Home Middle

ବିଦ୍ୟୁତ ବିତରଣ କମ୍ପାନୀଙ୍କ ଉପରେ ୧.୨୩ ଲକ୍ଷ କୋଟି ଟଙ୍କା ବାକି

ନୂଆଦିଲ୍ଲୀ,୨୯।୬ : ବିଦ୍ୟୁତ ବିତରଣ କମ୍ପାନୀଙ୍କ ଉପରେ ଶକ୍ତି ଉତ୍ପାଦନ କରୁଥିବା କମ୍ପାନୀଗୁଡିକର ମୋଟ ବକେୟା ରାଶି ୬୩% ବୃଦ୍ଧି ଘଟି ୧.୨୩ ଲକ୍ଷ କୋଟି ଟଙ୍କା ଛୁଇଁଛି। ଏହି କ୍ଷେତ୍ର ବର୍ତ୍ତମାନ ଚାପରେ ରହିଛି। ଏଭଳି ସ୍ଥିତିରେ ଗତ ବର୍ଷ…

ସହରରେ ବୁଲିଛନ୍ତି ଆକ୍ରାନ୍ତ ବ୍ୟାଙ୍କ କର୍ମଚାରୀ

ଢେଙ୍କାନାଳ ଅଫିସ,୨୯।୬: କରୋନାରେ ଆକ୍ରାନ୍ତ ଜଣେ ବ୍ୟାଙ୍କ କର୍ମଚାରୀ ଗତ ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଢେଙ୍କାନାଳ ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରିଥିବା ରବିବାର ଜଣାପଡିଛି। ଏହାକୁ ନେଇ ସହରବାସୀ ଆଶଙ୍କାରେ ଥିବାବେଳେ ଜିଲା ପ୍ରଶାସନ, ପୌରସଂସ୍ଥା ଓ ସ୍ବାସ୍ଥ୍ୟ…

ତେଲ ଦର ବୃଦ୍ଧିରେ ବିରତି;୨୧ ଦିନ ଧରି ବଢି ଚାଲିଥିଲା

ନୂଆଦିଲ୍ଲୀ,୨୯।୬ : ଗତ ୨୧ ଦିନ ଧରି ତେଲ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତାକୁ ବଢାଇଛି। କରୋନା ସଙ୍କଟରେ ଏଭଳି ଲଗାତର ଦର ବୃଦ୍ଧିକୁ ନେଇ ସାରା ଦେଶରେ ଖାଉଟିଙ୍କ ମଧ୍ୟରେ ଗଭୀର ଅସନ୍ତୋଷ ପ୍ରକାଶ ପାଇଛି। ଜୁନ ୭ ପରଠାରୁ…

ଆଇଆଇସି, ବ୍ୟାଙ୍କ ଆକାଉଣ୍ଟାଣ୍ଟଙ୍କୁ କରୋନା: ବଡ଼ମ୍ବା ବ୍ଲକକୁ ୭୨ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା

ବଡ଼ମ୍ବା,୨୮ା୬(ଡି.ଏନ୍‌.ଏ.)- କଟକ ଜିଲା ବଡ଼ମ୍ବା ଅଞ୍ଚଳରେ କରୋନା କାୟା ବିସ୍ତାର କରୁଛି। ଶନିବାର ରାତିରେ ବଡ଼ମ୍ବା ଥାନା ଆଇଆଇସି ଓ ରବିବାର ଜାତୀୟ ବ୍ୟାଙ୍କରେ କାର୍ଯ୍ୟରତ ଜଣେ ଆକାଉଣ୍ଟାଣ୍ଟ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ବଡ଼ମ୍ବାସ୍ଥିତ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ ୪ ଜଣ…

ପିଏମ୍‌-କେୟାର୍ସକୁ ଦାନ କରିଛନ୍ତି ଚାଇନା କମ୍ପାନୀ: କଂଗ୍ରେସ ଆଣିଲା ଅଭିଯୋଗ

ନୂଆଦିଲ୍ଲୀ,୨୮ା୬(ଆଇଏଏନ୍‌ଏସ୍‌)-ଭାରତରେ କରୋନା ମହାମାରୀ ସଂକ୍ରମଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ମାର୍ଚ୍ଚ ୨୮ରେ ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଓ ଜରୁରୀ ପରିସ୍ଥିତିରେ ସହାୟତା ପାଣ୍ଠି (ପିଏମ୍‌-କେୟାର୍ସ) ଗଠନ କରିଥିଲେ। କରୋନା ମହାମାରୀ ଏବଂ ଭବିଷ୍ୟତରେ ଅନୁରୂପ ମହାମାରୀ ଭଳି ସ୍ଥିତିର…

୨ରେ ପ୍ରବଳ ବର୍ଷା: ୪ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୮।୬(ବ୍ୟୁରୋ)- ରାଜ୍ୟରେ ଏବେ ମୌସୁମୀ ଦୁର୍ବଳ ରହିଛି। ତେଣୁ କିଛି ସ୍ଥାନରେ ବର୍ଷା ହେଉଛି। ଏଥିସହ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପ ପରିମାଣ ବର୍ଷା ହେବାକୁ ଥିବାବେଳେ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୭ ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୪,୭୪୩ରେ ପହଞ୍ଚିଲା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଆଉ ୧୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୪ ହଜାର ୭୪୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ରବିବାର ସୁସ୍ଥ…

ଚିନ୍ତା ବଢ଼ାଇଲାଣି ରାଜଧାନୀ: ଆଜି ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୫ ପୁରୁଷ-ଜଣେ ମହିଳା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜଧାନୀରେ ଆଉ ୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୩ଜଣ ହୋମ୍‌୍‌ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୩ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୯୨କୁ ବୃଦ୍ଧି ପାଇଛି। ସେଥିରୁ ୧୬୫ଜଣ ସୁସ୍ଥ…

ରଥର ଦକ୍ଷିଣମୋଡ଼ ଆରମ୍ଭ

ପୁରୀ ଅଫିସ,୨୮ା୬: ଭାଇଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ ଏବେ ଜନ୍ମବେଦୀରେ ଲୀଳା କରୁଛନ୍ତି। ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆସନ୍ତା ଜୁଲାଇ ୧ ତାରିଖ ବାହୁଡ଼ା ତିଥିରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ରବିବାରଠାରୁ ବାହୁଡ଼ାଯାତ୍ରାର ପ୍ରସ୍ତୁତି ଆରମ୍ଭ…

ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ

ଭୁବନେଶ୍ୱର,୨୮।୬(ବ୍ୟୁରୋ): କରୋନାରେ ଆଉ ୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ଭୁବନେଶ୍ୱର, କଟକ ଏବଂ ଗଞ୍ଜାମ ଜିଲାର ଜଣେ ଲେଖାଏ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଭାରତ ବନ୍ଧୁତାକୁ ସମ୍ମାନ ଦେବା ସହିତ ଆଖିରେ ଆଖି ମିଶାଇ ଜବାବ ବି ଦେଇପାରେ: ମୋଦି

ନୂଆଦିଲ୍ଲୀ, ୨୮।୬: ଭାରତ ବନ୍ଧୁତାକୁ ସମ୍ମାନ ଦେଇଥାଏ। ସେହିପରି ଆବଶ୍ୟକ ପଡ଼ିଲେ ଆଖିରେ ଆଖି ମିଶାଇ ଜବାବ ଦେବାକୁ ବି ସକ୍ଷମ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୬୬ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ଲଦାଖର…

CORONAVIRUS UPDATE: ଆଜି ରାଜ୍ୟରେ ୨୬୪ ଆକ୍ରାନ୍ତ ଚିହ୍ନଟ; ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୬୧୪କୁ ବୃଦ୍ଧି

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୪ଜଣ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩୦ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୬୧୪ରେ ପହଞ୍ଚିଛି। ତନ୍ମଧ୍ୟରୁ ୪୬୦୬ଜଣ ସୁସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?