ତାଳଚେର ସାର କାରଖାନା ପ୍ରକଳ୍ପ କାର୍ଯ୍ୟ ବନ୍ଦ
ନୂଆଦିଲ୍ଲୀ,୮।୭: ଭାରତ-ଚାଇନା ଯୁଦ୍ଧ ଲଦାଖର ଗଲ୍ଓ୍ବାନ ଉପତ୍ୟକାରେ ହୋଇଥାଇପାରେ, କିନ୍ତୁ ତାହାର ପ୍ରଭାବ ଦୂରଦୂରାନ୍ତରେ ପଡ଼ୁଛି। ଓଡ଼ିଶାର ଦୁଇଜଣ ଶହୀଦ ଚନ୍ଦ୍ରକାନ୍ତ ପ୍ରଧାନ ଓ ନନ୍ଦୁରାମ ସୋରେନ ପ୍ରଥମ ୨୦ ଭାରତୀୟ ମୃତ ଯବାନଙ୍କ ମଧ୍ୟରେ ଥିବାବେଳେ ଏବେ ଦୁଇଦେଶ ମଧ୍ୟରେ…
କରୋନା ଛାଟ: ୨ ବର୍ଷ ଯାଏ ନୂଆ ପଦବୀ ନାହିଁ, ଅଫିସରଙ୍କୁ ଏସବୁ ମନା
ଭୁବନେଶ୍ୱର,୭।୭(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଙ୍ଗଳବାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା ୨ ବର୍ଷ ଯାଏ ନୂଆ ପଦବୀ ସୃଷ୍ଟି…
୩୦% କମିଲା ସିବିଏସ୍ଇ ସିଲାବସ୍
ନୂଆଦିଲ୍ଲୀ,୭।୭: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସିବିଏସ୍ଇ ଏହାର ସିଲାବସ୍ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛି। ଚଳିତ ବର୍ଷ ନବମରୁ ଦ୍ୱାଦଶ ଶ୍ରେଣୀ ଯାଏ ସିଲାବସ୍(ପାଠ୍ୟକ୍ରମ) ହ୍ରାସ ହେବ। ତେବେ ୩୦%…
CORONAVIRUS UPDATE: ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୨୧୭ ଆକ୍ରାନ୍ତ, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୬,୭୦୩କୁ ବୃଦ୍ଧି
ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ଆଉ ୨୧୭ କରେନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୮ଜଣ ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୧୮, ବାଲେଶ୍ୱରରୁ ୧୬, ମୟୂରଭଞ୍ଜରୁ ୧୫, ବରଗଡ଼ରୁ ୧୩, କେନ୍ଦୁଝରରୁ ୧୨, ଝାରସୁଗୁଡ଼ାରୁ ୮, ମାଲକାନଗିରିରୁ…
ରାଜଧାନୀରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ: ଆଜି ଚିହ୍ନଟ ହେଲେ ଆଉ ୨୯ ପଜିଟିଭ୍
ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜଧାନୀରୁ ମଙ୍ଗଳବାର ୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ଲୋକାଲ କେସ୍, ୧୪ କ୍ୱାରାଣ୍ଟାଇନ୍ କେସ୍ ଏବଂ ଜଣେ ଜଣେ କୋଭିଡ୍ ଯୋଦ୍ଧା ରହିଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୭୯ରେ ପହଞ୍ଚିଛି। ଏ…
ଚାଇନାକୁ ଦୁଇପଟୁ ଘେରାଉ: ପାହାଡ଼ରେ ଯୁଦ୍ଧ ବିମାନ, ସମୁଦ୍ରରେ ଯୁଦ୍ଧପୋତ
ନୂଆଦିଲ୍ଲୀ, ୭।୭: ଚାଇନାର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗଲଓ୍ବାନ ଘାଟିର ହିଂସ୍ରକ ଘଟଣା ପରେ ଏବେ ଚାଇନା ହରଡ଼ଘଣାରେ ପଡ଼ିଛି। ଗୋଟିଏ ପଟେ ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଲଦାଖର ପାହାଡ଼ ଅଞ୍ଚଳରେ ଲଗାତାର ପଇଁତରା ମାରୁଛି। ସେହିପରି…
ଆଖି ବୁଜିଲେ ଆଉ ୪ କରୋନା ଆକ୍ରାନ୍ତ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୨କୁ ବୃଦ୍ଧି
ଭୁବନେଶ୍ୱର, ୭।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
CORONAVIRUS UPDATE: ୧୦ ହଜାର ଛୁଇଁଲା ରାଜ୍ୟରେ ପଜିଟିଭ ସଂଖ୍ୟା
ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ପୁଣି ୫୭୧ ନୂଆ କରୋନା ପଜିଟିଭ୍ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ…
ଚାଇନା ସହିତ ଲଢ଼େଇ ହେଲେ ଭାରତ ପଟେ ରହିବେ ଆମେରିକା ସୈନ୍ୟ
ଓ୍ବାଶିଂଟନ/ନୂଆଦିଲ୍ଲୀ, ୭।୭: ଭାରତ ଚାଇନା ମଧ୍ୟରେ ଉତ୍ତେଜନା କ୍ରମଶଃ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଚାଇନା ସହିତ ଲଢ଼େଇ ହେଲେ ଆମେରିକା ସୈନ୍ୟ ଭାରତ ପଟେ ରହିବ ବୋଲି ହ୍ବାଇଟ୍ ହାଉସ୍ ସଙ୍କେତ ଦେଇଛି। ଚାଇନା ମଧ୍ୟରେ ଯୁଦ୍ଧ ଲାଗିଲେ ଆମେରିକା ଭାରତ…
୭ ଲକ୍ଷ ଟପିଲା କରୋନା ସଂକ୍ରମଣ
ନୂଆଦିଲ୍ଲୀ,୭ା୭(ପି.ଟି.): ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିଚାଲିଥିବାବେଳେ ସୋମବାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୪,୨୪୮ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ୪୨୫ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ଦେଶରେ ମୋଟ…
ହୋମ କ୍ୱାରାଣ୍ଟାଇନରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ
ବାଲେଶ୍ୱର ଅଫିସ, ୬ା୭- କେନ୍ଦ୍ର ଏମଏସଏମ୍ଇ ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଚଳିତମାସ ୨ ଓ ୩ ତାରିଖରେ ନୀଳଗିରି ବିଧାୟକ ଇଂ ସୁକାନ୍ତ ନାୟକଙ୍କ ସହ ସରକାରୀ କାର୍ଯ୍ୟକ୍ରମ ଓ ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ଏକାଦଶାହ କାର୍ଯ୍ୟରେ ଯୋଗ…
ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସଙ୍କ ପରଲୋକ
ଜଗତ୍ସିଂହପୁର ଅଫିସ୍/ଭୁବନେଶ୍ୱର,୬।୭(ବ୍ୟୁରୋ)-ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ୬୬ ବର୍ଷ ବୟସରେ ସୋମବାର ସନ୍ଧ୍ୟାରେ ପରଲୋକ ଘଟିଛି। ସେ ବ୍ରେନ୍ ଷ୍ଟ୍ରୋକ୍ରେ ପୀଡ଼ିତ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପ୍ରାୟ ୧୨ ଦିନ…

