ଓଡ଼ିଶାରେ କରୋନା; ସ୍ପଷ୍ଟକଲେ ସରକାର, ଗଣମାଧ୍ୟମକୁ ଦେଲେ ଚେତାବନୀ
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଓଡ଼ିଶାରେ ଜଣେ ଯୁବକ କରୋନାରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ଭୁବନେଶ୍ୱର ଗୀତଗୋବିନ୍ଦ ସଦନରେ ସୋମବାର ଆୟୋଜିତ୍ ପ୍ରେସ୍ମିଟରେ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍ଚୀ ଏହା ସ୍ପଷ୍ଟ କରିଛନ୍ତି। ସମ୍ପୃକ୍ତ ୩୩ ବର୍ଷୀୟ ଯୁବକ ଇଟାଲୀରେ ଗବେଷଣା…
୭ ଦିନ ବନ୍ଦ ରହିବ ସୂର୍ଯ୍ୟମନ୍ଦିର: ଭୟରେ ପର୍ଯ୍ୟଟକ ଶୂନ୍ୟ
କୋଣାର୍କ,୧୬।୩(ଡି.ଏନ.ଏ): କରୋନା ଭାଇରସ ପ୍ରଭାବରେ ସମଗ୍ର ବିଶ୍ୱ ଆତଙ୍କିତ ଅବସ୍ଥାରେ ଥିବାବେଳେ ସରକାର ପ୍ରତି ଜନସମାଗମକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ସୋମବାରଠାରୁ ୭ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ପୁରୀ…
ଭାରତରେ ୧୦୮ କରୋନା ରୋଗୀ
ନୂଆଦିଲ୍ଲୀ,୧୬।୩(ପି.ଟି.): ମହାରାଷ୍ଟ୍ରରେ ୧୨ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୮ରେ ପହଞ୍ଚତ୍ଛି। ମହାରାଷ୍ଟ୍ରରେ ସର୍ବାଧିକ ୩୨ କରୋନା ରୋଗୀ ଥିବା ଜଣାପଡିଛି। ଦିଲ୍ଲୀ ଓ କର୍ନାଟକରେ ଦୁଇଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି।…
ସ୍ପେନ୍ରେ ଦିନକରେ ୨ ହଜାର ସଂକ୍ରମିତ
ମାଡ୍ରିଡ୍,୧୬।୩ : ଚାଇନାରେ କରୋନା ଭୂତାଣୁ ସଂକ୍ରମଣ ହାର କମିଥିବାବେଳେ ୟୁରୋପୀୟ ଦେଶଗୁଡ଼ିକରେ ଏହା ଦ୍ରୁତବେଗରେ ମାଡିଚାଲିଛି। ସ୍ପେନ୍ରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୦୦ ନୂଆ ରୋଗୀ ଚିହ୍ନଟ ହୋଇଥିବାବେଳେ ୧୦୦ରୁ ଅଧିକ ପ୍ରାଣ ହରାଇଛନ୍ତି। ଇଟାଲୀ ପରେ ସ୍ପେନ୍…
ସେନା ପ୍ରତ୍ୟାହାର ଚାହାନ୍ତି ଯୁବପିଢ଼ି
ଦୋହା,୧୬।୩: ଜମ୍ମୁ-କଶ୍ମୀରରୁ ଭାରତୀୟ ସେନା ହଟିଯାଉ ବୋଲି ସେଠାକାର ଯୁବପିଢ଼ି ଚାହାନ୍ତି। କଶ୍ମୀରର ୯୦%ରୁ ଊର୍ଦ୍ଧ୍ୱ କଲେଜ ଓ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଉପତ୍ୟକାରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ସପକ୍ଷରେ ମତ ଦେଇଛନ୍ତି। ଅନ୍ତର୍ଜାତୀୟ ଗଣମାଧ୍ୟମ ଅଲ୍ ଜଜିରାରେ ପ୍ରକାଶିତ ଏକ ରିପୋର୍ଟରେ…
କେନ୍ଦ୍ରକୁ ଅସମ୍ଭାଳ କଶ୍ମୀର
ନୂଆଦିଲ୍ଲୀ,୧୬।୩: ଖୁବଶୀଘ୍ର ରାଜ୍ୟ ମାନ୍ୟତା ଫେରିପାଇବ ଜମ୍ମୁ-କଶ୍ମୀର। ଉପତ୍ୟକାରେ ହେବ ନାହିଁ ଜନସଂଖ୍ୟାଗତ ପରିବର୍ତ୍ତନ। ମୁକ୍ତ ହେବେ ସମସ୍ତ ରାଜନୈତିକ ବନ୍ଦୀ। ନୂଆଦିଲ୍ଲୀରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହାଙ୍କଠାରୁ ମିଳିଛି ଏଭଳି ପ୍ରତିଶ୍ରୁତି। କେବଳ ଶାହା ନୁହନ୍ତି, ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ନିର୍ବାହୀ ଅଧିକାରୀଙ୍କୁ ସହର, ବିଡିଓଙ୍କୁ ଗାଁ ଦାୟିତ୍ୱ
ଅନୁଗୋଳ ଅଫିସ୍, ୧୬।୩: କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରବିବାର ପୂର୍ବାହ୍ନରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାକୁ ଆସୁଥିବା ପର୍ଯ୍ୟଟକଙ୍କ ଉପରେ କଡ଼ା ନଜର ରଖିବା ଉପରେ…
ଆଜିଠାରୁ ଟ୍ବିନ୍ସିଟିରେ ମଲ୍ ବନ୍ଦ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ସମ୍ଭାବ୍ୟ କରୋନା ସଂକ୍ରମଣ ରୋକିବା ଦିଗରେ କମିଶନରେଟ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ରବିବାର କଟକ ଓ ଭୁବନେଶ୍ୱର ଟ୍ବିନ୍ସିଟି ରେ ଥିବା ମଲ୍ଗୁଡିକୁ ବନ୍ଦ ଘୋଷଣା କରାଯାଇଛି। ସିନେମା ହଲ୍, କ୍ଲବ୍ ଆଦି ବନ୍ଦ ହେବା ପରେ…
ଓଡ଼ିଶାରେ କରୋନା
ଭୁବନେଶ୍ୱର,୧୬।୩ (ବ୍ୟୁରୋ): ଓଡ଼ିଶାରେ ଚିହ୍ନଟ ହୋଇଛି ପ୍ରଥମ କରୋନା ଭାଇରସ୍ ପଜିଟିଭ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସ୍ଥାନୀୟ ବଡଗଡ଼ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ରକ୍ତ ନମୁନାରେ କରୋନା ଭୂତାଣୁ ଥିବା ଠାବ କରାଯାଇଛି। ଶନିବାର ଇଟାଲୀରୁ ଫେରିବା ପରେ…
ସାର୍କ ଦେଶ ସହ କରୋନାକୁ ନେଇ ଆଲୋଚନା: ଜରୁରିକାଳୀନ ପାଣ୍ଠି ପାଇଁ ଭାରତ ଦେବ ୧୦ ମିଲିୟନ ଆମେରିକୀୟ ଡଲାର
ନୂଆଦିଲ୍ଲୀ,୧୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାଉଥ୍ ଏସିଆନ ଆସୋସିଏଶନ ଫର୍ ରିଜିଓନାଲ କୋଅପରେଶନ(ଏସ୍ଏଏଆର୍ସି) ବା ସାର୍କ ଦେଶର ସଦସ୍ୟଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ କଥା ହୋଇଛନ୍ତି। ଏହି ସମୟରେ କରୋନା ଭାଇରସ୍ର ସଂକ୍ରମଣକୁ ନେଇ ଆଲୋଚନା କରାଯାଇଛି। କରୋନାକୁ…
ସୁସ୍ଥ ହେଲେ ଦିଲ୍ଲୀର ପ୍ରଥମ କରୋନା ସଂକ୍ରମିତ ବ୍ୟକ୍ତି
ନୂଆଦିଲ୍ଲୀ,୧୫।୩: ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୨ରେ ରହୁଥିବା ଜଣେ ୪୫ ବର୍ଷୀୟ ବ୍ୟକ୍ତି କୋଭିଡ- ୧୯ରେ ପୀଡ଼ିତ ଥିବା ପ୍ରଥମେ ଚିହ୍ନଟ କରାଯାଇଥିଲା। ଏହାପରେ ତାଙ୍କୁ ଆଇସୋଲେଶନ ଓ୍ବାର୍ଡରେ ରଖି ଚିକିତ୍ସା କରାଯାଉଥିଲା। ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ…
ଅନନ୍ତନାଗରେ ସର୍ଚ୍ଚ ଅପରେଶନ୍: ୪ ଆତଙ୍କବାଦୀ ମୃତ
ଶ୍ରୀନଗର,୧୫।୩: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ସର୍ଚ୍ଚ ଅପରେଶନରେ ବଡ଼ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାରେ ହୋଇଥିବା ଏହି ସର୍ଚ୍ଚ ଅପରେଶନ୍ରେ ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଦିଆଲଗାମ୍ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ…
Archives


