Home Middle

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୯୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨। ୭(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ସୁସ୍ଥ ୧୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୭୧, ଯାଜପୁରରୁ୨୫, ନବରଙ୍ଗପୁରରୁ ୨୪, ସମ୍ବଲପୁରରୁ ୨୨, ଖୋର୍ଦ୍ଧାରୁ ୧୫, ବାଲେଶ୍ୱରରୁ ୯, ବରଗଡରୁ ୬…

କଟକ ସହରରେ ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ପୁଣି ୯ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୧୨ା୭: ରବିବାର କଟକ ସହରରୁ ଆଉ ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ୮ ଜଣ ଇନ୍‌ଷ୍ଟିଚ୍ୟୁଶନାଲ୍‌ କ୍ୱାରାଣ୍ଟାଇନରେ ଥିବା ବେଳେ ଜଣେ ହୋମ୍‌ କ୍ୱାରାଣ୍ଟାଇନ୍‌ ଥାଇ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନେ ହେଲେ…

ପାଇଲଟ ସାଜିବାକୁ ସଚିନଙ୍କ ଇଛା: ବହୁମତ ପାଇଁ ଆବଶ୍ୟକ ୧୦୧ ସଦସ୍ୟ

ଜୟପୁର, ୧୨।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାରଙ୍କ ଉପରେ ସଙ୍କଟ ମାଡ଼ିଆସୁଛି। ସଚିନ ପାଇଲଟ ଏବେ ରାଜ୍ୟର ପାଇଲଟ ସାଜିବାକୁ ଇଛା କରିଛନ୍ତି। ତେବେ ଶାସନ ଡୋର ଧରିବା ଲାଗି ୧୦୧ ଜଣ ସଦସ୍ୟଙ୍କ ବହୁମତର ଆବଶ୍ୟକତା ରହିଛି। ରାଜ୍ୟରେ…

ନାଁକୁ କଟକଣା: ଉପରଠାଉରିଆ ଭାବେ ଚାଲିଛି ଯାଞ୍ଚ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ସାରା ବିଶ୍ୱରେ କରୋନାର ଭୟାବହତାକୁ ନେଇ ସ୍ଥିତି ଖରାପ ହେବା ପରେ ରାଜ୍ୟଗୁଡ଼ିକରେ ପ୍ରଶାସନିକ ଅଧିକାରୀମାନେ ନୂଆ ନିୟମ ଅନୁପାଳନ କରି ଏହାର ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି। କରୋନା ଯେପରି ସାଧାରଣରେ ସଂକ୍ରମଣ ନ ହେବ ସେଥିଲାଗି ଗତ…

ଯୋଗୀଙ୍କ ଶାସନ: ୩ ବର୍ଷରେ ୧୧୨ ଏନ୍‌କାଉଣ୍ଟର

ନୂଆଦିଲ୍ଲୀ, ୧୨।୭: ଉତ୍ତରପ୍ରଦେଶରେ ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କ ଏନ୍‌କାଉଣ୍ଟର ପରେ ଏବେ ୫ ବର୍ଷର ଏନ୍‌କାଉଣ୍ଟର ତଥ୍ୟ ନେଇ ସାରା ଦେଶରେ ଚର୍ଚ୍ଚା ଜାରି ରହିଛି। ଅପରାଧୀଙ୍କୁ ଏନ୍‌କାଉଣ୍ଟର କରାଯିବା କିଛି ନୂଆ ଘଟଣା ନୁହେଁ। ୨୦୧୨-୧୩ରୁ ୨୦୧୭-୧୮ ଗତ ୫…

CORONAVIRUS UPDATE: ଆଉ ୩ ମୁଣ୍ଡ ନେଲା କରୋନା; ସମସ୍ତେ ଗଞ୍ଜାମ ଜିଲାର

ଭୁବନେଶ୍ୱର,୧୨।୭(ବ୍ୟୁରୋ): କରୋନାରେ ଆଉ ୩ଜଣଙ୍କ ମୃତ୍ୟୁ। ମୃତକମାନେ ଗଞ୍ଜାମ ଜିଲାର। ଏବେ ସୁଦ୍ଧା ଜିଲାରେ ମୃତ୍ୟୁ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି। ସେହିଭଳି ରାଜ୍ୟରେ କରୋନାଜନିତ ମୃତ୍ୟୁ ୬୪କୁ ବୃଦ୍ଧି ପାଇଛି। ପ୍ରକାଶ ଯେ, ରବିବାର ରାଜ୍ୟରେ ୫୯୫ ନୂଆ କରୋନା…

ଚାଇନାକୁ ଘେରିଲେ ଭାରତ-ଆମେରିକା-ଜାପାନ

ନୂଆଦିଲ୍ଲୀ, ୧୨।୭: ଚାଇନାକୁ ଭାରତ, ଆମେରିକା ଏବଂ ଜାପାନ ମିଳିତ ଭାବେ ଘେରିବା ଆରମ୍ଭ କରିଛନ୍ତି। ଭାରତ ଆଫ୍ରିକାର ବିଭିନ୍ନ ଦେଶରେ ନିଜର ସ୍ଥିତି ସୁଦୃଢ଼ କରିବାକୁ ଯୋଜନା କରିଛି। ଏପରିସ୍ଥଳେ ଚାଇନା ମଧ୍ୟ ଭାରତ ସହିତ ପ୍ରତିଯୋଗିତାପୂର୍ଣ୍ଣ ମନୋଭାବ ରଖିଛି।…

CORONAVIRUS UPDATE: ଆଜି ଚିହ୍ନଟ ହେଲେ ୫୯୫ ଆକ୍ରାନ୍ତ; ମୋଟ ସଂଖ୍ୟା ୧୩,୧୨୧କୁ ବୃଦ୍ଧି

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ୫୯୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୯୪ କ୍ୱାରାଣ୍ଟାଇନ୍‌ କେସ୍‌ ଥିବା ବେଳେ ୨୦୧ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧୩୧୨୧କୁ ବୃଦ୍ଧି ପାଇଛି। ସେଥିରୁ ୮୩୬୦ ସୁସ୍ଥ…

ଷ୍ଟାର୍ଟଅପ୍‌ ଏବେ ଷ୍ଟପ୍‌

ଭୁବନେଶ୍ୱର,୧୨।୭: କୋଭିଡ୍‌-୧୯ ସମଗ୍ର ଦେଶରେ ବ୍ୟବସାୟ କରିବା ଢାଞ୍ଚାକୁ ସମ୍ପୂର୍ଣ୍ଣ ଭାବେ ବଦଳାଇ ଦେଇଛି। ଅଧିକାଂଶ ବିଜ୍‌ନେସ୍‌ର ମ୍ୟାନେଜମେଣ୍ଟ ପ୍ରାକ୍ଟିସ୍‌ ପରିବର୍ତ୍ତନ ହୋଇଥିବା ବେଳେ ଅଧାରୁ ଅଧିକ ଷ୍ଟାର୍ଟଅପ୍‌ ଏବଂ ସୂକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଷ୍ଟପ୍‌ ବା…

ଛୋଟ ହେବ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୧୨ା୭(ଆଇଏଏନ୍‌ଏସ୍‌):ପାର୍ଲାମେଣ୍ଟର ସ୍ଥାୟୀ କମିଟିଗୁଡ଼ିକ ବସିବା ପରେ ଏବେ ମୌସୁମୀ ଅଧିବେଶନ ଆୟୋଜନ ପାଇଁ ଉଦ୍ୟମ ଚାଲିଛି। ପୂର୍ବରୁ ଅଣାଯାଇଥିବା ଅଧ୍ୟାଦେଶଗୁଡ଼ିକୁ ଗୃହୀତ କରାଇବା ପାଇଁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଛନ୍ତି। ତେବେ ଲୋକ ସଭା ଓ ରାଜ୍ୟ ସଭା ସେକ୍ରେଟାରିଏଟ୍‌ ଆଗରେ…

ଅମିତାଭ ବଚ୍ଚନ କୋଭିଡ୍‌ ପଜିଟିଭ୍‌

ମୁମ୍ବାଇ,୧୧ା୭- ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ କୋଭିଡ୍‌ ପଜିଟିଭ୍‌ ବାହାରିଛି। ଏନେଇ ସେ ଶନିବାର ଟୁଇଟରରେ ସୂଚନା ଦେଇଛନ୍ତି। ଏହି ବିଶିଷ୍ଟ ଅଭିନେତା କରୋନା ଭୂତାଣୁରେ ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ତାଙ୍କୁ ମୁମ୍ବାଇସ୍ଥିତ ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ…

ବାଲେଶ୍ୱରରେ ଆତ୍ମହତ୍ୟାର ଲାଇଭ ଭିଡିଓ

ଖଇରା,୧୧।୭(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ଥାନା ସାରୁଗାଁ ପଞ୍ଚାୟତ ଅଧୀନ ମିଟୁଆଣି ଗ୍ରାମର ପିତାମ୍ବର ଲେଙ୍କା(୩୮)ନିଜର ଲାଇଭ ଭିଡିଓ ମାଧ୍ୟମରେ ଆତ୍ମହତ୍ୟା କରିବା ଘଟଣା ନେଇ ଏକ ଭିଡିଓ ଭାଇରାଲ ହୋଇଛି ା ଶନିବାର ସାରେ ଖଇରା ଥାନା ଏସ୍‌ଆଇ ଅଶ୍ବିନୀ ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?