ଡରାଇଲାଣି କୋରୋନା ଭାଇରସ: ସନ୍ଦେହରେ ମୁମ୍ବାଇର ୨ ବ୍ୟକ୍ତି
ମୁମ୍ବାଇ,୨୪।୧: କୋରୋନା ଭାଇରସ ଏବେ ଚାଇନାରେ ଆତଙ୍କ ଖେଳାଇଛି। ଏବେ ଚାଇନାରୁ ଆସିଥିବା ୨ ବ୍ୟକ୍ତି କୋରୋନା ଭାଇରସରେ ଆକ୍ରାନ୍ତ ଥିବା ସନ୍ଦେହ କରି ସେମାନଙ୍କୁ ମୁମ୍ବାଇର ଏକ ହସ୍ପିଟାଲର ସ୍ବତନ୍ତ୍ର ଓ୍ବାର୍ଡରେ ରଖି ଚିକିତ୍ସା କରାଯାଉଥିବା ଜଣାପଡିଛି। ମୁମ୍ବାଇର ଛତ୍ରପତି…
ହାଇକୋର୍ଟ ପକ୍ଷରୁ ଜେଏନ୍ୟୁ ଛାତ୍ରଙ୍କୁ ମିଳିଲା ଆଶ୍ୱସନା
ନୂଆଦିଲ୍ଲୀ,୨୪।୧: ହଷ୍ଟେଲ ଫି ବୃଦ୍ଧି ପ୍ରତିବାଦରେ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିବା ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍ୟୁ)ର ଛାତ୍ରଙ୍କୁ ମିଳିଛି ଆଶ୍ୱସନା। ଶୁକ୍ରବାର ଏହି ଆବେଦନର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେଉଁ ୧୦ ପ୍ରତିଶତ ଛାତ୍ର ରେଜିଷ୍ଟ୍ରେଶନ କରି ନାହାନ୍ତି ସେମାନେ…
ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ଜେଲ୍ରୁ ବାହାରିଲେ ପୁଞ୍ଜିଲାଲ
ବଲାଙ୍ଗୀର ଅଫିସ,୨୪ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇ ଜେଲରୁ ମୁକୁଳିଛନ୍ତି। ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ହାଇକୋର୍ଟ ସର୍ତ୍ତମୂଳକ ଭାବେ ମାତ୍ର ୪…
ସାବିତ୍ରୀ ରଥ ହେବେ ଓଡ଼ିଶା ହାଇକୋର୍ଟ ବିଚାରପତି
କଟକ ଅଫିସ,୨୪ା୧:ହାଇକୋର୍ଟ ଆଡଭୋକେଟ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ। ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ସାବିତ୍ରୀଙ୍କ ନାମ ଗତ ବୁଧବାର ସୁପାରିସ କରାଯାଇଥିଲା। କଲେଜିୟମର ସୁପାରିସ ଉପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ମୋହର ମାରିବା ପରେ ରଥ ନିଯୁକ୍ତି ପାଇବେ।…
ଏଏପିର ୫ ବିଦ୍ରୋହୀ ପ୍ରାର୍ଥୀ କେଜ୍ରିଓ୍ବାଲଙ୍କ ମୁଖ୍ୟ ସମସ୍ୟା
ନୂଆଦିଲ୍ଲୀ,୨୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ଦଳ ମଧ୍ୟରେ ପ୍ରଚାର ପ୍ରତିଦ୍ୱନ୍ଦ୍ୱିତା ଆରମ୍ଭ ହୋଇଛି। ଆମ୍ ଆଦ୍ମୀ ପାର୍ଟି ଚଳିତ ଥର ୧୫ ଜଣ ବିଧାୟକଙ୍କୁ ଟିକଟ ଦେବାକୁ ମନା କରିଥିଲା। ସେଥିମଧ୍ୟରୁ ୫ ବିଧାୟକ ବିଦ୍ରୋହୀ ପ୍ରାର୍ଥୀ ଭାବେ…
ଗଡ଼ ବିଜୟ ପାଇଁ ଭାଜପାର ନୂଆ ରଣନୀତି: ଛୋଟ ସଭାକୁ ଗୁରୁତ୍ୱ
ନୂଆଦିଲ୍ଲୀ,୨୩।୧: ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ଏନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର ଜୋର୍ସୋର୍ ଆରମ୍ଭ ହୋଇଛି। ଭାଜପା ଚଳିତ ଥର ଗଡ଼ ବିଜୟ ଲକ୍ଷ୍ୟ ନେଇ କେତେକ ନୂଆ ରଣନୀତି ଆପଣେଇଛି। ଭାଜପା ପକ୍ଷରୁ ନିର୍ବାଚନ ପ୍ରଚାର ସମୟରେ…
ସାବିତ୍ରୀ ରଥ ହେବେ ହାଇକୋର୍ଟ ବିଚାରପତି
କଟକ ଅଫିସ,୨୩।୧: ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ ସାବିତ୍ରୀ ରଥ। ସୁପ୍ରିମକୋର୍ଟ କଲେଜିୟମ ମିଟିଂରେ ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି। ଏବେ ସେ ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରୁଛନ୍ତି। ତେବେ ସାବିତ୍ରୀଙ୍କ ନିଯୁକ୍ତି ନେଇ ସୁପ୍ରିମକୋର୍ଟ ଓ୍ବେବ୍ସାଇଟ୍ରେ ସୂଚନା…
ପୂର୍ବାହ୍ନ ୧୧ଟା ବଦଳରେ ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ଖୋଲି କହିବେ ‘ମନ୍ କି ବାତ୍’
ନୂଆଦିଲ୍ଲୀ,୨୩।୧: ଚଳିତ ଜାନୁୟାରୀ ୨୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ପରିବର୍ତ୍ତନ ଅଣାଯାଇଛି। ରବିବାର ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୧ଟା ବଦଳରେ ସନ୍ଧ୍ୟା ୬ଟାରେ ନିଜର ମନର କଥା ଖୋଲି କହିବେ। ଏହି ଦିନ ସାଧାରଣତନ୍ତ୍ର ଦିବସ ପଡୁଥିବାରୁ…
ଚଳିତ ଆର୍ଥିକ ବର୍ଷରେ ୬୨ ଲକ୍ଷରୁ ଅଧିକଙ୍କୁ ମିଳିଛି ନିଯୁକ୍ତି: ଇପିଏଫ୍ଓ
ନୂଆଦିଲ୍ଲୀ,୨୩।୧: ଚଳିତ ୨୦୧୯-୨୦ ଆର୍ଥିକ ବର୍ଷର ନଭେମ୍ବର ସୁଦ୍ଧା ୬୨ ଲକ୍ଷ ୩୮ ହଜାରଙ୍କୁ ନୂତନ ନିଯୁକ୍ତି ମିଳିଛି। ୨୦୧୮-୧୯ରେ ଏହା ୬୧ ଲକ୍ଷ ୧୨ ହଜାର ଥିଲା ବୋଲି କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍ଓ) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ପ୍ରକାଶ…
୭୦ ବର୍ଷରେ ହୋଇ ନ ଥିବା କାମ ୮ ମାସରେ କରିଛନ୍ତି ମୋଦି: ନଡ୍ଡା
ଆଗ୍ରା, ୨୩।୧: ଦେଶରେ ଗତ ୭୦ ବର୍ଷ ମଧ୍ୟରେ ହୋଇପାରି ନ ଥିବା କାମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାତ୍ର ୮ ମାସରେ କରି ଦେଖାଇଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ସମ୍ଭାଳିବା ପରେ କେ.ପି.ନଡ୍ଡା ଆଗ୍ରାଠାରେ ନାଗରିକତ୍ୱ ସଂଶୋଧନ…
ଡେଥ୍ ଓ୍ବାରେଣ୍ଟ୍ ଜାରି କରିଥିବା ବିଚାରପତିଙ୍କ ବଦଳି
ନୂଆଦିଲ୍ଲୀ,୨୩।୧: ନିର୍ଭୟା ମାମଲାରେ ଦୋଷୀଙ୍କ ଲାଗି ଡେଥ୍ ଓ୍ବାରେଣ୍ଟ୍ ଜାରି କରିଥିବା ବିଚାରପତିଙ୍କ ବଦଳି କରାଯାଇଛି। ବିଚାରପତି ସତୀଶ ଆରୋରା ଏଣିପି ପାଟିଆଳା ହାଉସ୍ କୋର୍ଟ ପରିବର୍ତ୍ତେ ସୁପ୍ରିମ୍କୋର୍ଟରେ ଦାୟିତ୍ୱ ସମ୍ଭାଭାଳିବେ। ଗୋଟିଏ ମାସରେ ସେ ନିର୍ଭୟା ଦୋଷୀଙ୍କୁ ୨ ଥର…
କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ଲକ୍ଷ ଲକ୍ଷ ପଦବୀ ଖାଲି
ନୂଆଦିଲ୍ଲୀ,୨୩।୧: ଦେଶରେ ବେକାରଙ୍କ ସଂଖ୍ୟା ଦିନ କୁ ଦିନ ବଢ଼ି ଚାଲିଛି। ଚାକିରି ପାଇଁ ଆଶାୟୀଙ୍କ ମଧ୍ୟରେ ହାହାକାର ଦେଖାଦେଇଛି। ତେବେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ୬ ଲକ୍ଷ ୮୫ ହଜାର ଚାକିରି ଖାଲି ପଡ଼ିଛି। ଏନେଇ କେନ୍ଦ୍ର ସରକାରଙ୍କ…
Archives


