Home Middle

ଅଟୋ ଶିଳ୍ପ ଉପରେ କରୋନା ପ୍ରଭାବ: କାର୍‌ ବିକ୍ରି ହ୍ରାସ

ନୂଆଦିଲ୍ଲୀ,୨।୩: କରୋନା ସଂକ୍ରମଣର ପ୍ରଭାବ ଧୀରେଧୀରେ ବିଭିନ୍ନ ଶିଳ୍ପସଂସ୍ଥା ଉପରେ ପଡ଼ିବାରେ ଲାଗିଛି। କରୋନା ସଂକ୍ରମଣ ହେବାକୁ ଇତିମଧ୍ୟରେ ଗତ ୨ ମାସରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ ବଜାରରେ କାରବାରରେ ସଙ୍କଟ ଦେଖାଦେଇଛି। କରୋନାର ପ୍ରଭାବ ଭାରତୀୟ ଅଟୋ ଶିଳ୍ପ…

ଏଣିକି ଅସ୍ତ୍ରଶସ୍ତ୍ର ବିକିବ ଭାରତ: ୨୮୦ କୋଟିର ଚୁକ୍ତି

ନୂଆଦିଲ୍ଲୀ,୨।୩: ଭାରତକୁ ଏକ ବଡ଼ ସଫଳତା ମିଳିଛି। ଭାରତ-ଆର୍ମେନିଆ ମଧ୍ୟରେ ୨୮୦ କୋଟି ଟଙ୍କାର ସାମରିକ ଅସ୍ତ୍ରଶସ୍ତ୍ର ଚୁକ୍ତି ହୋଇଛି। ଏହା ଅନୁସାରେ ଭାରତ ଆର୍ମେନିଆକୁ ଅସ୍ତ୍ରଶସ୍ତ୍ର ରପ୍ତାନୀ କରିବ। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଅସ୍ତ୍ରଶସ୍ତ୍ର ଏବେ ବାହାର ଦେଶକୁ ପଠାଇବ।…

ରାଜଧାନୀରେ ଫେରୁଛି ଶାନ୍ତି, ବଢୁଛି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୨।୩: ଦିଲ୍ଲୀରେ ଉପୁଜିଥିବା ଦଙ୍ଗା ପରେ ଏବେ ଶାନ୍ତି ଫେରୁଛି, ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବାରେ ଲାଗିଛି। ହେଲେ ଏହି ଦଙ୍ଗାରେ ମୃତକଙ୍କ ସଂଖ୍ୟାରେ ବୃଦ୍ଧି ଘଟି ସୋମବାର ସୁଦ୍ଧା ଏହା ୪୬ରେ ପହଞ୍ଚିଛି। ଉତ୍ତର-ପୂର୍ବ ଦିଲ୍ଲୀରେ ଏହା ଅଧିକ ପରିମାଣରେ…

ଦିଲ୍ଲୀ ଦଙ୍ଗା ହେବ ବିରୋଧୀଙ୍କ ମୁଖ୍ୟ ପ୍ରସଙ୍ଗ

ନୂଆଦିଲ୍ଲୀ,୨ା୩(ପି.ଟି.): ପାର୍ଲାମେଣ୍ଟ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନରେ ଦିଲ୍ଲୀର ସାମ୍ପ୍ରଦାୟିକ ଦଙ୍ଗାକୁ ବିରୋଧୀ ଦଳ କଂଗ୍ରେସ ମୁଖ୍ୟ ପ୍ରସଙ୍ଗ କରି ସରକାରଙ୍କୁ ଘେରିବାକୁ ନିଷ୍ପତ୍ତି ନେଇଛି। ଦଙ୍ଗା ନିୟନ୍ତ୍ରଣ କରିବାରେ ଦିଲ୍ଲୀ ପୋଲିସର ବିଫଳତା…

ଶୁଖୁନି ସିଏଏ କ୍ଷତ

ନୂଆଦିଲ୍ଲୀ,୨ା୩: ଠିକ୍‌ ସପ୍ତାହେ ତଳେ ଜାତୀୟ ରାଜଧାନୀର ଉତ୍ତର-ପୂର୍ବ ଅଞ୍ଚଳରେ ସୃଷ୍ଟି ହୋଇଥିଲା ହିଂସା। କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ଘଟିଥିଲା ସଂଘର୍ଷ। ଗତ ରବିବାର ଆରମ୍ଭ ହୋଇଥିବା ଏହି ହିଂସା କ୍ରମଶଃ…

୬୦ ଦେଶରେ କରୋନା କାୟା: ଚାଇନାରେ ମୃତ୍ୟୁସଂଖ୍ୟା ୨,୮୭୦

ତେହେରାନ୍‌/ସିଓଲ,୨ା୩: ଚାଇନାର ଉହାନ ସହରରୁ ସୃଷ୍ଟ କରୋନା ଭୂତାଣୁ ସଂକ୍ରମଣ ଏବେ ପାଖାପାଖି ୬୦ ଦେଶକୁ ବ୍ୟାପିଲାଣି। ଏଥିରେ କେବଳ ଲୋକଙ୍କ ମୃତ୍ୟୁ ଘଟୁଛି ତାହା ନୁହେଁ, ବରଂ ଏହାଦ୍ୱାରା ଅନେକ ଦେଶର ଅର୍ଥନୀତି ମଧ୍ୟ ଗୁରୁତର ଭାବେ ପ୍ରଭାବିତ ହୋଇଛି।…

କଡ଼ାକଡ଼ି ହେଲା ଯାନବାହନ ଯାଞ୍ଚ: ଆଜିଠାରୁ ହେବ ଆହୁରି ଜୋରଦାର

ଭୁବନେଶ୍ୱର,୨।୩(ବ୍ୟୁରୋ): ସଂଶୋଧିତ ମୋଟର ଯାନ ଆଇନ-୨୦୧୯କୁ ରବିବାରଠାରୁ ରାଜ୍ୟରେ କଡ଼ାକଡ଼ି ଲାଗୁ କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଆଇନ ଉଲ୍ଲଂଘନକାରୀଙ୍କୁ ପୋଲିସ ଏବଂ ପରିବହନ ଅଧିକାରୀମାନେ ଧରି ଜରିମାନା କରିଛନ୍ତି। ଏହାକୁ ନେଇ କେତେକ ସ୍ଥାନରେ ଗାଡ଼ି ଚାଳକ ଓ ପୋଲିସ…

ଆଖିରେ ଆଖିଏ ସ୍ବପ୍ନ: ପାଉଁଶଗଦାରେ ପ୍ରିୟ ପରିଜନଙ୍କୁ ଖୋଜୁଛନ୍ତି ଲୋକେ

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ହଂସାରେ ମୃତ୍ୟୁ ସଂଖ୍ୟା ଇତିମଧ୍ୟରେ ୪୫ରେ ପହଞ୍ଚିଛି। ତେବେ ବି ବହୁ ଲୋକ ନିଖୋଜ ରହିଛନ୍ତି। ଆଖିରେ ଆଖିଏ ସ୍ବପ୍ନ ନେଇ ପ୍ରିୟ ପରିଜନଙ୍କୁ ଖୋଜିବା କାମରେ ଲାଗିଛନ୍ତି ବହୁ ଲୋକ। ହାତରେ ଫଟୋ ଧରି ମୃତଦେହ ରଖାଯାଇ…

୩୬ ବର୍ଷରେ ୭ ବଡ଼ ଦଙ୍ଗାରେ ୭,୫୦୦ରୁ ଅଧିକ ନିରୀହଙ୍କ ମୁଣ୍ଡ ଗଡ଼ିଛି: କେବଳ ନ୍ୟାୟିକ ଯାଞ୍ଚ୍‌ ସହ ଶୁଣାଣି ରହିଛି ଜାରି

ନୂଆଦିଲ୍ଲୀ,୧।୩: ଦେଶ ବିଭାଜନ ପରେ ଦଙ୍ଗାରେ ବହୁ ଧନଜୀବନ ହାନି ହୋଇଥିଲା। ପରବର୍ତ୍ତୀ ସମୟରେ ଏଭଳି ଘଟଣା ଘଟିବା କମ ହୋଇଥିଲା। ୧୯୮୪ଠାରୁ ଗତ ୩୬ ବର୍ଷ ମଧ୍ୟରେ ଦେଶରେ ୭ ଥର ବଡ଼ ଧରଣର ଦଙ୍ଗା ଘଟିଛି। ଏଥିରେ ୭,୫୯୬…

ଯୋଜନା ବୋର୍ଡ ଉପାଧ୍ୟକ୍ଷ ହେଲେ ସଞ୍ଜୟ ଦାସବର୍ମା

ଭୁବନେଶ୍ୱର,୧।୩(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି)ର ବରିଷ୍ଠ ନେତା ସଞ୍ଜୟ ଦାସବର୍ମାଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଞ୍ଜୟଙ୍କୁ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଦାୟିତ୍ୱ ମିଳିଛି। ନୂଆ ଦାୟିତ୍ୱ ସହ ସଞ୍ଜୟଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି। ଏହି ନିଯୁକ୍ତି ଫଳରେ…

ଶାହୀନ ବାଗରେ ୧୪୪ ଧାରା ଜାରି

ନୂଆଦିଲ୍ଲୀ,୧।୩: ରାଜଧାନୀ ଦିଲ୍ଲୀର ଶାହୀନ ବାଗରେ ବେଶ୍‌ କିଛିଦିନ ହେବ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଜାରି ରହିଛି। ପାଖାପାଖି ଅଢେଇ ମାସ ହେବ ଶାହୀନ ବାଗଠାରେ ଯାତାୟାତ ପାଇଁ ରାସ୍ତା ବନ୍ଦ ରହିଛି। ହିନ୍ଦୁ ସେନା ପକ୍ଷରୁ…

‘ଗୋଲି ମାରୋ’ ସ୍ଲୋଗାନ ଦେଇ ୬ ଗିରଫ

ନୂଆଦିଲ୍ଲୀ,୧।୩(ପି.ଟି.): ଦିଲ୍ଲୀର ସବୁଠୁ ବ୍ୟସ୍ତ ରାଜୀବ ଚୌକ ମେଟ୍ରୋ ଷ୍ଟେଶନରେ ଶନିବାର ସକାଳେ ‘ଗୋଲି ମାରୋ’ ସ୍ଲୋଗାନ ଦେଇଥିବା ୬ ଜଣ ଯୁବକଙ୍କୁ ମେଟ୍ରୋ କର୍ମଚାରୀ ଓ ସୁରକ୍ଷା କର୍ମୀ କାବୁ କରି ରେଲଓ୍ବେ ପୋଲିସକୁ ହସ୍ତାନ୍ତର କରିଥିଲେ। ପୋଲିସ ସେମାନଙ୍କୁ ଅଟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri