Home Middle

ଭୁବନେଶ୍ୱରରେ ଆରମ୍ଭ ହେଲା ସେରୋଲୋଜିକାଲ ଟେଷ୍ଟ

ଭୁବନେଶ୍ୱର, ୧୧ା୭(ବ୍ୟୁରୋ): ଭୁବନେଶ୍ୱରରେ ଏବେ କୋଭିଡ୍‌-୧୯ ସଂକ୍ରମଣ ହୁହୁହୋଇ ବଢ଼ୁଛି। ଗୋଷ୍ଠୀ ସଂକ୍ରମଣ ସ୍ଥିତି ଉପୁଜିଥିବାବେଳେ ଅଧିକାଂଶ ନୂଆ ପଜିଟିଭ୍‌ ପୁରୁଣା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ଜଣାପଡିଛି। ଏପରିସ୍ଥିତିରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଶନିବାରଠାରୁ ସହରରେ…

ରାଜ୍ୟରେ ଆଉ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୧।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରେ ସର୍ବାଧିକ ୧୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୨୭, କଟକରୁ ୨୬, ନୟାଗଡରୁ ୧୮, ପୁରୀରୁ ୧୬, ସମ୍ବଲପୁରରୁ ୧୪,…

ହଟସ୍ପଟ ଅଞ୍ଚଳରୁ ଲୋକେ ଆସୁଥିବାରୁ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା: ବିଏମ୍‌ସି କମିଶନର

ଭୁବନେଶ୍ୱର,୧୧।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରି ଚାଲିଛି କରୋନା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବଢିବାରେ ଲାଗିଛି। ହଟସ୍ପଟ ଅଞ୍ଚଳରୁ ଲୋକେ ଭୁବନେଶ୍ୱର ଆସୁଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଯାହା ବିଏମସି ପାଇଁ ଏକ ବଡ…

୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗ ଉଣ୍ଡି ବସିଛନ୍ତି

ଶ୍ରୀନଗର, ୧୧।୭: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ୨୫୦ରୁ ୩୦୦ ଆତଙ୍କବାଦୀ ସୁଯୋଗକୁ ଅପେକ୍ଷା କରିଛନ୍ତି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକ ନିକଟରେ ଥିବା ଲଞ୍ଚପ୍ୟାଡ୍‌ରେ ଆତଙ୍କବାଦୀମାନେ ଅନୁପ୍ରବେଶ କରିବା ଲାଗି ପ୍ରସ୍ତୁତ ରହିଛନ୍ତି ବୋଲି ମେଜର ଜେନେରାଲ ବିରେନ୍ଦ୍ର ଭାଟ୍ସ୍‌…

ରାଜଧାନୀରେ ମାଡ଼ି ଚାଲିଛି କରୋନା: ଆଜି ଚିହ୍ନଟ ହେଲେ ଆଉ ୩୮

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜଧାନୀରେ ଶନିବାର ଆଉ ୩୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୬ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୧୨ ଲୋକାଲ କେସ୍‌ ରହିଛି। ସେହିଭଳି ୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଅପରାହ୍ନରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ…

ଲକ୍‌ଡାଉନ୍‌ରେ ବି ଭାରତରେ ଜନ୍ମ ନେବେ ୨ କୋଟି ୧୦ ଲକ୍ଷ ଶିଶୁ: ଚାଇନା ଦ୍ୱିତୀୟ ସ୍ଥାନରେ

ଜେନେଭା, ୧୧।୭: ଚଳିତ ୨୦୨୦ ବର୍ଷରେ ପୃଥିବୀରେ ୧୧ କୋଟିରୁ ଅଧିକ ଶିଶୁ ଜନ୍ମ ହେବେ। କରୋନା ମହାମାରୀ ସଙ୍କଟରେ ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ତେବେ ମାର୍ଚ୍ଚ ୧୧ଠାରୁ ଡିସେମ୍ବର ୧୬ ମଧ୍ୟରେ ଶିଶୁମାନେ ଜନ୍ମନେବେ ବୋଲି ୟୁନିସେଫ୍‌…

ମାଫିଆ ଡନ୍‌ କାହା ବଳରେ ହେଉଛନ୍ତି ବାହୁବଳୀ ?

ନୂଆଦିଲ୍ଲୀ, ୧୧।୭: ବିକାଶ ଦୁବେଙ୍କ ଭଳି ମାଫିଆ ଡନ୍‌ କାହା ବଳରେ ବାହୁବଳୀ ହେଉଛନ୍ତି ସେ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ବିକାଶଙ୍କ ସରେଣ୍ଡର ଘଟଣା, ଏହାପରେ ଏନ୍‌କାଉଣ୍ଟର ଏକ ଫିଲ୍ମର କାହାଣୀ ପରି ଜଣାପଡୁଛି। ଏହାର କିଛି ଦିନ…

୪ ଦିନରେ ଲକ୍ଷେ ନୂଆ ଆକ୍ରାନ୍ତ: ଭାରତ ଉପରେ କରୋନା ସଙ୍କଟ

ନୂଆଦିଲ୍ଲୀ, ୧୧।୭: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଛୁଇଁବା ପାଇଁ ୧୧୦ ଦିନ ସମୟ ନେଇଥିଲା। ତେବେ ଗତ ୪ ଦିନ ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ବୃଦ୍ଧି ପାଇ…

ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୫: ମୃତ୍ୟୁ ସଂଖ୍ୟା ୬୧କୁ ବୃଦ୍ଧି

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ ଶନିବାର ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୨ଜଣ ରହିଥିବା ବେଳେ ପୁରୀ-ଭୁବନେଶ୍ୱର-କଟକରୁ ଜଣେ ଲେଖାଏ ରହିଛନ୍ତି। ଏହାକୁ ମିଶାଇ ଗଞ୍ଜାମ ଜିଲାରେ…

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭୦ କରୋନା ପଜିଟିଭ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଲା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୫୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

କୁପଓ୍ବାରାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ : ୨ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୧।୭: ଭାରତୀୟ ସେନାଙ୍କୁ ଶନିବାର ଭୋର ସମୟରେ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର କୁପଓ୍ବାରା ଜିଲାର ହାଣ୍ଡଓ୍ବାରାଠାରେ ଏକବଡ଼ ଧରଣର ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଭାରତୀୟ ସେନାଙ୍କ ଗୁଳିରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। କିଛି ଆତଙ୍କବାଦୀ ବାରମୁଳା…

କରୋନା ସଂକ୍ରମଣକୁ ରୋକିବା ସମ୍ଭବ: ମୁମ୍ବାଇର ଧରାବି ମଡ଼େଲକୁ ପ୍ରଶଂସା

ଜେନେଭା, ୧୧।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି ଯେ, କରୋନା ସଂକ୍ରମଣକୁ ରୋକିବା ସମ୍ଭବ। ଏଥିପାଇଁ ମୁମ୍ବାଇର ଧରାବି ଅଞ୍ଚଳରେ ଗ୍ରହଣ କରାଯାଇଥିବା ମଡ଼େଲକୁ ଡବ୍ଲ୍ୟୁଏଚ୍‌ଓ ପ୍ରଶଂସା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?