ପ୍ରେମ ପାଇଁ ଦିନଟିଏ…
ପ୍ରେମ ଶାଶ୍ୱତ, ଚିରନ୍ତନ। ଏହି ବାର୍ତ୍ତା ନେଇ ପ୍ରତିବର୍ଷ ଫେବୃୟାରୀ ୧୪ରେ ପାଳନ କରାଯାଇଥାଏ ଭାଲେଣ୍ଟାଇନ୍ସ ଡେ’ ବା ପ୍ରେମ ଦିବସ। ବିଶେଷକରି ଯୁବପିଢ଼ି ଏହି ଦିନଟିକୁ ବେଶ୍ ଉତ୍ସାହର ସହ ପାଳନ କରିଥାନ୍ତି। ଫେବୃୟାରୀ ୭ ଅର୍ଥାତ୍ ରୋଜ୍ ଡେ’ରୁ…
୬୦ ହଜାରରୁ ଅଧିକ କରୋନା ଭୁତାଣୁ ସଂକ୍ରମିତ: ଗୋଟିଏ ଦିନରେ ୨୪୨ ମୃତ
ବେଜିଂ, ୧୩।୨: ଚାଇନାରେ କରୋନା ମହାମାରୀ ରୂପ ନେଇଛି। ଦେଶର ୩୧ଟିରୁ ଅଧିକ ସହରରେ ସନ୍ଦିଗ୍ଧଙ୍କ ସଂଖ୍ୟା କ୍ରମାଗତ ବଢୁଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧୩୫୫ରେ ପହଞ୍ଚିଛି। ସେହିପରି ୬୦ ହଜାରରୁ ଅଧିକ…
ବିଜେଡିରୁ ବିଦା ହେଲେ ଅନୁପ ସାଏ
ଭୁବନେଶ୍ୱର,୧୩।୨(ବ୍ୟୁରୋ): ଛତିଶଗଡ଼ ପୋଲିସ ଦ୍ୱାରା ଅଟକ ରଖାଯିବା ପରେ ଦଳରୁ ବହିଷ୍କୃତ ହେଲେ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ ସାଏ। ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିବା ସହ ରାଜ୍ୟ ପଣ୍ୟାଗାର ନିଗମ…
ପୁଲଓ୍ବାମା ଆକ୍ରମଣ: ଶହୀଦ୍ଙ୍କୁ ଝୁରୁଛି ମାତୃଭୂମି
ନୂଆଦିଲ୍ଲୀ,୧୩।୨: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣା ସମଗ୍ର ଦେଶକୁ ସମ୍ଭୀଭୁତ କରିଥିଲା। ୨୦୧୯ ଫେବୃୟାରୀ ୧୪ରେ ଘଟିଥିବା ଏହି ଆତଙ୍କବାଦୀ ଆକ୍ରମଣରେ ଦେଶର ୪୦ ଯବାନ ଶହୀଦ୍ ହୋଇଥିଲେ। ସମୟ ବିତି ଯାଇଛି। ତେବେ ଶହୀଦ୍ଙ୍କୁ ମାତୃଭୂମି ଝୁରୁଛି। ଆତଙ୍କବାଦୀ ଷଡ଼ଯନ୍ତ୍ର…
ଅପରାଧ ରେକର୍ଡ ଥିବା ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିବାର କାରଣ କହିବ ଦଳ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୩।୨: ଆପରାଧିକ ମାମଲା ଥିବା ପ୍ରାର୍ଥୀଙ୍କୁ କାହିଁକି ଟିକେଟ ଦିଆଯାଇଛି ସେ ସମ୍ପର୍କରେ ଓ୍ବେବସାଇଟ ମାଧ୍ୟମରେ ଜଣାଇବାକୁ ରାଜନୈତିକ ଦଳଙ୍କୁ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଗତ ପ୍ରାୟ ୪ଟି ନିର୍ବାଚନରେ ଅପରାଧୀ ପ୍ରାର୍ଥୀଙ୍କ ସଂଖ୍ୟାରେ ବୃଦ୍ଧି ଘଟିଥିବାକୁ ନେଇ କୋର୍ଟ…
କରୋନାଭାଇରସ ଭୟ: ବନ୍ଦ ରହିଲା ମୋବାଇଲ ଓ୍ବାର୍ଲଡ କଂଗ୍ରେସ ୨୦୨୦
ବାର୍ସିଲୋନା,୧୩।୨: କରୋନାଭାଇରସର ଭୟାବହତା ଏବେ ସାରା ବିଶ୍ୱକୁ ଏକ ପ୍ରକାର ଭୟଭିତ କରି ରଖିଛି। ଏହି ପ୍ରାଣଘାତୀ ଭୂତାଣୁ ଯୋଗୁ ପ୍ରତିଦିନ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏବେସୁଦ୍ଧା ଚାଇନାରେ କରୋନାଭାଇରସରେ ୧୩ଶହଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାର…
କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୩।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ଆସନ୍ତା ୧୬ରେ ତୃତୀୟ ଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରାମ ଲିଳା ମଇଦାନରେ କେଜରିଓ୍ବାଲଙ୍କ ସହ ତାଙ୍କ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବେ ବୋଲି ସୂଚନା…
ଗଠନ ହେଲା ଓବିସି କମିଶନ
ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଓଡ଼ିଶାରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ଏବଂ ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସ୍ଇବିସି)ଙ୍କ ପ୍ରକୃତ ସଂଖ୍ୟା କେତେ , ସେ ସମ୍ପର୍କରେ କୌଣସି ସରକାରୀ ହିସାବ ନାହିଁ। ତେଣୁ ଏମାନଙ୍କ ପ୍ରକୃତ ସଂଖ୍ୟା କେତେ ତାହା ଜାଣିବା ପାଇଁ ଜାତିଭିତ୍ତିକ ଜନଗଣନା…
ଆନ୍ଧ୍ର ବିଧାୟକଙ୍କୁ ହତ୍ୟା ଘଟଣା: ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ
ମାଲକାନଗିରି,୧୨।୨(ଡି.ଏନ୍.ଏ.): ମାଲକାନଗିରି ଜିଲା ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆରକ୍ଷୀ ଅଧୀକ୍ଷକ ରିଷିକେଶ ଡି. ଖିଲାରୀଙ୍କ ନିକଟରେ ବୁଧବାର ଜଣେ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀ ହେଲେ ଜିପ୍ରୋ ହବିକା…
ଏଏପି ବିଧାୟକ ଦଳ ନେତା ହେଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୨।୨: ଆମ୍ ଆଦ୍ମୀ ପାର୍ଟି(ଏଏପି)ର ୬୨ ନବନିର୍ବାଚିତ ବିଧାୟକଦଳର ନେତା ଭାବେ ଅରବିନ୍ଦ କେଜରିଓ୍ବାଲଙ୍କୁ ନିର୍ବାଚିତ କରାଯାଇଛି। ବୁଧବାର କେଜରିଓ୍ବାଲଙ୍କ ବାସଭବନରେ ଅନୁଷ୍ଠିତ ହୋଇଥିବା ବୈଠକରେ ନବନିର୍ବାଚିତ ବିଧାୟକମାନେ କେଜରିଓ୍ବାଲଙ୍କ ପ୍ରତି ସେମାନଙ୍କର ସମର୍ଥନ ପ୍ରକାଶ କରିଛନ୍ତି। ଏହାପୂର୍ବରୁ କେଜରିଓ୍ବାଲ ରାଜ୍ୟପାଳ…
କରୋନା ଆତଙ୍କବାଦଠାରୁ ବି ଭୟଙ୍କର: ଡବ୍ଲୁଏଚ୍ଓ
ଜେନେଭା,୧୨।୨: ଚାଇନାରେ କରୋନା ଆତଙ୍କ ସୃଷ୍ଟି କରିଛି। ଏହାଯୋଗୁ ୨୭ରୁ ଅଧିକ ଦେଶର ଲୋକେ ମଧ୍ୟ ସଂକ୍ରମିତ ହୋଇଛନ୍ତି। ଇତିମଧ୍ୟରେ ଚାଇନାର ୩୦ରୁ ଅଧିକ ସହରରେ କରୋନା ସଂକ୍ରମଣ ଯୋଗୁ ୧୧୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। କରୋନା ଆତଙ୍କବାଦଠାରୁ ବି…
ଫେବୃୟାରୀ ୧୬ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୨।୨: ଅରବିନ୍ଦ କେଜରିଓ୍ବାଲ ଫେବୃୟାରୀ ୧୬ରେ ରାମଲୀଳା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବୁଧବାର ଆମ୍ ଆଦ୍ମୀ ପାର୍ଟ(ଏଏପି) ପକ୍ଷରୁ ସୂଚନା ଦିଆଯାଇଛି। ଏହି ଶପଥ ଗ୍ରହଣ ଉତ୍ସବରେ ଦଳର ୬୨ ନବନିର୍ବାଚିତ ବିଧାୟକଙ୍କ ମଧ୍ୟରୁ କେତେକ ଶପଥ ନେବାର…
Archives


