୋଇଥିବା…

୪୬୦ ଦିନରେ ଭାଙ୍ଗିଲା କମଲନାଥଙ୍କ ସରକାର

ଭୋପାଳ,୨୦।୩: ଯାହା ଆଶା କରାଯାଉଥିଲା ତାହାହିଁ ହେଲା। ମାତ୍ର ୧୫ ମାସ ଅର୍ଥାତ୍‌ ୪୬୦ ଦିନ ମଧ୍ୟରେ ମଧ୍ୟପ୍ରଦେଶରେ ଭାଙ୍ଗିଗଲା କଂଗ୍ରେସ ଶାସିତ କମଲନାଥ ସରକାର। ଶୁକବାର ଫ୍ଲୋର ଟେଷ୍ଟ ପୂର୍ବରୁ କମଲନାଥ ଇସ୍ତଫା ଦେବେ ବୋଲି ଏକ ଖବରଦାତା ସମ୍ମିଳନୀରେ…

କରୋନା ପ୍ରକୋପ: ଭାରତରେ ଗଡିଲା ୫ମୁଣ୍ଡ

ଜୟପୁର,୨୦।୩: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଭାରତରେ ମହାମାରୀ କରୋନା ଭାଇରସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଶୁକ୍ରବାର ଭାରତରେ କରୋନା…

ଦେଶର ସମସ୍ତ ଝିଅଙ୍କୁ ମିଳିଛି ନ୍ୟାୟ: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୨୦।୩: ‘ନିର୍ଭୟା’ ଗଣବଳାତ୍କାର ଓ ହତ୍ୟା ଘଟଣାର ୪ଦୋଷୀଙ୍କୁ ଶୁକ୍ରବାର ଭୋର୍‌ ୫ଟା ୩୦ରେ ଫାଶୀ ଦିଆଯିବା ପରେ ନିର୍ଭୟାଙ୍କ ମା’ ଆଶା ଦେବୀ ନ୍ୟାୟପାଳିକା ଏବଂ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ବିଳମ୍ବରେ ହେଉ ପଛେ ତାଙ୍କୁ ଏବଂ…

‘ନିର୍ଭୟା’ଙ୍କୁ ମିଳିଲା ନ୍ୟାୟ: ଫାଶୀଖୁଣ୍ଟରେ ଝୁଲିଲେ ୪ ଦୋଷୀ

ନୂଆଦିଲ୍ଲୀ,୨୦ା୩: ଦୀର୍ଘ ୭ ବର୍ଷ ପରେ ‘ନିର୍ଭୟା’ଙ୍କୁ ନ୍ୟାୟ ମିଳିଛି। ନିର୍ଭୟା ଗଣବଳାତ୍କାର ଘଟଣାରେ ୪ ଦୋଷୀ ଅକ୍ଷୟ ଠାକୁର, ପବନ ଗୁପ୍ତା, ବିନୟ ଶର୍ମା ଏବଂ ମୁକେଶ ସିଂହଙ୍କୁ ତିହାର ଜେଲ୍‌ରେ ଶୁକ୍ରବାର ଭୋର୍‌ ୫ଟା ୩୦ରେ ଫାଶୀ ଖୁଣ୍ଟରେ…

କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିବେଦନ: ରବିବାର ଜନତା କର୍ଫ୍ୟୁ

ନୂଆଦିଲ୍ଲୀ,୨୦ା୩(ପି.ଟି.): ମହାମାରୀ କରୋନା ଭୂତାଣୁ ନେଇ ସୃଷ୍ଟ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୨ ତାରିଖ (ରବିବାର) ଦେଶରେ ଜନତା କର୍ଫ୍ୟୁ ପାଳନ କରିବା ଲାଗି ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଜନତା କର୍ଫ୍ୟୁ…

ଜଳିଗଲା ନୀଳଚକ୍ର ବାନା

ପୁରୀ ଅଫିସ,୧୯ା୩: ଜଳିଗଲା ନୀଳଚକ୍ର ବାନା । ମହାଦୀପରୁ ନିଅଁା ଲାଗି ନୀଳଚକ୍ର ତଳେ ବନ୍ଧାଯାଇଥିବା ୨/୩ଟି ମାନସିକ ବାନା ପୋଡ଼ିଯାଇଛି। କରୋନା ମୁକାବିଲା ଉଦ୍ଦେଶ୍ୟରେ ଶୁକ୍ରବାରଠୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ କରିବାକୁ ଗୁରୁବାର ନିଷ୍ପତ୍ତି ନିଆଯିବାର କିଛି ଘଣ୍ଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri