Home Middle

ପିଓକେ ଉପରେ ଆକ୍ରମଣ ନେଇ ନରାଓ୍ବଣେଙ୍କ ମନ୍ତବ୍ୟ: ଚିନ୍ତା କରାଯିବ କହିଲେ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ନେଇ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦେଇଥିବା ମନ୍ତବ୍ୟକୁ ନେଇ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାଏକ କହିଛନ୍ତି ଯେ, ସେନା ଉପରେ ଭରସା ଅଛି। ତେବେ ଏନେଇ ସରକାରଙ୍କ ପକ୍ଷରୁ ଚିନ୍ତା କରାଯିବ। ନରାଓ୍ବଣେ…

ତୁଷାର ଝଡ଼: ୩ ଯବାନ ଶହୀଦ୍‌; ୫ ସାଧାରଣ ଲୋକଙ୍କ ମୃତ୍ୟୁ

ଶ୍ରୀନଗର,୧୪।୧: ଉତ୍ତର କଶ୍ମୀରରେ ଦୀର୍ଘ ୪୮ ଘଣ୍ଟା ଧରି ଜାରି ରହିଥିବା ତୁଷାର ଝଡ଼ରେ ସାଧାରଣ ଜୀବନ ଯାତ୍ରା ଠପ୍‌ ହୋଇ ଯାଇଛି। ତୁଷାର ଝଡ଼ ଯୋଗୁ ହୋଇଥିବା ହିମ ସ୍ଖଳନରେ ୩ ଜଣ ଯବାନ ଶହୀଦ୍‌ ହୋଇଛନ୍ତି। ଏଥିରେ ୫…

ସର୍ଜିକାଲ ଷ୍ଟ୍ରାଇକ୍‌ ଏବଂ ଅନୁଚ୍ଛେଦ-୩୭୦ ନେଇ ଭୟଭୀତ ଥିଲେ ଆତଙ୍କବାଦୀ: ଦିଲ୍ଲୀ-ପଞ୍ଜାବରେ ଆକ୍ରମଣ ପାଇଁ ଦାବିନ୍ଦରଙ୍କ ସହିତ ରଚିଥିଲେ ଷଡ଼ଯନ୍ତ୍ର

ଶ୍ରୀନଗର,୧୪।୧: ଆତଙ୍କବାଦୀଙ୍କ ସହିତ ସମ୍ପର୍କ ରଖିବା ଥିବା ଅଭିଯୋଗରେ ଗିରଫ ହୋଇଥିବା ଡିଏସ୍‌ପି ଦାବିନ୍ଦର ସିଂଙ୍କୁ ନେଇ ଗୋଟିଏ ପରେ ଗୋଟିଏ ଗୁପ୍ତ ତଥ୍ୟର ପର୍ଦ୍ଦାଫାଶ୍‌ ହେବାରେ ଲାଗିଛି। ଭାରତୀୟ ସେନା ପକ୍ଷରୁ ପାକିସ୍ତାନରେ କରାଯାଇଥିବା ସର୍ଜିକାଲ ଷ୍ଟ୍ରାଇକ୍‌ ଏବଂ ଜମ୍ମୁ-କଶ୍ମୀରରେ…

ନିର୍ଭୟା ମାମଲା: ଦୋଷୀଙ୍କ କ୍ୟୁରେଟିଭ ପିଟିସନର ଶୁଣାଣି ଆଜି

ନୂଆଦିଲ୍ଲୀ,୧୪।୧: ନିର୍ଭୟା ଗଣ ବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମା ଓ ମୁକେଶଙ୍କ ଦ୍ୱାରା ଦାଖଲ କରାଯାଇଥିବା କ୍ୟୁରେଟିଭ ପିଟିସନର ଶୁଣାଣି ମଙ୍ଗଳବାର ଦିନ ପ୍ରାୟ ୨ଟା ୩୦ ମିନିଟ୍‌ରେ କରାଯିବ। ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠ ଏହାର ଶୁଣାଣି କରିବେ।…

ପାର୍ଲାମେଣ୍ଟ ଭବନ ଆକ୍ରମଣ ପଛରେ ଡିଏସ୍‌ପି ଦାବିନ୍ଦର: ଅଫଜଲ ଗୁରୁଙ୍କ ସହ ଥିଲା ସମ୍ପର୍କ

ନୂଆଦିଲ୍ଲୀ,୧୪ା୧: ଦୁଇ ଆତଙ୍କବାଦୀଙ୍କ ସହ ଧରାପଡ଼ି ରବିବାର ଗିରଫ ହୋଇଥିବା ଜମ୍ମୁ-କଶ୍ମୀରର ପୋଲିସ ଅଫିସର ଦାବିନ୍ଦର ସିଂଙ୍କ ସମ୍ପର୍କରେ ନୂଆ ତଥ୍ୟ ପଦାକୁ ଆସିଛି। ପାର୍ଲାମେଣ୍ଟ ଆକ୍ରମଣ ମାମଲାରେ ଫାଶୀ ପାଇଥିବା ଅଫଜଲ ଗୁରୁଙ୍କ ସହ ଏହି ଡିଏସ୍‌ପିଙ୍କ ସମ୍ପର୍କ ଥିଲା…

କଂଗ୍ରେସର ସିଏଏ ବିରୋଧୀ ମେଳି: ବିରୋଧୀ ଏକତାକୁ ଝଟକା

ନୂଆଦିଲ୍ଲୀ,୧୪ା୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ପାର୍ଲାମେଣ୍ଟ ହାଉସ୍‌ରେ ସୋମବାର କଂଗ୍ରେସ ଡାକିଥିବା ବୈଠକକୁ ଝଟକା ଲାଗିଛି। ବୈଠକରେ ୧୫ଟି ଦଳର ନେତାମାନେ ଯୋଗଦେଇଥିବାବେଳେ ପ୍ରମୁଖ ବିରୋଧୀ ଦଳ ଏସ୍‌ପି, ବିଏସ୍‌ପି, ଟିଏମ୍‌ସି, ଶିବସେନା, ଡିଏମ୍‌କେ ଓ ଏଏପିର…

ଆମାଜନ, ଫ୍ଲିପ୍‌କାର୍ଟ ବିରୋଧରେ ସିସିଆଇର ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪-୧: ଆମାଜନ ଏବଂ ଫ୍ଲିପକାର୍ଟ ବିରୋଧରେ କମ୍ପିଟିଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ତଦନ୍ତ ନିର୍ଦ୍ଦେଶ ଦେଇଛି। ବେଆଇନ ବ୍ୟବସାୟ ପ୍ରଣାଳୀ, ବୃହତ୍‌ ପରିମାଣର ରିହାତି ଏବଂ ସେମାନଙ୍କ ପ୍ଲାଟଫର୍ମରେ ପ୍ରିଫର୍ଡ ସେଲରଙ୍କ ସହ ସହଯୋଗିତା ଭଳି ବିଭିନ୍ନ ପ୍ରସଙ୍ଗକୁ ଆଧାର କରି…

ଆରପାରିରେ ବିଶିଷ୍ଟ ଫିଲ୍ମ ନିର୍ଦ୍ଦେଶକ ମନମୋହନ ମହାପାତ୍ର

ଭୁବନେଶ୍ୱର, ୧୩।୧: ବିଶିଷ୍ଟ ଫିଲ୍ମ ନିର୍ମାତା ଏବଂ ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୬୯ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କ ମୃତ୍ୟୁ ହୋଇଥିବା ସାନ ପୁଅ ମନତୋଷ ମହାପାତ୍ର ସୂଚନା ଦେଇଛନ୍ତି।…

ଜାନୁୟାରୀ ୧୭ରେ ଉତ୍‌କ୍ଷେପଣ ହେବ ଜିସାଟ୍‌-୩୦: ବଢ଼ିବ ଇଣ୍ଟରନେଟ୍‌ ସ୍ପିଡ୍‌

ନୂଆଦିଲ୍ଲୀ,୧୩।୧: ଦେଶର ସଞ୍ଚାର ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଜାନୁୟାରୀ ୧୭ରେ ମହାକାଶକୁ ଜିସାଟ୍‌-୩୦ ଉତ୍‌କ୍ଷେପଣ କରାଯିବ। ଫ୍ରେଞ୍ଚ୍‌ ଗୁଏନାର କୋଉରୋ ଲଞ୍ଚପ୍ୟାଡ୍‌ରୁ ୟୁରୋପିଆନ୍‌ ହେଭି ରକେଟ ଏରିୟନ୍‌-୫-ଇସିଏ ଦ୍ୱାରା ଏହାକୁ ଭାରତୀୟ ସମୟ ରାତି ୨ଟା ୩୫ ମିନିଟରେ ଉତ୍‌କ୍ଷେପଣ…

ସିଆର୍‌ପିଏଫ୍‌ ଗାଡ଼ି ଉପରକୁ ଗୁଳିମାଡ଼ କଲେ ଆତଙ୍କବାଦୀ

ଶ୍ରୀନଗର,୧୩।୧: ଜମ୍ମୁ-କଶ୍ମୀରରେ ସିଆର୍‌ପିଏଫ୍‌ ଗାଡ଼ି ଉପରେ ସୋମବାର ଆତଙ୍କବାଦୀମାନେ ଗୁଳିମାଡ଼ କରିଛନ୍ତି। ସ୍ଥାନୀୟ ଅନନ୍ତନାଗରେ ଏହା ଘଟିଛି। କିଛି ଆତଙ୍କବାଦୀ ସିଆର୍‌ପିଏଫ୍‌ ଗାଡ଼ି ଉପରେ ଆଖିବୁଜା ଗୁଳି ଚଳାଇ ଫେରାର ହୋଇଯାଇଛନ୍ତି। ଅନନ୍ତନାଗ-ପହଲଗାମ୍‌ ରାସ୍ତାରେ ଥିବା ସରନାଲ୍‌ ଅନନ୍ତନାଗଠାରେ ହଠାତ୍‌ ସିଆର୍‌ପିଏଫ୍‌…

ଜେଏନ୍‌ୟୁ ହିଂସା: ତଥ୍ୟ ସୁରକ୍ଷିତ ରଖିବାକୁ ଫେସ୍‌ବୁକ୍‌-ହ୍ବାଟସ୍‌ଆପ୍‌-ଆପଲ-ଗୁଗୁଲକୁ ହାଇକୋର୍ଟ ପକ୍ଷରୁ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୧୩।୧: ଜେଏନ୍‌ୟୁ ହିଂସା ମାମଲାରେ ତଥ୍ୟ ସୁରକ୍ଷିତ ରଖିବାକୁ ଦିଲ୍ଲୀ ହାଇକୋର୍ଟ ପକ୍ଷରୁ ଫେସ୍‌ବୁକ୍‌-ହ୍ବାଟସ୍‌ଆପ୍‌-ଆପଲ-ଗୁଗୁଲକୁ ନୋଟିସ୍‌ ଜାରି କରାଯାଇଛି। ୩ ଜଣ ପ୍ରଫେସର ସିସିଟିଭି ତଥ୍ୟକୁ ସୁରକ୍ଷିତ ରଖିବା ଲାଗି ହାଇକୋର୍ଟରେ ଆବେଦନ କରିଥିଲେ। ଏହାର ଶୁଣାଣି କରି ସୋମବାର କୋର୍ଟ…

ନିର୍ଭୟା ମାମଲା: ତିହାର ଜେଲରେ ୪ ଦୋଷୀଙ୍କ ଡମିକୁ ଦିଆଗଲା ଫାଶୀ

ନୂଆଦିଲ୍ଲୀ,୧୩।୧: ନିର୍ଭୟା ମାମଲାର ୪ ଦୋଷୀଙ୍କୁ ଜାନୁୟାରୀ ୨୨ରେ ସକାଳ ୭ଟାରେ ଫାଶୀ ଦିଆଯିବ। ଏନେଇ ତିହାର ଜେଲ୍‌ କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଇତିମଧ୍ୟରେ ଅଧିକାରୀଙ୍କ ପକ୍ଷରୁ ୪ ଦୋଷୀଙ୍କ ଡମିକୁ ଫାଶୀ ଦିଆଯିବା କାର୍ଯ୍ୟ ଶେଷ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri