Home Middle

ଓଡ଼ିଶାରେ କରୋନା ଟେଷ୍ଟ ଫି’ ୨୨୦୦ ଟଙ୍କା

ଭୁବନେଶ୍ୱର,୩।୭(ବ୍ୟୁରୋ): ଏଣିକି ଘରୋଇ ଲ୍ୟାବ୍‌ରେ କରୋନା ଟେଷ୍ଟ କରାଇପାରିବେ। ଏଥିପାଇଁ ୨୨ଶହ ଟଙ୍କା ଫି’ ଦେବାକୁ ପଡ଼ିବ। ରାଜ୍ୟ ସରକାର ଆର୍‌ଟି-ପିସିଆର୍‌ ଟେଷ୍ଟ ପାଇଁ ସର୍ବାଧିକ ଫି’ ଧାର୍ଯ୍ୟ କରିଛନ୍ତି। ଜିଏସ୍‌ଟି ସହ ସର୍ବାଧିକ ଫି’ ୨୨ଶହ ଧାର୍ଯ୍ୟ କରାଯାଇଛି। ଏହି…

ଲେହରେ ଗର୍ଜିଲେ ମୋଦି

ଲେହ,୩।୭: ସମସ୍ତଙ୍କୁ ଚକିତ କଲାଭଳି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେହ ଗସ୍ତ କରିଛନ୍ତି। ଏହି ଗସ୍ତ ଅବସରରେ ସେ ଚାଇନା ଉପରେ ଖୁବ୍‌ ବର୍ଷିଛନ୍ତି। ସେଠାରେ ସେ ଭାରତୀୟ ସେନାଙ୍କୁ ସମ୍ବୋଧନ ଦେବା ଅବସରରେ କହିଛନ୍ତି ବିସ୍ତାରବାଦର ଯୁଗ ଶେଷ…

ଡରାଇଲାଣି କରୋନା: ରାଜଧାନୀରେ ଚିହ୍ନଟ ହେଲେ ୨୪ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରେ ୨୦ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତ ଥିବା ବେଳେ ୪ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ବିଏମ୍‌ସି ପକ୍ଷରୁ ଅପରାହ୍ନରେ ଟୁଇଟ୍‌…

CORONAVIRUS UPDATE : ରାଜ୍ୟରେ କରୋନା ନେଲା ଆଉ ଦୁଇ ଜୀବନ, ୨୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯ରେ ପହଞ୍ଚିଛି। ମୃତକ ଦ୍ୱୟ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

CORONAVIRUS UPDATE: ବଢୁଛି କରୋନା ଭୟ, ରାଜ୍ୟରେ ଦିନକରେ ୫୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୫୬୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୦୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୪୨୫ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ…

ଅଚାନକ ଲେହରେ ପହଞ୍ଚିଲେ ମୋଦି

ଶ୍ରୀନଗର,୩।୭: ଚାଇନା ସୀମାରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହଠାତ୍‌ ଲେହରେ ପହଞ୍ଚିଛନ୍ତି। ଶୁକ୍ରବାର ସକାଳେ ଏଠାରେ ପହଞ୍ଚି ଯବାନମାନଙ୍କୁ ଭେଟିଥିଲେ। ଏହାପୂର୍ବରୁ କେବଳ ପ୍ରତିରକ୍ଷା ମୁଖ୍ୟ ବିପିନ ରାୱତ ସେଠାକୁ ଯାଇଥିଲେ। ମୋଦି ନିମୁ ଫରୱାର୍ଡ ପୋଷ୍ଟରେ…

ଆଜି ଅଧରପଣା

ପୁରୀ ଅଫିସ,୩।୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଉପରେ ଶୁକ୍ରବାର ଅଧରପଣା ନୀତି ସମ୍ପନ୍ନ ହେବ। ଏଥିଲାଗି ସ୍ବତନ୍ତ୍ର ହାଣ୍ଡି ତିଆରି ସରିଛି। ତାହାକୁ ଅଧରପଣା ହାଣ୍ଡି କୁହାଯାଏ। ଏହି ହାଣ୍ଡିରେ ପଣା ପ୍ରସ୍ତୁତ ହୋଇ ଦାରୁବିଗ୍ରହଙ୍କ ପାଖରେ ଲାଗି ହେବ।…

୭ ଜିଲାକୁ ସୁନାମି ଭୟ

ଭୁବନେଶ୍ୱର,୩।୭(ବ୍ୟୁରୋ):ରାଜ୍ୟକୁ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ସୁନାମି ଆଉ ଏକ ବିପତ୍ତି ଭାବେ ଉଭାହେଲାଣି। କେଉଁ ସମୟରେ ସୁନାମି ଉପକୂଳକୁ କ୍ଷତି ପହଞ୍ଚାଇବ ତାହା ଆକଳନ କରିବା ମୁସ୍କିଲ। ତେବେ ଏହି ବିପଦରୁ ଉପକୂଳ ଅଞ୍ଚଳର ଲୋକମାନଙ୍କୁ ରକ୍ଷା କରିବା…

ପୁଣି ଜଣେ ବଲିଉଡ୍‌ର ପ୍ରସିଦ୍ଧ କଳାକାରଙ୍କ ପରଲୋକ

ବଲିଉଡର ପ୍ରସିଦ୍ଧ କୋରିଓଗ୍ରାଫର ସରୋଜ ଖାନଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ଗତ କିଛିଦିନ ହେବ ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ନିଃଶ୍ୱାସ…

ସୁନାବେଶରେ ୩ ଠାକୁର

ପୁରୀ ଅଫିସ,୨ା୭: ସରି ଆସୁଛି ଶ୍ରୀଗୁଣ୍ଡିଚା ମହୋତ୍ସବ। ବୁଧବାର ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ରତ୍ନବେଦି ଅଭିମୁଖେ ବାହୁଡ଼ି ଆସିଥିଲେ ମହାପ୍ରଭୁ। ଗୁରୁବାର ସିଂହଦ୍ୱାର ସମ୍ମୁଖରେ ରଥାରୂଢ ଦାରୁଦିଅଁଙ୍କ ସୁନାବେଶ ବା ବଡ଼ତଢାଉ ବେଶ ହୋଇଛି। ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ…

ଓଡ଼ିଶାର ଏକମାତ୍ର ସମ୍‌ ହସ୍ପିଟାଲରେ ହେବ କୋଭିଡ୍‌ ଭ୍ୟାକ୍ସିନ୍‌ ପରୀକ୍ଷଣ

ଭୁବନେଶ୍ୱର, ୨।୭(ବୁରୋ): ଭୁବନେଶ୍ୱର ସମ୍‌ ହସ୍ପିଟାଲରେ କୋଭିଡ-୧୯ ପରୀକ୍ଷଣ ହେବ। ମଣିଷ ଉପରେ ପରୀକ୍ଷଣ ଲାଗି ଆଇସିଏମ୍‌ଆର୍‌ ଦ୍ୱାରା ଦେଶର ୧୩ଟି ହସ୍ପିଟାଲ ମନୋନିତ ହୋଇଛି। ୧୩ ହସ୍ପିଟାଲ ମଧ୍ୟରେ ଓଡ଼ିଶାର ଏକମାତ୍ର ସମ୍‌ ହସ୍ପିଟାଲ ରହିଛି। ଏ ନେଇ ଶିକ୍ଷା…

ଜୁଲାଇ ୬ରୁ ଖୋଲିବ ଏହି ସବୁ ଐତିହ୍ୟସ୍ଥଳୀ

ନୂଆଦିଲ୍ଲୀ,୨।୭-ଅନଲକ ୧ ପରେ ବର୍ତ୍ତମାନ ଦେଶରେ ଅନଲକ ୨ ଆରମ୍ଭ ହୋଇଛି। ତେବେ ସରକାର ଧିରେ ଧିରେ କିଛି କଟକଣାକୁ କୋହଳ କରୁଥିବାବେଳେ କିଛି କଟକଣାକୁ କଡାକଡି ପାଳନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏପରିସ୍ଥିତିରେ ତାଜମହଲଠାରୁ ଆରମ୍ଭ କରି ଦିଲ୍ଲୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?