ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…
ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି। ଡିଏମକେ ଅଧ୍ୟକ୍ଷ ଏମ୍.କେ. ଷ୍ଟାଲିନ୍ ଟିଭିକେ (TVK) ସରକାରଙ୍କୁ ‘ଫାସିବାଦୀ’ ବୋଲି କହିଛନ୍ତି।…
ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!
ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ ଭାଜପା ନେତୃତ୍ୱ ତୁରନ୍ତ ଆକ୍ସନ ମୋଡ୍କୁ ଆସିଛି ଏବଂ ଦଳ ପକ୍ଷରୁ ଏକ…
ଗୋପରେ ବଢୁଛି ବିକଳ୍ପ
ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି ସୃଷ୍ଟି କରିଛନ୍ତି ବାଙ୍କିପୁର ଓ ଦାତିଆ ଭୋଟଦାତା। ଏହି ଝର୍କାରୁ ଦେଖିଲେ କେବଳ…
‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪।୮(ସୁନିତ୍ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍ଣ୍ଟାନଜିବୁଲ କଲ୍ଚର ହେରିଟେଜ ଅଫ୍ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ପୁନର୍ବାର କେନ୍ଦ୍ର ସରକାରଙ୍କ ସହଯୋଗ ଲୋଡ଼ାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ…
‘ଇରାନ ଶାନ୍ତି ବାର୍ତ୍ତା ପାଇଁ ଭିକ ମାଗୁଛି’, ଜାଣନ୍ତୁ କିଏ କହିଲେ ଏମିତି
ତେହରାନ,୪।୮: ସମ୍ଭାବ୍ୟ ଯୁଦ୍ଧ ସମ୍ପର୍କରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତେହରାନ ସହିତ ଆଲୋଚନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସୋମବାର (ଅଗଷ୍ଟ ୩, ୨୦୨୬) ଟ୍ରମ୍ପ ମନ୍ତବ୍ୟ ଦେଇଥିଲେ ଯେ ତେହରାନ ଆଲୋଚନା…
ଭାରତକୁ ଖୁବ୍ ପ୍ରଶଂସା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ, ମୋଦିଙ୍କୁ ନେଇ କହିଲେ ବଡ଼ କଥା
ଜେରୁଜେଲମ/ନୂଆଦିଲ୍ଲୀ,୪।୮: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ରାଜନୈତିକ ଗତିଶୀଳତା ପରିବର୍ତ୍ତନ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତ ସହିତ ତାଙ୍କ ଦେଶର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସୋମବାର, ସେ ମନ୍ତବ୍ୟ ଦେଇଛନ୍ତି ଯେ…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍
ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ପିଜି ଓ ପିଏଚ୍.ଡି ଛାତ୍ରୀଛାତ୍ରଙ୍କ ପାଇଁ ମାସିକ ଷ୍ଟାଇପେଣ୍ଡ୍ ବା ଭତ୍ତା ଘୋଷଣା…
ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….
ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍ (ସୂକ୍ଷ୍ମ ପ୍ଲାଷ୍ଟିକ୍ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର ତଥ୍ୟ ଗବେଷଣା ରିପୋର୍ଟରୁ ଜଣାପଡ଼ିଛି। ଦିଲ୍ଲୀ ବିଶ୍ୱବିଦ୍ୟାଳୟ (ଡିୟୁ)ର ଗବେଷକମାନଙ୍କ ଦ୍ୱାରା କରାଯାଇଥିବା…
ଅନ୍ତର୍ଜାତୀୟ ରେଡ୍କ୍ରସ୍ କମିଟି ସହ ମ୍ୟାନ୍ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ
ବ୍ୟାଙ୍କକ୍,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍ମାରର ପୂର୍ବତନ ନେତ୍ରୀ ଅଙ୍ଗ୍ ସାନ୍ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍ରେ ରେଡ୍କ୍ରସ ଅନ୍ତର୍ଜାତୀୟ କମିଟି (ଆଇସିଆର୍ସି)ର ପ୍ରତିନିଧିମାନଙ୍କୁ ଭେଟିଛନ୍ତି। ନୋବେଲ ପୁରସ୍କାର ବିଜୟିନୀ ସୁ ଚୀ କ୍ଷମତାଚ୍ୟୁତ ହେବା…
ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….
ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା ସମେତ ବିଭିନ୍ନ ଅଞ୍ଚଳରେ ଗରମ ଓ ଗୁଳୁଗୁଳି ଲାଗି ରହିଛି । ବର୍ଷା…
ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର
ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ ସେ କେବଳ ଜଣେ ନିର୍ବାଚନ ରଣନୀତିଜ୍ଞ ନୁହଁନ୍ତି ବରଂ ଜନସାଧାରଣଙ୍କ ବିଶ୍ୱାସ ଅର୍ଜନ…
ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…
ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା ପ୍ରାର୍ଥୀ ପ୍ରଶାନ୍ତ କିଶୋର ପ୍ରାୟ ୧୯ ହଜାର ଭୋଟ ବ୍ୟବଧାନରେ ନିର୍ବାଚନ ଜିତିସାରିଛନ୍ତି।…

