Home Middle

ଗିରିରାଜଙ୍କୁ ନୋଟିସ୍‌ ଜାରି କଲେ ନଡ୍ଡା

ନୂଆଦିଲ୍ଲୀ,୧୫।୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କେନ୍ଦ୍ରୀୟ ମନ୍ତ୍ରୀ ଗିରିରାଜ ସିଂଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଗିରିରାଜଙ୍କ ବିବାଦୀୟ ମନ୍ତବ୍ୟ ନେଇ ଏଭଳି କରାଯାଇଛି। ଗିରିରାଜ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ମନ୍ତବ୍ୟ ଦେଉଥିବାବେଳେ ସମ୍ପ୍ରତି ଉତ୍ତରପ୍ରଦେଶର ସହାରଣନପୁରରେ ଏକ…

ବାଚସ୍ପତିଙ୍କ ରୁଲିଂକୁ ନେଇ ବିଧାନସଭାରେ ଝଡ଼: ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଗୃହର ମଧ୍ୟଭାଗରେ ବିରୋଧୀ ଦଳ ହଙ୍ଗାମା କଲେ ତାହା ଗଣମାଧ୍ୟମରେ ପ୍ରକାଶ ପାଇବ ନାହିଁ। ଶୁକ୍ରବାର ବାଚସ୍ପତି ଦେଇଥିବା ଏଭଳି ରୁଲିଂକୁ ବିରୋଧୀ ଦଳ ସଦସ୍ୟମାନେ ପ୍ରବଳ ବିରୋଧ କରିଥିଲେ। ଶନିବାର ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଉଭୟ ଭାଜପା…

ଟ୍ରମ୍ପଙ୍କ ଭାରତ ଗସ୍ତ: ୩ ଘଣ୍ଟା ପାଇଁ ଖର୍ଚ୍ଚ ହେବ ଶହେ କୋଟି ଟଙ୍କା!

ନୂଆଦିଲ୍ଲୀ,୧୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ ଫେବୃୟାରୀ ୨୪-୨୫ରେ ଭାରତ ଗସ୍ତରେ ଆସୁଛନ୍ତି। ଏହି ସମୟରେ ଟ୍ରମ୍ପ ଦମ୍ପତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହୋମ୍‌ ଟାଉନ୍‌ ଗୁଜରାଟର ଅହମ୍ମଦାବାଦ ସହର ଗସ୍ତ କରିବାର କାର୍ଯ୍ୟକ୍ରମ…

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଶିକ୍ଷକଙ୍କ ଯୋଗଦାନକୁ ନେଇ ଉଠିଲା ବିବାଦ

ନୂଆଦିଲ୍ଲୀ,୧୫।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହି ଉତ୍ସବରେ ଯୋଗ ଦେବାକୁ କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ମିଳି ନ ଥିବା ବେଳେ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

କରୋନାଭାଇରସ: ମୃତ୍ୟୁ ସଂଖ୍ୟା ୧,୫୨୩ ସଂକ୍ରମିତ ୬୬ ହଜାର

ବେଜିଂ,୧୫।୨: ଚାଇନାରେ କରୋନାଭାଇରସର ଭୟାବହତା ଥମିବାର ନାଁ ନେଉନି। ଦିନକରେ ଶହ ଶହ ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ଘଟୁଥିବା ବେଳେ ଏବେ ସୁଦ୍ଧା ସେଠାରେ ୧,୫୨୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହାସହ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଲାଣି ୬୬,୪୯୨। ଶୁକ୍ରବାର ୨,୬୪୧…

ଏଯାଏ ମିଳିନି ପୁଲଓ୍ବାମା ଉତ୍ତର: ଏନ୍‌ଆଇଏ ହାତ ଖାଲି

ନୂଆଦିଲ୍ଲୀ,୧୫ା୨: ଠିକ୍‌ ବର୍ଷକ ତଳେ ଅର୍ଥାତ୍‌ ୧୪ ଫେବୃୟାରୀ ୨୦୧୯ରେ ଜମ୍ମୁ-କଶ୍ମୀରସ୍ଥିତ ପୁଲଓ୍ବାମା ଜିଲା ଲେଥ୍‌ପୋରାରେ ଘଟିଥିଲ ଆମତ୍ଘାତୀ ବିସ୍ଫୋରଣ। କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌) ଯବାନଙ୍କୁ ନେଇ ଯାଉଥିବା ବସ୍‌ଗୁଡ଼ିକୁ ଟାର୍ଗେଟ କରି ଏହା ଘଟାଯାଇଥିଲା। ଅପରାହ୍ନ ୩ଟା…

‘ଦୃଢ଼ ଇଚ୍ଛାଶକ୍ତିରେ ଚାଲିଛି ୫-ଟି, ମୋ ସରକାର’

ଭୁବନେଶ୍ୱର,୧୫।୨(ବ୍ୟୁରୋ): ସ୍ବଚ୍ଛ ଉପାୟରେ ଜନସାଧାରଣଙ୍କୁ ସେବା ଯୋଗାଇ ରାଜ୍ୟ ସରକାର ପ୍ରଶାସନିକ ବ୍ୟବସ୍ଥାରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିଛନ୍ତି। ପରାମର୍ଶଭିତ୍ତିକ ପ୍ରଶାସନ ହେଉଛି ବିକାଶ ଯାତ୍ରାର ମୂଳମନ୍ତ୍ର। ଜନସାଧାରଣଙ୍କ ମତାମତ ଆଧାରରେ କାମ କରିବା ହେଉଛି ‘ମୋ ସରକାର’ କାର୍ଯ୍ୟକ୍ରମର ମୂଳ…

ବିବାହ ପାଇଁ ଜିଦ୍‌, ସମ୍ପତ୍ତିରେ ଭାଗ ମାଗିବା ହୋଇଥିଲା କାଳ: ହମିରପୁର ଜଙ୍ଗଲରେ ମା’ଝିଅଙ୍କୁ ହତ୍ୟା ପରେ ଗାଡ଼ି ଚଢ଼ାଇଥିଲେ ଅନୁପ ସାଏ

ଝାରସୁଗୁଡ଼ା ଅଫିସ,୧୪।୨-ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଅନୁପ ସାଏ ଗିରଫ ହେବା ପରେ ପୋଲିସ ଆଗରେ ମୁହଁ ଖୋଲିଛନ୍ତି। ଗୁରୁବାର ଦିନ ତମାମ ପଚରା ଉଚରା ପରେ କିଭଳି ଭାବେ ସେ ବ୍ରଜରାଜନଗର ଅଞ୍ଚଳର କଳ୍ପନା ଦାଶ ଓ…

ଆରମ୍ଭ ହେଲା ବିଧାନସଭା ବଜେଟ ଅଧିବେଶନ: ଅଭିଭାଷଣ ରଖିଲେ ରାଜ୍ୟପାଳ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ରଖିଛନ୍ତି। ପ୍ରଥମେ ଦିବଂଗତ ସଦସ୍ୟ, ସହିଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ପରେ ରାଷ୍ଟ୍ରପତି ଅଭିଭାଷଣ ରଖି କହିଛନ୍ତି,…

ସରକାରୀ କର୍ମଚାରୀଙ୍କ ୫% ମହଙ୍ଗା ଭତ୍ତା ବୃଦ୍ଧି, ୨୦୨୦ ଜାନୁୟାରୀ ପହିଲାରୁ ପିଛିଲା ଭାବେ ହେବ ଲାଗୁ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ୫% ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଏହା ୨୦୨୦ ଜାନୁୟାରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବା ନେଇ ଘୋଷଣା କରାଯାଇଛି। ପ୍ରକାଶ ଯେ, ଗୁୁରୁବାର ରାଜ୍ୟ ସରକାର ସରକାରୀ କର୍ମଚାରୀ ସପ୍ତମ ବେତନ କମିଶନ…

ବିରୋଧୀଙ୍କ ମୁକାବିଲା ପାଇଁ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ରାଜ୍ୟ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ। ଗୃହ ମଧ୍ୟରେ ଯେକୌଣସି ପ୍ରସଙ୍ଗରେ ବିରୋଧୀ ଦଳର ମୁକାବିଲା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ବିଧାୟକ ଦଳ…

ତ୍ରିସ୍ତରୀୟ ସୁରକ୍ଷାରେ ବିଧାନସଭା

ଭୁବନେଶ୍ୱର,୧୪।୨(ବ୍ୟୁରେ): ଶୁକ୍ରବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ବିଧାନସଭା ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥର କମିଶନରେଟ ପୋଲିସ ଓ ଗୋଇନ୍ଦା ବିଭାଗ ପକ୍ଷରୁ ୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri