୬ ମାସରେ ୧ରୁ ୧କୋଟି ଛୁଇଁଲା କରୋନା
ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୮।୬: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ୨୦୬ଟି ଦେଶରେ କରୋନା ନିଜର କାୟା ବିସ୍ତାର କରିସାରିଛି। କରେନା ସଂକ୍ରମଣର ପ୍ରଥମ ଘଟଣା ୨୦୧୯ ଡିସେମ୍ବରରେ ଚିହ୍ନଟ ହୋଇଥିଲା। ଏହାପରେ ମାତ୍ର ୬ ମାସ ମଧ୍ୟରେ…
ଓଡ଼ିଶାରୁ ମୁହଁ ଫେରାଉଛନ୍ତି ଶିଳ୍ପସଂସ୍ଥା
ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଆଲୁମିନିୟମ, ଇସ୍ପାତ, ଆଲୁମିନା, ସାର, ପେଟ୍ରୋ କେମିକାଲ, ପ୍ଲାଷ୍ଟିକ, ସିମେଣ୍ଟ ଭଳି ବୃହତ୍ ଶିଳ୍ପ ସାଙ୍ଗକୁ କୃଷି, ଖାଦ୍ୟ ପ୍ରକ୍ରିୟାକରଣ, ସ୍ବାସ୍ଥ୍ୟ, ପର୍ଯ୍ୟଟନ, ପ୍ରତିରକ୍ଷା, ଶକ୍ତି, ସୂଚନା ପ୍ରଯୁକ୍ତି କ୍ଷେତ୍ର ପାଇଁ ବୃହତ୍ ପୁଞ୍ଜିନିବେଶ ହେବ। ବେକାର ଯୁବତୀ…
୨୧ ଦିନ ଧରି ବଢୁଛି ତେଲ ଦର
ଭୁବନେଶ୍ୱର,୨୮।୬(ବ୍ୟୁରୋ): ଗତ ୨୧ ଦିନ ହେବ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢି ଚାଲିଛି। କରୋନା ପାଇଁ ବର୍ତ୍ତମାନ ଲୋକମାନେ ବିଭିନ୍ନ ସମସ୍ୟାରେ ଥିବା ବେଳେ ତେଲ ଦରରେ ବିରତି ଲାଗୁ ନ ଥିବାରୁ ଏହା ଖାଉଟିଙ୍କୁ ସମସ୍ୟାରେ ପକାଇଥିବା…
ମନ୍ତେଇ ଘାଟରେ ବିପଦପୂର୍ଣ୍ଣ ଯାତ୍ରା: ଦଉଡ଼ିରେ ଝୁଲୁଛି ଯାତ୍ରୀଙ୍କ ଜୀବନ
ଭଦ୍ରକ ଅଫିସ, ୨୮ା୬-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମେଦ ପଞ୍ଚାୟତର ଚାରବାଟିଆ ମନ୍ତେଇ ନଦୀଘାଟରେ ଦୈନିକ ହଜାର ହଜାର ଲୋକ ବିପଦପୂର୍ଣ୍ଣ ଭାବେ ଡଙ୍ଗା ମାଧ୍ୟମରେ ଯାତ୍ରା କରୁଛନ୍ତି। ଘାଟିଆ ନଦୀର ଉଭୟପଟେ ଦଉଡି ବାନ୍ଧି ତାହାରି ଭରସାରେ ଯାତ୍ରୀମାନଙ୍କୁ ଡଙ୍ଗାରେ…
ଲୋକଙ୍କ ଅଭିନବ ପ୍ରତିବାଦ: କାଦୁଅ ରାସ୍ତାରେ ଧାନ ବୁଣିଲେ
ସୋର, ୨୮ା୬(ଡି.ଏନ.ଏ.)-ରାସ୍ତା ମରାମତି ପାଇଁ ସ୍ଥାନୀୟ ଲୋକପ୍ରତିନିଧିଙ୍କଠାରୁ ଆରମ୍ଭ କରି ପ୍ରଶାସକ ଯାଏ କେହି ନ ଶୁଣିବାରୁ ଉପାୟଶୂନ୍ୟ ହୋଇ ଗାଁ ଲୋକେ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ସୋର ବ୍ଲକ ଅଧୀନ ମୁଳିସିଂ ପଞ୍ଚାୟତରେ।…
୩୦ ରାତିରୁ ପୁରୀ ଜିଲାରେ କର୍ଫ୍ୟୁ
ପୁରୀ ଅଫିସ,୨୭।୬- ବିଶ୍ୱ ପ୍ରସିଦ୍ଧ ବାହୁଡା ରଥଯାତ୍ରା ପାଇଁ ପୁଣି ପୁରୀ ଜିଲାରେ ଜାରି ହେବ କର୍ଫ୍ୟୁ। ଜୁନ ୩୦ ରାତି ୧୦ଟାରୁ ଜୁଲାଇ୨ ରାତି ୧୦ଟା ଯାଏଁ କର୍ଫ୍ୟୁ ବଳବତ୍ତର ରହିବ। ଏ ନେଇ ଶନିବାର ପୁରୀ ଜିଲାପାଳ ବଲଓ୍ବନ୍ତ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୪ ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ
ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଶନିବାର ୮୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୪୮ଜଣ ଥିବା ବେଳେ ଖୋର୍ଦ୍ଧାର ୪୫, ବାଲେଶ୍ୱରର ୩୧, ଗଜପତି ୧୨, ଭଦ୍ରକର ୧୦, ଜଗତସିଂହପୁର ୬, ଝାରସୁଗୁଡ଼ାର ୬, କେନ୍ଦ୍ରାପଡ଼ା-ପୁରୀର ୫ ଲେଖାଏ, ସୁନ୍ଦରଗଡ଼ର…
ଆଜି ଭୁବନେଶ୍ୱରରେ ପୁଣି ୯ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ଆଉ ୧୦
ଭୁବନେଶ୍ୱର,୨୭ା୬(ବ୍ୟୁରୋ) : ଶନିବାର ରାଜଧାନୀ ଭୁବନେଶ୍ୱରରେ ଆଉ ୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଥିବା ବେଳେ ଜଣେ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ…
ଲକ୍ଡାଉନ୍: ୪ କୋଟିରୁ ଅଧିକ ମା’ ନ ଚାହିଁ ବି ହୋଇଛନ୍ତି ଗର୍ଭବତୀ
ନୂଆଦିଲ୍ଲୀ, ୨୭।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ସାରା ପୃଥିବୀରେ ସଙ୍କଟ ଦେଖାଦେଇଛି। ବହୁ ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଲକ୍ଡାଉନ୍ ଜାରି ହୋଇଛି। ଏହି ସମୟ ମଧ୍ୟରେ ପୃଥିବୀର ୪ କୋଟି ୭୦ ଲକ୍ଷରୁ ଅଧିକ ମା’ ନ…
ଦିଲ୍ଲୀରୁ ଆସିଲା ଖୁସି ଖବର: କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୫୮ ପ୍ରତିଶତ ଛୁଇଁଲା
ନୂଆଦିଲ୍ଲୀ, ୨୭।୬: କରୋନା ମହାମାରୀ ସଂକ୍ରମଣ ଭାରତରେ ଥମିବାର ନା ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୫୫୨ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୩୮୪ ଜଣଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ମୋଟ…
ଆଉ ଏକ ମୁଣ୍ଡ ନେଲା କରୋନା: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି
ଭୁବନେଶ୍ୱର, ୨୭ା୬(ବ୍ୟୁରୋ): ରାଜ୍ୟରେ ଶନିବାରେ କରୋନା ଆକ୍ରାନ୍ତରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୬୮ ବର୍ଷୀୟ ବୃଦ୍ଧ। ପୂର୍ବରୁ ସେ ହାଇପରଟେନସନ୍ ଏବଂ ଡାଇବେଟିସ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଏହାକୁ ମିଶାଇ ରାଜ୍ୟରେ କରୋନା…
CORONAVIRUS UPDATE: ରାଜ୍ୟରେ ପୁଣି ୧୭୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଲା
ଭୁବନେଶ୍ୱର, ୨୭।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

