CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୬୯ ନୂଆ ସଂକ୍ରମିତ, ମୋଟ ଆକ୍ରାନ୍ତ ସଂଖ୍ୟା ୯ହଜାର ଟପିଲା
ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ରବିବାର ୪୬୯ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୧୭ କ୍ୱାରାଣ୍ଟାଇନ୍ ମାମଲା ଥିବା ବେଳେ ୧୫୨ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୦୭୦କୁ ବୃଦ୍ଧି ପାଇଛି।…
ସିଆର୍ପିଏଫ୍ ପାଟ୍ରୋଲିଂ ଟିମ୍ ଉପରେ ପୁଣି ଆକ୍ରମଣ: ଆଇଇଡ଼ି ବିସ୍ଫୋରଣ କଲେ ଆତଙ୍କବାଦୀ
ଶ୍ରୀନଗର, ୫।୭: ଜମ୍ମୁ-କଶ୍ମୀର ପୁଳଓ୍ବାମା ଜିଲାରେ ରବିବାର ପୁଣି ସିଆର୍ପିଏଫ୍ ପାଟ୍ରୋଲିଂ ଟିମ୍ ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ସକାଳ ୭ଟା ୪୦ରେ ଆତଙ୍କବାଦୀମାନେ ୧୮୨ ବାଟାଲିୟନ ସିଆର୍ପିଏଫ୍ ଟିମ୍କୁ ଲକ୍ଷ୍ୟ କରି ଆଇଇଡ଼ି ବିସ୍ଫୋରଣ କରିଛନ୍ତି। ଏଥିରେ ଜଣେ ଭାରତୀୟ…
ସରିଲା ରଥଯାତ୍ରା: ରହିବ ସ୍ମରଣୀୟ
ପୁରୀ ଅଫିସ,୫।୭: ଶେଷ ହୋଇଛି ୨୦୨୦ର ସ୍ବତନ୍ତ୍ର ଓ ସ୍ମରଣୀୟ ରଥଯାତ୍ରା। ବିଗତ ବର୍ଷରେ ଅନେକ ପ୍ରତିକୂଳ ପରିସ୍ଥିତି ଆସିଛି। ୧୮ଥର ଶ୍ରୀମନ୍ଦିର ଆକ୍ରମଣ ଯୋଗୁ ୨୨ଥର ସ୍ଥାନାନ୍ତର ହୋଇଛନ୍ତି ମହାପ୍ରଭୁ। ଏଥିପାଇଁ ବହୁବର୍ଷ ରଥଯାତ୍ରା ବନ୍ଦ ହୋଇଥିବା ବେଳେ ପୁଣି…
ବିଦେଶରେ ଶିକ୍ଷା ସ୍ବପ୍ନ: ଉଦ୍ବେଗ ବଢ଼ାଇଲା ସର୍ଭେ ରିପୋର୍ଟ
ଭୁବନେଶ୍ୱର,୫।୭: ଡାକ୍ତରୀ ଶିକ୍ଷା ପାଇଁ ଓଡ଼ିଶାରେ ମାତ୍ର ୧୫୦୦ ସିଟ୍ ରହିଛି। ହେଲେ ଆଶାୟୀଙ୍କ ସଂଖ୍ୟା ଏହାଠାରୁ ୩୦ଗୁଣା ଅଧିକ ଅର୍ଥାତ୍ ୩୫ରୁ ୪୦ ହଜାର ରହୁଛି। ତେଣୁ ଛାତ୍ରୀଛାତ୍ର ଅନ୍ୟ ରାଜ୍ୟରେ ଥିବା ବିଭିନ୍ନ ମେଡିକାଲ କଲେଜରେ ଡାକ୍ତରୀ ଶିକ୍ଷା…
କ୍ୟାନ୍ସର ହସ୍ପିଟାଲରୁ ପୁଣି ୩୮ ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ୍,୪ା୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ନିରାପତ୍ତାରକ୍ଷା ହୋଇଥିବା ବେଳେ ଅନ୍ୟ ସମସ୍ତେ…
କୋଭିଡ୍ ନିୟମ ଉଲ୍ଲଂଘନ କରି ବାହାଘର: ଗୋପାଳପୁର ମେ ଫେୟାର ହୋଟେଲ ସିଲ୍
ବ୍ରହ୍ମପୁର ଅଫିସ/ଗୋପାଳପୁର,୪ା୭- ଗଞ୍ଜାମ ଜିଲାରେ ଭୟଙ୍କର ରୂପ ନେଉଛି କରୋନା। ଏହାର ମୁକାବିଲା ପାଇଁ ସରକାର ଲକ୍ଡାଉନ ଘୋଷଣା କରିଛନ୍ତି। ମାତ୍ର ସବୁ ନିୟମକୁ ଫୁ’ କରି ଗୋପାଳପୁର ଥାନା ଇଲାକାରେ ବ୍ରହ୍ମପୁର ସହରର ଜଣେ ପ୍ରତିଷ୍ଠିତ ହୋଟେଲ ମାଲିକଙ୍କ ପୁଅ…
କାଲି ଲଞ୍ଚ ହେବ ଦେଶର ପ୍ରଥମ ଦେଶୀ ଆପ ଏଲିମେଣ୍ଟ୍ସ
ନୂଆଦିଲ୍ଲୀ,୪।୭-ଦିନକୁ ଦିନ ଦେଶରେ ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଭାରତରେ ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ସଂଖ୍ୟା ପାଖାପଖି ୫୦ କୋଟିରୁ ଅଧିକ ରହିଥିବା ଏକ ତଥ୍ୟରୁ ଜଣାପଡ଼ିଛି। ଏହାସତ୍ତ୍ୱେ ଦେଶରେ ସାମାଜିକ ଗଣମାଧ୍ୟମ ବଜାରରେ ବିଦେଶୀ କମ୍ପାନୀଙ୍କ କବ୍ଜା…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୯ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୪।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୯୧ ଜଣଥିବା ବେଳେ ଖୋର୍ଦ୍ଧାର୨୯, ଗଜପତିର ୨୬, ଝାରସୁଗୁଡାରୁ ୧୫, ବଲାଙ୍ଗୀରର ୧୨, ଜଗତସିଂପୁରର୧୧, ମୟୂରଭଞ୍ଜର ୧୧, ଯାଜପୁରର ୮, କେନ୍ଦ୍ରାପଡାରୁ ୬…
ରାଜଧାନୀରେ ବଢ଼ୁଛି କରୋନା କାୟା: ପୁଣି ଚିହ୍ନଟ ହେଲେ ୪୫ ନୂଆ ଆକ୍ରାନ୍ତ
ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ଶନିବାର ଆଉ ୪୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୪ ହୋଇଛି। ସେଥିରୁ ୨୪୭ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୧୬୦ ସକ୍ରିୟ…
ଚଳିତବର୍ଷ ହେବ ନାହିଁ ବୋଲ୍ବମ୍ ଯାତ୍ରା
ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନା ତା’ର କାୟା ବିସ୍ତାର କରିଥିବା ବେଳେ ଏହା ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏଥିରୁ ରକ୍ଷା ପାଇବା ପାଇଁ ସରକାର ଗୋଟିଏ ପରେ ଗୋଟିଏ କଟକଣା ଜାରି କରିଚାଲିଛନ୍ତି। ବିଶେଷକରି ଭିଡ଼ ରୋକିବା ପାଇଁ…
କଟକ ସହର ଶଟ୍ଡାଉନ୍ ଘୋଷଣା
କଟକ ଅଫିସ, ୪।୭: କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବା ପରେ କଟକ ସହରକୁ ଶନିବାର ଶଟ୍ଡାଉନ୍ ଘୋଷଣା କରାଯାଇଛି। ୮ ତାରିଖ ମଧ୍ୟରାତ୍ର ଯାଏ ଏହି ନିୟମ ବଳବତ୍ତର ରହିବ ବୋଲି କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ କୁହାଯାଇଛି। ଏହା…
ଗଞ୍ଜାମରେ କରୋନା ସ୍ଥିତି ଅସମ୍ଭାଳ: ୨ ଆଇଏଏସ୍ ପରେ ଗଲେ ୬ ଓଏଏସ୍
ଭୁବନେଶ୍ୱର,୪।୭(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ ଜିଲା। ଗୋଟିଏ ପଟେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୬୦୧ରେ ପହଞ୍ଚିଥିବା ବେଳେ ସେଥିରୁ ୨୦୬୬ଜଣ ଗଞ୍ଜାମର। ଏପରିକି ଦିନକୁ ଦିନ ଗଞ୍ଜାମରେ ସ୍ଥିତି ଅସମ୍ଭାଳ ହେଉଥିବା ଦେଖିବାକୁ ମିଳୁଛି। ଫଳରେ ସର୍ବାଧିକ ଆକ୍ରାନ୍ତ ଏହି…

