Home Middle

ଅଗଷ୍ଟ ୧୫ରେ କରୋନାର ରେକର୍ଡ: ଆଜି ଚିହ୍ନଟ ହେଲେ ସର୍ବାଧିକ ୨୪୯୬ ଆକ୍ରାନ୍ତ; ୫୫ହଜାର ଟପିଲା ସଂଖ୍ୟା

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ ଜିଲାରୁ ୨୪୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୯୧ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୯୦୫ ଲୋକାଲ କେସ୍‌ ରହିଥିବା ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

୮୬ ମିନିଟ୍‌ର ଭାଷଣ: ୩୦ ଥର ଆତ୍ମନିର୍ଭର ଶବ୍ଦର ଉଚ୍ଚାରଣ

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୪ ତମ ସ୍ବାଧୀନତା ଦିବସ ଅବସରରେ ଲାଲ୍‌ କିଲ୍ଲାରୁ ଦେଶ ଉଦ୍ଦେଶ୍ୟରେ ୮୬ ମିନିଟ୍‌ର ଭାଷଣ ଦେଇଛନ୍ତି। ଏହି ସମୟରେ ସେ ଆତ୍ମନିର୍ଭର, ଆତ୍ମନିର୍ଭର ଭାରତ, କରୋନା ସଙ୍କଟ, ଆତଙ୍କବାଦ, ରିଫର୍ମ, ମଧ୍ୟମବର୍ଗ ଏବଂ କଶ୍ମୀର…

ହଜାରେ ଦିନରେ ୬ ଲକ୍ଷ ଗାଁରେ ବିଛାଯିବ ଅପ୍ଟିକାଲ ଫାଇବର

ନୂଆଦିଲ୍ଲୀ, ୧୫।୮: ଦେଶରେ ଯୋଗାଯୋଗ ବ୍ୟବସ୍ଥା ଦ୍ରୁତ ଗତିରେ ଆଗେଇବାରେ ଲାଗିଛି। ୨୦୧୪ ପୂର୍ବରୁ ଦେଶର ୬୦ ପଞ୍ଚାୟତରେ ଅପ୍ଟିକାଲ ଫାଇବର ବିଛାଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ଏଥିରେ ସୁଦାର ଆସିଛି। ଗତ ୫ ବର୍ଷ ମଧ୍ୟରେ ଦେଶର ଦେଢ଼ଲକ୍ଷ ପଞ୍ଚାୟତରେ…

ଲଦାଖରେ ଭାରତୀୟ ଯବାନଙ୍କ ଶକ୍ତି ପ୍ରଦର୍ଶନ ସାରା ଦୁନିଆ ଦେଖିଛି: ମୋଦି

ନୂଆଦିଲ୍ଲୀ, ୧୫।୮: ଭାରତୀୟ ଯବାନଙ୍କ ଶକ୍ତି ଏବେ ସାରା ଦୁନିଆ ଦେଖିଛି। ଲଦାଖରେ ଭାରତୀୟ ଯବାନଙ୍କ ସାହସ ଆଗରେ ପ୍ରତିପକ୍ଷ ହାର ମାନିଛନ୍ତି। ଏଲ୍‌ଓସି ଏବଂ ଏଲ୍‌ଏସି ଭାରତ ପ୍ରତି ଆଖି ଉଠାଇଥିବା ପ୍ରତିପକ୍ଷଙ୍କୁ ଭାରତୀୟ ଯବାନ ଉଚିତ ଜବାବ ଦେଇଛନ୍ତି।…

ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମଗ୍ର ଦେଶ ୭୪ତମ ସ୍ବାଧୀନତା ଦିବସ ପାଳନ କରୁଛି। ଶନିବାର ସକାଳେ କରୋନା କଟକଣା ମଧ୍ୟରେ ଭୁବନେଶ୍ୱର ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧିନତା ଦିବସ ପାଳନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦର୍ଶନୀ ପଡ଼ିଆରେ…

ଅସମ୍ଭବକୁ ସମ୍ଭବ କରିଛି ଭାରତ: ଦେଶରେ ପ୍ରସ୍ତୁତ ହେଉଛି ୩ କରୋନା ଟୀକା

ନୂଆଦିଲ୍ଲୀ, ୧୫।୮: କରୋନା ମହାମାରୀ ଲଢ଼େଇରେ ଭାରତ ଆଗୁଆ ରହିଛି। ଅସମ୍ଭବକୁ ଭାରତ ସମ୍ଭବ କରି ଦେଖାଇଛି। କରୋନାର ପ୍ରତିରୋଧ ପାଇଁ ଦେଶରେ ୩ ଟି ଟୀକା ଉପରେ ଟ୍ରାଏଲ୍‌ ଜାରି ରହିଛି। ୭୪ ତମ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ…

କରୋନା କଟକଣା ମଧ୍ୟରେ ଲାଲକିଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: କରୋନା କଟକଣା ମଧ୍ୟରେ ଶନିବାର ସମଗ୍ର ଦେଶ ୭୪ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ଦିଲ୍ଲୀ ଲାଲକିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ କରିବା ପୂର୍ବରୁ ମୋଦି ପ୍ରଥମେ ରାଜଘାଟ…

ରାଜ୍ୟରେ ସୁସ୍ଥ ହେଲେ ୧୩୦୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ୧୩୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୬୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫୬, କଟକରୁ ୧୨୮, ଯାଜପୁରରୁ ୧୧୧, ମାଲକାନଗିରିରୁ ୭୫, ବାଲେଶ୍ୱରରୁ ୭୧, ସୁନ୍ଦରଗଡରୁ ୬୩, ପୁରୀରୁ ୫୦,…

ସ୍ବାଧୀନତା ଦିବସ ପାଇଁ ରାଜଧାନୀରେ ସୁରକ୍ଷା କଡାକଡି

ଭୁବନେଶ୍ୱର,୧୪।୮(ବ୍ୟୁରୋ)-ସ୍ବାଧୀନତା ଦିବସକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ଓ ପରେଡ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପତାକା ଉତ୍ତୋଳନ କରିବେ। ଏଥିପାଇଁ କାର୍ଯ୍ୟକ୍ରମସ୍ଥଳ…

ରାଜଧାନୀରୁ ପୁଣି ୨୪୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୪।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ପୁଣି ୨୪୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୪୭ ମଧ୍ୟରୁ ୧୪୮ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୯୯ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଆଇଗିଣିଆରୁ ୩, ବାପୁଜୀ ନଗରରୁ ୩, ବୁଦ୍ଧେଶ୍ୱରୀ କଲେନୀରୁ ୪, ଚନ୍ଦ୍ରଶେଖରପୁର…

ଓଡ଼ିଶାର ୧୪ଜଣ ପାଇବେ ପୋଲିସ ମେଡାଲ, ଜାଣନ୍ତୁ ସବିଶେଷ..

ଭୁବନେଶ୍ୱର, ୧୪।୮(ବ୍ୟୁରୋ): ଗୋଟିଏ ଦିନପରେ ସ୍ବାଧୀନତା ଦିବସ। ଏହାର ଅବ୍ୟବହିତ ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପୋଲିସ ପଦକ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ୧୪ଜଣ ପୋଲିସ ରାଷ୍ଟ୍ରପତି ପଦକ, ପୋଲିସ ପଦକ ପାଇବେ ବୋଲି ଜଣାପଡ଼ିଛି। ବିଶିଷ୍ଟ ସେବା…

ଆଜି ଆଉ ୧୦ ଜୀବନ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୨୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଗଞ୍ଜାମରୁ ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?