ନିର୍ବାଚନ ଫଳାଫଳ ଘୋଷଣା ପରେ ରୋଷେଇ ଘରେ ମହଙ୍ଗା ମାଡ଼: ବଢ଼ିଲା ଅଣ-ସବସିଡ୍ ସିଲିଣ୍ଡର ଦାମ
ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ ରୋଷେଇ ଘରେ ମହଙ୍ଗାମାଡ଼ ହୋଇଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର କିଛି ଘଣ୍ଟା ମଧ୍ୟରେ ଅଣ-ସବସିଡ୍ ସିଲଣ୍ଡର ଦାମରେ ୧୪୯ ଟଙ୍କା ବୃଦ୍ଧି ହୋଇଛି। ଏନେଇ ଆଇଓସି ପକ୍ଷରୁ ରିପୋର୍ଟ ଜାରି ହୋଇଛି। ଦିଲ୍ଲୀରେ…
୭୦ ନବ ନିର୍ବାଚିତ ବିଧାୟକଙ୍କ ମଧ୍ୟରୁ ୫୨ କୋଟିପତି: ୪୩ଙ୍କ ବିରୋଧରେ ଆପରାଧୀକ ମାମଲା
ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍ ଆଦ୍ମୀ ପାର୍ଟି(ଏଏପି) ସଂଖ୍ୟା ଗରିଷ୍ଠତା ହାସଲ କରିଛି। ୭୦ ବିଧାନସଭା ଆସନ ମଧ୍ୟରୁ ଏଏପି ଖାତାକୁ ୬୨ ଯାଇଥିବାବେଳେ ଭାଜପା ୮ ଆସନରେ ସୀମିତ ରହିଛି। ନବ ନିର୍ବାଚିତ ବିଧାୟକଙ୍କ ମଧ୍ୟରେ ୫୨ ଜଣ…
କେଜ୍ରିଓ୍ବାଲଙ୍କ କ୍ଲିନ୍ ସୁଇପ୍
ନୂଆଦିଲ୍ଲୀ,୧୨ା୨(ପି.ଟି.): ଦିଲ୍ଲୀ ବିଧାନସଭା ନିର୍ବାଚନରେ ଅରବିନ୍ଦ କେଜ୍ରିଓ୍ବାଲଙ୍କ ନେତୃତ୍ୱାଧୀନ ଆମ୍ ଆଦ୍ମୀ ପାର୍ଟି (ଏଏପି) ଜବରଦସ୍ତ ବିଜୟ ସହ ପୁଣିଥରେ ସରକାର ଗଢ଼ିବାକୁ ଯାଉଛି। ୭୦ ଆସନ ବିଶିଷ୍ଟ ବିଧାନସଭାରେ ଏଏପି ୬୨ ଆସନରେ ବିଜୟୀ ହେବାକୁ ଯାଉଥିବାବେଳେ ଭାଜପା ୮…
ଏଏପି ବିଧାୟକଙ୍କ ସମର୍ଥକଙ୍କୁ ଗୁଳିମାଡ: ଜଣେ ମୃତ, ଜଣେ ଆହତ
ନୂଆଦିଲ୍ଲୀ,୧୨।୨: ୨୦୧୫ର ସଫଳତା ଦୋହରାଇ ଅରବିନ୍ଦ କେଜ୍ରିୱାଲଙ୍କ ଆମ ଆଦମୀ ପାର୍ଟି(ଏଏପି)ପୁଣିଥରେ ଦିଲ୍ଲୀ ବିଧାନସଭା ଦଖଲ କରିଛି। ୭୦ ଆସନ ବିଶିଷ୍ଟ ଏହି ବିଧାନସଭା ନିର୍ବାଚନରେ ଆପ ୬୨ଟି ଆସନରେ ଜିତିପାରିଛି। ଏହି ବିଜୟ ପରେ ଚାରିଆଡେ ଉତ୍ସବର ପରିବେଶ ସୃଷ୍ଟି…
ଦିଲ୍ଲୀରେ ଆପ୍ ଲହରି: କେଜ୍ରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍ ଆଦ୍ମୀ ପାର୍ଟି (ଏଏପି) ପୁଣି ଥରେ କ୍ଷମତାକୁ ଫେରିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିିଓ୍ବାଲଙ୍କ ନେତୃତ୍ୱରେ ଦଳ ତୃତୀୟ ଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ…
କେଜରିଓ୍ବାଲଙ୍କୁ ପାରିଲେନି ୨୦୦ରୁ ଅଧିକ ଭାଜପା ଏମ୍ପି: ପୁଣି ଏଏପି ହାତରେ କ୍ଷମତା
ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍ ଆଦ୍ମୀ ପାର୍ଟି(ଏଏପି) ପୁଣି ଥରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ନେତୃତ୍ୱରେ ସରକାର ଗଠନ କରିବାକୁ ଯାଉଛି। ଭାଜପା ପ୍ରଚାର କାର୍ଯ୍ୟରେ ୨୦୦ରୁ ଅଧିକ ଏମ୍ପିଙ୍କୁ ଲଗାଇଥିଲେ ମଧ୍ୟ ସେମାନେ କେଜରିଓ୍ବାଲଙ୍କୁ ପାରି ନାହାଁନ୍ତି। କେଜରିଓ୍ବାଲଙ୍କ…
ଦିଲ୍ଲୀ ସିଂହାସନ: ୨୨ବର୍ଷ ଧରି ଦୂରରେ ଭାଜପା
ନୂଆଦିଲ୍ଲୀ,୧୧।୨: ଦିଲ୍ଲୀରେ କ୍ଷମତା ଦଖଲ କରିବା ପାଇଁ ଭାଜପା ଦେଖିଥିବା ସ୍ବପ୍ନ ମଉଳି ଯାଇଛି। ଆମ୍ ଆଦ୍ମୀ ପାର୍ଟି(ଏଏପି) ପୁଣିଥରେ ଶାସନ ଡୋରି ଧରିବା ନିଶ୍ଚିତ ହୋଇଛି। ଶେଷଥର ପାଇଁ ୧୯୯୩ରେ ଦିଲ୍ଲୀ ବିଧାନସଭାରେ କ୍ଷମତା ଦଖଲ କରିଥିଲା। ଭାଜପା ସରକାର…
ଜାଣିଶୁଣି ଶାହ। ନଡ୍ଡାଙ୍କ ମୁଣ୍ଡରେ ବୋଳିଲେ ଅଠା !
ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର କିଛି ଦିନ ପୂର୍ବରୁ ଭାଜପା ଜେ.ପି. ନଡ୍ଡାଙ୍କୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଯୁକ୍ତ କରିଥିଲା। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ। କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। ମାତ୍ର ଦିଲ୍ଲୀ ନିର୍ବାଚନ ଫଳାଫଳ ସମ୍ପର୍କରେ ଭାଜପାକୁ ବହୁ…
ଭାଲେଣ୍ଟାଇନ୍ସ ଡେ’ରେ ଶପଥ ନେବେ କେଜରିଓ୍ବାଲ!
ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆରମ୍ଭ ହୋଇଗଲାଣି ଅଙ୍କ କଷା। ଆମ ଆଦମୀ ପାର୍ଟି(ଏଏପି) ଏଥର ବହୁମତରେ ଆସି ପୁଣିଥରେ ଦିଲ୍ଲୀରେ ସରକାର ଗଠନ କରିବ ବୋଲି ପୂର୍ବରୁ ଏକ୍ଜିଟ୍ ପୋଲ୍ରେ ଆକଳନ କରାଯାଇଥିଲା। ଏବେ ଭୋଟ…
ଝାଡୁ ପାହାରରେ ହାତ-ପଦ୍ମ ଘାଇଲା
ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍ ଆଦ୍ମୀ ପାର୍ଟି(ଏଏପି) ପୁଣି ଥରେ ଶାସନ ଡୋରି ଧରିବା ନିଶ୍ଚିତ ହୋଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ନେତୃତ୍ୱରେ ଦଳ ପୁଣି ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଯାଉଛି। ଏଏପି ୫୮ ଆସନରେ ଆଗୁଆ ଥିବାବେଳେ ଭାଜପା…
ମ୍ୟାଜିକ୍ ନମ୍ବର ଛୁଇଁ ଆଗକୁ ବଢ଼ିଲା ଏଏପି
ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୭୦ଟି ବିଧାନସଭା ଆସନ ମଧ୍ୟରୁ ଆମ୍ ଆଦ୍ମୀ ପାର୍ଟି(ଏଏପି) ୫୬ ଆସନରେ ଆଗେଇଛି। ସେହିପରି ଭାଜପା ପ୍ରାର୍ଥୀ ୧୪ଟି ଆସନରେ ଆଗୁଆ ରହିଛନ୍ତି। କଂଗ୍ରେସର ଅବସ୍ଥା ଗତ ବିଧାନସଭା ନିର୍ବାଚନ…
ଉହାନ ବାୟୁମଣ୍ଡଳରେ ବଢୁଛି ସଲଫର ଡାଇଅକ୍ସାଇଡ୍ ମାତ୍ରା: ପ୍ରମାଣିତ କରୁଛି କରୋନା ମୃତ୍ୟୁ ସଂଖ୍ୟା ସରକାରୀ ରିପୋର୍ଟଠାରୁ ଢେର୍ ଅଧିକ !
ବେଜିଂ,୧୧।୨: କରୋନା ଭୁତାଣୁ ଚାଇନାରେ ମୁଣ୍ଡ ଗଡ଼ାଇ ଚାଲିଛି। ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ୧୦୧୧ରେ ପହଞ୍ଚିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୬୦୦ ଛୁଇଁଛି। ତେବେ ଚାଇନା ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଏହି ରିପୋର୍ଟକୁ ଉହାନ ସହର ବାୟୁମଣ୍ଡଳରେ…
Archives


