ବସ୍ରେ ବିଦ୍ୟୁତ୍ ତାର ଲାଗି ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାର ପିଛା ମିଳିବ ୨ ଲକ୍ଷ ଟଙ୍କା ଅନୁକମ୍ପା
ଭୁବନେଶ୍ୱର,୯।୨(ବ୍ୟୁରୋ)- ଗଞ୍ଜାମ ଜିଲାରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟିଥିବା ବସ୍ ଦୁର୍ଘଟଣାରେ ମୃତକଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ମଧ୍ୟ ଜ୍ଞାପନ କରିଛନ୍ତି। ଏଥିସହିତ ମୃତକଙ୍କ ପରିବାର…
୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଲା ଯାତ୍ରୀବାହୀ ବସ୍ : ୯ ମୃତ, ୩୦ରୁ ଊର୍ଦ୍ଧ୍ୱ ଗୁରୁତର
ଗୋପାଳପୁର, ୯।୨(ଡି.ଏନ୍.ଏ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଡରାଜପୁର ଗ୍ରାମ ନିକଟରେ ରବିବାର ମଧ୍ୟାହ୍ନରେ ଏକ ଯାତ୍ରୀବାହୀ ବସ୍ ୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁର୍ଘଟଣା ଘଟିଛି। ଏଥିରେ ୯ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ରୁ…
ସ୍ପାର୍ସକୁ ଟପିଲା କରୋନା: ମୃତ୍ୟୁ ସଂଖ୍ୟା ୮୧୧ ଛୁଇଁଲା
ବେଜିଂ,୯।୨: ଚାଇନାର କରୋନା ମହାମାରୀ ଯୋଗୁ ହାହାକାର ସୃଷ୍ଟି ହୋଇଛି। ଦେଶର ୩୦ଟିରୁ ଅଧିକ ସହରରେ ସନ୍ଦିଗ୍ଧ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୮୧୧ରେ ପହଞ୍ଚିଛି। ୨୦୦୨-୨୦୦୩ରେ ସ୍ପାର୍ସ ଯୋଗୁ ହୋଇଥିବା ମୃତ୍ୟୁ…
ଆଣ୍ଟାର୍କଟିକାରେ ତାପମାତ୍ରା ୧୮.୩ ଡିଗ୍ରୀ ଛୁଇଁଲା: ୧୧ ଉପକୂଳ ସହର ସମୁଦ୍ର ଆଁକୁ ଯିବା ଆଶଙ୍କା !
ଜେନେଭା,୯।୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଆଣ୍ଟାର୍କଟିକାରେ ତାପମାତ୍ରା ୧୮.୩ ଡିଗ୍ରୀ ଛୁଇଁଛି। ଏଭଳି ସ୍ଥିତି ଜାରି ରହିଲେ ଆସନ୍ତା ୮୦ ବର୍ଷ ମଧ୍ୟରେ ସମୁଦ୍ର ଜଳସ୍ତର ୩ ମିଟର ବଢ଼ିଯିବ। ତାପମାତ୍ରା ବଢୁଥିବାରୁ ୧.୪୨ କୋଟି ବର୍ଗ କିମି ଅଞ୍ଚଳର ହିମ…
ରାମଲଲା କାଠରେ ତିଆରି ବୁଲେଟ୍ ପ୍ରୁଫ୍ ଅସ୍ଥାୟୀ ମନ୍ଦିରରେ ରହିବେ
ନୂଆଦିଲ୍ଲୀ,୯।୨: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଶେଷ ହେବା ପର୍ଯ୍ୟନ୍ତ ରାମଲଲାଙ୍କୁ କାଠରେ ତିଆରି ବୁଲେଟ୍ ପ୍ରୁଫ୍ ଅସ୍ଥାୟୀ ମନ୍ଦିରରେ ରଖାଯିବ। ପରେ ତାଙ୍କୁ ନୂଆ ମନ୍ଦିରକୁ ବିଜେ କରାଯିବ। ଅଯୋଧ୍ୟା ବିବାଦ ଯୋଗୁ ଦୀର୍ଘ ୨୭ ବର୍ଷ ରାମଲଲାଙ୍କୁ ଟେଣ୍ଟ୍ରେ ରଖାଯାଇ…
୨୭ ଦେଶକୁ ମାଡ଼ିଲାଣି କରୋନା
ବେଜିଂ, ୯ା୨: ଚାଇନାରେ କରୋନା ଭାଇରସ୍ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ସୁଦ୍ଧା ଏହି ମୃତ୍ୟୁସଂଖ୍ୟା ୭୨୩ରେ ପହଞ୍ଚିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪, ୮୦୦କୁ ବୃଦ୍ଧିପାଇଛି। ଚାଇନାର ହୁବେଇ ପ୍ରଦେଶ ପରିସ୍ଥିତି ସାଂଘାତିକ ହୋଇପଡ଼ିଛି। ଏଠାରେ ଶନିବାର ୮୧…
ପୁଣି କେଜ୍ରିଓ୍ବାଲ ସରକାର
ନୂଆଦିଲ୍ଲୀ,୯ା୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ପୁଣିଥରେ କ୍ଷମତାସୀନ ହେବେ। ତାଙ୍କ ନେତୃତ୍ୱାଧୀନ ଆମ୍ ଆଦ୍ମୀ ପାର୍ଟି (ଏଏପି) ୫୬ ଆସନ ଦଖଲ କରି ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ଦିଲ୍ଲୀ ଦରବାରକୁ ପୁଣି ଅକ୍ତିଆର କରିବ। ଭାଜପାକୁ ୧୪ ଆସନରେ ସଫଳତା…
ଏଫ୍ଆଇଏଚ୍ ହକି ପ୍ରୋ ଲିଗ୍: ବିଶ୍ୱ ଚାମ୍ପିୟନକୁ ହରାଇଲା ଭାରତ
ଭୁବନେଶ୍ୱର,୮।୨(କ୍ରୀଡ଼ା ପ୍ରତିନିଧି): ବର୍ଷା, ପ୍ରତିକୂଳ ପାଗ, ପ୍ରତିଦ୍ୱନ୍ଦ୍ୱୀ ବିଶ୍ୱର ନମ୍ବରଓ୍ବାନ ତଥା ବିଶ୍ୱ ଚାମ୍ପିୟନ ବେଲଜିୟମ ଥିଲେ ହେଁ ଚଳିତ ଏଫଆଇଏଚ୍ ହକି ପ୍ରୋ ଲିଗ୍ରେ ଭାରତୀୟ ହକି ଦଳର ଜୟ ଯାତ୍ରା ଅବ୍ୟାହତ ରହିଛି। ଶନିବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ…
କେଜରିଓ୍ବାଲଙ୍କୁୁ ଶୁଭକାମନା ଜଣାଇଲେ ଅଖିଳେଶ: କହିଲେ ଲୋକଙ୍କ ପାଇଁ କରାଯାଇଥିବା କାମ ଦେବ ଉତ୍ତର
ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ପାଇଁ ଭୋଟିଂ ଜାରି ରହିଥିବାବେଳେ ଶନିବାର ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଅରବିନ୍ଦ କେଜରିଓ୍ବାଲଙ୍କୁ ଟୁଇଟ୍ କରି ଶୁଭକାମନା ଜଣାଇଛନ୍ତି। ସେ ଟୁଇଟ୍ କରି କହିଛନ୍ତି ଦିଲ୍ଲୀରେ ହୋଇଥିବା କଲ୍ୟାଣ ଏବଂ ବିକାଶ କାର୍ଯ୍ୟ ବେଶ୍…
ଆତଙ୍କବାଦ ବିରୋଧରେ ମିଳିତଭାବେ ଲଢ଼ିବେ ଭାରତ-ଶ୍ରୀଲଙ୍କା: ମୋଦି
ନୂଆଦିଲ୍ଲୀ,୮।୨: ଆତଙ୍କବାଦ ଭାରତ ଏବଂ ଶ୍ରୀଲଙ୍କାର ମୁଖ୍ୟ ସମସ୍ୟା। ଏହା ବିରୋଧରେ ଭାରତ ଏବଂ ଶ୍ରୀଲଙ୍କା ମିଳିତଭାବେ ଲଢ଼େଇ ଜାରି ରଖିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଗଣମାଧ୍ୟମ ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦ୍ରା ରାଜପକ୍ଷେଙ୍କ ସହିତ…
ମିଶନ ଶକ୍ତି: ମହାକାଶରେ ଶତ୍ରୁ ପକ୍ଷ ସାଟେଲାଇଟ୍କୁ ଧ୍ୱଂସ କରିବ ଭାରତ
ନୂଆଦିଲ୍ଲୀ,୮।୨: ଭବିଷ୍ୟତରେ ମହାକାଶରେ ଯୁଦ୍ଧ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭାରତ ପ୍ରସ୍ତୁତି ଜାରି ରଖିଛି। ଭାରତୀୟ ରକ୍ଷା ଓ ଅନୁସନ୍ଧାନ ସଂଗଠନ(ଡିଆର୍ ଡିଓ) ପକ୍ଷରୁ ମିଶନ ଶକ୍ତି ବିକଶିତ କରାଯାଇଛି। ଡିଆର୍ଡିଓର ବୈଜ୍ଞାନିକ ଦିନରାତି ଗବେଷଣା କରି…
ଦେଶର ଅର୍ଥବ୍ୟବସ୍ଥା ଆଇସିୟୁରେ: ଚିଦାମ୍ବରମ୍
ନୂଆଦିଲ୍ଲୀ,୮।୨: ଦେଶର ଅର୍ଥବ୍ୟବସ୍ଥା ଅତି ସଙ୍କଟ ଜନକ ସ୍ଥିତିରେ ଆଇସିୟୁରେ ଭର୍ତ୍ତି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଗରିବଙ୍କ ବିରୋଧୀ। ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତି ଏକ ବଡ଼ ଭୁଲ୍ ଥିଲା ବୋଲି ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍ ଏକ କାର୍ଯ୍ୟକ୍ରମରେ…
Archives


