ନୂଆ ଗାଇଡଲାଇନ ସହ ଆସିଲା ଅନଲକ୍-୩: ଜାଣନ୍ତୁ କ’ଣ ବନ୍ଦ, ଖୋଲା ରହିବ
ନୂଆଦିଲ୍ଲୀ,୨୯।୭: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରାଳୟ ପକ୍ଷରୁ ବୁଧବାର ଅନଲକ୍ ୩.୦ ପାଇଁ ନୂଆ ଗାଇଡଲାଇନ ଜାରି କରାଯାଇଛି। ଜୁଲାଇ ୩୧ରେ ଅନଲକ୍-୨ ଶେଷ ହେବାକୁ ଥିବା ବେଳେ ଅଗଷ୍ଟ-୧ରୁ ଅନଲକ୍-୩ ଆରମ୍ଭ ହେବ। ଏହି ନୂଆ ଗାଇଡଲାଇନ ଅଗଷ୍ଟ ୩୧ଯାଏ ଜାରି ରହିବ।…
୩୪ ବର୍ଷ ପରେ ବଦଳିଲା ଭାରତର ଶିକ୍ଷାନୀତି: ସ୍କୁଲ, କଲେଜ ବ୍ୟବସ୍ଥାରେ ହେଲା ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ,୨୯।୭: ଭାରତରେ ପ୍ରଥମ ଥର ପାଇଁ ୩୪ ବର୍ଷ ପରେ ଶିକ୍ଷାନୀତିରେ ପରିବର୍ତ୍ତନ ଅଣାଯାଇଛି। ମୋଦି ସରକାର ଏହି ନୂଆ ଶିକ୍ଷାନୀତିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ନୂଆ ଶିକ୍ଷା…
ପ୍ଲାଜମା ଦାନ କଲେ ରାଜ୍ୟର ପ୍ରଥମ ମହିଳା
ଭୁବନେଶ୍ୱର,୨୯।୭(ବ୍ୟୁରୋ)-କରୋନାକୁ ହରାଇବା ପରେ କଟକ ଏସ୍ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଜଣେ ଛାତ୍ରୀ ବୁଧବାର ପ୍ଲାଜମା ଦାନ କରିଛନ୍ତି। ଏଥିପାଇଁ ତାଙ୍କୁ ଶୁଭେଚ୍ଛା ଜଣାଯାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି…
ରାଜଧାନୀରେ ମାଡି ଚାଲିଛି କରୋନା: ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ମାଡି ଚାଲିଛି କରୋନା। ବୁଧବାର ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୮ ଜଣ କ୍ୱାରାଣ୍ଟାଇନରୁ ଥିବାବେଳେ ୩୯ ଲୋକାଲ କେସ। ୟୁନିଟ-୧ରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସତ୍ୟନଗରରୁ ୭, ଏକ ଘରୋଇ…
କଟକରୁ ଚିହ୍ନଟ ହେଲେ ଆଉ ୫୬ କରୋନା ଆକ୍ରାନ୍ତ: ଅଛନ୍ତି ଖ୍ରୀଷ୍ଟିଆନ୍ ସାହିରୁ ୨୫
କଟକ ଅଫିସ,୨୯।୭: କଟକ ସହରରେ ବୁଧବାର ୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩୩କୁ ବୃଦ୍ଧି ପାଇଛି। ସେଥିରୁ ୫୦୨ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
କରୋନା ଟୀକା ପ୍ରଥମେ ଦିଆଯିବ ଏସବୁ ଲୋକଙ୍କୁ…
ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୯।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରତିଷେଧକ ଟୀକା ପ୍ରସ୍ତୁତି ହୋଇ ସାରିଛି। ମଣିଷଙ୍କଠାରେ ଟୀକାର ଶେଷ ପର୍ଯ୍ୟାୟ ପରୀକ୍ଷା ସମ୍ପୂର୍ଣ୍ଣ ହେବା ପରେ ଆଉ ୧୫ ଦିନ ମଧ୍ୟରେ…
ଅଗଷ୍ଟ ୧୦ ପୂର୍ବରୁ ଆସିବ କରୋନା ଟୀକା
ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୯।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରତିଷେଧକ ଟୀକା ପ୍ରସ୍ତୁତି ହୋଇ ସାରିଛି। ମଣିଷଙ୍କଠାରେ ଟୀକାର ଶେଷ ପର୍ଯ୍ୟାୟ ପରୀକ୍ଷା ସମ୍ପୂର୍ଣ୍ଣ ହେବା ପରେ ଅଗଷ୍ଟ ୧୦ ପୂର୍ବରୁ ଏହା…
ରାଫାଲର ଗୃହପ୍ରବେଶ
ନୂଆଦିଲ୍ଲୀ, ୨୯।୭: ବହୁ ପ୍ରତିକ୍ଷୀତ ରାଫାଲ ଯୁଦ୍ଧ ବିମାନ ରାଫାଲ ବୁଧବାର ଭାରତରେ ଗୃହପ୍ରବେଶ କରିଛି। ଫ୍ରାନ୍ସ୍ରୁ ୭ ହଜାର କିଲୋମିଟର ଦୂରତା ଅତିକ୍ରମ ୫ଟି ରାଫାଲ ବିମାନ ଅପରାହ୍ନ ୧ଟା ୨୯ରେ ଭାରତୀୟ ବାୟୁସୀମାରେ ପ୍ରବେଶ କରିଥିଲେ। ବିମାନଗୁଡ଼ିକ ୟୁଏଇରୁ…
ରାଜଧାନୀ ପରେ ଏବେ ମୁମ୍ବାଇରେ ହାରୁଛି କରୋନା
ନୂଆଦିଲ୍ଲୀ, ୨୯।୭: ଭାରତରେ କରୋନା ମହାମାରୀ ଆତଙ୍କ ଦେଖାଦେଇଛି। ପୂର୍ବରୁ ଦିଲ୍ଲୀରେ କରୋନା ସଂକ୍ରମଣ ଧୀରେଧୀରେ କମୁଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା। ଏବେ ମୁମ୍ବାଇରେ ସମାନ ସ୍ଥିତି ଦେଖିବାକୁ ମିଳୁଛି। ଏଠାରେ କରୋନା ସଂକ୍ରମଣ ମଧ୍ୟ କମୁଛି। ଦିଲ୍ଲୀରେ…
ମାଟ୍ରିକ ପରୀକ୍ଷା ଫଳ: ବରଗଡ଼ରେ ସର୍ବାଧିକ ୮୯.୩୭%, ନୂଆପଡ଼ାରେ ସର୍ବନିମ୍ନ ୬୦.୧୮% ପାସ୍
ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବୁଧବାର ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ମାଟ୍ରିକ ପାସ ହାର ୭୮.୭୬% ରହିଛି। ତେବେ ବରଗଡ଼ ଜିଲାରେ ସର୍ବାଧିକ ପାସ୍ ୮୯.୩୭% ହୋଇଥିବାବେଳେ ନୂଆପଡ଼ା ଜିଲାରେ ସର୍ବନିମ୍ନ ପାସ୍ ୬୦.୧୮%…
କରୋନା ଲଢ଼େଇ ବାଟରେ କଣ୍ଟା: ୬୪ ପ୍ରତିଶତ ଲୋକେ ଖାଇବା ପୂର୍ବରୁ ହାତ ଧୋଇବା ଭୁଲି ଯାଉଛନ୍ତି
ନୂଆଦିଲ୍ଲୀ, ୨୯।୭: ଭାରତରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ନିୟମିତ ବ୍ୟବଧାନରେ ହାତ ଧୋଇବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ମାସ୍କ୍ ପିନ୍ଧିବା ନେଇ ମାର୍ଗଦର୍ଶିକା ଜାରି କରାଯାଇଛି।…
ମାଟ୍ରିକ ପରୀକ୍ଷା ଫଳ : ୩୧ଟି ସ୍କୁଲରେ ରେଜଲ୍ଟ ଶୂନ
ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବୁଧବାର ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ ପାସ୍ ହାର ୭୮.୭୬ % ରହିଛି। ଗତବର୍ଷଠାରୁ ଚଳିତ ବର୍ଷ ଅଧିକ ଛାତ୍ରୀଛାତ୍ର ପାସ୍ କରିଛନ୍ତି। ଗତବର୍ଷ ତୁଳନାରେ ପାସ୍ ହାର ବଢ଼ିବା ସହିତ ଶୂନ…

