ଲାଞ୍ଚ ନେଇ ଧରାପଡ଼ିଲେ ଆଇଏଏସ୍ ଅଫିସର
ଭୁବନେଶ୍ୱର, ୩୦ା୧୨(ବ୍ୟୁରୋ)- ଲାଞ୍ଚ ନେଇ ଧରାପଡ଼ିଛନ୍ତି ଆଇଏଏସ୍ ଅଫିସର ବିଜୟ କେତନ ଉପାଧ୍ୟାୟ। ୨୦୦୯ ବ୍ୟାଚ୍ର ଆଇଏଏସ୍ ବିଜୟ କେତନ ୧ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ…
ଅଜିତ ପାଓ୍ବରଙ୍କୁ ମିଳିଲା ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ
ମୁମ୍ବାଇ,୩୦।୧୨: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍ସିପି) ନେତା ଅଜିତ ପାଓ୍ବାର ସୋମବାର ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ସମୟରେ ମୋଟ ୩୬ଜଣଙ୍କୁ ମନ୍ତ୍ରୀ ପଦ ମିଳିଛି। ସୂଚନାଯୋଗ୍ୟ, ନଭେମ୍ବର ୨୮ରେ ମହାରାଷ୍ଟ୍ରରେ ଶିବସେନା,…
ସିଏଏ ସମ୍ପର୍କରେ ସଚେତନତା: ମୋଦି ଆରମ୍ଭ କଲେ ଟୁଇଟର ଅଭିଯାନ
ନୂଆଦିଲ୍ଲୀ,୩୦।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସୋମବାର ଦେଶବ୍ୟାପି ଏକ ଟୁଇଟର ଅଭିଯାନ ଆରମ୍ଭ ହୋଇଛି। ଏଥିରେ ମୋଦି କହିଛନ୍ତି ଯେ, ସିଏଏ ଦ୍ୱାରା କୌଣସି ଭାରତୀୟଙ୍କ ନାଗରିକତ୍ୱରେ ବାଧା ସୃଷ୍ଟି…
ସ୍ମାର୍ଟଫୋନ୍ ବ୍ୟବହାର ଉପରେ କଟକଣା ଲଗାଇଲା ଭାରତୀୟ ନୌସେନା
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ନୌସେନା ପକ୍ଷରୁ ସ୍ମାର୍ଟଫୋନ୍ ବ୍ୟବହାର ଉପରେ କଟକଣା ଲଗାଯାଇଛି। ନୌସେନା ଯବାନ ଏଣିକି ଯୁଦ୍ଧପୋତ ଏବଂ ନାଭାଲ୍ ବେସ୍ରେ ସ୍ମାର୍ଟଫୋନ୍, ସୋସିଆଲ୍ ମିଡ଼ିଆ ଆଦିର ବ୍ୟବହାର କରିପାରିବେ ନାହିଁ। ନୌସେନାର ୭ ଜଣ ସଦସ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ…
ଉତ୍ତର ଭାରତରେ ଘନ କୁହୁଡି: ଟ୍ରେନ୍, ବିମାନ ସେବା ବାଧାପ୍ରାପ୍ତ
ନୂଆଦିଲ୍ଲୀ,୩୦।୧୨: ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ହାଡଭଙ୍ଗା ଶୀତ ଅନୁଭୂତ ହୋଇଛି। ସୋମବାର ଉତ୍ତର ଭାରତର ଅଧିକାଂଶ ସ୍ଥାନରେ ପାରଦ ତଳକୁ ଖସିଆସିଛି। ଉତ୍ତର ପ୍ରଦେଶ, ବିହାର ସମେତ ଆଉ କିଛି ସ୍ଥାନରେ ତାପମାତ୍ରା ୫ ଡିଗ୍ରୀ ତଳକୁ…
କଶ୍ମୀର ଉପରେ ଚର୍ଚ୍ଚା ପାଇଁ ରିୟାଧ ଡାକିଲା ଆଇଓସି ବୈଠକ: ଭାରତକୁ ସୌଦି ଝଟକା
ଇସ୍ଲାମାବାଦ/ନୂଆଦିଲ୍ଲୀ,୩୦।୧୨: ପାକିସ୍ତାନକୁ ଖୁସି କରିବା ପାଇଁ ଇସ୍ଲାମିକ ସହଯୋଗ ସଙ୍ଗଠନ (ଆଇଓସି)ର ବହିର୍ବ୍ୟାପାର ମନ୍ତ୍ରୀମାନଙ୍କ ବୈଠକ ଡାକିବାକୁ ରାଜି ହୋଇଯାଇଛି ସୌଦି ଆରବ। ଏହି ବୈଠକ କେବେ ହେବ ସେନେଇ କିଛି ଜଣାପଡ଼ି ନ ଥିଲେ ବି ଏଥିରେ କଶ୍ମୀର ସ୍ଥିତି…
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୋରେନ
ରାଞ୍ଚି,୨୯।୧୨: ଝାଡ଼ଖଣ୍ଡର ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍ଏମ୍) ନେତା ହେମନ୍ତ ସୋରେନ ରବିବାର ମୋହରାବଦି ଗ୍ରାଉଣ୍ଡରେ ଶପଥ ନେଇଛନ୍ତି। ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଉତ୍ସବରେ ବହୁ ନେତାମନ୍ତ୍ରୀ…
ସିଏଏ ଦ୍ୱାରା ହିନ୍ଦୁ ମୁସଲ୍ମାନଙ୍କ ମଧ୍ୟରେ ଦୂରତା ସୃଷ୍ଟି କରୁଛି ଭାଜପା: ଶିବସେନା
ମୁମ୍ବାଇ,୨୯।୧୨: ସିଏଏ ଦ୍ୱାରା ଭାଜପା ହିନ୍ଦୁ ଏବଂ ମୁସଲ୍ମାନଙ୍କ ମଧ୍ୟରେ ଦୂରତା ସୃଷ୍ଟି କରିବାର ପ୍ରୟାସ କରୁଛି। ଏନେଇ ଶିବସେନା ପକ୍ଷରୁ ଭାଜପାକୁ କଡ଼ା ସମାଲୋଚନା କରାଯାଇଛି। ଶିବସେନା ମୁଖପତ୍ର ସାମନାର ସମ୍ପାଦକୀୟରେ ଏସମ୍ପର୍କିତ ଲେଖା ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି…
ବର୍ଷର ଶେଷ ମନ୍ କି ବାତ୍: ଯୁବବର୍ଗଙ୍କ ମଧ୍ୟରେ କିଛି ନୂଆ କରି ଦେଖାଇବାର ଇଛାଶକ୍ତି ଥିବା କହିଲେ ମୋଦି
ନୂଆଦିଲ୍ଲୀ, ୨୯।୧୨: ଭାରତରେ ଯୁବବର୍ଗଙ୍କ ମଧ୍ୟରେ ଏବେ ନୂଆ ଚିନ୍ତାଧାରା ଆସିଛି। ସେମାନଙ୍କ ମଧ୍ୟରେ ଜାତି, ଧର୍ମ, ବର୍ଣ୍ଣର ଗୁରୁତ୍ୱ ନାହିଁ। କିଛି ନୂଆ କରି ଦେଖାଇବାର ଇଛାଶକ୍ତି ସେମାନଙ୍କଠାରେ ରହିଛି। ଆଗାମୀ ୧୦ ବର୍ଷ ମଧ୍ୟରେ ଭାରତୀୟ ଯୁବବର୍ଗ ରାଷ୍ଟ୍ର…
ପ୍ରଶାସନର ନୂଆବର୍ଷ ପ୍ରସ୍ତୁତି: ଝଲସିଲାଣି ମେଘନାଦ ପାଚେରି; ଶେଷ ପର୍ଯ୍ୟାୟରେ ବ୍ୟାରିକେଡ କାମ
ପୁରୀ ଅଫିସ, ୨୯ା୧୨: ଆଉ ୩ ଦିନ ପରେ ନୂଆବର୍ଷ। ପୁରୀରେ ଲକ୍ଷ ଲକ୍ଷ ଭକ୍ତ ଓ ପର୍ଯ୍ୟଟକଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ, ପୋଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି।…
କଂଗ୍ରେସ ପ୍ରତିଷ୍ଠା ଦିବସରେ ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ : ଏନ୍ପିଆର୍, ଏନ୍ଆର୍ସି ଦ୍ୱିତୀୟ ବିମୁଦ୍ରୀକରଣ
ନୂଆଦିଲ୍ଲୀ/ ଗୁଆହାଟୀ,୨୯ା୧୨(ପି.ଟି.): କଂଗ୍ରେସର ୧୩୫ତମ ପ୍ରତିଷ୍ଠା ଦିବସ ଅବସରରେ ଦଳର ନେତା ରାହୁଲ ଗାନ୍ଧୀ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍ପିଆର୍) ଏବଂ ପ୍ରସ୍ତାବିତ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି)କୁ ସମାଲୋଚନା କରି ଏହାକୁ…
ଅସହାୟଙ୍କ ପାଇଁ ରାତିରେ ଖୋଲା ରହିବ ସ୍କୁଲ କୋଠା
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଥଣ୍ଡାକୁ ଦୃଷ୍ଟିରେ ରଖି ସରକାର ସତର୍କ ପଦକ୍ଷେପ ଗ୍ରହଣ କରିଛନ୍ତି। ସବୁ ବ୍ଲକ, ତହସିଲ, ପଞ୍ଚାୟତକୁ ଆଲର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଗରିବ, ବାସହୀନ, ଅସହାୟଙ୍କ ପାଇଁ ରାତ୍ର ଆଶ୍ରୟସ୍ଥଳ, ସ୍କୁଲ, ସର୍ବସାଧାରଣ କୋଠା ଖୋଲା…
Archives


