Home Middle

କରୋନା କବଳରେ ବିଶ୍ୱନେତା

ଓ୍ବାଶିଂଟନ, ୧୪।୩: ପୃଥିବୀର ୧୪୫ଟି ଦେଶରେ କରୋନା ନିଜର କାୟା ବିସ୍ତାର କରିଛି। ନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକ କାହାକୁ ବି କରୋନା ଛାଡ଼ିନି। କାନାଡ଼ାର ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟୁଡ଼ୋଙ୍କ ସ୍ତ୍ରୀ ସୋଫିଙ୍କୁ କରୋନା ସଂକ୍ରମଣ ହୋଇଛି। ସେହିପରି ସ୍ପେନ୍‌ର…

କରୋନା ଭାଇରସର ନୂଆ ଠିକଣା ଇଟାଲି: ଗୋଟିଏ ଦିନରେ ୨୫୦ ମୃତ

ରୋମ,୧୪।୩: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ପ୍ରାୟ ୧୪୫ ଦେଶକୁ ବ୍ୟାପି ସାରିଲାଣି। ଉହାନ ସହରରେ କରୋନା ଭାଇରସ ସଂକ୍ରମଣରେ ହଜାର ହଜାର ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଏହା ଚାଇନା ସରକାରଙ୍କ ପାଇଁ ଚିନ୍ତାର…

୧୪୫ ଦେଶରେ କରୋନା ମହାମାରୀ: ମୃତ୍ୟୁ ସଂଖ୍ୟା ୫୪୩୬, ଲକ୍ଷେ ୪୫ ହଜାରରୁ ଅଧିକ ସଂକ୍ରମିତ

ଜେନେଭା,୧୪।୩: କରୋନା ମହାମାରୀ ପୃଥିବୀର ଗୋଟିଏ ପରେ ଗୋଟିଏ ଦେଶରେ ପହଞ୍ଚିବାରେ ଲାଗିଛି ଇତିମଧ୍ୟରେ ଏହା ୧୪୫ଟି ଦେଶରେ ପହଞ୍ଚିଛି। ଶନିବାର ସକାଳ ସୁଦ୍ଧା କରୋନା ସଂକ୍ରମଣଙ୍କ ମୃତ୍ୟୁ ସଂଖ୍ୟା ୫୪୩୬ ଛୁଇଁଛି। ସେହିପରି ଲକ୍ଷେ ୪୫ ହଜାର ୬୩୪ ଲୋକ…

କରୋନା ଆଁରେ ବିଶ୍ୱ

ପ୍ୟାରିସ୍‌/ ତେହେରାନ୍‌, ୧୪।୩: ବିଶ୍ୱବ୍ୟାପୀ କରୋନା ଭାଇରସ୍‌ଜନିତ ମୃତ୍ୟୁସଂଖ୍ୟା ଶୁକ୍ରବାର ୫, ୦୪୩ରେ ପହଞ୍ଚିଛି। କେବଳ ଉତ୍ପତ୍ତି ସ୍ଥଳ ଚାଇନାରେ ୩,୧୭୬ ମୁଣ୍ଡ ଏଥିଲାଗି ଗଡ଼ିଲାଣି। ଏହା ବ୍ୟତୀତ ଇଟାଲୀରେ ୧,୦୧୬, ଇରାନ୍‌ରେ ୫୧୪ ବ୍ୟକ୍ତି ଏହି ରୋଗରେ ସଂକ୍ରମିତ ହୋଇ…

ଏପ୍ରିଲ ୧୫ ପର୍ଯ୍ୟନ୍ତ ଆଇପିଏଲ ସ୍ଥଗିତ

ନୂଆକଦିଲ୍ଲୀ, ୧୪।୩(ପି.ଟି.)- ବ୍ୟୟବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)କୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏପ୍ରିଲ ୧୫ ପର୍ଯ୍ୟନ୍ତ ସ୍ଥଗିତ ରଖିଛି। ଏହା ଚଳିତ ମାସ ୨୯ ତାରିଖରେ ଆରମ୍ଭ ହେବାର ଥିଲା। ”କରୋନା ଭାଇରସ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ…

କରୋନା ଭୟ: ମାର୍ଚ୍ଚ ୨୯ ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ୍‌ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ ଅଧିବେଶନକୁ ମୁଲତବୀ କରାଯାଇଛି। ଆସନ୍ତା ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ ଘୋଷଣା କରାଯାଇଛି।…

କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୩୧ ମାର୍ଚ୍ଚ ଯାଏ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ, ପରୀକ୍ଷା ଚାଲୁ ରହିବ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ସଂକ୍ରମଣ ବିଶ୍ୱବାସୀଙ୍କ ନିଦ ହଜାଇ ସାରିଥିବା ବେଳେ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କର୍ନାଟକର କଲ୍‌ବୁର୍ଗୀରେ କରୋନାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି।…

କରୋନା ‘ରାଜ୍ୟ ବିପର୍ଯ୍ୟୟ’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ବଢ଼ି ଚାଲିଥିବା ବେଳେ ଭାରତରେ ଜଣଙ୍କର ମୃତ୍ୟୁ ଘଟିଛି। ଏହି ରୋଗକୁ ନେଇ ସମସ୍ତଙ୍କୁ ସତର୍କ ରହିବା ଲାଗି ପରାମର୍ଶ ଦିଆଯାଉଛି। ଏହି କ୍ରମରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ କରୋନା…

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫ରେ ପହଞ୍ଚିଲା: ଜଣେ ମୃତ

ନୂଆଦିଲ୍ଲୀ,୧୩।୩: ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଶୁକ୍ରବାର ସୁଦ୍ଧା ୭୫ ଜଣ କରୋନା ଭାଇରସରେ ସଂକ୍ରମିତ ହେବା ସହ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କର୍ନାଟକରେ ଜଣେ ୭୬ ବର୍ଷୀୟ ବ୍ୟକ୍ତିଙ୍କର କରୋନା ଭାଇରସ ସଂକ୍ରମଣରେ…

ଜଷ୍ଟିସ୍‌ ମୁରଲୀଧରଙ୍କ ବଦଳି ପ୍ରସଙ୍ଗ: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲା ଅନ୍ତର୍ଜାତୀୟ ବାର୍‌ ସଂସ୍ଥା

ନୂଆଦିଲ୍ଲୀ,୧୩।୩(ପି.ଟି.): ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧରଙ୍କୁ ରାତିଆଧିଆ ପଞ୍ଜାବ ଓ ହରିୟାଣା ହାଇକୋର୍ଟକୁ ବଦଳି କରାଯାଇଥିବାରୁ ଏହାକୁ ନେଇ ଓକିଲମାନଙ୍କ ଏକ ଅନ୍ତର୍ଜାତୀୟ ସଂସ୍ଥା ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ଫେବୃୟାରୀ ୨୩ରେ ଦିଲ୍ଲୀରେ ସାମ୍ପ୍ରଦାୟିକ ଦଙ୍ଗା ଘଟିଥିବାବେଳେ…

ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରେ ବସିବାକୁ ଥିବା ଏହି ବୈଠକରେ ଯୋଗଦେବା ଲାଗି ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ସମସ୍ତ କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କୁ ଚିଠି ମାଧ୍ୟମରେ…

କରୋନା ଯୋଗୁ ୩୬ କୋଟିରୁ ଅଧିକ ଛାତ୍ରୀଛାତ୍ରଙ୍କ ଶିକ୍ଷା ପ୍ରଭାବିତ: ସମାଧାନର ବାଟ ଖୋଜୁଛି ୟୁନେସ୍କୋ

ଜେନେଭା,୧୨।୩: କରୋନା ଭୂତାଣୁ ସଂକ୍ରମଣ ଯୋଗୁ ପୃଥିବୀର ୧୨୧ ଦେଶରେ ସଙ୍କଟ ଦେଖାଦେଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବିଭିନ୍ନ ଦେଶରେ ବହୁ ସ୍କୁଲକୁ ବନ୍ଦ କରି ଦିଆଯାଇଛି। ଏହା ଦ୍ୱାରା ୩୬ କୋଟିରୁ ଅଧିକ ଛାତ୍ରୀଛାତ୍ରଙ୍କ ଶିକ୍ଷା ପ୍ରଭାବିତ ହୋଇଥିବା ୟୁନେସ୍କୋ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri