Home Middle

ଓଡ଼ିଆ ହକି ତାରକା ସୁନୀତା ଲାକ୍ରାଙ୍କ ଅବସର

ନୂଆଦିଲ୍ଲୀ, ୨।୧ (ପି.ଟି.)- ଭାରତୀୟ ମହିଳା ହକି ଦଳର ଷ୍ଟାର୍‌ ଖେଳାଳି ତଥା ଓଡ଼ିଆ ଡିଫେଣ୍ଡର୍‌ ସୁନୀତା ଲାକ୍ରା ଗୁରୁବାର ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି। ଆଣ୍ଠୁଜନିତ ସମସ୍ୟା ଯୋଗୁ ଆଉ ଏକ ଅସ୍ତ୍ରୋପଚାରର ସମ୍ମୁଖୀନ ହେବାକୁ ଯାଉଥିବା ସୁନୀତା…

କେରଳ ବିଧାନସଭା ପ୍ରସ୍ତାବ ଅଣସାମ୍ବିଧାନିକ: ରାଜ୍ୟପାଳ

ଥିରୁଭାନନ୍ତପୁରମ୍‌,୨।୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ କେରଳ ବିଧାନସଭାରେ ପାରିତ ହୋଇଥିବା ପ୍ରସ୍ତାବ ଅଣସାମ୍ବିଧାନିକ ବୋଲି ରାଜ୍ୟପାଳ ଆରିଫ୍‌ ମହମ୍ମଦ୍‌ ଖାଁ କହିଛନ୍ତି। ଏହି ପ୍ରସ୍ତାବର କୌଣସି ବୈଧତା ନାହିଁ ବୋଲି ସେ କହିଛନ୍ତି। ନାଗରିକତା କେନ୍ଦ୍ର ଅଧିନସ୍ଥ ଏକ…

ଭତ୍ତା ପାଇଁ ଏପ୍ରିଲରୁ ଆଧାର ଜରୁରୀ

ଭୁବନେଶ୍ୱର,୨ା୧(ବ୍ୟୁରୋ) : ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ ପାଇବାକୁ ଓ ଧାନ ବିକିବା ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଏବେ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନ୍‌ଏସ୍‌ଏପି) ଏବଂ ମଧୁବାବୁ ପେନ୍‌ସନ ଯୋଜନା(ଏମ୍‌ବିପିୱାଇ)ରେ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ମଧ୍ୟ ଆଧାର…

ସହଜ ନୁହେଁ ୫% ଜିଡିପି: ୨୦୨୦ରେ ଭାରତକୁ ସଂଘର୍ଷ କରିବାକୁ ପଡ଼ିବ

ନୂଆଦିଲ୍ଲୀ,୨ା୧: ଦେଶର ମୋଟ୍‌ ଘରୋଇ ଉତ୍ପାଦ (ଜିଡିପି) ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ୬ ବର୍ଷର ସର୍ବନିମ୍ନ ସ୍ତର ୪.୫% ଖସିଛି। ମାନ୍ଦାବସ୍ଥା ଯୋଗୁ ବିକାଶ ହାର ନିମ୍ନଗାମୀ ହେଉଛି। ଏଭଳି ସ୍ଥଳେ ୫% ଜିଡିପି ଅଭିବୃଦ୍ଧି ହାସଲ କରିବା…

ନୂଆବର୍ଷରେ ଜନ୍ମ ନେଲେ ୪ ଲକ୍ଷ ନବଜାତକ: ଭାରତରେ ସର୍ବାଧିକ ୬୭ ହଜାର

ଓ୍ବାଶିଂଟନ,୧।୧: ନୂଆବର୍ଷ ପହିଲି ଦିନରେ ପୃଥିବୀରେ ମୋଟ ୩ ଲକ୍ଷ ୯୨ ହଜାର ୭୮ ଜଣ ନବଜାତକ ଜନ୍ମଗ୍ରହଣ କରିଛନ୍ତି। ସେଥିମଧ୍ୟରୁ ଭାରତରେ ସର୍ବାଧିକ ୬୭ ହଜାର ୩ ଶହ ୮୫ ଜଣ ଶିଶୁଙ୍କ ଜନ୍ମ ହୋଇଥିବା ୟୁନିସେଫ୍‌ ରିପୋର୍ଟରୁ ଜଣାପଡ଼ିଛି।…

ନିର୍ଭୟା ଦୋଷୀଙ୍କୁ ଫାଶୀ ପାଇଁ ତିହାର ଜେଲ୍‌ରେ ୪ ମଞ୍ଚ ୪ ସୁଡ଼ଙ୍ଗର ନିର୍ମାଣ ଶେଷ: ଜାନୁୟାରୀ ୭ରେ ଓ୍ବାରେଣ୍ଟ୍‌ ଶୁଣାଣି

ନୂଆଦିଲ୍ଲୀ,୧।୧: ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ପାଇଁ ତିହାର ଜେଲ୍‌ରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଇତିମଧ୍ୟରେ ଜେଲ୍‌ରେ ୪ ଫାଶୀ ମଞ୍ଚ ସହିତ ୪ ସୁଡ଼ଙ୍ଗ ନିର୍ମାଣ ଶେଷ ହୋଇଛି। ପୂର୍ବରୁ ଏଠାରେ ଗୋଟିଏ ଫାଶୀ ମଞ୍ଚ ଥିଲା। ଜେଲ୍‌ରେ…

ନୂଆବର୍ଷର ପହିଲି ଦିନରେ ରୋଷେଇ ଘରେ ମହଙ୍ଗା ମାଡ଼: ବଢ଼ିଲା ରନ୍ଧନ ଗ୍ୟାସ୍‌ ଦାମ୍‌

ନୂଆଦିଲ୍ଲୀ,୧।୧: ନୂଆବର୍ଷର ପହିଲି ଦିନରେ ରୋଷେଇ ଘରେ ମହଙ୍ଗା ମାଡ଼ ହୋଇଛି। ବୁଧବାରଠାରୁ ରନ୍ଧନ ଗ୍ୟାସ୍‌ ଦାମ୍‌ ୧୯ ଟଙ୍କା ବଢ଼ିଛି। ଫଳରେ ଦିଲ୍ଲୀରେ ଅଣ-ସବସିଡ୍‌ ଯୁକ୍ତ ଗ୍ୟାସ୍‌ ସିଲିଣ୍ଡର ଦାମ୍‌ ୭୧୪ ଟଙ୍କା ହୋଇଛି। ଗତ ଡିସେମ୍ବରରେ ଏହାର ଦାମ୍‌…

୩ ସେନା ଏକଜୁଟ ହୋଇ କାର୍ଯ୍ୟ କରିବେ: ରାଓ୍ବତ

ନୂଆଦିଲ୍ଲୀ,୧।୧: ଜେନେରାଲ ବିପିନ୍‌ ରାଓ୍ବତ ୪ ତାରକା ବିଶିଷ୍ଟ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌(ସିଡିଏସ୍‌) ଭାବେ ବୁଧବାର କାର୍ଯ୍ୟଭାର ସମ୍ଭାଳିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଭାରତର ସୁରକ୍ଷା ପାଇଁ ନିୟୋଜିତ ଥିବା ସ୍ଥଳସେନା, ବାୟୁସେନା ଏବଂ ନୌସେନା ମିଳିତ…

ନୌଶେରା ସେକ୍ଟରରେ ସର୍ଚ୍ଚ ଅପରେଶନ୍‌: ୨ ଭାରତୀୟ ଯବାନ ଶହୀଦ୍‌

ଶ୍ରୀନଗର, ୧।୧: ଜମ୍ମୁ-କଶ୍ମୀର ରାଜୌରୀ ଜିଲାର ନୌଶେରା ସେକ୍ଟରରେ ନୂଆବର୍ଷରେ ଏକ ସର୍ଚ୍ଚ ଅପରେଶନ୍‌ରେ ୨ ଜଣ ଭାରତୀୟ ଯବାନ ଶହୀଦ୍‌ ହୋଇଛନ୍ତି। ନିୟନ୍ତ୍ରଣ ରେଖାରେ ପାକିସ୍ତାନୀ ଅନୁପ୍ରବେଶକାରୀ ଖାରି ଥରାୟତ୍‌ ଜଙ୍ଗଲ ଦେଇ ଭାରତରେ ପ୍ରବେଶ ପାଇଁ ଉଦ୍ୟମ କରୁଥିଲେ।…

ଦେଶର ସୁରକ୍ଷା ହିଁ ଗୁରୁତ୍ୱପୂର୍ଣ୍ଣ: ନରାଓ୍ବଣେ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଅବସରରେ ନୂଆ ସେନାମୁଖ୍ୟ ଲ୍ୟୁଟ୍‌ନାଣ୍ଟ୍‌ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ନ୍ୟାସନାଲ ଓ୍ବାର ମେମୋରିଆଲ୍‌ରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ ସେ କହିଛନ୍ତି ଯେ, ଦେଶର ସୁରକ୍ଷା ହିଁ ପ୍ରାଥମିକତା…

ନୂଆବର୍ଷର ପ୍ରଥମ ସୂର୍ଯ୍ୟ ଦର୍ଶନ: ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ପୁରୀ ଅଫିସ,୧।୧: ଆରମ୍ଭ ହୋଇଛି ବର୍ଷ ୨୦୨୦। ନୂଆବର୍ଷର ପ୍ରଥମ ସୂର୍ଯ୍ୟଦର୍ଶନ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ହୋଇଛି। ମହାପ୍ରଭୁଙ୍କ ଦର୍ଶନ କରି ପରିବାର ତଥା ବନ୍ଧୁ ପରିଜନଙ୍କ ଶୁଭ ମନାସିବା ପାଇଁ ଲକ୍ଷାଧିକ…

୨୦୨୦: ସରିନାହିଁ ଆନ୍ଦୋଳନ, ରାଜନୀତି

ପୁରୁଣା ବର୍ଷ ୨୦୧୯ ଧରାପୃଷ୍ଠରୁ ବିଦାୟ ନେଇସାରିଛି ଆଉ ପୃଥିବୀରେ ପାଦ ଦେଇଛି ନୂଆବର୍ଷ ୨୦୨୦। ନୂତନବର୍ଷ ସାଙ୍ଗରେ ନେଇ ଆସିଛି ୩୬୬ର (ଅଧିବର୍ଷ) ସମ୍ଭାବନାମୟ ଦିନ। ରାଜ୍ୟ, ଦେଶ ତଥା ଅନ୍ତର୍ଜାତୀୟ ସ୍ତରରେ ପୁଣି ଲେଖାହେବ ଆଉ ଗୋଟିଏ ବର୍ଷର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri