ଭାରତୀୟ ସେନାଙ୍କୁ ମିଳିଲା ଏସ୍ଆଇଜି-୭୧୬ ରାଇଫଲ: ଲକ୍ଷ୍ୟଭେଦ କ୍ଷମତା ୫୦୦ ମିଟର
ନୂଆଦିଲ୍ଲୀ,୧୫।୩: ବହୁ ପ୍ରତୀକ୍ଷା ପରେ ଭାରତୀୟ ସେନାକୁ ଏସ୍ଆଇଜି-୭୧୬ ରାଇଫଲ ମିଳିଛି। ଏନେଇ ଏକ ବର୍ଷ ପୂର୍ବରୁ ଆମେରିକା କମ୍ପାନୀ ସିଗସୌର ସହିତ ୭୦୦ କୋଟି ଟଙ୍କାର ଚୁକ୍ତି ହୋଇଥିଲା। ଚୁକ୍ତି ଅନୁସାରେ ୭୨,୪୦୦ ଅସାଲ୍ଟ ରାଇଫଲ ଭାରତକୁ ସମ୍ପୃକ୍ତ କମ୍ପାନୀ…
କରୋନା ମୁକାବିଲା ପାଇଁ ଭାରତର ପଦକ୍ଷେପ: ୪ ପଡ଼ୋଶୀ ଦେଶର ସୀମା ସିଲ୍; ରବିବାର ମଧ୍ୟରାତ୍ରରୁ ପାକିସ୍ତାନ ବାଟ ବନ୍ଦ
ନୂଆଦିଲ୍ଲୀ,୧୫।୩: ଭାରତରେ କରୋନା ସଂକ୍ରମଣ ଧୀରେଧୀରେ ବଢ଼ିବାରେ ଲାଗିଛି। ଏନେଇ ଭାରତ ସରକାର ନେପାଳ, ବାଂଲାଦେଶ, ଭୁଟାନ ଏବଂ ମ୍ୟାନ୍ମାର ଆଦି ୪ ଦେଶର ସୀମାପଥକୁ ସିଲ୍ କରାଯାଇଛି। ଶନିବାର ମଧ୍ୟରାତ୍ରରୁ ଏଭଳି କରାଯାଇଛି। ତେବେ ପାକିସ୍ତାନ-ଭାରତ ସୀମାକୁ ରବିବାର ମଧ୍ୟ…
ମିଶନ ଏୟାରଲିଫ୍ଟ: ଇରାନରୁ ସ୍ବଦେଶ ଫେରିଲେ ଭାରତୀୟ; ଏବେ ବି ରହିଛନ୍ତି ୬ ହଜାର
ନୂଆଦିଲ୍ଲୀ,୧୫।୩: ଇରାନରେ ଥିବା ୨୩୪ ଭାରତୀୟ ସ୍ବଦେଶ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ୧୩୧ ଜଣ ଛାତ୍ର ଥିବାବେଳେ ୧୦୩ଜଣ ତୀର୍ଥଯାତ୍ରୀ ରହିଛନ୍ତି। ଏବେ ମଧ୍ୟ ଇରାନରେ ୬ ହଜାରରୁ ଅଧିକ ଭାରତୀୟ ରହିଛନ୍ତି। ସେମାନଙ୍କୁ ଭାରତ ଫେରାଇ ଆଣିବା ଲାଗି ଉଦ୍ୟମ…
ସୋମବାର ଶକ୍ତି ପରୀକ୍ଷା ଦେବେ କମଲନାଥ: ଅଧାରାତିରେ ନିର୍ଦ୍ଦେଶ ଜାରି କଲେ ରାଜ୍ୟପାଳ
ଭୋପାଳ,୧୫।୩: ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ସୃଷ୍ଟି ହୋଇଛି। ଶନିବାର ବିଳମ୍ବିତ ରାତିରେ ରାଜ୍ୟପାଳ ଲାଲାଜୀ ଟଣ୍ଡନ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ବିଧାନସଭାରେ ଶକ୍ତି ପରୀକ୍ଷା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର କମଲନାଥଙ୍କୁ ଆସ୍ଥା ଭୋଟର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ରାଜ୍ୟପାଳ…
ଆହୁରି ବିଗିଡ଼ିବ ରାଜ୍ୟ ଅଭିବୃଦ୍ଧି
ଭୁବନେଶ୍ୱର,୧୫।୩ (ବ୍ୟୁରୋ): ରାଜ୍ୟର ଆର୍ଥିକ ଅବସ୍ଥା ସରକାରଙ୍କ ଚିନ୍ତା ବଢ଼ାଇଦେଇଥିବାବେଳେ କର୍ମଚାରୀଙ୍କ ଦରମା, ପେନ୍ସନ ଏବଂ ଯୋଜନା ଖର୍ଚ୍ଚ ରାଜକୋଷ ଉପରେ ଅତିରିକ୍ତ ବୋଝ ପାଲଟିଛି। ରାଜସ୍ବ ଆଦାୟ ମଧ୍ୟ ଆଖିଦୃଶିଆ ହେଉନାହିଁ। ରାଜସ୍ବ ଅଭିବୃଦ୍ଧି ୨୮% ଅଧିକ ହେଉଥିବା କୁହାଯାଉଥିଲେ…
୧୪୫ ରାଷ୍ଟ୍ରକୁ କରୋନା କୋରଡ଼ା: ଭାରତରେ ‘ବିଜ୍ଞପିତ ବିପତ୍ତି’ ଘୋଷିତ
ନୂଆଦିଲ୍ଲୀ, ୧୫।୩(ପି.ଟି.): ମହାମାରୀ କରୋନାକୁ ନେଇ ବିଶ୍ୱବ୍ୟାପୀ ଦେଖାଦେଇଛି ଅଭୂତପୂର୍ବ ଆତଙ୍କ ଓ ଅଚଳାବସ୍ଥା। ଏହି ଘାତକ ଭୂତାଣୁ ଏବେ ୧୪୫ ଦେଶରେ ପହଞ୍ଚତ୍ ୫,୪୩୬ ଜଣଙ୍କ ମୁଣ୍ଡ ନେଇସାରିଛି। ଏହାବାଦ୍ ପ୍ରାୟ ଦେଢ଼ ଲକ୍ଷ ଲୋକ ଏଥିରେ ସଂକ୍ରମିତ ହୋଇଛନ୍ତି।…
ୟେସ୍ ବ୍ୟାଙ୍କ ଉପରୁ ୧୮ରେ ଉଠିବ କଟକଣା
ନୂଆଦିଲ୍ଲୀ,୧୫।୩: କେନ୍ଦ୍ର ସରକାର ୟେସ୍ ବ୍ୟାଙ୍କ ପୁନର୍ଗଠନ ଯୋଜନାର ବିଜ୍ଞପ୍ତି ଶନିବାର ଜାରି କରିଛନ୍ତି। ଏହା ଯୋଜନା ଅଧିନରେ ରିଜର୍ଭ ବ୍ୟାଙ୍କ ୟେସ୍ ବ୍ୟାଙ୍କ ଉପରେ ଲଗାଇଥିବା ଉଠାଣ କଟକଣା ଏବଂ ଅନ୍ୟ ମୋରାଟୋରିୟମ ସର୍ତ୍ତ ମାର୍ଚ୍ଚ ୧୮ରେ ଉଠାଇ ଦେବ ବୋଲି…
ପ୍ରତିରାଜ୍ୟରେ ପ୍ରତିଷ୍ଠା ହେବ ଏମ୍ସ୍: ବୃଦ୍ଧି ହେବ ୧୦,୦୦୦ ପିଜି ମେଡ଼ିକାଲ ସିଟ୍
ଋଷିକେଶ, ୧୪।୩: ଜନସାଧାରଣଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଦେଶର ପ୍ରତିରାଜ୍ୟରେ ଏମ୍ସ୍ ପ୍ରତିଷ୍ଠା ହେବ। ସେହିପରି ଆଗାମୀ ଦିନରେ ପିଜି ମେଡ଼ିକାଲ ସିଟ୍ରେ ଅଧିକ ୧୦,୦୦୦ ବୃଦ୍ଧି କରାଯିବ। ଏହାଦ୍ୱାରା ସ୍ବାସ୍ଥ୍ୟ ସେବା ୨୦୩୦ ସୁଦ୍ଧା ବିକଶିତ ହୋଇ…
୭୩ ଚିକିତ୍ସାଧୀନ କରୋନା ସଂକ୍ରମିତ: ୧୦ ସୁସ୍ଥ, ୨ ମୃତ
ନୂଆଦିଲ୍ଲୀ,୧୪।୩: ଭାରତରେ କରୋନା ସଂକ୍ରମଣକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଇତିମଧ୍ୟରେ ୮୫ ଜଣଙ୍କ ନମୁନାରେ ପଜେଟିଭ୍ ରିପୋର୍ଟ ମିଳିଛି। ୭୩ ଜଣ ଚିକିତ୍ସାଧୀନ ଥିବାବେଳେ ୧୦ଜଣ ସୁସ୍ଥ ହୋଇସାରିଛନ୍ତି। ଅପରପକ୍ଷରେ ୨ ଜଣଙ୍କ ମୃତ୍ୟୁ ଘଟିଛି। କରୋନା ସଂକ୍ରମିତଙ୍କ ମୃତ୍ୟୁ…
ଭାରତରେ ଷ୍ଟେଜ ୨ରେ କରୋନା ଭାଇରସ
ନୂଆଦିଲ୍ଲୀ,୧୪।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର ଉପସ୍ଥିତି ଜାହିର କରି ସାରିଲାଣି। ହାତ ଗଣତି କିଛି ଦେଶକୁ ଛାଡିଦେଲେ ଏବେ ଏହା ପ୍ରାୟ ୧୪୫ ଦେଶରେ ଦେଖାଦେଇଛି। ଭାରତରେ କରୋନା ଭାଇରସ ସଂକ୍ରମଣରେ ୨…
୪୮ ଦିନ ପରେ ବ୍ରହ୍ମପୁର ଫେରିଲେ ଶିବାଶିଷ: କହିଲେ ‘ମୁଁ ପୁନର୍ଜନ୍ମ ପାଇଛି’
ବ୍ରହ୍ମପୁର ଅଫିସ, ୧୪।୩- ସମ୍ପ୍ରତି ବିଶ୍ୱରେ ଭୟଙ୍କର କରୋନା ଭାଇରସ୍ ଆତଙ୍କ ଜାରି ରହିଥିବା ବେଳେ ଜାପାନ ଜଳଜାହାଜରେ ଫସି ରହିଥିବା ଶିବାଶିଷ ନାୟକ ଫେବୃୟାରୀ ୨୭ରେ ଭାରତ ଫେରିଥିଲେ। ୧୫ ଦିନ ଧରି ମିଲିଟାରି ଶିବିରରେ ରହିବା ପରେ ବ୍ରହ୍ମପୁରର…
ଜଳବାୟୁ ପରିବର୍ତ୍ତନ: ୮୦ ବର୍ଷ ମଧ୍ୟରେ ୬.୬ ଇଞ୍ଚ ବଢ଼ିବ ସମୁଦ୍ର ଜଳସ୍ତର; ୪୦ କୋଟି ଲୋକଙ୍କ ଉପରେ ବିପଦ !
ଓ୍ବାଶିଂଟନ,୧୪।୩: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକା ହିମପାହାଡ଼ ଜଳବାୟୁ ପରିବର୍ତ୍ତନ ଯୋଗୁ ତରଳିବାରେ ଲାଗିଛି। ୧୯୯୨ଠାରୁ ୨୦୧୭ ମଧ୍ୟରେ ଏଠାରେ ଥିବା ୬.୪ ହଜାର କୋଟି ଟନ୍ ବରଫ ତରଳିଛି। ଏହାଦ୍ୱାରା ସୁଦ୍ର ଜଳସ୍ତର ୦.୭ ଇଞ୍ଚ ବୃଦ୍ଧି…
Archives


