Home Middle

ଭୁଲ୍‌ରେ ଖସାଇଥିଲୁ ୟୁକ୍ରେନ ବିମାନ: ବୋଇଂ ୭୩୭ ଦୁର୍ଘଟଣା ନେଇ ଦୋଷ ମାନିଲା ଇରାନ

ତେହେରାନ, ୧୨ା୧ (ଏଏଫ୍‌ପି/ ଆଇଏଏନ୍‌ଏସ୍‌): ଶେଷରେ ଦୋଷ ସ୍ବୀକାର କରିଛି ଇରାନ। ୮ ତାରିଖରେ ୟୁକ୍ରେନ ବିମାନକୁ ଭୁଲବଶତଃ ମିଶାଇଲ ମାଡ଼ କରି ଖସାଇଦେଇଥିବା ଶନିବାର ମାନିଯାଇଛି। ତେବେ ଏହା ଉଦ୍ଦେଶ୍ୟମୂଳକ ଭାବେ ନୁହେଁ, ବରଂ ଅଜାଣତରେ ହୋଇଥିତ୍ବା ମାନବକୃତ ତ୍ରୁଟି…

ଗିରଫ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀଙ୍କ ସୂଚନା: ଦିଲ୍ଲୀରେ ଆକ୍ରମଣ ଷଡ଼ଯନ୍ତ୍ର; ଲୋକପ୍ରିୟ ହିନ୍ଦୁନେତାଙ୍କୁ ହତ୍ୟା ଲାଗି ସୁପାରୀ

ନୂଆଦିଲ୍ଲୀ,୧୧।୧: ଦିଲ୍ଲୀରୁ ଗିରଫ ହୋଇଥିବା ୩ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀ ଭାରତରେ ଆକ୍ରମଣ ପାଇଁ ହୋଇଥିବା ଷଡ଼ଯନ୍ତ୍ର ସମ୍ପର୍କରେ ସୂଚନା ଦେଇଛନ୍ତି। ଦିଲ୍ଲୀ ସମେତ ପଶ୍ଚିମ ଉତ୍ତରପ୍ରଦେଶର କେତେକ ସ୍ଥାନରେ ବଡ଼ଧରଣର ଆକ୍ରମଣ ଲାଗି ଯୋଜନା କରାଯାଇଥିବା ସମ୍ପର୍କରେ ସେମାନେ ପଚରାଉଚରା…

ପାକିସ୍ତାନ ବ୍ୟାଟ୍‌ର ଘୃଣ୍ୟ କାର୍ଯ୍ୟ: ଜଣେ ପୋର୍ଟରଙ୍କ ମୁଣ୍ଡ କାଟି ନେଲେ

ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା କମିବାର ନା ଧରୁନି। ଲଗାତାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ଏବେ ପାକିସ୍ତାନର ବର୍ଡର ଆକ୍ସନ ଟିମ୍‌(ବ୍ୟାଟ୍‌) ପକ୍ଷରୁ ଆକ୍ରମଣ କରାଯାଇଛି। ପାକିସ୍ତାନ ଆଇଇଡି ବିସ୍ଫୋରଣରେ ୨ ଜଣ ପୋର୍ଟରଙ୍କ ମୃତ୍ୟୁ…

ସିଏଏ ଭାରତୀୟଙ୍କ ନାଗରିକତ୍ୱ ଛଡ଼ାଇ ନେବନି ବରଂ ନିଶ୍ଚିତ କରାଇବ: ଶାହ

ଗାନ୍ଧୀନଗର,୧୧।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କୌଣସି ଭାରତୀୟଙ୍କ ନାଗରିକତ୍ୱ ଛଡ଼ାଇ ନେବନି। ବରଂ ଏହି ଆଇନ ଭାରତୀୟଙ୍କ ନାଗରିକତ୍ୱକୁ ନିଶ୍ଚିତ କରାଇବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁଜରାଟର ଗାନ୍ଧୀନଗରଠାରେ ଏକ ସଭାରେ ଯୋଗଦେଇ ପ୍ରକାଶ କରିଛନ୍ତି। ତେବେ ବିରୋଧୀ…

୨୦୧୯ରେ ଭାରତରେ ୪ହଜାର ଶହେ ୯୬ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ: ୯ ହଜାର ୩ ଶହ କୋଟି କ୍ଷତି

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧।୧: ଗତ ୨୦୧୯ ବର୍ଷରେ ପୃଥିବୀର ୨୧ଟି ଦେଶରେ ମୋଟ ୧୮ ହଜାର ୨ ଶହ ୨୫ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ ରହିଥିଲା। ସେଥିମଧ୍ୟରୁ ୧୧ ହଜାର ୮ ଶହ ୫୭ ଘଣ୍ଟା ଇଣ୍ଟରନେଟ୍‌ ଉପରେ କଟକଣା ଜାରି ହୋଇଥିଲା।…

ନିର୍ଭୟା ମାମଲା: ଜାନୁୟାରୀ ୧୪ରେ ହେବ ବିନୟ-ମୁକେଶଙ୍କ କ୍ୟୁରେଟିଭ ପିଟିଶନର ଶୁଣାଣି

ନୂଆଦିଲ୍ଲୀ,୧୧।୧: ଦୀର୍ଘ ୭ ବର୍ଷ ତଳର ଅର୍ଥାତ୍‌ ୨୦୧୨ର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ମିଳିଛି। ଆସନ୍ତା ୨୨ରେ ଏମାନଙ୍କୁ ଦଣ୍ଡବିଧାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେବା ପରେ ସମସ୍ତ ୪ ଦୋଷୀଙ୍କ ପାଇଁ…

ଜେଏନ୍‌ୟୁର ମୁଖାପିନ୍ଧା ଆକ୍ରମଣକାରୀ ଏବିଭିପି ସମର୍ଥକ: ଆକ୍ରମଣ ପୂର୍ବରୁ ଏବଂ ପରେ ଲିଭାଯାଇଥିଲା ଷ୍ଟ୍ରିଟ୍‌ ଲାଇଟ୍‌ !

ନୂଆଦିଲ୍ଲୀ, ୧୧।୧: ଜେଏନ୍‌ୟୁରେ ଜାନୁୟାରୀ ୫ରେ ରାତି ଅନ୍ଧାରରେ କ୍ୟାମ୍ପସ୍‌ରେ ପଶି କିଛି ଦୁର୍ବୃତ୍ତ ଗୁଣ୍ଡାରାଜ ଚଳାଇଥିଲେ। ଶିକ୍ଷାର୍ଥୀ ଏବଂ ଅଧ୍ୟାପକଙ୍କୁ ନିସ୍ତୁକ ପିଟି ଥିବା ସମସ୍ତ ଦୁର୍ବୃତ୍ତ ଏବିଭିପି ସମର୍ଥକ ବୋଲି କିଛି ଗଣମାଧ୍ୟମ ସଂସ୍ଥାର ପକ୍ଷରୁ କରାଯାଇଥିବା ଅଣ୍ଡର…

ଇରାନ ଖସାଇଛି ୟୁକ୍ରେନ ବିମାନ

ନ୍ୟୁୟର୍କ,୧୧ା୧: ଇରାନରେ ୟୁକ୍ରେନର ବିମାନ ଦୁର୍ଘଟଣାକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ନୁହେଁ, ବରଂ ମିଶାଇଲ ମାଡ଼ରେ ଏହା ଖସିପଡ଼ିଥିବା ଦାବି କରାଯାଉଛି। ଇରାନ ରାଜଧାନୀ ତେହେରାନସ୍ଥିତ ଇମାମ ଖୋମେନି ଅନ୍ତର୍ଜାତୀୟ ବିମାନବନ୍ଦରରୁ ବୋଇଙ୍ଗ୍‌ ୭୩୭-୮୦୦ ବୁଧବାର…

‘ପିଓକେ’ରେ ୩୦୦ ଆତଙ୍କବାଦୀ ସକ୍ରିୟ

ନୂଆଦିଲ୍ଲୀ,୧୧ା୧(ପି.ଟି.): ପ୍ରାୟ ୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ଲାଗି ସୀମା ସେପଟେ ଅପେକ୍ଷା କରିଛନ୍ତି। ପାକ୍‌ ଅଧିକୃତ କଶ୍ମୀରରେ ୫୦ ଆଫଗାନ୍‌ ଆତଙ୍କବାଦୀଙ୍କ ସହ ଏମାନେ ଜେଇଏମ୍‌ ଆତଙ୍କବାଦୀ ଶିବିରରେ ପ୍ରଶିକ୍ଷଣ ନେଉଛନ୍ତି। ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଓ ପାକ୍‌ସେନାର…

ମାର୍କେଟ ବିଲ୍ଡିଂରେ ଆତଙ୍କ: ଯାହାକୁ ଦେଖିଲେ ପିଟିଲେ କଳାମୁଖା ପିନ୍ଧା ଦୁର୍ବୃତ୍ତ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା। ପ୍ରାୟ ୭୦ ଦୁର୍ବୃତ୍ତ ମୁହଁରେ କଳାମୁଖା ପିନ୍ଧି ଖଣ୍ଡା, ଭୁଜାଲି, ଠେଙ୍ଗା ଧରି ପଶିଆସିଥିଲେ ଜନଗହଳିପୂର୍ଣ୍ଣ ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂକୁ। ଦେଖୁ ଦେଖୁ ଖେଳିଯାଇଥିଲା ଆତଙ୍କ। ଦୁର୍ବୃତ୍ତମାନେ କେଶରୀ ମଲ ସମ୍ମୁଖ…

ଓଡ଼ିଶା ହରାଇବ ୩୦ ହଜାର କୋଟି

ଭୁବନେଶ୍ୱର,୧୧ା୧(ବ୍ୟୁରୋ):ପଞ୍ଚଦଶ ଅର୍ଥ କମିଶନରେ ଓଡ଼ିଶାକୁ କେନ୍ଦ୍ରୀୟ ଟିକସ ବାବଦ ଅଂଶଧନ କମିବ। କମିଶନ ୨୦୧୧ ଜନସଂଖ୍ୟାକୁ ସଂଶୋଧିତ ମାନଦଣ୍ଡ ଭାବେ ଗ୍ରହଣ କରିଥିବାରୁ ରାଜ୍ୟ ପାଇଁ ବଡ ଆର୍ଥିକ କ୍ଷତି ହେବ। ଜନସଂଖ୍ୟା ନିୟନ୍ତ୍ରଣ ଏବଂ ଦାରିଦ୍ର୍ୟ ହ୍ରାସ ଯୋଗୁ ରାଜ୍ୟକୁ…

ସାଇରସ ମିସ୍ତ୍ରିଙ୍କୁ ଝଟକା;ଏନ୍‌ସିଏଲ୍‌ଏଟି ରାୟକୁ ସୁପ୍ରିମକୋର୍ଟଙ୍କ ରହିିତାଦେଶ

  ନୂଆଦିଲ୍ଲୀ,୧୧-୧ : ଟାଟାସନ୍ସର ଅଧ୍ୟକ୍ଷ ପଦବୀରେ ଅବସ୍ଥାପିତ ହେବା ନେଇ ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ଡିସେମ୍ବର ୧୮ରେ ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଏଟି) ରାୟ ଦେଇଥିଲେ। ଏହି ରାୟକୁ ସୁପ୍ରିମକୋର୍ଟ ଶୁକ୍ରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri