ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା
ନୂଆଦିଲ୍ଲୀ,୨୭ା୨(ପି.ଟି.): ଉତ୍ତରପୂର୍ବ ଦିଲ୍ଲୀରେ ସିଏଏ ବିରୋଧୀ ହିଂସା ରୋକିବାରେ ବିଫଳ ହୋଇଥିବା ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟ ବୁଧବାର ଭର୍ତ୍ସନା କରିଛନ୍ତି। ଏହି ହିଂସାରେ ୨୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ ଆହତ ହୋଇଛନ୍ତି। ସିଏଏ ଦଙ୍ଗାକୁ ନେଇ ହୋଇଥିବା ଆବେଦନ ଉପରେ…
ସିଏଏରୁ ସାମ୍ପ୍ରଦାୟିକ ହିଂସା
ନୂଆଦିଲ୍ଲୀ,୨୭ା୨: କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଆରମ୍ଭରୁ ବିବାଦ ଲାଗିରହିଛି। ବିବାଦୀୟ ଆଇନକୁ ନେଇ ବିରୋଧ ଏବେ ସାମ୍ପ୍ରଦାୟିକ ଦଙ୍ଗାରେ ପରିଣତ ହୋଇଛି। ଭାଜପା ନେତୃତ୍ୱାଧୀନ ଏନ୍ଡିଏ ସରକାର ଏ ସଂକ୍ରାନ୍ତ ବିଲ୍କୁ ୨୦୧୯ ଡିସେମ୍ବର ୧୦ରେ ଲୋକ…
ଘାତକ ହେଲା ଦିଲ୍ଲୀ ଦଙ୍ଗା: ଗଡ଼ିଲାଣି ୨୭ ମୁଣ୍ଡ
ନୂଆଦିଲ୍ଲୀ,୨୭ା୨: ଦିଲ୍ଲୀରେ ଘାତକ ହେଲାଣି ସାମ୍ପ୍ରଦାୟିକ ଦଙ୍ଗା। କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ୩ ଦିନ ହେଲା ଜଳୁଛି ଜାତୀୟ ରାଜଧାନୀ। ଉତ୍ତର-ପୂର୍ବ ଦିଲ୍ଲୀସ୍ଥିତ ମୌଜପୁରରୁ ଆରମ୍ଭ ହୋଇଥିବା ସିଏଏ ବିରୋଧୀ ହିଂସା କ୍ରମଶଃ ଅନ୍ୟ ଜିଲାଗୁଡ଼ିକୁ…
ବିଜେଡି ନିର୍ବାଚନ ଜିତିବାକୁ ଲଢ଼େ ନାହିଁ, ହୃଦୟ ଜିତିବାକୁ ଲଢ଼େ: ନବୀନ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ନିର୍ବାଚନ ଜିତିବାକୁ ଲଢ଼େ ନାହିଁ। ଲୋକଙ୍କ ସେବା ଓ ହୃଦୟ ଜିତିବାକୁ ଲଢ଼େ। ଦଳ ଲୋକଙ୍କ ସ୍ନେହ ପାଇବା ପାଇଁ ଲଢ଼େ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ନବୀନ ଦଳର ସଭାପତି ଭାବେ…
ଦେଶର ସୁରକ୍ଷା ପାଇଁ ନିୟନ୍ତ୍ରଣ ରେଖା ପାର କରିବାକୁ ଭାରତୀୟ ଯବାନ କରିବେନି କୁଣ୍ଠାବୋଧ: ରାଜନାଥ ସିଂ
ନୂଆଦିଲ୍ଲୀ, ୨୬।୨: ଦେଶର ସୁରକ୍ଷା ସର୍ବୋପରି। ମାଟି ମା’ ପାଇଁ ସମୟ ପଡ଼ିଲେ କିଛି ସ୍ବତନ୍ତ୍ର ପଦକ୍ଷେପ ମଧ୍ୟ ନେବାକୁ ପଡ଼ିବ। ଆବଶ୍ୟକ ପଡ଼ିଲେ ନିୟନ୍ତ୍ରଣ ରେଖା ପାର କରିବାକୁ ଭାରତୀୟ ଯବାନ କୁଣ୍ଠାବୋଧ କରିବେନି ବୋଲି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ…
୧୦୦ ଭାରତୀୟଙ୍କୁ ଏୟାର ଲିଫ୍ଟ କରିବା ପାଇଁ ଉହାନ ଯିବ ବାୟୁସେନା ବିମାନ
ନୂଆଦିଲ୍ଲୀ,୨୬।୨: ଚାଇନାରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ଇତିମଧ୍ୟରେ ଏଠାରେ ୨୬୬୩ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୭୭ ହଜାରରୁ ଅଧିକ ଲୋକ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଏବେ ମଧ୍ୟ ଚାଇନାରେ ୧୦୦ଜଣ ଭାରତୀୟ ଅଛନ୍ତି। ସେମାନଙ୍କୁ ଏୟାରଲିଫ୍ଟ…
ବାଲାକୋଟ୍ ଏୟାର ଷ୍ଟ୍ରାଇକ୍କୁ ବର୍ଷେ: ଜୈଶ୍ ଆତଙ୍କବାଦୀ ଶିବିରରେ ୧୦୦୦ କିଗ୍ରା ବୋମା ମାଡ଼ କରିଥିଲା ଭାରତୀୟ ବାୟୁସେନା
ଶ୍ରୀନଗର,୨୬।୨: ବାଲାକୋଟ୍ ଏୟାର ଷ୍ଟ୍ରାଇକ୍କୁ ବର୍ଷେ ପୂରିଛି। ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ୨୦୧୯ ଫେବୃୟାରୀ ୨୬ ଭୋର୍ ୩ଟା ୩୦ରେ ଭାରତୀୟ ବାୟୁସେନା ପକ୍ଷରୁ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ର ବାଲାକୋଟରେ ଥିବା ଜୈଶ୍ ଆତଙ୍କବାଦୀ ଶିବିରରେ ୧୦୦୦ କିଗ୍ରା ବୋମା…
ଦିଲ୍ଲୀ ଦଙ୍ଗାରେ ୧୩ ମୃତ
ନୂଆଦିଲ୍ଲୀ,୨୬ା୨: ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ହିଂସା ଉଗ୍ରରୂପ ଧାରଣ କରିଛି। ସିଏଏ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ସୋମବାର ସଂଘର୍ଷ ଘଟି ୫ ଜଣଙ୍କ ଜୀବନ ଯାଇଥିବାବେଳେ ମଙ୍ଗଳବାର ଅନ୍ୟ ୮ ଜଣଙ୍କ ମୃତ୍ୟୁ ଘଟିଛି। ୫୦…
ପ୍ରତିରକ୍ଷା-ଶକ୍ତି-ସୁରକ୍ଷା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବେ ଭାରତ-ଆମେରିକା
ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍ ନୂଆଦିଲ୍ଲୀ ସ୍ଥିତ ହାଇଦ୍ରାବାଦ୍ ହାଉସ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ପୂର୍ବାହ୍ନରେ ଭେଟିଛନ୍ତି। ଏହି ଅବସରରେ ଆୟୋଜିତ ଏକ ବୈଠକରେ ଦୁଇଦେଶର ପ୍ରତିନିଧିମାନେ ଯୋଗ ଦେଇଛନ୍ତି। ବୈଠକରେ ଭାରତ ଆମେରିକା ପ୍ରତିରକ୍ଷା-ଶକ୍ତି-ସୁରକ୍ଷା କ୍ଷେତ୍ରରେ ମିଳିତ…
ରାଜ୍ୟରେ ଲଗାଣ ବର୍ଷା: ଆଉ ୩୬ ଘଣ୍ଟା ବର୍ଷିବ, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ମେଘୁଆ ପାଗ ସହିତ ଝିପି ଝିପି ବର୍ଷା ଲାଗିରହିଛି। କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଥିବାରୁ ସାଧାରଣ ଜୀବନଯାତ୍ରା…
କରୋନା ଭାଇରସ କବଳରେ ୩୧ ଦେଶ, ଜାପାନ ଜାହାଜରେ ଆଉ ଜଣଙ୍କର ମୃତ୍ୟୁ
ବେଜିଂ,୨୫।୨: କରୋନା ଭାଇରସର ଭୟାବହତା କମିବାର ନାଁ ନେଉନି। ଚାଇନାରେ ପ୍ରଥମକରି ଦେଖାଯାଇଥିବା ଏହି କରୋନା ଭାଇରସରେ ଏବେ ସେଠାରେ ପ୍ରାୟ ୭୭,୬୫୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ଏଥିରେ ସଂକ୍ରମିତ ଥିବା ୨,୬୬୩ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। ଚାଇନାର…
ରାଜ୍ୟ ସଭାର ୫୫ ଆସନ ପାଇଁ ୨୬ ମାର୍ଚ୍ଚରେ ହେବ ନିର୍ବାଚନ
ନୂଆଦିଲ୍ଲୀ,୨୫।୨: ରାଜ୍ୟ ସଭାର ୫୫ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୨୬ରେ ନିର୍ବାଚନ ହେବ ବୋଲି ଜଣାପଡିଛି। ମଙ୍ଗଳବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି। ୧୭ ରାଜ୍ୟର ଏହି ୫୫ ଆସନରେ ଥିବା ପ୍ରାର୍ଥୀଙ୍କ କାର୍ଯ୍ୟକାଳ ପୂରଣ ହେଉଥିବାରୁ…
Archives


