ସ୍ବଚ୍ଛତା ଭାରତ ମିଶନ ପାଇଁ ୧୨,୩୦୦ କୋଟି ଏବଂ ଜଳ ଜୀବନ ମିଶନ ଲାଗି ୧୧,୫୦୦ କୋଟି ବ୍ୟୟ ଅଟକଳ
ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ କେନ୍ଦ୍ରୀୟ ବଜେଟରେ ସ୍ବଚ୍ଛତା ଭାରତ ମିଶନ ପାଇଁ ୧୨,୩୦୦ କୋଟି ଏବଂ ଜଳ ଜୀବନ ମିଶନ ଲାଗି ୧୧,୫୦୦ କୋଟି ବ୍ୟୟ ଅଟକଳ କରାଯାଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ସେହିପରି ସ୍ବାସ୍ଥ୍ୟ କ୍ଷେତ୍ରରେ ୬୯,୦୦୦…
ଶିକ୍ଷା ପାଇଁ ୯୯, ୩୦୦ କୋଟି ଏବଂ ଦକ୍ଷତା ବିକାଶ ଲାଗି ୩୦୦୦ କୋଟି ବ୍ୟୟ ବରାଦ
ନୂଆଦିଲ୍ଲୀ,୧।୨: ଚଳିତ ବଜେଟରେ ଶିକ୍ଷା ପାଇଁ ୯୯, ୩୦୦ କୋଟି ଏବଂ ଦକ୍ଷତା ବିକାଶ ଲାଗି ୩୦୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ଶିକ୍ଷା ବିକାଶ ଅନ୍ତର୍ଗତ ରାଷ୍ଟ୍ରୀୟ ପୋଲିସ ବିଶ୍ୱ ବିଦ୍ୟାଳୟ…
୨୦୨୪ ସୁଦ୍ଧା ୧୦୦ ନୂଆ ବିମାନ ବନ୍ଦର; ଯାତ୍ରା କରିବ ୧୫୦ରୁ ଅଧିକ ଟ୍ରେନ୍
ନୂଆଦିଲ୍ଲୀ,୧।୨: ଚଳିତ ବର୍ଷର ବଜେଟ୍ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତା ରମଣ ଉପସ୍ଥାପନ କରିଛନ୍ତି। ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାର ବହୁ ଯୋଜନା ଉପରେ ଗୁରୁତ୍ୱାରୋପ କରିଛନ୍ତି। ୨୦୨୪ ସୁଦ୍ଧା ଦେଶରେ ୧୦୦ ନୂଆ ବିମାନ ବନ୍ଦର ନର୍ମାଣ…
ଗାଁ-ଗରିବ ଚାଷୀ-ରୋଜଗାରକୁ ବଜେଟରେ ଗୁରୁତ୍ୱ
ନୂଆଦିଲ୍ଲୀ,୧।୨: ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଗାଁ-ଗରିବ ଚାଷୀ-ରୋଜଗାରକୁ ଗୁରୁତ୍ୱ ଦିଆଯାଇଛି। ୨୦୩୦ ସୁଦ୍ଧାରେ ଦେଶରେ ଯୁବବର୍ଗଙ୍କ ସଂଖ୍ୟା ଅନ୍ୟ ବର୍ଗଙ୍କ ତୁଳନାରେ ଅଧିକ ରହିବ। ସେମାନଙ୍କୁ ଆବଶ୍ୟକ ନିଯୁକ୍ତି ଯୋଗାଇବା ପାଇଁ ସରକାର…
ଚାଷୀଙ୍କ ପାଇଁ ୧୬ସୂତ୍ରୀ ଯୋଜନା: ୨୦୨୨ ସୁଦ୍ଧା ଆୟ ହେବ ୨ ଗୁଣା
ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶନିବାର କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଚାଷୀଙ୍କ ପାଇଁ ୧୬ ସୂତ୍ରୀ ଯୋଜନା ଲାଗୁ କରିବାକୁ ସୀତାରମଣ ସୂଚନା ଦେଇଛନ୍ତି। ସେହିପରି ୨୦୨୨ ସୁଦ୍ଧା ଚାଷୀଙ୍କ ଆୟ ୨ ଗୁଣା କରିବା ଲକ୍ଷ୍ୟ ନେଇ…
ରାଷ୍ଟ୍ରପତିଙ୍କ ଦ୍ୱାରା ଖାରଜ ହେଲା ବିନୟଙ୍କ କ୍ଷମା ଆବେଦନ
ନୂଆଦିଲ୍ଲୀ,୧।୨: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମାଙ୍କ କ୍ଷମା ଆବେଦନକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଖାରଜ କରି ଦେଇଛନ୍ତି। ଏବେ ଏହି ମାମଲାରେ ୪ ଦୋଷୀଙ୍କୁ ଫାଶୀ ଦେବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ଶୁକ୍ରବାର ସୁପ୍ରିମକୋର୍ଟ…
ଭାରତରେ ‘କରୋନା’ ଛନକା
ନୂଆଦିଲ୍ଲୀ, ୧ା୨(ପି.ଟି.): ଭାରତରେ କରୋନା ଭାଇରସ୍ କାୟା ବିସ୍ତାର କରିବାରେ ଲାଗିଛି। ଶୁକ୍ରବାର ୬ ସନ୍ଦିଗ୍ଧଙ୍କୁ ଚିକିତ୍ସା ଲାଗି ଦିଲ୍ଲୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ କେରଳରେ ୧୦୫୩ ଜଣ ବ୍ୟକ୍ତିଙ୍କୁ ଅବ୍ଜରଭେଶନରେ ରଖାଯାଇଛି। ଦିଲ୍ଲୀର ରାମ୍ ମନୋହର ଲୋହିଆ ହସ୍ପିଟାଲର ସ୍ବତନ୍ତ୍ର…
ସିଏଏକୁ ରାଷ୍ଟ୍ରପତିଙ୍କ ପ୍ରଶଂସା
ନୂଆଦିଲ୍ଲୀ,୧ା୨(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ପ୍ରାରମ୍ଭରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର କେନ୍ଦ୍ରୀୟ ହଲ୍ରେ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ଅବସରରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ଐତିହାସିକ ବୋଲି କହିଛନ୍ତି। ଏହା ମହାତ୍ମା…
ଜିଡିପି ୬.୫% ଛୁଇଁବା ଆଶା
ନୂଆଦିଲ୍ଲୀ,୧ା୨: ଶୁକ୍ରବାରଠାରୁ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହି ଅବସରରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଏପ୍ରିଲ ପହିଲାରୁ ଆରମ୍ଭ ହେଉଥିବା ଆସନ୍ତା ଆର୍ଥତ୍କ ବର୍ଷରେ ଦେଶର ଜିଡିପି…
ନିର୍ଭୟା ମାମଲା: ଫେବୃୟାରୀ ୧ରେ ଦୋଷୀଙ୍କୁ ଦିଆଯିବନି ଫାଶୀ
ନୂଆଦିଲ୍ଲୀ,୩୧।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଦିଲ୍ଲୀର ପଟିଆଲା ହାଉସକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଫେବୃୟାରୀ ୧ରେ ଏହି ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଏବେ ଏହାକୁ ଘୁଞ୍ଚାଇ ଦିଆଯାଇଛି।…
ପୁଣି ସୁପର ଓଭରରେ ଜିତିଲା ଭାରତ
ଓ୍ବେଲିଂଟନ,୩୧।୧- ସିରିଜ୍ର ତୃତୀୟ ମ୍ୟାଚ୍ ଭଳି ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍କୁ ସୁପର ଓଭରରେ ଭାରତ ଜିତି ନେଇଛି। ସୁପର ଓଭରରେ ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୪ ରନ୍ର ବିଜୟ ଲକ୍ଷ୍ୟକୁ ବିରାଟ ବାହିନୀ ଗୋଟିଏ ବଲ ପୂର୍ବରୁ ହାସଲ…
‘ସବ୍କା ସାଥ୍ ସବ୍କା ବିକାଶ’ ମନ୍ତ୍ରରେ ସରକାର କାମ କରୁଛନ୍ତି: ରାଷ୍ଟ୍ରପତି
ନୂଆଦିଲ୍ଲୀ,୩୧।୧: ଶୁକ୍ରବାର ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହାପୂର୍ବରୁ ସେଣ୍ଟ୍ରାଲ ହଲ୍ରେ ଉଭୟ ଗୃହକୁ ସମ୍ବୋଧିତ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆ ଭାରତ ନିର୍ମାଣ ପାଇଁ ଆହ୍ବାନ ଦେଇଛନ୍ତି। ଏହି ଦଶନ୍ଧି ନୂଆ ଭାରତ ନିର୍ମାଣ ପାଇଁ ଗୁରୁତ୍ୱପୂର୍ଣ୍ଣ।…
Archives


