Home Middle

ପ୍ରୋଟକଲ ଭାଙ୍ଗି ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତିଙ୍କୁ ସ୍ବାଗତ କଲେ ମୋଦି

ଅହମଦାବାଦ,୨୪।୨: ସମସ୍ତ ପ୍ରତୀକ୍ଷାର ଅନ୍ତପରେ ଭାରତ ପହଞ୍ଚିଲେ ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ। ପ୍ରୋଟୋକଲ ଭାଙ୍ଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ରମ୍ପ ଦମ୍ପତିଙ୍କର ସ୍ବାଗତ କରିଛନ୍ତି। ବିମାନ ବନ୍ଦରରୁ ଟ୍ରମ୍ପ…

୭୧ ବର୍ଷରେ ଆମେରିକା ଗସ୍ତ କରିଛନ୍ତି ୯ ଭାରତୀୟ ପ୍ରଧାନମନ୍ତ୍ରୀ: ମନମୋହନ ସର୍ବାଧିକ

ନୂଆଦିଲ୍ଲୀ,୨୪।୨: ଭାରତ ସ୍ବାଧୀନ ହେବାପରେ ଗତ ୭୧ ବର୍ଷ ମଧ୍ୟରେ ୯ ଜଣ ଭାରତୀୟ ପ୍ରଧାନମନ୍ତ୍ରୀ ଆମେରିକା ଗସ୍ତ କରିଛନ୍ତି। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସର୍ବାଧିକ ଅଧିକ ଥର ଆମେରିକା ଗସ୍ତ କରିଛନ୍ତି। ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ସମ୍ପର୍କରେ ଯୋଡ଼ିହେବ ନୂଆ ଅଧ୍ୟାୟ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୪ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ଗୁଜରାଟର ଅହମଦାବାଦ ଆସୁଛନ୍ତି। ଟ୍ରମ୍ପ୍‌ଙ୍କ ସହ ତାଙ୍କ ସ୍ତ୍ରୀ ତଥା ଫାଷ୍ଟ ଲେଡି ମାଲେନିଆ, ଝିଅ ଇଭାଙ୍କା ଟ୍ରମ୍ପ୍‌ ଓ ଜ୍ୱାଇଁ ଜାରେଡ୍‌ କୁଶନର ମଧ୍ୟ ଆସୁଛନ୍ତି। ଟ୍ରମ୍ପ୍‌ ଦମ୍ପତି ଓ ଆମେରିକାର…

୭୩ ବର୍ଷରେ ଭାରତ ଆସିଛନ୍ତି ୬ ଆମେରିକା ରାଷ୍ଟ୍ରପତି: ଟ୍ରମ୍ପ ୭ମ

ନୂଆଦିଲ୍ଲୀ,୨୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସୁଛନ୍ତି। ଏନେଇ ଭାରତ ସରକାରଙ୍କ ପକ୍ଷରୁ ଜୋର୍‌ସୋର୍‌ ପ୍ରସ୍ତୁତି ଜାରି ରହିଛି।  ଭାରତ ସ୍ବାଧୀନ ହେବାର ଗତ ୭୩ ବର୍ଷ ମଧ୍ୟରେ ୬ ଜଣ ଆମେରିକା ରାଷ୍ଟ୍ରପତି ଭାରତ ଗସ୍ତରେ ଆସିଛନ୍ତି।…

ପୋଲସରାରେ ନିଆଁରେ ପୋଡ଼ି ୩ ଶିଶୁ ମୃତ୍ୟୁ ଘଟଣା: ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ୪ ଲକ୍ଷ କ୍ଷତିପୂରଣ ଘୋଷଣା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ପୋଡ଼ି ଯାଇ ୩ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ…

ଖେଳୁଥିବା ବେଳେ ୪ ଶିଶୁ ପୋଡ଼ିଯିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ୩ ଶିଶୁ

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩ ଶିଶୁ। ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ନିଆଁରେ ପୋଡ଼ିଯାଇ ଗୁରୁତର ହୋଇଥିବା ୪ ଶିଶୁଙ୍କ ମଧ୍ୟରୁ ତିନିଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ପୁଅ ଥିବା…

ଭାରତୀୟ ନୌସେନା ମିଗ୍‌-୨୯ ବିମାନ ଦୁର୍ଘଟଣା ଗ୍ରସ୍ତ: ପାଇଲଟ ସୁରକ୍ଷିତ

ପଣଜୀ,୨୩।୨: ଭାରତୀୟ ନୌସେନାର ମିଗ୍‌-୨୯ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଗୋଆରେ ଏହା ରୁଟିନ୍‌ ଟ୍ରେନିଂ ସମୟରେ ଉଡ଼ାଣ କରୁଥିବାବେଳେ ଏଭଳି ହୋଇଥିବା କୁହାଯାଉଛି। ଏହି ଘଟଣାରେ ପାଇଲଟ ସୁରକ୍ଷିତ ଥିବା ନୌସେନା ପକ୍ଷରୁ କୁହାଯାଇଛି। ଘଟଣା କିଭଳି ଘଟିଲା ତାହାର…

ଶାହିନ ବାଗ୍‌ରେ ପ୍ରଦର୍ଶନ ଶାନ୍ତିପୂର୍ଣ୍ଣ: ପୋଲିସ ଅଯଥା ବନ୍ଦ କରିଛି ରାସ୍ତା; ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ

ନୂଆଦିଲ୍ଲୀ,୨୩।୨: ଶାହିନ ବାଗ୍‌ରେ ୨ ମାସରୁ ଅଧିକ ଦିନ ଧରି ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ପ୍ରଦର୍ଶନ ଜାରି ରହିଛି। ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ପ୍ରଦର୍ଶନକାରୀଙ୍କ ସହିତ କଥାବାର୍ତ୍ତା ହେବା ସହିତ ସମାଧାନର ପଥ ବାହାର କରିବା ପାଇଁ ନିଯୁକ୍ତ କରାଯାଇଥିବା ଓ୍ବଜାହତ୍‌…

ବିଜେଡି ସଭାପତି ପଦ: ନାମାଙ୍କନପତ୍ର ଦାଖଲ କଲେ ନବୀନ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ବିଜେଡି ସଭାପତି ପଦ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ରବିବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ରାଜଧାନୀସ୍ଥିତ ଦଳୀୟ କାର୍ଯ୍ୟାଳୟକୁ ଆସି ମୁଖ୍ୟମନ୍ତ୍ରୀ ନାମାଙ୍କନ ଦାଖଲ କରିଛନ୍ତି। ସେହିଭଳି ଦଳୀୟ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ ପାଇଁ ମଧ୍ୟ ନାମାଙ୍କନ…

ବାଳିକାଙ୍କ ସର୍ବାଙ୍ଗୀନ ଉନ୍ନତି ହେବାରେ ଲାଗିଛି: ୬୨ ତମ ମନ୍‌ କି ବାତ୍‌ରେ କହିଲେ ମୋଦି

ନୂଆଦିଲ୍ଲୀ,୨୩।୨: ଦେଶରେ ବାଳିକାଙ୍କ ସର୍ବାଙ୍ଗୀନ ଉନ୍ନତି ହେବାରେ ଲାଗିଛି। ସମାଜିକ ବାଧାବିଘ୍ନକୁ ଅତିକ୍ରମ କହି ବାଳିକା ପ୍ରତିଟି କ୍ଷେତ୍ରରେ ଶିଖର ଛୁଇଁବାରେ ଲାଗିଛନ୍ତି। ଏହା ଭାରତ ପାଇଁ ଏକ ଗୌରବର ବିଷୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୬୨ ତମ ମନ୍‌…

ଆମେରିକା-ତାଲିବାନ୍‌ ଶାନ୍ତିଚୁକ୍ତି ନେଇ ମୋଦିଙ୍କୁ ଘେରିଲା କଂଗ୍ରେସ: ଭୁଲିଗଲଣି କି କାନ୍ଦାହାର ?

ନୂଆଦିଲ୍ଲୀ,୨୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତ ପୂର୍ବରୁ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିଛି। ଆମେରିକା ଏବଂ ଆତଙ୍କବାଦୀ ସଂଗଠନ ତାଲିବାନ ମଧ୍ୟରେ ଶାନ୍ତିଚୁକ୍ତି ନେଇ କଂଗ୍ରେସ ଏଭଳି କରିଛି। ମୋଦି କାନ୍ଦାହାର ଘଟଣାକୁ ଭୁଲି ଯାଇଛନ୍ତି କି…

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଉଦ୍‌ଘାଟିତ: ଭାରତ ହେବ କ୍ରୀଡ଼ାର ‘ସୁପରପାୱାର’

କଟକ ଅଫିସ,୨୩ା୨: ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଖେଲୋ ଇଣ୍ଡିଆ ୟୁନଭର୍ସିଟି ଗେମ୍ସର ପ୍ରଥମ ସଂସ୍କରଣ ଶନିବାର ସନ୍ଧ୍ୟାରେ ମହାସମାରୋହରେ ଉଦ୍‌ଘାଟିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନି୍ଂସ ଜରିଆରେ ଏହି ମେଗା ଇଭେଣ୍ଟକୁ ଆନୁଷ୍ଠାନିକ ଉଦ୍‌ଘାଟନ କରିଛନ୍ତି। କେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri