ଭାରତର କଡ଼ା ଜବାବ: ନିୟନ୍ତ୍ରଣ ରେଖାରେ ୧୦ରୁ ଅଧିକ ପାକିସ୍ତାନୀ ସୈନ୍ୟଙ୍କ ମୁଣ୍ଡ ଗଡ଼ିଲା
ଶ୍ରୀନଗର, ୫।୮: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ଭାରତୀୟ ସେନା ପାକିସ୍ତାନକୁ କଡ଼ା ଜବାବ ଦେଇଛନ୍ତି। ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବା ପାକିସ୍ତାନୀ ସୈନ୍ୟ ଭାରତୀୟ ସେନାଙ୍କ ପାଲଟା ଜବାବରେ ସ୍ତବ୍ଧ ହୋଇଯାଇଛନ୍ତି। ପୁଞ୍ଚ୍ ଜିଲାର କ୍ରିଷ୍ଣାଘାଟି ଏବଂ ମାନକୋଟ ସେକ୍ଟର ଉପରେ…
ଆଧୁନିକ ଭାରତରେ ରାମରାଜ୍ୟର ପ୍ରତୀକ ହେବ ରାମମନ୍ଦିର: ରାଷ୍ଟ୍ରପତି
ନୂଆଦିଲ୍ଲୀ, ୫।୮: ଆଧୁନିକ ଭାରତରେ ରାମରାଜ୍ୟର ପ୍ରତୀକ ଭାବେ ରାମମନ୍ଦିର ଉଭା ହେବ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର କହିଛନ୍ତି। ଅଯୋଧ୍ୟାରେ ରାମମନ୍ଦିରର ଶିଳାନ୍ୟାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବା ପରେ ରାଷ୍ଟ୍ରପତି ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏଭଳି କହିଛନ୍ତି।…
କରୋନାର ମୃତ୍ୟୁ ତାଣ୍ଡବ: ଘଣ୍ଟାଏରେ ନେଉଛି ୨୪୭ ଜଣଙ୍କ ଜୀବନ
ଓ୍ବାଶିଂଟନ, ୫।୮: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। କରୋନାର ମୃତ୍ୟୁ ତାଣ୍ଡବ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରଏଟର୍ସର ସୂଚନା ଅନୁସାରେ କରୋନା ସଂକ୍ରମଣ ଯୋଗୁ ପ୍ରତିଘଣ୍ଟାରେ ୨୪୭…
ଭୂମି ପୂଜନ ଶେଷ: ରାମଲଲାଙ୍କୁ ସାଷ୍ଟାଙ୍ଗ ପ୍ରଣାମ କଲେ ମୋଦି
ଅଯୋଧ୍ୟା, ୫।୮: ରାମଲଲାଙ୍କ ମନ୍ଦିରର ଭୂମି ପୂଜନ ଶେଷ ହୋଇଛି। ୧୨ଟା ୩୦ରୁ ଅଧମିନିଟ ପାଇଁ ଥିବା ମାତ୍ର ୩୨ ସେକେଣ୍ଡର ଶୁଭ ମୂହୁର୍ତ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଭୂମିପୂଜନ ଏବଂ ଶିଳାନ୍ୟାସ ବୁଧବାର ସମ୍ପନ୍ନ ହୋଇଛି। ମୋଦି ରାମଲଲାଙ୍କୁ…
ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା: ପ୍ରଥମ ଥର ପାଇଁ ଛୁଇଁଲା ଏହି ଜିଲାକୁ
ଭୁବନେଶ୍ୱର, ୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୯ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବିଭାଗ ପକ୍ଷରୁ ସୂଚନା…
୩୨ ସେକେଣ୍ଡର ଭୂମି ପୂଜନ: ୪୯୨ ବର୍ଷର ପ୍ରତୀକ୍ଷା ଶେଷ
ଅଯୋଧ୍ୟା, ୫।୮: ରାମଲଲାଙ୍କ ମନ୍ଦିରର ଭୂମି ପୂଜନ ମାତ୍ର ୩୨ ସେକେଣ୍ଡର ଶୁଭ ମୂହୁର୍ତ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ବୁଧବାର ସମ୍ପନ୍ନ ହୋଇଛି। ୧୨ଟା ୩୦ରୁ ଅଧମିନିଟ ପାଇଁ ଥିବା ଶୁଭବେଳାରେ ଭୂମିପୂଜନ କାର୍ଯ୍ୟ କରାଯାଇଛି। ଦୀର୍ଘ ୪୦ ମିିନିଟ…
ଆଉ ୨ ଦିନରେ ୨୦ ଲକ୍ଷ ଟପିବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା !
ନୂଆଦିଲ୍ଲୀ, ୫।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଲଗାତାର ୭ ଦିନ ଧରି ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ରହୁଛି। ଏହି ଧାରା ଜାରି ରହିଲେ ଆଉ ୨ ଦିନ ମଧ୍ୟରେ…
CORONAVIRUS UPDATE: ରାଜ୍ୟରେ ୨୮ ଜିଲାରୁ ୧୩୩୭ ପଜିଟିଭ ଚିହ୍ନଟ; ଜାଣନ୍ତୁ କେଉଁ ଜିଲାରୁ କେତେ…
ଭୁବନେଶ୍ୱର, ୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୮ ଜିଲାରୁ ୧୩୩୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୨୨ ଲୋକାଲ କେସ୍ ରହିଛି। ଏ ନେଇ ସୂଚନା ଓ…
ଗୋଦାମରେ ବଡ଼ ଧରଣର ବିସ୍ଫୋରଣ: ୭୮ରୁ ଅଧିକ ମୃତ, ୪ ହଜାରରୁ ଅଧିକ ଆହତ
ବେରୁଟ, ୫।୮: ଲେବାନନ୍ର ରାଜଧାନୀ ବେରୁଟରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୭୦ରୁ ଅଧିକ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ହଜାରରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀ ହସନ ଦିଆବ…
ଅଯୋଧ୍ୟା ଉତ୍ସବ ମୁଖର
ଅଯୋଧ୍ୟା,୫ା୮: ୨୦୧୯ ନଭେମ୍ବର ୯। ଏହା ହେଉଛି ସେହି ତାରିଖ, ଯେଉଁ ଦିନ ଦୀର୍ଘ ୧୩୪ ବର୍ଷ ଧରି ଚାଲିଥିବା ଆଇନଗତ ଲଢ଼େଇ ଓ ପ୍ରତୀକ୍ଷାର ଅନ୍ତ ଘଟିଥିଲା। ବିଶ୍ୱର ଅନ୍ୟତମ ବହୁ ଚର୍ଚ୍ଚିତ ଅଯୋଧ୍ୟା ମାମଲାର ଐତିହାସିକ ରାୟ ଏହି…
ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ବୁଧବାର ସନ୍ଧ୍ୟାରେ କରନ୍ତୁ ୧ ମିନିଟ୍ ନୀରବ ପ୍ରାର୍ଥନା
ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଦୈନିକ ୧ହଜାରରୁ ଅଧିକ ବ୍ୟକ୍ତି କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏପରି ସ୍ଥିତିରେ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗକୁ ସ୍ମରଣ କରିବା ଏବଂ ସମ୍ମାନ ଜଣାଇବା ଲାଗି ବୁଧବାର ସନ୍ଧ୍ୟା ୬ଟାରେ…
ଆଜି ଆରୋଗ୍ୟରେ ରେକର୍ଡ: ରାଜ୍ୟରେ ସୁସ୍ଥ ହେଲେ ୧,୪୦୯ ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ
ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ରେକର୍ଡ ସଂଖ୍ୟକ ୧୪୦୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୪,୪୮୨କୁ ବୃଦ୍ଧି ପାଇଛି। ନୂଆ ଭାବେ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୨୫୮ଜଣ ଥିବା…

