Home Middle

ଭାରତର ହଳଦୀ ଦ୍ୱାରା କ୍ୟାନ୍‌ସର ଚିକିତ୍ସା ଜ୍ଞାନକୌଶଳକୁ ମିଳିଲା ଆମେରିକା ପାଟେଣ୍ଟ୍‌

ଥିରୁଭାନନ୍ତପୁରମ୍‌,୧୫।୧: କ୍ୟାନ୍‌ସର ନାଁ ଶୁଣିଲେ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥାଏ। ଆଧୁନିକ ଜ୍ଞାନକୌଶଳରେ କ୍ୟାନସର ଚିକିତ୍ସା କ୍ଷେତ୍ରରେ ବହୁ ଅଗ୍ରଗତି ହୋଇଛି। ତେବେ ମଧ୍ୟ ଘରୋଇ ଜ୍ଞାନକୌଶଳ ତଥା ଦେଶୀ ଚିକିତ୍ସା ଦ୍ୱାରା ମଧ୍ୟ କ୍ୟାନ୍‌ସର ସେଲ୍‌କୁ ନଷ୍ଟ କରାଯାଇପାରୁଛି।…

ଭାରତ ଆସି ପାରନ୍ତି ଇମ୍ରାନ୍‌: ନିମନ୍ତ୍ରଣ ଦେବେ ମୋଦି ସରକାର !

ନୂଆଦିଲ୍ଲୀ,୧୫।୧: ଚଳିତ ବର୍ଷ ଶେଷରେ ଭାରତରେ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ଭାରତ ସମେତ ପାକିସ୍ତାନ, ଚାଇନା, କାଜାକସ୍ତାନ, କିରଗିଜ୍‌ସ୍ତାନ,ରୁଷିଆ, ତାଜକ୍‌ସ୍ତାନ ଏବଂ ଉଜ୍‌ବେକିସ୍ତାନ ଆଦି ୮ଟି ରାଷ୍ଟ୍ର ଏହାର ସଦସ୍ୟ ରହିଛନ୍ତି। ପାକିସ୍ତାନ ଏହାର…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନର ଷଡ଼ଯନ୍ତ୍ର ହୋଇଛି ବିଫଳ: ସେନାଧ୍ୟକ୍ଷ

ନୂଆଦିଲ୍ଲୀ,୧୫।୧: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନର ପକ୍ଷରୁ ହୋଇଥିବା ଷଡ଼ଯନ୍ତ୍ର ବିଫଳ ହୋଇଛି। ୭୨ତମ ସେନା ଦିବସ ପାଳନ ଅବସରରେ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଏହା କହିଛନ୍ତି। ଭାରତୀୟ ସେନା…

ୟୁକ୍ରେନ୍‌ ଯାତ୍ରୀବାହୀ ବିମାନରେ ମାଡ଼ ହୋଇଥିଲା ୨ଟି ଇରାନୀ କ୍ଷେପଣାସ୍ତ୍ର

ଓ୍ବାଶିଂଟନ,୧୫।୧: ଇରାନ ପକ୍ଷରୁ ଇରାକ୍‌ରେ ଥିବା ଆମେରିକା ଏୟାର ବେସ୍‌ ଉପରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଥିଲା। ଏହି ସମୟରେ ଭୁଲ୍‌ ବଶତଃ ତେହେରାନ୍‌ରୁ ୟୁକ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀବାହୀ ବିମାନ ଉପରେ ଇରାନୀ କ୍ଷେପଣାସ୍ତ୍ର ମାଡ଼ ହୋଇଥିଲା। ଫଳରେ ବିମାନରେ ଥିବା…

ଫାଶୀ ପୂର୍ବରୁ ଜେଲ୍‌ରେ ରୋଜଗାର: ଅକ୍ଷୟ କରିଛନ୍ତି ଅଧିକ; ମୁକେଶ କରି ନାହାଁନ୍ତି କିଛି କାମ

ନୂଆଦିଲ୍ଲୀ,୧୫।୧: ନିର୍ଭୟା ମାମଲାର ୪ ଦୋଷୀଙ୍କୁ ଜାନୁୟାରୀ ୨୨ରେ ସକାଳ ୭ଟାରେ ଫାଶୀ ଦିଆଯିବ। ଏନେଇ ତିହାର ଜେଲ୍‌ କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଦୋଷୀଙ୍କୁ ଜେଲ୍‌ ନମ୍ବର ୩ରେ ଫାଶୀ ଦିଆଯିବ। ଜେଲ୍‌ରେ ଥିବା ସମୟରେ ଅକ୍ଷୟ ଠାକୁର,…

ଜନ୍ମଦିନରେ ଭାଜପାକୁ ଟାର୍ଗେଟ୍‌ କଲେ ମାୟାବତୀ: ମୋଦିଙ୍କ ଶାସନରେ ଅର୍ଥ ବ୍ୟବସ୍ଥା ଶଯ୍ୟାଶାୟୀ, ଗରିବ କିଂକର୍ତ୍ତବ୍ୟମୂଢ଼

ଲକ୍ଷ୍ନୌ, ୧୫।୧: ବିଏସ୍‌ପି ମୁଖ୍ୟ ମାୟାବତୀ ବୁଧବାର ନିଜର ୬୪ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କ ଜନ୍ମଦିବସକୁ ଜନସାଧାରଣଙ୍କ କଲ୍ୟାଣ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ମାୟାବତୀ ଭାଜପା ସହିତ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ଦେଶର ସ୍ଥିତି କଂଗ୍ରେସ…

ଦିଲ୍ଲୀରେ ହେବ ତ୍ରିମୁଖୀ ଲଢ଼େଇ

ନୂଆଦିଲ୍ଲୀ,୧୫ା୧(ପି.ଟି.): ମଙ୍ଗଳବାରଠାରୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏନେଇ ନୋଟିସ ଜାରି କରାଯାଇଛି। ଫେବୃୟାରୀ ୮ରେ ଏଠାରେ ଭୋଟଗ୍ରହଣ କରାଯିବ। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ଲାଗି ତ୍ରିମୁଖୀ…

ଓ୍ବାର୍ନର, ଫିଞ୍ଚ୍‌ଙ୍କ ଶତକ: ଅଷ୍ଟ୍ରେଲିଆ ୧୦ ଉଇକେଟରେ ବିଜୟୀ

ମୁମ୍ବାଇ, ୧୪।୧- ସ୍ଥାନୀୟ ଓ୍ବାଙ୍ଖେଡେ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ବିପକ୍ଷରେ ଦମ୍‌ଦାର ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ। ଓପନର ଡେଭିଡ ଓ୍ବାର୍ନର ଓ ଅଧିନାୟକ ଆରନ ଫିଞ୍ଚ୍‌ଙ୍କ ଅପରାଜିତ ଶତକ ବଳରେ ଅଷ୍ଟ୍ରେଲିଆ ୧୦ ଉଇକେଟରେ…

ଏଣିକି ଯୁକ୍ତ୨ ପ୍ରଥମ ବର୍ଷରେ ପାସ୍‌ ହେବା ଜରୁରୀ, ନଚେତ ଛାତ୍ରୀଛାତ୍ରଙ୍କୁ ଦ୍ୱିତୀୟ ବର୍ଷ ମନା: ମନ୍ତ୍ରୀ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଯୁକ୍ତ୨ ଛାତ୍ରୀଛାତ୍ରଙ୍କ ପାଇଁ ପରୀକ୍ଷା ନିୟମକୁ କଡ଼ାକଡ଼ି କରାଯାଇଛି। ଏଣିକି ପ୍ରଥମ ବର୍ଷ ପରୀକ୍ଷାରେ ପାସ ନ କଲେ ପିଲାମାନେ ଦ୍ୱିତୀୟ ବର୍ଷକୁ ଯାଇପାରିବେ ନାହିଁ। ଦ୍ୱିତୀୟ ବର୍ଷକୁ ଯିବା ଲାଗି ଛାତ୍ରୀଛାତ୍ରଙ୍କୁ ପ୍ରଥମ ବର୍ଷରେ ୩୩% ମାର୍କ ରଖିବାକୁ…

୧୯୬୫ ଏବଂ ୧୯୭୧ ଯୁଦ୍ଧ ଯବାନଙ୍କୁ ମିଳୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌: ସେନାର ପ୍ରସ୍ତାବ

ନୂଆଦିଲ୍ଲୀ,୧୪।୧: ଶତ୍ରୁ ବିପକ୍ଷରେ ୫୫ ବର୍ଷ ତଳେ ଯୁଦ୍ଧ ଲଢ଼ିଥିବା ଯବାନଙ୍କୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌ ମିଳିବ। ଏନେଇ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ସଶସ୍ତ୍ର ବଳ ଭୂତପୂର୍ବ ସୈନିକ ଦିବସ ଅବସରରେ ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ପାଖକୁ…

ପୁଲଓ୍ବାମା ଆକ୍ରମଣର ପୁଣିଥରେ ଯାଞ୍ଚ୍‌ ଦାବି କଲା କଂଗ୍ରେସ: ଦାବିନ୍ଦରଙ୍କ ପଛରେ କାହାର ମାଷ୍ଟର ମାଇଣ୍ଡ୍‌ ?

ନୂଆଦିଲ୍ଲୀ,୧୪।୧: ଆତଙ୍କବାଦୀଙ୍କ ସହିତ ସମ୍ପର୍କ ଥିବା ଅଭିଯୋଗରେ ଡିଏସ୍‌ପି ଦାବିନ୍ଦର ସିଂଙ୍କୁ ଗିରଫ କରାଯାଇ ପଚରାଉଚରା ଜାରି ରହିଛି। ତାଙ୍କର ଆତଙ୍କବାଦୀ ଅଫଜଲ ଗୁରୁଙ୍କ ସହିତ ସମ୍ପର୍କ ଥିବା ଜଣାପଡ଼ିଛି। ଏହି ମାମଲାରେ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ…

୨୨ରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟା ମାମଲାର ଦୋଷୀ: ଖାରଜ ହେଲା କ୍ୟୁରେଟିଭ ପିଟିସନ

ନୂଆଦିଲ୍ଲୀ,୧୪।୧: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମା ଓ ମୁକେଶଙ୍କ ଦ୍ୱାରା ଦାଖଲ କରାଯାଇଥିବା କ୍ୟୁରେଟିଭ ପିଟିସନ ମଙ୍ଗଳବାର ସୁପ୍ରିମକୋର୍ଟରେ ଖାରଜ ହୋଇଯାଇଛି। ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠରେ ଜଷ୍ଟିଶ ଏନ୍‌ଭି ରାମଣ, ଅରୁଣ ମିଶ୍ର, ଆର୍‌ଏଫ୍‌ ନରିମନ, ଆର୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri