ରାଜ୍ୟରେ ସୁସ୍ଥ ହେଲେ ୧୮୧୦ ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୭।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ପୁଣି ୧୮୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୭୦୦ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୦୨, କଟକରୁ ୧୪୭, ଗଜପତିରୁ ୧୩୬, ଢେଙ୍କାନାଳରୁ ୧୧୬, ସୁନ୍ଦରଗଡରୁ ୧୦୬, ସମ୍ବଲପୁରରୁ ୬୨, ରାୟଗଡା ୫୫, କେନ୍ଦୁଝରରୁ ୩୭,…
ଆଜି ଆଉ ୧୨ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୭ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୪୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ୩…
ଆଜି ଗଞ୍ଜାମକୁ ପଛରେ ପକାଇଲା ଖୋର୍ଦ୍ଧା
ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବାରୁ ଏହା ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଶୁକ୍ରବାର ୨୯ଟି ଜିଲାରୁ ସର୍ବାଧିକ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଗଞ୍ଜାମରୁ ୨୭୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା…
ଶିକ୍ଷା ନୀତିକୁ ନେଇ ମୋଦିଙ୍କ ମନ୍ତବ୍ୟ: ପିଲାଙ୍କ ମଧ୍ୟରେ ଶିଖିବାର ଆଗ୍ରହ ବଢୁଛି
ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶର ନୂଆ ଶିକ୍ଷା ନୀତି ଉପରେ ନିଜର ମନ୍ତବ୍ୟ ରଖିଛନ୍ତି। ଗତ ୩-୪ ବର୍ଷ ବିଚାରବିମର୍ଶ ପରେ ନୂଆ ଶିକ୍ଷା ନୀତିକୁ ମଞ୍ଜୁରୀ ଦିଆଯାଇଛି। ବିଭିନ୍ନ ବିଚାରଧାରର ଲୋକେ ଏହା ଉପରେ ମନ୍ଥନ କରୁଛନ୍ତି।…
CORONAVIRUS UPDATE: ରାଜ୍ୟରେ ୪୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ସର୍ବାଧିକ ୧୮୩୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୭ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୧୧୧୮…
ଆମେରିକାରେ ୪୫ ଦିନ ପାଇଁ ଟିକ୍ଟକ୍ ବ୍ୟାନ୍ କଲେ ଟ୍ରମ୍ପ୍
ଓ୍ବାଶିଂଟନ,୭ା୮: ଚାଇନା ସହିତ ଲାଗି ରହିଥିବା ବିବାଦ ନେଇ କଡ଼ା ପଦକ୍ଷେପ ନେଇଛି ଆମେରିକା। ଚାଇନାର ସୋସିଆଲ ମିଡିଆ ଆପ୍ ଟିକ୍ଟକ୍ ପ୍ରତି ୪୫ ଦିନ ପ୍ରତିବନ୍ଧକ ଲଗାଇଛି ଏହି ଦେଶ। ଟିକ୍ଟକ୍ ଚଳାଉଥିବା ଚାଇନାର ବାଇଟ୍ଡାନ୍ସ ଏହାକୁ ୪୫ ଦିନରେ…
ଗିରୀଶ ମୁର୍ମୁ ସିଏଜି ନିଯୁକ୍ତ
ନୂଆଦିଲ୍ଲୀ,୭ା୮:ଜମ୍ମୁ-କଶ୍ମୀର ଉପରାଜ୍ୟପାଳ (ଏଲ୍ଜି) ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଭାରତର ନୂଆ ସମୀକ୍ଷକ ଓ ମହାଲେଖା ପରୀକ୍ଷକ (ସିଏଜି) ଭାବେ ନିଯୁକ୍ତ କରାଯାଇଛି। ସେ ବୁଧବାର ରାତିରେ ଉପରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ଗୁରୁବାର ତାଙ୍କୁ ଏହି ନିଯୁକ୍ତି ମିଳିଛି। ସିଏଜି…
କଟକରୁ ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୬।୮-କଟକ ସହରରୁ ଗୁରୁବାର ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୦ ଜଣ କ୍ୱାରାଣ୍ଟାଇନରୁ ଥିବାବେଳେ ୧୦ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ସେହିପରି ସ୍ଥାନୀୟ ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନରୁ ୨୪…
କ୍ଷମତାରେ ମୋଦି-ବିପକ୍ଷରେ ମୋଦି-ମଧ୍ୟସ୍ଥତାରେ ବି ମୋଦି: ଦେଶ ରାଜନୀତିରେ ନାହିଁ ବିକଳ୍ପ !
ନୂଆଦିଲ୍ଲୀ, ୬।୮: ଅଯୋଧ୍ୟାରେ ରାମ ମନ୍ଦିରର ଭୂମି ପୂଜନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏକ ନୂଆ ଆକଳନ କରାଯାଉଛି। ଭୂମି ପୂଜନରେ ମୋଦି ଜୟ ଶ୍ରୀରାମ ନ କହି ଜୟ ସୀୟା ରାମ ବାରମ୍ବାର ଉଚ୍ଚାରଣ କରିଛନ୍ତି। ଏବେ…
CORONAVIRUS UPDATE: ରାଜ୍ୟରେ ୪୦,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୬୯୯ ପଜିଟିଭ୍
ଭୁବନେଶ୍ୱର,୬ା୮(ବ୍ୟୁରୋ) : ଗୁରୁବାର ୨୯ଟି ଜିଲାରୁ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୧୦୭୩…
ଏସବୁ ୫ ରାଜ୍ୟରେ ଜାରି ରହିଛି କରୋନା ମହାମାରୀ ତାଣ୍ଡବ
ନୂଆଦିଲ୍ଲୀ, ୬।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଦେଶର ୫ଟି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ସେସବୁ ରାଜ୍ୟ ମଧ୍ୟରେ ମହାରାଷ୍ଟ ପ୍ରଥମ ସ୍ଥାନରେ ରହିଛି। ଏହା ପଛକୁ…
ଚାଇନା ଉପରେ ମାଡ଼ି ଆସିଲା ବିପଦ: କରୋନା ପରେ ଏବେ ନୂଆ ସଂକ୍ରମଣ
ବେଜିଂ, ୬।୮: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଉପରେ ପୁଣି ଏକ ନୂଆ ବିପଦ ମାଡ଼ି ଆସୁଛି। ଏଠାରେ ନୂଆ ସଂକ୍ରମଣରେ ୬୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଗ୍ଲୋବାଲ ଟାଇମ୍ସ୍ ରିପୋର୍ଟ ଅନୁସାରେ…

