Home Middle

ବଜେଟ-୨୦୨୦: ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

କେନ୍ଦ୍ର ସରକାର ଭିତ୍ତିଭୂମି ବିକାଶ ଉପରେ ବଜେଟରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଉଡ଼ାନ୍‌ ଯୋଜନାରେ ଦେଶରେ ଅଧିକ ୧୦୦ ବିମାନବନ୍ଦରର ବିକାଶ ୨୦୨୪ ସୁଦ୍ଧା କରାଯିବ ବୋଲି କହିଛନ୍ତି। ଆସନ୍ତା ଆର୍ଥିକବର୍ଷରେ ପରିବହନ ଭିତ୍ତିଭୂମିର ବିକାଶ ଲାଗି…

କୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଶନିବାର କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ନିଆଯାଇଥିବା କେତେକ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିବା ବେଳେ କେନ୍ଦ୍ରୀୟ ଟିକସ ହ୍ରାସ, ପୁଞ୍ଜିନିବେଶ, ନିଯୁକ୍ତି, କେନ୍ଦ୍ରୀୟ ଅନୁଦାନ, ସଂସ୍କୃତି…

୧୫ ଲକ୍ଷ କୋଟିର କୃଷି ଋଣ

ନୂଆଦିଲ୍ଲୀ,୨ା୨: କେନ୍ଦ୍ର ସରକାର ୨୦୨୦-୨୧ ଆର୍ଥିକ ବର୍ଷରେ ୧୫ ଲକ୍ଷ କୋଟି ଟଙ୍କାର କୃଷି ଋଣ ଦେବା ପାଇଁ ଯୋଜନା କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ ଏହା ୧୩.୫ ଲକ୍ଷ କୋଟି ଟଙ୍କା ଥିବାବେଳେ ଏଥିରେ ୧୧% ବୃଦ୍ଧି କରାଯାଇଛି। ଚାଷୀମାନଙ୍କୁ…

ନିର୍ମଳା କଲେ ନିରାଶ

ନୂଆଦିଲ୍ଲୀ,୨ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ୨୦୨୦-୨୧ ଆର୍ଥିକ ବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତିି। ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ନରେନ୍ଦ୍ର ମୋଦି ସରକାରଙ୍କ ଏହା ହେଉଛି ଦ୍ୱିତୀୟ ବଜେଟ। ୩୦ ଲକ୍ଷ ୪୨ ହଜାର…

ଆଜି ହୋଇପାରେ ଚୂଡ଼ାନ୍ତ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୨: ବହୁଚର୍ଚ୍ଚିତ ନିର୍ଭୟା ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା(୨୬)ଙ୍କ ମର୍ସି ପିଟିଶନ ରଦ୍ଦ ହୋଇଯାଇଛି। ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡାଦେଶରେ ପରିବର୍ତ୍ତିତ କରିବା ଲାଗି ବିନୟ କରିଥିବା ଆବେଦନକୁ ଶନିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରିଦେଇଛନ୍ତି। ସହ ଅନ୍ୟ…

ବଜେଟ: କାହାକୁ ଫାଇଦା, କାହାର କ୍ଷତି

ନୂଆଦିଲ୍ଲୀ,୨ା୨: ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କହିଥିଲେ, ଲୋକଙ୍କ ଆୟ ବଢ଼ାଇବା, ସେମାନଙ୍କ କ୍ରୟଶକ୍ତି ବଢ଼ାଇବା ଏବଂ ଆର୍ଥିକ ମୂଳଦୁଆକୁ ମଜଭୂତ କରିବା ଓ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣରେ ରଖିବା ଉପରେ ଜୋର ଦିଆଯାଇଛି। ଏହି ବଜେଟରୁ ପରିବହନ ଭିତ୍ତିଭୂମି,…

ସ୍ବାସ୍ଥ୍ୟସେବା ଲାଗି ୬୯ ହଜାର କୋଟି

ନୂଆଦିଲ୍ଲୀ, ୧ା୨: କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ସ୍ବାସ୍ଥ୍ୟସେବାର ବିକାଶ ଲାଗି ମୋଟ ୬୯ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗି ବଜେଟରେ ୬,୪୦୦ କୋଟି ଟଙ୍କା ରହିଛି। ଏଥିରେ ୨୦…

ଶେୟାର ବଜାରରେ ନୈରାଶ୍ୟ: ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ; ମୋଦି ସରକାରଙ୍କ ୭ ବଜେଟରେ ୫ ଥର ସଙ୍କଟ

ମୁମ୍ବାଇ,୧।୨: ଚଳିତ ୨୦୨୦-୨୧ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ନୈରାଶ୍ୟ ଖେଳି ଯାଇଛି। ଫଳରେ ସେନସେକ୍ସ୍‌ ୭୮୦ ଅଙ୍କ ହ୍ରାସ ପାଇଛି। ଶେୟାର ବଜାର ୩୯,୩୯୦ସ୍ତରରେ ବନ୍ଦ ହୋଇଛି। ସେହିପରି ନିଫ୍ଟିରେ ୨୦୦ ଅଙ୍କ ହ୍ରାସ ପାଇଛି। ନିଫ୍ଟି ୧୧,୭୪୧.୬୫ରେ…

ବଢିଲା ପ୍ରତିରକ୍ଷା ବଜେଟ

ନୂଆଦିଲ୍ଲୀ,୧।୨: ଗତବର୍ଷ ତୁଳନାରେ ଚଳିତ ବର୍ଷ ପ୍ରତିରକ୍ଷା ବଜେଟର ପରିମାଣକୁ ବୃଦ୍ଧି କରାଯାଇଛି। ଶନିବାର ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିବା ବଜେଟରେ ପ୍ରତିରକ୍ଷା ପାଇଁ ୧ଲକ୍ଷ ୧୦ ହଜାର ୭୩୪ କୋଟି ଟଙ୍କା ଅନୁମୋଦନ କରାଯାଇଛି। ଯାହା…

ଅଧିକ ସମୟ ବଜେଟ ଭାଷଣ ପଢ଼ି ରେକର୍ଡ କଲେ ସୀତାରମଣ

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୭୩ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ସେ ଦୀର୍ଘ ୨ ଘଣ୍ଟା ୪୧ ମିନିଟ୍‌ର ବଜେଟ ଭାଷଣ ପଢ଼ି ଏହି ରେକର୍ଡ କରିଛନ୍ତି। ଗତ ୭୩ ବର୍ଷ ମଧ୍ୟରେ ସଂସଦରେ ୯୧ ଥର…

କମିଲା ଆୟକର: ୫ରୁ ୭.୫ ଲକ୍ଷ ରୋଜଗାର ଉପରେ ଟିକସ ୧୦%

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ସରକାର ଆୟକର କମାଇ ଦେଇଛନ୍ତିି। ଏଣିକି ୫ ଲକ୍ଷରୁ ୭.୫ ଲକ୍ଷ ଆୟକରୁ ଥିବା ବ୍ୟକ୍ତି ବିଶେଷଙ୍କୁ ୧୦% ଟିକସ ଦେବାକୁ ପଡ଼ିବ। ପୂର୍ବରୁ ଏହା ୨୦% ଥିଲା। ତେବେ ୫ ଲକ୍ଷ ପର୍ଯ୍ୟନ୍ତ ଆୟକରୁ…

ବ୍ୟାଙ୍କ ବୁଡିଗଲେ ବି ମିଳିବ ୫ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୧।୨: ଚଳିତ ବଜେଟରେ ବ୍ୟାଙ୍କ ଜମାକୁ ନେଇ ସରକାର ବଡ ଘୋଷଣା କରିଛନ୍ତି। ବ୍ୟାଙ୍କ ବୁଡିଗଲେ ବି ଗ୍ରାହକଙ୍କର ୫ ଲକ୍ଷ ପର୍ଯ୍ୟନ୍ତ ଟଙ୍କା ସୁରକ୍ଷିତ ରହିବ ବୋଲି ଏଥର ବଜେଟରେ ଘୋଷଣା କରାଯାଇଛି। ବ୍ୟାଙ୍କରେ ଟଙ୍କା ଜମା କରୁଥିବା ଗ୍ରାହକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri