ଦିଲ୍ଲୀ ଦଙ୍ଗା: ବାସହରାଙ୍କ ପାଇଁ ୨୫ ହଜାର ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୮।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦଙ୍ଗା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଯେଉଁମାନଙ୍କ ଘର ସମ୍ପୂର୍ଣ୍ଣ ଅବା ଅଧାରୁ ଊର୍ଦ୍ଧ୍ୱ ନଷ୍ଟ ହୋଇଯାଇଛି ସେମାନଙ୍କୁ ସରକାରଙ୍କ ପକ୍ଷରୁ ୨୫ ହଜାର…
ନିର୍ଭୟା ମାମଲା: ଫାଶୀ ତାରିଖ ଘୁଞ୍ଚାଇବାକୁ ଆଉ ଏକ ଉଦ୍ୟମ
ନୂଆଦିଲ୍ଲୀ,୨୮।୨: ନିର୍ଭୟା ଗଣବାଳାତ୍କାର ମାମଲାର ୪ ଦୋଷୀଙ୍କୁ ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଦେବାକୁ ଡେଥ୍ ଓ୍ବାରେଣ୍ଟ ଜାରି କରାଯାଇଛି। ହେଲେ ଏହାକୁ ଘୁଞ୍ଚାଇବାକୁ ଦୋଷୀଙ୍କ ପକ୍ଷରୁ ଆଉ ଏକ ଉଦ୍ୟମ କରାଯାଇଛି। ଶୁକ୍ରବାର ଏହି ମାମଲାର ଅନ୍ୟତମ ଦୋଷୀ…
ଦିଲ୍ଲୀ ଦଙ୍ଗା: ମୃତ୍ୟୁ ସଂଖ୍ୟା ଛୁଇଁଲା ୪୨
ନୂଆଦିଲ୍ଲୀ,୨୮।୨: ପ୍ରାୟ ୫ ଦିନ ତଳେ ରାଜଧାନୀ ଦିଲ୍ଲୀର ଉତ୍ତର-ପୂର୍ବ ଦିଲ୍ଲୀରେ ହୋଇଥିବା ହିଂସାରେ ମୃତ୍ୟୁ ସଂଖ୍ୟା ଶୁକ୍ରବାର ସୁଦ୍ଧା ୪୨ରେ ପହଞ୍ଚିଛି। ଗୁରୁବାର ସୁଦ୍ଧା ଏହା ୩୮ ଥିଲା। କେତେଜଣ ଗୁରୁତରଙ୍କ ଚିକିତ୍ସା ଚାଲୁଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ…
ପ୍ରାକୃତିକ ବିପର୍ଯ୍ୟୟ ସହ ଯୁଝୁଛି ଓଡ଼ିଶା, ସ୍ପେଶାଲ ଫୋକସ୍ ଷ୍ଟେଟ୍ ମାନ୍ୟତା ପ୍ରଦାନ କରାଯାଉ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ପ୍ରାକୃତିକ ବିପର୍ଯ୍ୟୟ ସହ ଯୁଝୁଛି ଓଡ଼ିଶା। ଏଥିଲାଗି ଓଡ଼ିଶାକୁ ସ୍ପେଶାଲ ଫୋକସ୍ ଷ୍ଟେଟ୍ ମାନ୍ୟତା ପ୍ରଦାନ କରାଯାଉ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ କନ୍ଭେନଶନ ହଲ୍ରେ ଶୁକ୍ରବାର ଅନୁଷ୍ଠିତ ୨୪ତମ ପୂର୍ବାଞ୍ଚଳ ଜୋନ୍ ପରିଷଦ(ଇଜେଡ୍ସି) ବୈଠକରେ…
ଓଡ଼ିଶାରେ ଶାହା: ପୂର୍ବାଞ୍ଚଳ ଜୋନ୍ ପରିଷଦ ବୈଠକରେ ଯୋଗ ଦେଲେ
ଭୁବନେଶ୍ୱର, ୨୭।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକରେ ଯୋଗ ଦେଇଛଛନ୍ତି। ବିମାନ ବନ୍ଦରରୁ ସିଧା ଲୋକସେବା ଭବନ ଅଭିମୁଖେ ଶାହା ଯାତ୍ରା କରିଛନ୍ତି। ୨୪ତମ ପୂର୍ବାଞ୍ଚଳ ଜୋନ୍…
ଚତୁର୍ଥ ଆସନ କାହାର
ଭୁବନେଶ୍ୱର,୨୮।୨(ବ୍ୟୁରୋ): ଦେଶର ୫୫ ରାଜ୍ୟ ସଭା ଆସନ ପାଇଁ ମାର୍ଚ୍ଚ ୨୬ ତାରିଖରେ ନିର୍ବାଚନ ହେବ। ଏଥିଲାଗି ଆସନ୍ତା ୬ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଏହି କ୍ରମରେ ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ହେବ।…
ଆଜି ଆସୁଛନ୍ତି ଅମିତ୍ ଶାହା, ଜନତା ମଇଦାନ ସଭାରେ ଯୋଗଦେବେ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଶୁକ୍ରବାର ପୂର୍ବାହ୍ନ ୧୦ଟା ୧୦ ମିନିଟ୍ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରେ ପହଞ୍ଚିବେ। ସେଠାରେ ତାଙ୍କୁ ରାଜ୍ୟ ସରକାରଙ୍କ ଅଧିକାରୀ ଏବଂ ଭାଜପା କର୍ମକର୍ତ୍ତା ପୁଷ୍ପଗୁଚ୍ଛ…
ମହିଳା ଟି୨୦ ବିଶ୍ୱକପ୍: ନ୍ୟୁଜିଲାଣ୍ଡକୁ ହରାଇ ସେମିରେ ଭାରତ
ମେଲବୋର୍ନ,୨୭ା୨(ପି.ଟି.)- ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ମହିଳା ଟି୨୦ ବିଶ୍ୱକପ୍ର ସେମିଫାଇନାଲରେ ପ୍ରବେଶ କରିଛି। ଓପନର ଶେଫାଳି ବର୍ମାଙ୍କ ବିସ୍ଫୋରକ ୪୬ ଓ ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଏକ ରୋମାଞ୍ଚଭରା ମ୍ୟାଚ୍ରେ ଭାରତୀୟ ଦଳ ୩ ରନ୍ରେ…
ସବୁ ଜଳିଗଲା ପରେ…
ନୂଆଦିଲ୍ଲୀ,୨୭।୨: ଦିଲ୍ଲୀରେ ଜାରି ରହିଥିବା ହିଂସାକାଣ୍ଡ ଏବେ ଥମିବାରେ ଲାଗିଛି। ୩ ଦିନ ପରେ ପ୍ରଶାସନର ଚେତା ପଶିଛି। ହିଂସାକାଣ୍ଡ ଘଟିଥିବା ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ସବୁକିଛି ଜଳିଗଲା ପରେ ଚତୁର୍ଥ ଦିନ ଲୋକଙ୍କ ମନରୁ ଭୟ ଦୂରେଇବା…
ମୋଦି ପାଳନ କରନ୍ତୁ ରାଜଧର୍ମ: ଅଟଳଙ୍କ ପରାମର୍ଶ ମନେ ପକାଇଲେ ସୋନିଆ
ନୂଆଦିଲ୍ଲୀ,୨୭।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସାକାଣ୍ଡ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଧର୍ମ ପାଳନ କରନ୍ତୁ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି। ଏହାପୂର୍ବରୁ ଏପରି…
ଟୋକିଓ ଅଲିମ୍ପିକ ଉପରେ କରୋନା ଆତଙ୍କ: ପାଣିରେ ପଡ଼ିବ ୨୬୦୦ କୋଟି ଡଲାର !
ଟୋକିଓ,୨୭।୨: ଟୋକିଓ ଅଲିମ୍ପିକ୍-୨୦୨୦କୁ ଆଉ ୩ ମାସ ବାକି ରହିଛି। ଏହା ଜୁଲାଇରେ ଟୋକିଓରେ ହେବ ବୋଲି ପୂର୍ବରୁ ସମୟ ଧାର୍ଯ୍ୟ ହୋଇଛି। ତେବେ କରୋନା ଭୂତାଣୁ ସଂକ୍ରମଣ ଯୋଗୁ ଟୋକିଓ ଅଲମ୍ପିକ୍ ନେଇ ଆଶଙ୍କକା ଦେଖାଦେଇଛି। ଚଳିତ ଥର ଅଲିମ୍ପିକ…
ବିଚାରପତି ମୁରଲିଧରଙ୍କ ବଦଳିକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିଶ ଏସ୍ ମୁରଲିଧରଙ୍କ ବଦଳିକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ରାତି ଅଧରେ ତାଙ୍କୁ ବଦଳି କରାଯାଇ ଏବେ ତାଙ୍କୁ ପଞ୍ଜାବ-ହରିୟାଣା ହାଇକୋର୍ଟରେ ଅବସ୍ଥାପିତ କରାଯାଇଛି। ଏହାକୁ ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ…
Archives


