Home Middle

ଆମେରିକୀୟ ସୈନ୍ୟଙ୍କୁ ପୁଣି ଟାର୍ଗେଟ କଲା ଇରାନ: ଏୟାରବେସ୍‌ ଉପରେ ୮ ରକେଟ ମାଡ଼

ବାଗଦାଦ,୧୩ା୧: ପାରମ୍ପରିକ ଶତ୍ରୁ ଇରାନ ଓ ଆମେରିକା ମଧ୍ୟରେ ଚରମ ଉତ୍ତେଜନା ଲାଗି ରହିଥିବାବେଳେ ରବିବାର ରାତିରେ ବଡ଼ ଖବର ଆସିଛି। ଇରାକରେ ଆମେରିକା ସେନାକୁ ଟାର୍ଗେଟ କରିବାକୁ ଯାଇ ୮ ରକେଟ ମାଡ଼ କରିଛି ଇରାନ। ଏଥିରେ ଇରାକ ବାୟୁସେନାର…

ପଞ୍ଜାବ-ରାଜସ୍ଥାନରେ ଡ୍ରୋନ୍‌ ଏବଂ କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୨।୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା ଳାଗି ରହିଛି। ଶୀତଦିନେ ଘନ କୁହୁଡ଼ିର ସାହାରା ନେଇ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଦ୍ୱାରା ତାଲିମପ୍ରାପ୍ତ ଆଫଗାନିସ୍ତାନ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ କରିବାର ଉଦ୍ୟମ କରୁଛନ୍ତି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ…

ଭାରତୀୟ ପ୍ରତିରକ୍ଷା ବ୍ୟବସ୍ଥାକୁ ତାରିଫ୍‌ କଲେ ନରାଓ୍ବଣେ: ହେବନି ଇରାନ ଭଳି ଭୁଲ

ନୂଆଦିଲ୍ଲୀ,୧୨।୧: ଭାରତୀୟ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ରବିବାର ଭାରତୀୟ ପ୍ରତିରକ୍ଷା ବ୍ୟବସ୍ଥାକୁ ତାରିଫ୍‌ କରିଛନ୍ତି। ନରାଓ୍ବଣେ କହିଛନ୍ତି ଇରାନ ଭୁଲରେ ୟୁକ୍ରେନ ଯାତ୍ରୀବାହୀ ବିମାନକୁ ଟାର୍ଗେଟ୍‌ କରିଥିଲା। ତେବେ ଏଭଳି ଭୁଲ ଭାରତର ହେବ ନାହିଁ। ଭାରତ ପାଖରେ…

କୋଲକାତା ପୋର୍ଟ ଟ୍ରଷ୍ଟର ନାଁ ବଦଳାଇଲେ ମୋଦି

କୋଲକାତା,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କୋଳକାତା ପୋର୍ଟ ଟ୍ରଷ୍ଟର ୧୫୦ ତମ ବାର୍ଷିକୀ ଉତ୍ସବରେ ଯୋଗଦେଇଛନ୍ତି। ଏହି ଅବସରରେ ସେ କୋଳକାତା ପୋର୍ଟ ଟ୍ରଷ୍ଟର ନାମ ପରିବର୍ତ୍ତନ କରି ଶ୍ୟାମା ପ୍ରସାଦ ମୁଖାର୍ଜୀ ପୋର୍ଟ କରାଯିବ ବୋଲି କହିଛନ୍ତି। ମୋଦିଙ୍କ…

ଜେଏନ୍‌ୟୁ ହିଂସା: ଅଭିଯୁକ୍ତଙ୍କୁ କ୍ରାଇମ୍‌ ବ୍ରାଞ୍ଚ୍‌ ପକ୍ଷରୁ ତଲବ; ସୋମବାର ହେବେ ହାଜର

ନୂଆଦିଲ୍ଲୀ,୧୨।୧: ଜେଏନ୍‌ୟୁରେ ଘଟିଥିବା ହିଂସାରେ ଚିହ୍ନଟ ହୋଇଥିବା ୯ ଜଣ ଅଭିଯୁକ୍ତ ଛାତ୍ରଙ୍କୁ କ୍ରାଇମ୍‌ ବ୍ରାଞ୍ଚ୍‌ ପକ୍ଷରୁ ହାଜର ହେବା ପାଇଁ ତଲବ କରାଯାଇଛି। ସେମାନେ ସୋମବାର ସ୍ଥାନୀୟ କମଳା ମାକେର୍ଟ ସ୍ଥିତ କ୍ରାଇମ୍‌ ବ୍ରାଞ୍ଚ୍‌ର ଏସ୍‌ଆଇଟି କାର୍ଯ୍ୟାଳୟରେ ହାଜର ହେବେ।…

ସ୍ବତନ୍ତ୍ର ସଂକଳ୍ପକୁ କ୍ୟାବିନେଟ ମୋହର: ରାଜ୍ୟରେ ହେବ ଜାତିଭିତ୍ତିକ ଜନଗଣନା

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ରାଜ୍ୟରେ ସାମାଜିକ, ଆର୍ଥିକ ଏବଂ ଜାତିଭିତ୍ତିକ ଜନଗଣନା ହେବ। ୨୦୨୧ ଜନସଂଖ୍ୟା ଗଣନା ବେଳେ ଏକା ସାଙ୍ଗରେ ଏହି ଗଣନା କରାଯିବ। ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସଇବିସି), ଏସ୍‌ସି/ଏସ୍‌ଟିଙ୍କର ସ୍ବତନ୍ତ୍ର ଗଣନା କରିବେ। ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…

ତ୍ରାଲ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୨।୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ତ୍ରାଲ୍‌ରେ ରବିବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ…

ବେଲୁର ମଠରେ ମୋଦି

କୋଲକାତା,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍କର ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ଦ୍ୱିତୀୟ ଦିନ ଅର୍ଥାତ୍‌ ରବିବାର ହାଓ୍ବଡାରେ ଥିବା ରାମକ୍ରିଷ୍ଣ ପରମହଂସଙ୍କ ବେଲୁର ମଠ ଗସ୍ତ କରି ସେଠାରେ ସେ ରାମକ୍ରିଷ୍ଣ ପରମହଂସଙ୍କୁ ପ୍ରଣିପାତ କରିବା ସହ…

ବିବେକାନନ୍ଦଙ୍କ ବାଣୀ ପ୍ରେରଣା ଯୋଗାଉଛି: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୧୨।୧: ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ରବିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବିବେକାନନ୍ଦଙ୍କ ୧୫୭ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ, ଯୁଗ ଯୁଗ ଧରି ସ୍ବାମୀ ବିବେକାନନ୍ଦଙ୍କ…

ବିଦେଶୀ ପୁଞ୍ଜିନିବେଶ ପାଇଁ ଦ୍ୱାର ଖୋଲିବାକୁ ପିଏମ୍‌ଓର ଯୋଜନା: ଆଣବିକ ଶକ୍ତିରେ ଏଫ୍‌ଡିଆଇକୁ ମିଳିପାରେ ଅନୁମତି

ନୂଆଦିଲ୍ଲୀ,୧୨ା୧(ଆଇଏଏନ୍‌ଏସ୍‌): ଆଣବିକ ଶକ୍ତି କ୍ଷେତ୍ରରେ ଭାରତକୁ ବିଶ୍ୱର ଏକ ପ୍ରମୁଖ ପକ୍ଷ ଭାବେ ଗଢ଼ି ତୋଳିବା ପାଇଁ ମୋଦି ସରକାର ଯୋଜନା କରୁଛନ୍ତି। ଏଥିପାଇଁ ଏହି କ୍ଷେତ୍ର ଲାଗି ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ (ଏଫ୍‌ଡିଆଇ)ର ଦ୍ୱାର ଖୋଲିବାକୁ ସରକାର ଚିନ୍ତା କରୁଥିବା…

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମମତା: ସିଏଏ,ଏନ୍‌ଆର୍‌ସି ପ୍ରତ୍ୟାହାର କର

କୋଲକାତା,୧୨ା୧(ପି.ଟି.): ପଶ୍ଚିମବଙ୍ଗ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜଭବନରେ ଭେଟିଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନର ବିଭିନ୍ନ ପ୍ରସଙ୍ଗ ଉପରେ ପୁନର୍ବିଚାର କରିବା ସହ ସିଏଏ, ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌ ପ୍ରତ୍ୟାହାର କରିନେବା ପାଇଁ ସେ…

ସିଡବ୍ଲ୍ୟୁସି ବୈଠକରେ ମୋଦି, ଶାହାଙ୍କୁ ସୋନିଆଙ୍କ ଟାର୍ଗେଟ: ଏନ୍‌ପିଆର୍‌ ଏକ ଛଦ୍ମବେଶୀ ଏନ୍‌ଆର୍‌ସି

ନୂଆଦିଲ୍ଲୀ,୧୨ା୧(ପି.ଟି.): ଲୋକଙ୍କୁ ଧର୍ମ ଆଧାରରେ ବିଭାଜନ ପାଇଁ ଉଦ୍ଦିଷ୍ଟ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ପ୍ରତ୍ୟାହାର କରି ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ କେନ୍ଦ୍ର ସରକାର ବନ୍ଦ କରନ୍ତୁ ବୋଲି ଶନିବାର କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ଦାବି କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri