Home Middle

ରାଜଘାଟରେ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ଟ୍ରମ୍ପ୍‌ ସ୍ତ୍ରୀ ମେଲାନିଆଙ୍କ ସହିତ ମହାତ୍ମାଙ୍କ ସମାଧିସ୍ଥଳରେ ପହଞ୍ଚି ଏଭଳି କରିଛନ୍ତି। ଟ୍ରମ୍ପ୍‌ ରାଜଘାଟରେ ଥିବା ଭିଜିଟର୍ସ ବୁକ୍‌ରେ ଦସ୍ତଖତ…

କରୋନା ଯୋଗୁ ପୁଣି ବଢ଼ିଲା ସୁନା ଦାମ: ଟପିଲା ୪୩ ହଜାର

ନୂଆଦିଲ୍ଲୀ,୨୫।୨: ଚାଇନାରେ ଦେଖାଦେଇଥିବା କରୋନା ଆତଙ୍କ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏବେ ସୁନା ଦାମ ୧୦ ଗ୍ରାମ୍‌ ପିଛା ୪୩ ହଜାର ୫୯୩ ଟଙ୍କାରେ ପହଞ୍ଚିଛି। ଗତ ସପ୍ତାହରେ ସୁନା ଦାମ ୪୧ ହଜାର ୭୯୮…

ଜଳୁଛି ଦିଲ୍ଲୀ: ମେଟ୍ରୋ ଷ୍ଟେଶନ, ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୨୫।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଜଳୁଛି ଦିଲ୍ଲୀ। ବିଭିନ୍ନ ସ୍ଥାନରେ ଉପୁଜିଥିବା ହିଂସାରେ ଏବେ ପର୍ଯ୍ୟନ୍ତ ୬ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଶତାଧିକ ଆହତ ମଧ୍ୟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି କେତେକ ଅଞ୍ଚଳରେ ସ୍କୁଲ ବନ୍ଦ…

‘ନମସ୍ତେ ଟ୍ରମ୍ପ୍‌’

ଅହମଦାବାଦ,୨୫ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଚ୍ଚ ପ୍ରଶଂସା କରିବା ସହ ଦକ୍ଷିଣ ଏସିଆରେ ଶାନ୍ତି ପ୍ରସାରରେ ନୂଆଦିଲ୍ଲୀ ନେତୃତ୍ୱ ନେବାକୁ ପରାମର୍ଶ ଦେଇଛନ୍ତି। ପାକିସ୍ତାନ ସମେତ ପଡୋଶୀ ଦେଶଗୁଡ଼ିକ ସହ ଆଲୋଚନା ମାଧ୍ୟମରେ ଭାରତ ଏହି…

ଭାରତ ପ୍ରତି ଆମେରିକା କୃତଜ୍ଞ: ଟ୍ରମ୍ପ୍‌

ଅହମଦାବାଦ,୨୫ା୨(ପି.ଟି.): ଇସ୍‌ଲାମିକ୍‌ ଆତଙ୍କବାଦରୁ ଦେଶବାସୀଙ୍କୁ ସୁରକ୍ଷା ଦେବା ଲାଗି ଭାରତ ଓ ଆମେରିକା ପ୍ରତିଶ୍ରୁତିବଦ୍ଧ। ଦୁଇଦେଶ ମିଳିତ ଭାବେ ଇସ୍‌ଲାମିକ୍‌ ଆତଙ୍କବାଦର ମୁକାବିଲା କରିବେ ବୋଲି ସୋମବାର ଗୁଜରାଟ ଅହମଦାବାଦର ମୋଟେରା ଷ୍ଟାଡିୟମରେ ଅନୁଷ୍ଠିତ ‘ନମସ୍ତେ ଟ୍ରମ୍ପ୍‌’ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

୩ ଦିନ ବର୍ଷା: ଘଣ୍ଟାକୁ ୩୦ରୁ ୪୦ କି.ମି. ପବନ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳର ଭୂପୃଷ୍ଠରୁ ୯କି.ମି. ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି। ମଙ୍ଗଳବାର ଉତ୍ତର ଆଭ୍ୟନ୍ତରୀଣ ଜିଲା…

ଭାରତ ସହ ଟ୍ରେଡ ଡିଲ୍‌ ନେଇ ଟ୍ରମ୍ପ ଆଶାବାଦୀ

ଅହମ୍ମଦାବାଦ, ୨୫-୨: ଭାରତ ସହ ଏକ ଉତ୍ତମ ବାଣିଜି୍ୟକ ଚୁକ୍ତି ନେଇ ଆଶାବାଦୀ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର କହିଛନ୍ତି। ସେ ଏବେ ଭାରତ ଗସ୍ତରେ ଥିବା ବେଳେ ମୋତେରା ଷ୍ଟାଡିୟମଠାରେ ନମସ୍ତେ ଟ୍ରମ୍ପ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି।…

ଆତଙ୍କବାଦ ବିରୋଧରେ ଲଢିବାକୁ ଏକଜୁଟ ହେବେ ଭାରତ-ଆମେରିକା: ଟ୍ରମ୍ପ

ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଗୁଜରାଟର ମୋଟେରା ଷ୍ଟାଡିୟମରେ ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ଅବସରରେ ସେ ସାଧାରଣ ଜନତାଙ୍କୁ ସମ୍ବୋଧନ ଦେବା ସମୟରେ ଭାରତର ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଖୁବ୍‌ ପ୍ରଶଂସା କରିଥିଲେ।…

ମୋଦିଙ୍କ ଜୀବନ ଶୈଳୀ ଭାରତୀୟଙ୍କୁ ଦେଉଛି ପ୍ରେରଣା: ଟ୍ରମ୍ପ୍‌

ଅହମଦାବାଦ୍‌,୨୪।୨: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜୀବନ ଶୈଳୀ ଭାରତୀୟଙ୍କୁ ପ୍ରେରଣା ଦେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଅହମଦାବାଦ୍‌ରେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି କହିଛନ୍ତି। ଏହା ସୂଚିତ କରୁଛି ଯେ, ଭାରତୀୟ ଯେ କୌଣସି କାର୍ଯ୍ୟରେ ମଧ୍ୟ…

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ‘ନମସ୍ତେ ଟ୍ରମ୍ପ୍‌’: ହେବ କି ସଫଳ ‘ହାଓ୍ବଡ଼ି ମୋଦି’ ଭଳି !

ଅହମଦାବାଦ୍‌,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ଅହମଦାବାଦ୍‌ରେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଅନୁଷ୍ଠିତ ହୋଇଛି। ଏଠି ହୁଏତ ପ୍ରଶ୍ନ ଉଠିପାରେ ଭାରତର ଅନ୍ୟ କୌଣସି ସ୍ଥାନରେ ଏହି କାର୍ଯ୍ୟକ୍ରମ…

ସାବରମତୀରେ ଗାନ୍ଧୀଙ୍କ ଚରଖା ଦେଖିଲେ ଟ୍ରମ୍ପ୍‌-ମେଲାନିଆ

ଅହମଦାବାଦ୍‌,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଅହମଦାବାଦ୍‌ ବିମାନ ବନ୍ଦରରୁ ସିଧା ସଳଖ ପ୍ରାୟ ୭ କିମି ଦୂରରେ ଥିବା ସାବରମତୀ ଆଶ୍ରମରେ ପହଞ୍ଚିଛନ୍ତି। ସେଠାରେ ଟ୍ରମ୍ପ୍‌ ସ୍ତ୍ରୀ ମିଲେନିଆ ଟ୍ରମ୍ପ୍‌ଙ୍କ ସହିତ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ବ୍ୟବହୃତ…

ଅଷ୍ଟମ ଥର ପାଇଁ ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି

ଅହମଦାବାଦ୍‌,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତରେ ଆସି ଅହମଦାବାଦ୍‌ରେ ସୋମବାର ପହଞ୍ଚିଛନ୍ତି। ବିମାନବନ୍ଦରରେ ମୋଦି ଟ୍ରମ୍ପ୍‌ଙ୍କୁ ସ୍ବାଗତ କରିଛନ୍ତି। ଏହା ଟ୍ରମ୍ପ୍‌ଙ୍କର ପ୍ରଥମ ଭାରତ ଗସ୍ତ। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ପୂର୍ବରୁ ୭ ଥର ଟ୍ରମ୍ପ୍‌ଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri