‘ସାମ୍ବିଧାନିକ ଘୋଷଣା ହେଲେ ସିଏଏକୁ ରାଜ୍ୟ ବିରୋଧ କରିବା ସମସ୍ୟା ହେବ’
ନୂଆଦିଲ୍ଲୀ,୨୦ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ପ୍ରତ୍ୟାହାର ପାଇଁ ସଂକଳ୍ପନାମା ଗୃହୀତ କରାଇବା ପ୍ରତି ରାଜ୍ୟ ବିଧାନସଭାର ସାମ୍ବିଧାନିକ ଅଧିକାର। ତେବେ ଯଦି ସୁପ୍ରିମକୋର୍ଟ ଏହି ଆଇନକୁ ସାମ୍ବିଧାନିକ ଘୋଷଣା କରନ୍ତି ତେବେ ଏହାକୁ ବିରୋଧ କରିବା ରାଜ୍ୟଗୁଡ଼ିକ ପାଇଁ ସମସ୍ୟା ହେବ…
ଲୋକଙ୍କ ଅର୍ଥରେ ଆତ୍ମପ୍ରଚାର ମନା
ନୂଆଦିଲ୍ଲୀ, ୨୦।୧: (ଆଇଏଏନ୍ଏସ୍): ଜନସାଧାରଣଙ୍କ କଷ୍ଟ ଉପାର୍ଜିତ ଧନକୁ ବ୍ୟବହାର କରି ରାଜ୍ୟ ସରକାରଗୁଡ଼ିକ ବିଜ୍ଞାପନ ଜରିଆରେ ଆତ୍ମପ୍ରଚାର କରିପାରିବେ ନାହିଁ। ଶାସକ ଦଳର ନେତାମାନେ ରାଜକୋଷରୁ ଅର୍ଥ ଉଠାଇ ଗଣମାଧ୍ୟମରେ ବିଜ୍ଞାପନ ଦେଉଥିବା ନେଇ ଅଭିଯୋଗ ଆସିବା ପରେ ସୁପ୍ରିମକୋର୍ଟଙ୍କ…
ଭୁବନେଶ୍ୱରରୁ ସୁରଟକୁ ଉଡ଼ିଲା ବିମାନ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ବହୁଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। ସୋମବାର ସକାଳ ୮.୪୦ମିନିଟ୍ରୁ ଏୟାର ଇଣ୍ଡିଆର ଏ୩୨୧ ବିମାନ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୮୧ ଜଣ ଯାତ୍ରୀଙ୍କୁ ନେଇ ସୁରଟକୁ ସିଧାସଳଖ ଉଡ଼ାଣ ଆରମ୍ଭ କରିଛି। ମାତ୍ର ଦୁଇଘଣ୍ଟାରେ ଏହା…
ବେଙ୍ଗାଲୁରୁରେ ଟିମ୍ ଇଣ୍ଡିଆର ଧମାକା: ୨-୧ରେ ଜିତିଲା ସିରିଜ୍
ବେଙ୍ଗାଲୁରୁ,୧୯।୧: ଅଷ୍ଟ୍ରେଲିଆ ବିପକ୍ଷ ୩ଟିକିଆ ଏକଦିବସୀୟ ସିରିଜର ଶେଷ ମ୍ୟାଚରେ ଭ୍ରମଣକାରୀ ଦଳକୁ ୭ ଉଇକେଟରେ ପରାସ୍ତ କରି ସିରିଜକୁ ୨-୧ କବ୍ଜା କରିଛି ଭାରତ। ରୋହିତ ଶର୍ମାଙ୍କ ଶତକ ଏବଂ ବିରାଟ କୋହଲି ଅର୍ଦ୍ଧଶତକ ବଳରେ ଭାରତ ଏହି ବିଜୟ…
୬ ବର୍ଷରେ ୩ ହଜାର ୯ଶହ ୨୪ ଶରଣାର୍ଥୀଙ୍କୁ ମିଳିଛି ଭାରତୀୟ ନାଗରିକତ୍ୱ: ଅର୍ଥମନ୍ତ୍ରୀ
ଚେନ୍ନାଇ,୧୯।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଚେନ୍ନାଇରେ ଏକ ସଭାରେ ଯୋଗଦେଇ ସେ କହିଛନ୍ତି ଯେ, ଗତ ୬ ବର୍ଷ ମଧ୍ୟରେ ୩ ହଜାର ୯ଶହ ୨୪ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତ୍ୱ ମିଳିଛି।…
ଗଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ଏନ୍ସିଆର୍ରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ରଚିଛି ଆଇଏସ୍ଆଇ: ଗୋଇନ୍ଦା ରିପୋର୍ଟ
ନୂଆଦିଲ୍ଲୀ,୧୯।୧: ଆଗକୁ ଗଣତନ୍ତ୍ର ଦିବସ। ଏହା ପୂର୍ବରୁ ଦିଲ୍ଲୀ ଏନ୍ସିଆର୍ରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ କରିବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ଷଡ଼ଯନ୍ତ୍ର ରଚିଛି। ଅଲ-ବଦ୍ର ଆତଙ୍କବାଦୀ ସଂଗଠନ ସହାୟତାରେ ଏଭଳି ଆକ୍ରମଣ କରିବା ଲାଗି ଆଇଏସ୍ଆଇ ବ୍ଲୁପ୍ରିଣ୍ଟ୍…
୮ ବର୍ଷରେ ୪୪ ଦୋଷୀଙ୍କ ୩୨ ରାଜକ୍ଷମା ଖାରଜ: ୩ଙ୍କୁ ଦିଆଯାଇଛି ଫାଶୀ
ନୂଆଦିଲ୍ଲୀ,୧୯।୧: ନିର୍ଭୟା ଦୋଷୀଙ୍କୁ ଫାଶୀ କେବେ ଦିଆଯିବ ସେ ନେଇ ସମ୍ପ୍ରତି ଦେଶବ୍ୟାପି ଚର୍ଚ୍ଚା ଜାରି ରହିଛି। ନିର୍ଭୟା ଦୋଷୀଙ୍କ ମଧ୍ୟରୁ ମୁକେଶ ସିଂଙ୍କ ରାଜକ୍ଷମା ଖାରଜ ହୋଇଛି। ତେବେ ଇତିମଧ୍ୟରେ ପଓ୍ବନ ଗୁପ୍ତା ମାମଲା ଦାଏର ସମୟରେ ସେ ନାବାଳକ…
ପାକିସ୍ତାନ ପାଇଁ ଗୁପ୍ତଚରୀ: ୯ ବର୍ଷରେ ୩୨ ସେନା ଓ ବିଏସ୍ଏଫ୍ ଯବାନ ଗିରଫ
ଯୋଧପୁର,୧୯।୧: ଗତ ୯ ବର୍ଷରେ ପାକିସ୍ତାନ ପାଇଁ ଗୁପ୍ତଚରୀ କରୁଥିବା ଅଭିଯୋଗରେ ଭାରତର ୩୨ ସେନା ଓ ବିଏସ୍ଏଫ୍ ଯବାନଙ୍କୁ ଗିରଫ କରାଯାଇଛି। ସେଥିମଧ୍ୟରୁ ୨୦୧୯ରେ ସର୍ବାଧିକ ୧୩ଙ୍କୁ ଏହି ଅଭିଯୋଗରେ ଗିରଫ କରାଯାଇଛି। ଏନେଇ ପ୍ରକାଶିତ ଏକ ରିପୋର୍ଟରୁ ଜଣାପଡ଼ିଛି।…
ଦୈନିକ ଆତ୍ମହତ୍ୟା କରୁଛନ୍ତି ୩୫ ବେକାର
ନୂଆଦିଲ୍ଲୀ,୧୯ା୧(ପି.ଟି.): ଦେଶରେ ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଉଛି। ୨୦୧୮ରେ ଦୈନିକ ହାରାହାରି ୩୫ ଜଣ ବେରୋଜଗାରୀ ଓ ୩୬ଜଣ ଆତ୍ମନିଯୁକ୍ତି ପାଇଥିବା ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସେହିବର୍ଷ ମୋଟ ୨୬,୦୮୫ ଜଣ ବେରୋଜଗାରୀ ଓ ଆତ୍ମନିଯୁକ୍ତ ବ୍ୟକ୍ତି ଜୀବନ ହାରିଥିବା ଜାତୀୟ…
ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୧୮।୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନାଁ ଧରୁନି। ଶନିବାର ପାକିସ୍ତାନ ରାଜୌରୀ ଜିଲାର ନୌସେରା ଏବଂ ଲାମ୍ ସେକ୍ଟରରେ ଥିବା ଭାରତୀୟ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରିଛି। ଏହାର ଜବାବରେ ଭାରତୀୟ…
୨୦ରେ ହେବ ପବନଙ୍କ ଆବେଦନର ଶୁଣାଣି
ନୂଆଦିଲ୍ଲୀ,୧୮।୧: ନିର୍ଭୟା ଗଣବଳାତ୍କାରର ଅନ୍ୟତମ ଦୋଷୀ ପବନ ଗୁପ୍ତା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଶୁକ୍ରବାର ସେ ସୁପ୍ରିମକୋର୍ଟରେ ଆବେଦନ କରିଥିବା ବେଳେ ଏହାର ଶୁଣାଣି ଆସନ୍ତା ୨୦ ତାରିଖରେ ହେବ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ପବନ କହିଥିଲେ ଘଟଣା ସମୟରେ…
ବିଶ୍ୱବିଦ୍ୟାଳୟରେ ପ୍ରଦାନ କରାଯାଉଥିବା ଶିକ୍ଷା ସମାଜରେ ହୋଇଥାଏ ପ୍ରତିଫଳିତ: ପ୍ରଧାନ ବିଚାରପତି
ନାଗପୁର,୧୮।୧: ବିଶ୍ୱବିଦ୍ୟାଳୟ ଇଟା ଏବଂ ସିମେଣ୍ଟରେ ନିର୍ମାଣ କରାଯାଇଥିବା ଏକ ଉତ୍ପାଦନ କେନ୍ଦ୍ର ନୁହେଁ। ଏଠାରେ ପ୍ରଦାନ କରାଯାଉଥିବା ଶିକ୍ଷା ହିଁ ପରବର୍ତ୍ତୀ ସମୟରେ ଶିକ୍ଷାର୍ଥୀଙ୍କ ଦ୍ୱାରା ସମାଜରେ ପ୍ରତିଫଳିତ ହୋଇଥାଏ। ନାଗପୁର ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ସମାରୋହରେ ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି…
Archives


