Home Middle

ସୋସିଆଲ୍‌ ମିଡ଼ିଆ ରାଜନୀତି: ଅନ୍‌ଲାଇନ୍‌ରେ ମୋଦି ଶକ୍ତିଶାଳୀ

ନୂଆଦିଲ୍ଲୀ/ଓ୍ବାଶିଂଟନ,୩।୩: ସୋସିଆଲ ମିଡ଼ିଆରେ ନିଜର ଶକ୍ତି ବୃଦ୍ଧି କରିବା ପାଇଁ ପୃଥିବୀର ଶକ୍ତଶାଳୀ ଦେଶର ରାଜନେତା ମାନେ ଉଦ୍ୟମ କରୁଥିବାର ନଜିର ରହିଛି। ସୋସିଆଲ ମିଡ଼ିଆରେ ରାଜନୀତି କରି ବେଶ୍‌ ସଫଳ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ପୃଥିବୀ ଉପରେ କଡ଼ା ନଜର ରଖିବ ଜିଆଇ ସାଟ୍‌-୧: ଅନୁକୂଳ ପାଗ ରହିଲେ ମାର୍ଚ୍ଚ ୫ରେ ହେବ ଉତ୍‌କ୍ଷେପଣ

ଶ୍ରୀହରିକୋଟା,୩।୩: ପୃଥିବୀ ଉପରେ କଡ଼ା ନଜର ରଖିବା ପାଇଁ ଇସ୍ରୋ ପକ୍ଷରୁ ମାର୍ଚ୍ଚ ୫ରେ ଶ୍ରୀହରିକୋଟାସ୍ଥିତି ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଜିଆଇ ସାଟ୍‌-୧ର ଉତ୍‌କ୍ଷେପଣ କରାଯିବ। ଅପରାହ୍ନ ୫ଟା ୪୩ରେ ଜିଏସ୍‌ଏଲ୍‌ଭି-ଏଫ୍‌-୧୦ ସହାୟତାରେ ଏହାକୁ ମହାକାଶକୁ ଉତ୍‌କ୍ଷେପଣ କରାଯିବ। ଏହାକୁ…

କରୋନା ଆତଙ୍କ : ୧୧ ହାଇ ରିସ୍କ୍‌ ଦେଶ ସହିତ ଯାତ୍ରା କଟକଣା କରିପାରେ ଭାରତ !

ନୂଆଦିଲ୍ଲୀ,୩।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ପୃଥିବୀର ୬୭ ଦେଶରେ ଆତଙ୍କ ସୃଷ୍ଟି କରିଛି। ସେଥିମଧ୍ୟରୁ ୧୧ଟି ଦେଶରେ ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ଘଟିଛି। ଏପରିସ୍ଥଳେ ସରକାର ଏବଂ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଯଦି ସତର୍କତା ଅବଲମ୍ବନ ନ…

ମୋଦିଙ୍କୁ ଭେଟିବେ କେଜରିଓ୍ବାଲ

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କେଜରିଓ୍ବାଲ ତୃତୀୟଥର ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ମୋଦିଙ୍କ ସହ ଏହା ତାଙ୍କର ପ୍ରଥମ ସାକ୍ଷାତ୍‌କାର ହେବ। ଉତ୍ତର-ପୂର୍ବ ଦିଲ୍ଲୀରେ ହୋଇଥିବା ଦଙ୍ଗାକୁ…

ଆଜିଠୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୩ା୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ବିଜ୍ଞାନ ବିଭାଗର ମାତୃଭାଷା ଓଡ଼ିଆ ପରୀକ୍ଷା ରହିଛି। ତେବେ ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟାରେ…

ପୁଣି ଅଟକିଲା ଫାଶୀ

ନୂଆଦିଲ୍ଲୀ, ୩ା୩(ପି.ଟି./ଆଇଏଏନ୍‌ଏସ୍‌): ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ୪ ଦୋଷୀଙ୍କୁ ମଙ୍ଗଳବାର ଫାଶୀ ଦିଆଯିବ ନାହିଁ। ଦିଲ୍ଲୀର ପଟିଆଲା ହାଉସ୍‌ କୋର୍ଟ ପୂର୍ବରୁ ଜାରି କରିଥିବା ଡେଥ୍‌ ଓ୍ବାରେଣ୍ଟ ଉପରେ ସୋମବାର ରୋକ ଲଗାଇଛନ୍ତି। ଫଳରେ ପରବର୍ତ୍ତୀ…

ପନ୍ତଙ୍କୁ ସୁରକ୍ଷା ଦେବାକୁ ଆଗେଇ ଆସିଲେ କୋହଲି

ଖ୍ରୀଷ୍ଟଚର୍ଚ୍ଚ, ୩।୩ (ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜକୁ କ୍ଲିନ୍‌ ସୁଇପ୍‌ (୦-୩)ରେ ହାରିବା ପରେ ଟେଷ୍ଟରେ ମଧ୍ୟ ଭ୍ରମଣକାରୀ ଭାରତୀୟ ଦଳ ନୈରାଶ୍ୟଜନକ ପ୍ରଦର୍ଶନ କରିଛି। ଦ୍ୱିତୀୟ ମ୍ୟାଚ୍‌କୁ ୭ ଉଇକେଟ୍‌ରେ ହାରିବା ସହ ଭାରତ ଦୁଇ ମ୍ୟାଚ୍‌ବିଶିଷ୍ଟ ସିରିଜରେ…

ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୨।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ ରାଜକ୍ଷମା ଆବେଦନକୁ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରି ଦେଇଛନ୍ତି। ସୋମବାର ସକାଳୁ ସୁପ୍ରିମକୋର୍ଟଙ୍କ ଦ୍ୱାରା ପବନଙ୍କ କ୍ୟୁରେଟିଭ ପିଟିଶନ ଖାରଜ ହେବା ପରେ ସେ ତାଙ୍କର ଶେଷ…

୩ ବର୍ଷରେ ଟ୍ରେନ୍‌, ଷ୍ଟେଶନ ପରିସରରେ ହୋଇଛି ୧୬୫ ବଳାତ୍କାର ଘଟଣା: ଆର୍‌ଟିଆଇ ରିପୋର୍ଟ

ନୂଆଦିଲ୍ଲୀ,୨।୩: ଟ୍ରେନ୍‌ରେ ଯାତ୍ରା କରିବା ମଧ୍ୟ ମହିଳାଙ୍କ ପାଇଁ ସୁରକ୍ଷିତ ନୁହେଁ। ଏହା ସୂଚନା ଅଧିକାର ଆଇନ(ଆର୍‌ଟିଆଇ) ଦ୍ୱାରା କରାଯାଇଥିବା ଏକ ଆବେଦନ ରିପୋର୍ଟରୁ ଜଣାପଡ଼ିଛି। ଏଥିରେ ଦର୍ଶାଯାଇଛି ଯେ, ଗତ ୩ ବର୍ଷ ମଧ୍ୟରେ ଟ୍ରେନ୍‌ ଏବଂ ଷ୍ଟେଶନ ପରିସରରେ…

ଦିଲ୍ଲୀ ହିଂସା: ସଂସଦର ଉଭୟ ଗୃହରେ ଅଚଳାବସ୍ଥା; ଶାହାଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨।୩: ଦିଲ୍ଲୀ ହିଂସା ନେଇ ସଂସଦର ବଜେଟ ଅଧିବେଶନରେ ଉଭୟ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଏଥିପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଦାୟୀ କରାଯାଇଛି। ଶାହା ନୈତିକତା ଦୃଷ୍ଟିରୁ ଇସ୍ତଫା ଦିଅନ୍ତୁ ବୋଲି ବିରୋଧୀ ଦାବି କରିଛନ୍ତି।…

ଅନୁଚ୍ଛେଦ ୩୭୦: ବଡ଼ ଖଣ୍ଡପୀଠରେ ହେବନି ଶୁଣାଣି

ନୂଆଦିଲ୍ଲୀ,୨।୩: ଅନୁଚ୍ଛେଦ ୩୭୦ର ଶୁଣାଣି ୭ ଜଣିଆ ବଡ଼ ଖଣ୍ଡପୀଠରେ ହେବନି। ଏହାର ବିଚାର ୫ ଜଣିଆ ଖଣ୍ଡପୀଠରେ କରାଯିବ ବୋଲି ସୋମବାର ସୁପ୍ରିମ୍‌କୋର୍ଟ ପ୍ରକାଶ କରିଛନ୍ତି। ଗତବର୍ଷ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ବିରୋଧରେ ସର୍ବୋଚ୍ଚ ନ୍ୟାୟାଳୟରେ…

ସରିଲା ମାଟ୍ରିକ ପରୀକ୍ଷା, ୧୮ରୁ ଆରମ୍ଭ ଖାତାଦେଖା

ଭୁବନେଶ୍ୱର,୨।୩(ବ୍ୟୁରୋ): ଚଳିତମାସ ୧୮ ତାରିଖରୁ ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ମୋଟ ୬୧ଟି କେନ୍ଦ୍ରରେ ୧୫ ହଜାର ଶିକ୍ଷୟିତ୍ରୀ/ଶିକ୍ଷକ ଏହି ଖାତା ମୂଲ୍ୟାୟନ କରିବେ। ନୂଆ ପଦ୍ଧତିରେ ପରୀକ୍ଷା ହୋଇଥିବାରୁ ମୂଲ୍ୟାୟନରେ ସମୟ ଲାଗିବା ସହ ମୂଲ୍ୟାୟନକୁ ନିର୍ଭୁଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri